କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା
ଆଲିଗଡ଼, ୧୭ା୧୦(ପି.ଟି.): ଉତ୍ତରପ୍ରଦେଶର ଆଲିଗଡ଼ ଜିଲାରେ ଜଣେ ସ୍ଥାନୀୟ କଂଗ୍ରେସ ନେତାଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଜମି ବିବାଦକୁ ନେଇ ଏଭଳି ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି। ତାଙ୍କ ନାମ ମହମ୍ମଦ ଫାରୁକ୍। ସମ୍ସାଦ୍ ମାର୍କେଟ ନିକଟ ଅଫିସରେ ସେ ଥଇବାବେଳେ ମୋଟର…
ବିରୋଧୀଙ୍କୁ ମୋଦି କହିଲେ ବୁଡ଼ି ମର
ମୁମ୍ବାଇ,୧୭ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମହାରାଷ୍ଟ୍ର ନିର୍ବାଚନ ପ୍ରଚାରରେ ଯାଇ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ବିରୋଧ କରୁଥିବା ବିପକ୍ଷ ନେତାମାନଙ୍କ ଉପରେ କଟୁ ମନ୍ତବ୍ୟ ଦେଇଛନ୍ତି। ନିର୍ବାଚନ ସହ ଏହି ପଦକ୍ଷେପକୁ ଯୋଡ଼ୁଥିବାରୁ ତାଙ୍କୁ ସମାଲୋଚନା କରୁଥିବା ନେତାମାନେ ବୁଡ଼ି…
ସୁପ୍ରିମକୋର୍ଟରେ ଶୁଣାଣି ବେଳେ ହାଇଡ୍ରାମା
ନୂଆଦିଲ୍ଲୀ,୧୭ା୧୦ (ପି.ଟି./ଆଇଏଏନ୍ଏସ୍): ରାଜନୈତିକ ଦୃଷ୍ଟିରୁ ଦେଶର ସର୍ବାଧିକ ସମ୍ବେଦନଶୀଳ ଅଯୋଧ୍ୟା ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଶେଷ ହୋଇ ରାୟ ସଂରକ୍ଷିତ ରଖାଯାଇଛି। ୫ ବିଚାରପତିଙ୍କୁ ନେଇ ଗଠିତ ସାମ୍ବିଧାନିକ ପୀଠରେ ବୁଧବାର ଏହାର ଚୂଡ଼ାନ୍ତ ବିଚାର ବେଳେ କୋର୍ଟରୁମ୍ରେ ହାଇଡ୍ରାମା ଦେଖିବାକୁ…
ପାର୍ଲାମେଣ୍ଟ ଶୀତ ଅଧିବେଶନ ନଭେମ୍ବର ୧୮ରୁ
ନୂଆଦିଲ୍ଲୀ,୧୭ା୧୦ (ଆଇଏଏନ୍ଏସ୍): ପାର୍ଲାମେଣ୍ଟର ଶୀତ ଅଧିବେଶନ ନଭେମ୍ବର ୧୮ରୁ ଆରମ୍ଭ ହୋଇ ଡିସେମ୍ବର ୨୩ ଯାଏ ଚାଲିବ। ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ସଂସଦୀୟ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିପିଏ)ର ଏକ ବୈଠକରେ ଅଧିବେଶନର ତାରିଖ ଓ…
ସରିଲା ଅଯୋଧ୍ୟା ବିଚାର
ନୂଆଦିଲ୍ଲୀ,୧୭ା୧୦(ପି.ଟି./ଆଇଏଏନ୍ଏସ୍): ସୁପ୍ରିମକୋର୍ଟରେ ୪୦ ଦିନର ମାରାଥନ୍ ଶୁଣାଣି ପରେ ବୁଧବାର ଅଯୋଧ୍ୟାର ରାମ ଜନ୍ମଭୂମି-ବାବ୍ରି ମସ୍ଜିଦ ଜମି ବିବାଦ ମାମଲାର ବିଚାର ଶେଷ ହୋଇଛି। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ପୀଠ…
ପାଟିର ଲାଳ ଦୂର କରେ ଶହେରୁ ଅଧିକ ପ୍ରକାର ରୋଗ..
ଆମ ମୁଖ ଭିତରେ ଏକ ଲକ୍ଷରୁ ଅଧିକ ଲାଳଗ୍ରନ୍ଥି ରହିଛି। ଏହି ଗ୍ରନ୍ଥି ଦ୍ୱାରା ପାଟିରେ ଲାଳ ତିଆରି ହୁଏ। ଲାଳ ଯୋଗୁ ମଣିଷ ଶରୀରରେ ଦେଖାଦେଉଥିବା ଶହେରୁ ଅଧିକ ପ୍ରକାର ରୋଗ ଦୂର ହୋଇଥାଏ। ସକାଳେ ଉଠି ଅଧୁଆ ମୁହଁରେ…
୨୦ରୁ ଆରମ୍ଭ ହେବ କର୍ତ୍ତାରପୁର କରିଡର ପାଇଁ ପଞ୍ଜୀକରଣ
ଚଣ୍ଡିଗଡ଼,୧୬।୧୦: କର୍ତ୍ତାରପୁର କରିଡର ଯାତ୍ରା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ସ୍ବତନ୍ତ୍ର ଫର୍ମ ଜାରି କରିଯାଇଛି। ଏହାକୁ ତୀର୍ଥଯାତ୍ରୀ ଅନ୍ଲାଇନରେ ଆବେଦନ କରିପାରିବେ। ପାକିସ୍ତାନରେ ଥିବା ଶିଖଙ୍କ ପବିତ୍ର ସ୍ଥଳ କର୍ତ୍ତାରପୁର ଯାତ୍ରା ପାଇଁ ଖୁବ୍ଶୀଘ୍ର କେନ୍ଦ୍ର ସରକାର ଔପଚାରିକ…
କଂଗ୍ରେସକୁ ଝଟକା: ରାଜ୍ୟସଭା ଏମ୍ପି କେ.ସି ରାମମୂର୍ତ୍ତି ଦେଲେ ଇସ୍ତଫା
ବେଙ୍ଗାଲୁରୁ,୧୬।୧୦: କର୍ନାଟକ କଂଗ୍ରେସର ରାଜ୍ୟସଭା ଏମ୍ପି ତଥା ବରିଷ୍ଠ ନେତା କେ.ସି. ରାମମୂର୍ତ୍ତି ରାଜ୍ୟସଭା ସଦସ୍ୟ ପଦରୁ ବୁଧବାର ଇସ୍ତଫା ଦେଇଛନ୍ତି। ରାଜ୍ୟସଭା ସଭାପତି ତଥା ଉପରାଷ୍ଟ୍ରପତି ଏମ୍ ଭେଙ୍କେୟା ନାଇଡୁଙ୍କୁ କେସ ଇସ୍ତଫା ପତ୍ର ପଠାଇଥିବା ବେଳେ ଏହାକୁ ସ୍ବୀକାର…
ପଞ୍ଜାବରେ ଆତଙ୍କବାଦୀଙ୍କ ଅନୁପ୍ରବେଶ: ବଡ଼ ଧରଣର ଆକ୍ରମଣ ଆଶଙ୍କା
ଚଣ୍ଡିଗଡ଼,୧୬।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ବିଚଳିତ ହୋଇପଡ଼ିଛି ପାକିସ୍ତାନ। ଫଳରେ ପାକିସ୍ତାନ ଲଗାତର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ପାଇଁ ଉଦ୍ୟମ ଚଳାଇଛି। ଏଥିସହ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣର…
ସରକାରୀ ହସ୍ପିଟାଲରେ ମୃତକଙ୍କ ଆଖି ଖାଇଗଲେ ପିମ୍ପୁଡ଼ି: ୪ ଡାକ୍ତର ନିଲମ୍ବିତ
ଭୋପାଳ,୧୬।୧୦: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ସରକାରରେ ସ୍ବାସ୍ଥ୍ୟ ସେବା ଭୁଷୁଡ଼ି ପଡ଼ିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ଶିବପୁରୀର ଜିଲା ହସ୍ପିଟାଲରେ ୫୦ ବର୍ଷ ବୟସ୍କ ଯକ୍ଷ୍ମା ରୋଗୀ ବାଲଚନ୍ଦ୍ର ଲୋଧୀଙ୍କ ମୃତଦେହ ୫ ଘଣ୍ଟା ଧରି ଅବହେଳିତ ଅବସ୍ଥାରେ ପଡ଼ି ରହିଥିଲା।…
ଶ୍ରମିକଙ୍କୁ ହତ୍ୟା କଲେ ଆତଙ୍କବାଦୀ
ଶ୍ରୀନଗର,୧୬।୧୦: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାରେ ଆତଙ୍କବାଦୀମାନେ ଜଣେ ଶ୍ରମିକଙ୍କୁ ହତ୍ୟା କରିଛନ୍ତି। ସ୍ଥାନୀୟ କାକପୋରାଠାରେ ଥିବା ଏକ ଇଟା ଭାଟିରେ ଶ୍ରମିକ କାମ କରୁଥିଲେ। ତାଙ୍କ ନାମ ସେଠୀ କୁମାର ସାଗର। ସେ ଛତିଶଗଡ଼ ବାସୋଂଲି ଅଞ୍ଚଳର ବାସିନ୍ଦା। ଆତଙ୍କବାଦୀମାନେ ତାଙ୍କୁ…
ପର୍ଯ୍ୟଟକଙ୍କ ଗାଡ଼ି ପଛରେ ୨ କିମି ଗୋଡ଼ାଇଲା ସିଂହ: ସୋସିଆଲ୍ ମିଡ଼ିଆରେ ଭାଇରାଲ
ବେଙ୍ଗାଲୁରୁ,୧୬।୧୦: କର୍ନାଟକର ବେଲ୍ଲାରି ଜିଲାରେ ଥିବା ଅଟଳ ବିହାରୀ ବାଜପେୟୀ ଜାତୀୟ ପ୍ରାଣୀ ଉଦ୍ୟାନରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ସିଂହ ସଫାରିରେ ଏକ ୬ ମାସର ସିଂହ ଶାବକ ପର୍ଯ୍ୟଟକଙ୍କ ଗାଡ଼ିକୁ ୨ କିଲୋମିଟର ପର୍ଯ୍ୟନ୍ତ ପିଛା…
Archives


