ପ୍ରଜ୍ଞା ଠାକୁର ଜଣେ ଆତଙ୍କବାଦୀ: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୮।୧୧: ନାଥୁରାମ ଗଡସେକୁ ଦେଶ ଭକ୍ତ କହି ପୁଣି ବିବାଦ ଘେରକୁ ଆସିଛନ୍ତି ଭାଜପା ଏମ୍ପି ପ୍ରଜ୍ଞା ଠାକୁର। ଏଥିପାଇଁ ତାଙ୍କୁ ପଦ ହରାଇବାକୁ ପଡିଛି। ବୁଧବାର ଲୋକସଭାରେ ଏସପିଜି ସଂଶୋଧନ ବିଲ ଉପରେ ଚର୍ଚ୍ଚା ଚାଲିଥିବା ସମୟରେ ପ୍ରସଙ୍ଗ କ୍ରମେ…
ହଳଦୀ ମିଶା କ୍ଷୀରପାନ ଅବସାଦ ଦୂରକରେ
ନୂଆଦିଲ୍ଲୀ: ରାତିରେ ଶୋଇବା ପୂର୍ବରୁ ଅଧାଗ୍ଲାସେ ହଳଦୀ ମିଶା କ୍ଷୀର ପିଇଲେ ବହୁ ଉପକାର ମିଳିଥାଏ। ଏହାଦ୍ୱାରା ସାରାଦିନର ଥକାପଣ ଦୂରହୋଇ ସୁଖନିଦ୍ରା ହୋଇଥାଏ। ଶରୀର ପୀଡ଼ାରୁ ମଧ୍ୟ ଏହା ମୁକ୍ତି ଦେଇଥାଏ। କ୍ଷୀରରେ ପ୍ରଚୁର ପରିମାଣରେ କ୍ୟାଲସିୟମ୍, ଆଇରନ୍, ପ୍ରୋଟିନ୍…
ପଦ ହରାଇଲେ ପ୍ରଜ୍ଞା
ନୂଆଦିଲ୍ଲୀ,୨୮।୧୧: ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍ସେଙ୍କୁ ଭାଜପା ଏମ୍ପି ପ୍ରଜ୍ଞା ସିଂ ଠାକୁର ‘ଦେଶଭକ୍ତ’ କହି ବିବାଦ ଘେରକୁ ଚାଲି ଯାଇଥିଲେ। ଏବେ ଏହା ତାଙ୍କୁ ମହଙ୍ଗା ପଡିଛି। ଏନେଇ ଗୁରୁବାର ତାଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା କମିଟିରୁ…
ବିଶ୍ୱ ଦେଖିବ ପରାକ୍ରମ: ନୌସେନାର ପ୍ରଥମ ମହିଳା ପାଇଲଟ ଶିବାଙ୍ଗୀ
ମୁଜାଫରପୁର: ଆକାଶ ପରେ ସମୁଦ୍ରର ଅଥଳ ଜଳରାଶିରେ ପରାକାଷ୍ଠା ଦେଖାଇବେ ଭାରତୀୟ ମହିଳା। ବାୟୁସେନା ପରେ ଏବେ ନୌସେନାକୁ ମିଳିବାକୁ ଯାଉଛି ଦେଶର ପ୍ରଥମ ମହିଳା ପାଇଲଟ । ବିହାରର ଶିବାଙ୍ଗୀ ସ୍ବରୂପଙ୍କୁ ଜୁଟିଛି ଏହି ସୌଭାଗ୍ୟ। ସେ ଏବେ କେରଳର…
ଶିବସେନା ପାଇଁ ନୂଆ ସୂର୍ଯ୍ୟୋଦୟ
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ପ୍ରଥମଥର ଲାଗି ଶିବସେନା ନେତା ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାକୁ ନେଇ କେବଳ ଶିବସେନା ଶିବିରରେ କାହିଁକି ସାରା ଦେଶରେ ଅଗଷ୍ଟ ୧୫ ଭଳି ଉତ୍ସବ ପାଳନ କରାଯାଉଛି ବୋଲି ଶିବସେନା କହିଛି। ଏହା ଦଳ ପାଇଁ ନୂଆ…
ଉଦ୍ଧବଙ୍କ ଶପଥ ଗ୍ରହଣ ପୂର୍ବରୁ ଲାଗିଲା ବାଲାସାହେବ-ଇନ୍ଦିରାଙ୍କ ପୋଷ୍ଟର
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରରେ ଗତ ମାସେ ହେଲ ଲାଗି ରହିଥିବା ରାଜନୀତି ଡ୍ରାମା ପରେ ଶେଷରେ ଶିବସେନା ନେତା ଉଦ୍ଧବ ଠାକରେ ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିବାକୁ ଯାଉଛନ୍ତି। ଏହି ଶପଥ ଗ୍ରହଣ ପୂର୍ବରୁ ଶିବସେନା ଭବନ ନିକଟରେ ପୂର୍ବତନ…
ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୋଦିଙ୍କୁ ଆମନ୍ତ୍ରଣ
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଗୁରୁବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଶିବାଜୀ ପାର୍କରେ ସମସ୍ତ ବ୍ୟବସ୍ଥା କରାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆମନ୍ତ୍ରଣ କରାଯାଇଥିବା ସୂଚନା ରହିଛି।…
ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଷ୍ଟେଜ୍ରେ ରହିବେ ଏହି କୃଷକ ପରିବାର
ମୁମ୍ବାଇ,୨୮।୧୧: ଶିବସେନା ପ୍ରମୁଖ ଉଦ୍ଧବ ଠାକ୍ରେ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି। ମୁମ୍ବାଇର ଶିବାଜୀ ପାର୍କରେ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ,…
ବଦଳିପାରେ ମଧ୍ୟ ପ୍ରଦେଶ ରାଜନୈତିକ ପାଣିପାଗ, ନୂଆ ଦଳ ଗଠନ କରିପାରନ୍ତି ସିନ୍ଧିଆ
ଭୋପାଳ, ୨୮।୧୧: ମଧ୍ୟ ପ୍ରଦେଶରେ ନୂଆ ରାଜନୈତିକ ସମୀକରଣ ହେବାକୁ ଯାଉଛି। କଂଗ୍ରେସର ବରିଷ୍ଠ ନେତା ଜ୍ୟୋର୍ତିଆଦିତ୍ୟ ସିନ୍ଧିିଆ ନୂଆ ଦଳ ଗଠନ କରିବାକୁ ଯାଉଛନ୍ତି। ସିନ୍ଧିଆଙ୍କ ସମର୍ଥକ ବିଧାୟକ ସୁରେଶ ରଥଖେଡା ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମହାରାଜା…
ଇ-ସିଗାରେଟ୍ ନିଷିଦ୍ଧ ବିଲ୍କୁ ମଞ୍ଜୁରୀ
ନୂଆଦିଲ୍ଲୀ,୨୮ା୧୧(ପି.ଟି.): ଇ-ସିଗାରେଟ୍ ନିଷିଦ୍ଧ ବିଲ୍ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଫେଶନ ନାଁରେ କମ୍ପାନୀଗୁଡ଼ିକ ପ୍ରୋତ୍ସାହିତ କରୁଥିବା ନୂଆ ନିଶାଠାରୁ ଯୁବପିଢ଼ିଙ୍କୁ ସୁରକ୍ଷା ପାଇଁ ଏଭଳି ଆଇନର ଜରୁରୀ ଆବଶ୍ୟକତା ଥିବା ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ କହିଛନ୍ତି। ଇ-ସିଗାରେଟ (ଉତ୍ପାଦନ, ଆମଦାନୀ,…
କଶ୍ମୀର ରାୟ ସଂରକ୍ଷିତ
ନୂଆଦିଲ୍ଲୀ,୨୮ା୧୧(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣାକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି ଶେଷ କରି ବୁଧବାର ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ । ଜଷ୍ଟିସ୍ ଏନ୍.ଭି. ରମାନ୍ନା, ଆର୍. ସୁଭାଷ ରେଡ୍ଡୀ ଏବଂ ବି.ଆର୍.…
ନାଥୁରାମଙ୍କୁ ‘ଦେଶଭକ୍ତ’ କହିଲେ ପ୍ରଜ୍ଞା
ନୂଆଦିଲ୍ଲୀ,୨୮ା୧୧(ପି.ଟି.): ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡ୍ସେଙ୍କୁ ଭାଜପା ଏମ୍ପି ପ୍ରଜ୍ଞା ସିଂ ଠାକୁର ‘ଦେଶଭକ୍ତ’ କହିଛନ୍ତି। ଲୋକ ସଭାରେ ତାଙ୍କର ଏଭଳି ମନ୍ତବ୍ୟକୁ ବିରୋଧୀ ସଦସ୍ୟମାନେ ଜୋରଦାର ବିରୋଧ କରିଥିଲେ। ଏସ୍ପିଜି ସଂଶୋଧନ ବିଲ୍ ଉପରେ ଆଲୋଚନା ବେଳେ ମହାତ୍ମା…
Archives


