ଜାତୀୟ

ମୁମ୍ବାଇ ଭିଓ୍ବଣ୍ଡିରେ ଶିଳ୍ପ କେନ୍ଦ୍ର ଭଙ୍ଗା ଯୋଜନା: ୨୦ ଲକ୍ଷରୁ ଅଧିକ ବେରୋଜଗାର ହେବା ଆଶଙ୍କା

ମୁମ୍ବାଇ,୨୭।୧୧: ମୁମ୍ବାଇ ଭିଓ୍ବାଣ୍ଡି ଅଞ୍ଚଳରେ ଥିବା ବିଭିନ୍ନ ଶିଳ୍ପ କେନ୍ଦ୍ରକୁ ଭଙ୍ଗାଯିବା ପାଇଁ ସରକାର ଯୋଜନା କରିଛନ୍ତି। ଏହା ଦ୍ୱାରା ୨୦ ଲକ୍ଷରୁ ଅଧିକ ଲୋକ ବେରୋଜଗାର ହେବାର ଆଶଙ୍କା ଦେଖାଦେଇଛି। ଏଠାରେ ୬୨ଟି ଗାଁର ପ୍ରାୟ ୧୪ କୋଟି ବର୍ଗଫୁଟ…

ଶେଷରେ ଘରକୁ ବାହୁଡିଲେ ଅଜିତ ପାଓ୍ବାର, କୋଳାଗ୍ରତ କଲେ ସୁପ୍ରିୟା

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଏନସିପି ନେତା ଅଜିତ ପାଓ୍ବାର ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାର ମହାରାଷ୍ଟ୍ର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେଉଥିବା ବେଳେ ସବୁ ବିଧାୟକ ଗୃହରେ ପହଞ୍ଚିଛନ୍ତି। ଏନସିପି ସୁପ୍ରିମୋ ଶରଦ…

କାଟ୍ରୋସାଟ୍‌-୩ର ସଫଳ ଉତ୍‌କ୍ଷେପଣ: ମହାକାଶରୁ ସୀମା ଉପରେ ରଖିବ କଡ଼ା ନଜର

ଶ୍ରୀହରିକୋଟା,୨୭।୧୧: ଭାରତ ପୁଣି ରଚିଛି ଇତିହାସ। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍‌-୩ର ଉତ୍‌କ୍ଷେପଣ କରାଯାଇଛି। ଏହା ସହିତ ଆମେରିକାର ୧୩ଟି ବ୍ୟବସାୟିକ ଉପଗ୍ରହ ମଧ୍ୟ ଉତ୍‌କ୍ଷେପଣ ହୋଇଛି।…

ଜୋଷୀ, ରାଣେଙ୍କ ପରେ ଉଦ୍ଧବ

ମୁମ୍ବାଇ, ୨୭ା୧୧(ପି.ଟି.) : ମହାରାଷ୍ଟ୍ରରେ ଫଡ୍‌ନବିସ୍‌ ସରକାରର ପତନ ପରେ ଶିବସେନା ଏହାର ତୃତୀୟ ମୁଖ୍ୟମନ୍ତ୍ରୀ ଭାବେ ଦଳର ମୁଖ୍ୟ ଉଦ୍ଧବ ଠାକ୍‌ରେଙ୍କୁ ପାଇଛି। ୨୮୮ ସଦସ୍ୟ ବିଶିଷ୍ଟ ରାଜ୍ୟ ବିଧାନସଭାରେ ବୁଧବାର ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା ପରେ ରାସ୍ତା ସଫା…

ବୁମେରାଂ ପାଲଟିଲା ବ୍ରହ୍ମାସ୍ତ୍ର: ପାଓ୍ବାର ଦେଖାଇଲେ ପାଓ୍ବାର

ମୁମ୍ବାଇ,୨୭ା୧୧: କ୍ରିକେଟ ଓ ରାଜନୀତିରେ ସବୁକିଛି ସମ୍ଭବ। କାରଣ ଉଭୟ କ୍ଷେତ୍ରରେ ଯେଉଁ ଦଳ ମ୍ୟାଚ୍‌ ହାରୁଛି ଭଳି ଦେଖାଯାଉଥିବ ଶେଷ ମୁହୂର୍ତ୍ତରେ ସେହି ଦଳ ବାଜି ମାରିନେଇଥାଏ ବୋଲି ଗତ ୧୪ ତାରିଖରେ କେନ୍ଦ୍ରମନ୍ତ୍ରୀ ତଥା ମହାରାଷ୍ଟ୍ରର ବରିଷ୍ଠ ଭାଜପା…

ଜଣେ ପୂର୍ବତନ ବିଧାୟକଙ୍କ ଜୀବନ ଗାଥା

କାନପୁର: ମନ୍ଦିର-ମସ୍‌ଜିଦକୁ ନେଇ ଆମ ଦେଶରେ ଅନେକ ବିବାଦ ଦେଖାଦିଏ। କିନ୍ତୁ ଈଶ୍ୱର ମନ୍ଦିର କି ମସ୍‌ଜିଦରେ ନାହାନ୍ତି , କର୍ମ ଓ ସଂସ୍କାରରେ ଅଛନ୍ତି ବୋଲି ବିଶ୍ୱାସ କରୁଥିବା ଲୋକଙ୍କ ସଂଖ୍ୟା ମଧ୍ୟ ଆମ ଦେଶରେ କମ୍‌ ନାହିଁ। ଏମିତି…

ଥୋରଟ୍‌ କଂଗ୍ରେସ ନେତା

ମୁମ୍ବାଇ, ୨୭ା୧୧(ପି.ଟି.) : ମହାରାଷ୍ଟ୍ର କଂଗ୍ରେସ ଅଧ୍ୟକ୍ଷ ବାଲାସାହେବ ଥୋରଟ୍‌ଙ୍କୁ ଦଳ ପକ୍ଷରୁ ମଙ୍ଗଳବାର ବିଧାୟକ ଦଳର ନେତା ଭାବେ ନିର୍ବାଚିତ କରାଯାଇଛି। ଏଆଇସିସି ସାଧାରଣ ସମ୍ପାଦକ ତଥା ମହାରାଷ୍ଟ୍ର ଦାୟିତ୍ୱରେ ଥିବା ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ବିଧାୟକ…

ବିଦା ହେବେ କୋଶିୟାରୀ: କଲରାଜ ହେବେ ମହାରାଷ୍ଟ୍ର ରାଜ୍ୟପାଳ

ନୂଆଦିଲ୍ଲୀ,୨୭ା୧୧: ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ବିଦା କରାଯିବ। ତାଙ୍କ ସ୍ଥାନରେ ରାଜସ୍ଥାନ ରାଜ୍ୟପାଳଙ୍କୁ ଦାୟିତ୍ୱ ଦିଆଯିବ ବୋଲି ଜଣାପଡ଼ିଛି। ମହାରାଷ୍ଟ୍ରରେ କ୍ଷମତାଯୁଦ୍ଧ ପରିପ୍ରେକ୍ଷୀରେ ରାଜ୍ୟପାଳ କୋଶିୟାରୀଙ୍କ ଭୂମିକାକୁ ନେଇ କଂଗ୍ରେସ ପକ୍ଷରୁ ପ୍ରଶ୍ନ ଉଠାଯାଇଥିବାବେଳେ ଆମତ୍ସମ୍ମାନ ରକ୍ଷା ପାଇଁ…

ବଜାୟ ରହୁ ଗଣତାନ୍ତ୍ରିକ ମୂଲ୍ୟବୋଧ

ନୂଆଦିଲ୍ଲୀ,୨୭ା୧୧(ପି.ଟି.): ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଭାଜପା ନେତୃତ୍ୱାଧୀନ ମେଣ୍ଟ ଓ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ମଧ୍ୟରେ ଚାଲିଥିବା ଆଇନଗତ ଲଢ଼େଇ ଏକ ବିଚିତ୍ର ସ୍ଥିତି ସୃଷ୍ଟି କରିଛି। ଏଥିଯୋଗୁ ରାଜ୍ୟରେ ଗଣତାନ୍ତ୍ରିକ ମୂଲ୍ୟବୋଧ ଓ ସୁଶାସନ ପାଇଁ ନାଗରିକମାନଙ୍କ ଅଧିକାର ବଜାୟ…

ମହାରାଷ୍ଟ୍ରରେ ଭାଜପା ଖେଳ ଶେଷ:ପରାଜୟ ପୂର୍ବରୁ ପଳାୟନ

ନୂଆଦିଲ୍ଲୀ/ମୁମ୍ବାଇ,୨୭-୧୧:ମହାରାଷ୍ଟ୍ରରେ କ୍ଷମତା ଦଖଲ ପାଇଁ ଚାଲିଥିବା ଭାଜପାର ସଂଖ୍ୟାଖେଳ ଶେଷ ହୋଇଯାଇଛି। ବୁଧବାର ସନ୍ଧ୍ୟା ୫ଟା ସୁଦ୍ଧା ଆସ୍ଥାଭୋଟର ସମ୍ମୁଖୀନ ହୋଇ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବା ପାଇଁ ମଙ୍ଗଳବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବାରୁ ପ୍ରଥମେ ଉପମୁଖ୍ୟମନ୍ତ୍ରୀ ପଦରୁ ଅଜିତ ପାଓ୍ବର ଓ…

ରକ୍ତଚାପ ନିୟନ୍ତ୍ରଣ କରେ ଅଳେଇଚ

ବଡ ଅଳେଇଚ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ୍‌-ସି ଏବଂ ପୋଟାସିୟମ ଭରପୂର ମାତ୍ରାରେ ଥାଏ। ଏହା ଶରୀରରୁ ବିଷାକ୍ତ ପଦାର୍ଥଗୁଡିକ ବାହାର କରିବାରେ ସହାୟକ ହୋଇଥାଏ। ଶ୍ୱାସରୋଗୀ ପ୍ରତିଦିନ ଅଳେଇଚ ଖାଇବା ଆବଶ୍ୟକ। ଥଣ୍ଡା-କାଶ,…

୨୮ରେ ଶପଥ ନେବେ ଉଦ୍ଧବ

ମୁମ୍ବାଇ,୨୬।୧୧: ଏକ ନାଟକୀୟ ମୋଡ଼ର ଅନ୍ତ ଘଟାଇ ଶେଷରେ ଉଦ୍ଧବ ଠାକରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ତାଙ୍କୁ ମହାରାଷ୍ଟ୍ର ବିକାଶ ଆଘାଡ଼ି(ଏମ୍‌ଭିଏ) ଦଳର ନେତା ଭାବେ ବଛାଯାଇଛି। ଗଠବନ୍ଧନର ତିନି ପ୍ରତିନିଧି ରାଜ୍ୟପାଳଙ୍କୁ ଭେଟିବେ। ସେହିଭଳି ନଭେମ୍ବର ୨୮ ଗୁରୁବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri