ହରିୟାଣାକୁ ନେଇ ଗର୍ବ କରେ: ମୋଦି
ଚରଖି ଦାଦରି,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏକ ନିର୍ବାଚନ ରାଲିରେ ଯୋଗ ଦେବାକୁ ହରିୟାଣା ଯାଇଥିଲେ। ସେଠାରେ ସେ କହିଛନ୍ତି ହରିୟାଣାକୁ ନେଇ ସେ ଗର୍ବ କରନ୍ତି। କାରଣ ନିକଟରେ ଭାରତ ଗସ୍ତ ସମୟରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…
ସରକାରୀ ସ୍କୁଲରେ ମଦ୍ରାସାର ପ୍ରାର୍ଥନା କରାଇ ପ୍ରଧାନ ଶିକ୍ଷକ ନିଲମ୍ବିତ
ଲକ୍ଷ୍ନୌ,୧୫।୧୦: ଉତ୍ତରପ୍ରଦେଶର ଏକ ସରକାରୀ ସ୍କୁଲରେ ପ୍ରଧାନ ଶିକ୍ଷକ ଜବରଦସ୍ତି ଛାତ୍ରୀଛାତ୍ରଙ୍କୁ ପ୍ରାର୍ଥନାରେ ସରସ୍ବତୀଙ୍କ ବନ୍ଦନା ବଦଳରେ ମଦ୍ରାସାର ପ୍ରାର୍ଥନା କରାଇଥିବା ମାମଲା ସାମ୍ନାକୁ ଆସିଛି। ଏହି ଘଟଣାରେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପଲିଭିତ୍ରେ ଥିବା ସରକାରୀ ମାଧ୍ୟମିକ…
ଟ୍ରେନ୍ ଉପରେ ମହାକାଶରୁ ରଖାଯିବ କଡ଼ା ନଜର: ୬ ହଜାର ଇଞ୍ଜିନ୍ରେ ଲଗା ସରିଛି ‘ଗଗନ ପ୍ରଣାଳୀ’
ନୂଆଦିଲ୍ଲୀ,୧୫।୧୦: ଆଉ ଗୋଟିଏ ବର୍ଷ ପରେ ୨୦୨୦ ସୁଦ୍ଧା ଟ୍ରେନ୍ ଉପରେ ମହାକାଶରୁ କଡ଼ା ନଜର ରଖାଯିବ। ଏନେଇ ସାଟେଲାଇଟ୍ ସହିତ ଟ୍ରେନ୍ ଲୋକୋମୋଟିଭ୍ ଇଞ୍ଜିନ୍ ମଧ୍ୟରେ ସଂଯୋଗ ସ୍ଥାପିତ କରାଯିବ। ଦେଶରେ ଥିବା ୧୨ ହଜାର ଲୋକୋମୋଟିଭ୍ ଇଞ୍ଜିନ୍ ମଧ୍ୟରୁ…
ଗିରଫ ହେଲେ ଅବଦୁଲ୍ଲାଙ୍କ ଭଉଣୀ
ଜମ୍ମୁ,୧୫।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବାକୁ ପ୍ରାୟ ୭୦ ଦିନ ପୂରି ଗଲାଣି। ଏହାପରେ ମଙ୍ଗଳବାର ଶ୍ରୀଗନରରେ ସିଲିଭ ସୋସାଇଟି ଦ୍ୱାରା ବିରୋଧ ପ୍ରଦର୍ଶନ କରାଯାଇଥିଲା। ଲାଲ ଚୌକ ନିକଟରେ କେତେଜଣ ମହିଳା ଅନୁଚ୍ଛେଦ ୩୭୦ର ଉଚ୍ଛେଦକୁ ବିରୋଧ କରିଥିଲେ।…
ମନ୍ କି ବାତ୍ କାର୍ଯ୍ୟକ୍ରମ: ଦେଶବାସୀଙ୍କ ମତାମତ ଲୋଡ଼ିଲେ ମୋଦି
ନୂଆଦିଲ୍ଲୀ,୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀପାବଳି ଦିନ ଅଲ୍ ଇଣ୍ଡିଆ ରେଡ଼ିଓ ପକ୍ଷରୁ ପ୍ରସାରିତ ମନ୍ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏନେଇ ସେ ଦେଶବାସୀଙ୍କଠାରୁ ମତାମତ ଲୋଡ଼ିଛନ୍ତି। ଏଥିପାଇଁ ନିଶୁଳ୍କ ନମ୍ବର ୧୮୦୦-୧୧-୭୮୦୦କୁ କଲ୍ କରି ଲୋକେ…
ଡେଙ୍ଗୁ ରୋଗୀଙ୍କୁ ଭେଟିବାକୁ ଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଉପରେ କାଳି ମାଡ
ପାଟନା,୧୫।୧୦: ବିହାରର ରାଜଧାନୀ ପାଟନାରେ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଅଶ୍ୱିନୀ ଚୌବେଙ୍କୁ ମଙ୍ଗଳବାର କାଳି ମାଡ଼ କରାଯାଇଛି। ପାଟନାର ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ଅଶ୍ୱିନୀ ଚୌବେ ଡେଙ୍ଗୁ ରୋଗୀଙ୍କୁ ଭେଟିବା ସହ ଓ୍ବାର୍ଡ ନୀରିକ୍ଷଣ କରିବାକୁ…
ସୁରଟ ବିମାନ ବନ୍ଦରରେ ଟେକ୍ଅଫ୍ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ପ୍ରତିଦିନ କରାଯାଏ ୧୫୦ ଥର ଫାୟାରିଂ
ସୁରଟ,୧୫।୧୦: ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍ଅଫ୍ ଏବଂ ଲ୍ୟାଣ୍ଡିଂ ପୂର୍ବରୁ ଉଡୁଥିବା ପକ୍ଷୀଙ୍କୁ ହଟାଇବା ପାଇଁ ୧୫୦ ଥର ଫାୟାରିଂ କରାଯାଇଥାଏ। ଏହି ବିମାନ ବନ୍ଦର ନିକଟରେ କେତେଗୁଡ଼ିଏ ପୋଖରୀ ରହିଛି। ପୋଖରୀକୁ ଖାଦ୍ୟ ଅନ୍ବେଷଣରେ ବହୁ ପକ୍ଷୀ ଆସିଥାନ୍ତି।…
କାର୍ ଛାତ ଭାଙ୍ଗି ପଶିଲା ବ୍ଲାଷ୍ଟିଂ ପଥର: ଘଟଣାସ୍ଥଳରେ ବ୍ୟକ୍ତିଙ୍କ ମୃତ୍ୟୁ
ଭୋପାଳ,୧୫।୧୦: କୁହାଯାଏ ମୃତ୍ୟୁ କେଉଁଠାରେ ଓ କିଭଳି ଆସିବ ତାହା କେହି ଭାବି ବି ନ ଥିବେ। କିଛି ଏଭଳି ଘଟଣା ସାମ୍ନାକୁ ଆସିଛି ମଧ୍ୟପ୍ରଦେଶରୁ। ରାସ୍ତାରେ ଯାଉଥିବା ବେଳେ ବ୍ଲାଷ୍ଟିଂର ଏକ ପଥର ଖଣ୍ଡ କାର୍ ଛାତକୁ ଭାଙ୍ଗି ବ୍ୟକ୍ତିଙ୍କ…
ଭବିଷ୍ୟତ ଯୁଦ୍ଧରେ ସାଇବର-ଲେଜର-ସ୍ପେସ୍ ଓ ରୋବଟ ମୁଖ୍ୟ ଭୂମିକା ଗ୍ରହଣ କରିବେ: ସେନା ମୁଖ୍ୟ ବିପିନ୍ ରାଓ୍ବତ
ନୂଆଦିଲ୍ଲୀ,୧୫।୧୦: ଭବିଷ୍ୟତରେ ହେବାକୁଥିବା ଯୁଦ୍ଧରେ ସାଇବର-ଲେଜର-ସ୍ପେସ୍ ଓ ରୋବଟ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଡିଆର୍ଡିଓ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ସେନା ମୁଖ୍ୟ ଜେନେରାଲ ବିପିନ ରାଓ୍ବତ୍ ଏହା କହିଛନ୍ତି। ଏଥିପାଇଁ ଭାରତକୁ ପ୍ରସ୍ତୁତ ହେବାକୁ ପଡ଼ିବ। ଆଧୁନିକ…
୨ ଦିନ ପରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ପୁଞ୍ଚ୍ରେ ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର,୧୫।୧୦: ପାକିସ୍ତାନ ୨ ଦିନ ଚୁପ୍ ରହିବା ପରେ ଜମ୍ମୁ-କଶ୍ମୀର ପୁଞ୍ଚ୍ ଜିଲାରେ ମଙ୍ଗଳବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ପୂର୍ବାହ୍ନ ୯ଟା ୩୦ରେ କସ୍ବା ଏବଂ କେର୍ନି ସେକ୍ଟର ଉପରେ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା।…
ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କଲା ଭାଜପା: ନିଯୁକ୍ତି, ସ୍ବାସ୍ଥ୍ୟକୁ ଗୁରୁତ୍ୱ
ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ସାଧାରଣ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ପ୍ରାୟ ସବୁ ଦଳ ପ୍ରୟାସ ଜାରି ରଖିଛନ୍ତି। ଏଠାରେ ଆସନ୍ତା ୨୧ରେ ନିର୍ବାଚନ ହେବାକୁ ଥିବା ବେଳେ ୨୪ରେ ଫଳାଫଳ ପ୍ରକାଶ…
ଅବିବାହିତ କଲାମ୍ଙ୍କର ଥିଲେ ୩ ପୁଅ; ସେମାନଙ୍କ ନାମ ଜାଣିଲେ ହେବେ ଆଶ୍ଚର୍ଯ୍ୟ…
ନୂଆଦିଲ୍ଲୀ,୧୫।୧୦: ଭାରତର ୧୧ ତମ ରାଷ୍ଟ୍ରପତି ଏ.ପି.ଜେ. ଅବଦୁଲ୍ କଲାମ୍ଙ୍କର ଜନ୍ମ ବାର୍ଷିକୀ ମଙ୍ଗଳବାର ପାଳିତ ହେଉଛି। ସେ ଚିରକୁମାର ଥିଲେ। ଅବିବାହିତ ହୋଇ ମଧ୍ୟ ତାଙ୍କର ୩ ଜଣ ପୁଅ ଥିଲେ। ଏକ ସାକ୍ଷାତ୍କାରରେ କଲାମ୍ ଜଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ…
Archives


