ରେଳଯାତ୍ରୀଙ୍କ ସୁରକ୍ଷା: ଷ୍ଟେଶନରେ ଲାଗିବ ଲକ୍ଷେ ସିସିଟିଭି କ୍ୟାମେରା
ନୂଆଦିଲ୍ଲୀ,୨୬।୧୧: ରେଳଯାତ୍ରୀଙ୍କ ସୁରକ୍ଷା ପାଇଁ ଦେଶର ବିଭିନ୍ନ ଷ୍ଟେଶନରେ ଲକ୍ଷେ ସିସିଟିଭି କ୍ୟାମେରା ଲଗାଯିବା। ଏନେଇ ରେଳ ବିଭାଗ ପକ୍ଷରୁ ଟେଣ୍ଡର ଜାରି କରାଯାଇଛି। ଟେଣ୍ଡର ଦୌଡ଼ରେ ୯ଟି କମ୍ପାନୀ ସାମିଲ୍ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭାରତ ଇଲୋକ୍ଟ୍ରନିକ୍ସ୍ ଲିମିଟେଡ୍(ବିଇଏଲ୍), ଟିସିଆଏଲ୍,…
ମହାରାଷ୍ଟ୍ର ରାଜନୀତିକୁ ନେଇ ମୋଦି-ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ,୨୬।୧୧: ମହାରାଷ୍ଟ୍ର ରାଜନୀତି ଡ୍ରାମାକୁ ନେଇ ମୁମ୍ବାଇରୁ ଦିଲ୍ଲୀ ପର୍ଯ୍ୟନ୍ତ ଚହଳ ସୃଷ୍ଟି ହୋଇଛି। ମଙ୍ଗଳବାର ଏନେଇ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ…
ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍-୩ର ଉତ୍କ୍ଷେପଣ
ଶ୍ରୀହରିକୋଟା,୨୬।୧୧: ବୁଧବାର ପୂର୍ବାହ୍ନ ୯ଟା ୨୮ରେ କାଟ୍ରୋସାଟ୍-୩ର ଉତ୍କ୍ଷେପଣ କରାଯିବ। ଏନେଇ ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାଠାରେ ଥିବା ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର ଇସ୍ରୋ ଦ୍ୱାରା ୧୪ଟି ଉପଗ୍ରହ ଉତ୍କ୍ଷେପଣ କରାଯିବ। ସେଥିମଧ୍ୟରେ ଆମେରିକାର ୧୩ଟି ବ୍ୟବସାୟିକ…
ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅଜିତ୍
ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କୁ ଲାଗିଛି ଶକ୍ତ ଧକ୍କା। ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ୍ ପାଓ୍ବାର ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସକାଳୁ ସୁପ୍ରିମକୋର୍ଟଙ୍କ ରାୟ ପରେ ଏହାହିଁ ଆଲୋଚନା ହେଉଥିଲା। କାରଣ ଏହାପରେ ସେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର…
ଶହୀଦ୍ ପରିବାରଙ୍କୁ ରାଜନାଥଙ୍କ ସୁରକ୍ଷା: ବର୍ଷେ ପର୍ଯ୍ୟନ୍ତ ରହିପାରିବେ ସରକାରୀ ଘରେ
ନୂଆଦିଲ୍ଲୀ,୨୬।୧୧: ଶହୀଦ୍ ପରିବାରଙ୍କ ସୁରକ୍ଷା ଲାଗି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ପୂର୍ବରୁ ଶହୀଦ୍ ପରିବାର ୩ ମାସ ପର୍ଯ୍ୟନ୍ତ ସରକାରୀ ଘରେ ରହିବା ନିୟମ ଥିଲା। ତେବେ ଏବେ ଏହାକୁ ବଢ଼ାଇ ଏକ ବର୍ଷ କରିଦିଆଯାଇଛି। ଏହାକୁ…
କଶ୍ମୀର ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିସ୍ଫୋରଣ
ଶ୍ରୀନଗର,୨୬।୧୧: ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଥିବା କଶ୍ମୀର ବିଶ୍ୱବିଦ୍ୟାଳୟ ନିକଟରେ ମଙ୍ଗଳବାର ଏକ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ ୨ଜଣ ଆହତ ହୋଇଛନ୍ତି। ଏହା ଏକ ଗ୍ରେନେଡ ଆକ୍ରମଣ ହୋଇଥିବା ବେଳେ ବିଶ୍ୱବିଦ୍ୟାଳୟ ବାହାରେ ଥିବା ସର ସୈଦ ଗେଟ୍…
ଓ୍ବାଙ୍ଖଡେ ଷ୍ଟାଡିୟମରେ ଫାଇନାଲ ଖେଳିବ ଭାଜପା
ମୁମ୍ବାଇ,୨୬।୧୧: ସୁପ୍ରିମକୋର୍ଟର ରାୟ ପରେ ମହାରାଷ୍ଟ୍ର ରାଜନୀତିରେ ପରିବର୍ତ୍ତନ ଲକ୍ଷ୍ୟ କରାଗଲାଣି। ବୁଧବାର ସନ୍ଧ୍ୟା ୫ଟା ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱାଧିନ ସରକାର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବ। ଏହା ପୂର୍ବରୁ ଭାଜପା ସବୁ ବିଧାୟକଙ୍କୁ ଡାକି ଏକ ଜରୁରୀ…
ପୁନର୍ବିଚାର ଆବେଦନ କରିବ ନାହିଁ ସୁନ୍ନୀ ଓ୍ବାକଫ୍ ବୋର୍ଡ: ମସଜିଦ୍ ଜମି ନେଇ ଏବେ ହେବନି ଚର୍ଚ୍ଚା
ନୂଆଦିଲ୍ଲୀ,୨୬।୧୧: ଅଯୋଧ୍ୟା ମାମଲାରେ ସୁନ୍ନୀ ଓ୍ବାକଫ୍ ବୋର୍ଡ ପକ୍ଷରୁ ପୁନର୍ବିଚାର ଆବେଦନ କରାଯିବ ନାହିଁ। ସେହିପରି ଏବେ ମସଜିଦ୍ ଜମି ନେଇ କୌଣସି ଚର୍ଚ୍ଚା କରାଯିବ ନାହିଁ। ମଙ୍ଗଳବାର ବୋର୍ଡ ପକ୍ଷରୁ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ଉପସ୍ଥିତ ୭…
ପୁଅର ମୁକ୍ତି ପାଇଁ କାନ୍ଦୁଥିଲେ ମା’, କୋଳେଇ ନେଲେ ପୋଲିସ କନ୍ଷ୍ଟେବଳ
ଜଳନ୍ଧର, ୨୬।୧୧: ପଞ୍ଜାବରେ ଜଣେ ପୋଲିସ କନ୍ଷ୍ଟେବଳଙ୍କ ନିଆରା କାର୍ଯ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ମହିଳାଙ୍କ ପୁଅ ମାଲେସିଆ ଜେଲରେ ବନ୍ଦୀ ଥିବାବେଳେ ତାଙ୍କୁ ଫେରାଇ ଆଣିବାକୁ କହି ଭୋ ଭୋ ହୋଇ କାନ୍ଦୁଥିଲେ। ଏହି ସମୟରେ ଉକ୍ତ…
ନିୟନ୍ତ୍ରଣ ରେଖାଠାରେ ମୁତୟନ ହେବ ସ୍ପାଇକ୍ କ୍ଷେପଣାସ୍ତ୍ର: ଟ୍ୟାଙ୍କ୍ ସହିତ ବଙ୍କରକୁ କରିବ ଧ୍ୱଂସ
ନୂଆଦିଲ୍ଲୀ,୨୬।୧୧: ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ସ୍ପାଇକ୍ କ୍ଷେପଣାସ୍ତ୍ରକୁ ମୁତୟନ କରାଯିବ। ଏଭଳି ୨୪୦ କ୍ଷେପଣାସ୍ତ୍ର କିଣିବା ପାଇଁ ଭାରତ ଇସ୍ରାଏଲ୍ ମଧ୍ୟରେ ଚୁକ୍ତି ହୋଇଛି। ଏହି ଗାଇଡେଡ୍ କ୍ଷେପଣାସ୍ତ୍ରର ଟ୍ୟାଙ୍କ୍ ସହିତ ବଙ୍କରକୁ ମଧ୍ୟ ଧ୍ୱଂସ କରିବାର କ୍ଷମତା ରହିଛି। ପାକିସ୍ତାନ୍…
କଂଗ୍ରେସ ବିଧାୟକ ଦଳର ନେତା ହେଲେ ବାଲାସାହେବ
ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର କଂଗ୍ରେସ ବିଧାୟକ ଦଳର ନେତାଭାବେ ନିର୍ବାଚିତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ବାଲାସାହେବ ଥୋରାଟ। ମଙ୍ଗଳବାର ମୁମ୍ବାଇର ଏକ ହୋଟେଲରେ ଅନୁଷ୍ଠିତ ବୈଠକରେ ବାଲାସାହେବଙ୍କୁ ବିଧାୟକ ଦଳର ନେତାଭାବେ ନିର୍ବାଚିତ କରାଯାଇଛି। ଅନ୍ୟପଟେ ପ୍ରୋଟେମ ସ୍ପିକର ବା ଅସ୍ଥାୟୀ…
ଇସ୍ତଫା ଦେଇପାରନ୍ତି ଅଜିତ୍
ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ଅଜିତ୍ ପାଓ୍ବାର ଏବେ ଅଡୁଆରେ ପଡିଯାଇଥିବା କୁହାଯାଉଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହୁଏତ ସେ ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି। କୁହାଯାଉଛି କି ସେ ସୋମବାର ଏନ୍ସିପି ମୁଖ୍ୟ ଶରଦ ପାଓ୍ବାର…
Archives


