ବର୍ତ୍ତମାନ ସରକାରଙ୍କ ନିକଟରେ ସଂଖ୍ୟା ଗରିଷ୍ଠତା ନ ଥିବା ଦର୍ଶାଇ ରାଜ୍ୟପାଳଙ୍କୁ ଦାବିପତ୍ର ଦେଲେ କଂଗ୍ରେସ, ଏନ୍ସିପି, ଶିବସେନା
ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ରାଜନୀତି ଏବେ ଖୁବ୍ ଚର୍ଚ୍ଚାରେ। ସୋମବାର ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଦାୟିତ୍ୱ ଗ୍ରହଣ କରିଥିବା ବେଳେ ଅନ୍ୟପଟେ ଏହା ହଜମ କରିପାରୁନି ଶିବସେନା, ଏନ୍ସିପି ଓ କଂଗ୍ରେସ। ସୁପ୍ରିମକୋର୍ଟରେ ଏମାନେ କରିଥିବା ଅଭିଯୋଗର ଶୁଣାଣି ମଙ୍ଗଳବାରକୁ…
କଂଗ୍ରେସ ନେତାରୁ ଲୋକ ସେବକ ପାଲଟି ଗଲେ ଜ୍ୟୋତିରାଦିତ୍ୟ
ନୂଆଦିଲ୍ଲୀ,୨୫।୧୧:କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବେ ଟୁଇଟର ଆକାଉଣ୍ଟକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। କାରଣ ସେ କଂଗ୍ରେସ ନେତାରୁ ଏବେ ପାଲଟିଯାଇଛନ୍ତି ଲୋକ ସେବକ ଓ କ୍ରିକେଟ ପ୍ରେମୀ। ସୂଚନାଯୋଗ୍ୟ, ତାଙ୍କ ଟୁଇଟର ଆକାଉଣ୍ଟରେ ପୂର୍ବ କେନ୍ଦ୍ରମନ୍ତ୍ରୀ ଓ ପୂର୍ବ ସାଂସଦ…
୫ ଏକର ଜମି ମିଳିଲେ ରାମଙ୍କ ନାମରେ ହସ୍ପିଟାଲ ନିର୍ମାଣ କରିବ ଶିହା ଓ୍ବାକଫ୍ ବୋର୍ଡ
ନୂଆଦିଲ୍ଲୀ,୨୫।୧୧: ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ସୁନ୍ନି ଓ୍ବାକଫ୍ ବୋର୍ଡକୁ ରାମ ଜନ୍ମଭୂମି ମାମଲାରେ ୫ ଏକର ଜମି ଅଯୋଧ୍ୟା ଦେବାକୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ଏହାକୁ ନେଇ ଶିହା ଓ୍ବାକଫ୍ ବୋର୍ଡ ଅଧ୍ୟକ୍ଷ ଓ୍ବାସିମ୍ ରିଜ୍ଭି କହିଛନ୍ତି ଯେ, ଯଦି ଜମିକୁ…
ଡିସେମ୍ବରରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇପାରନ୍ତି ଫଡ୍ନବିସ
ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ର ରାଜନୀତିର ଗଣିତ ଏପର୍ଯ୍ୟନ୍ତ ଛିଣ୍ଡି ପାରୁନାହିଁ। ଶିବସେନା, ଏନ୍ସିପି ଓ କଂଗ୍ରେସ ପକ୍ଷରୁ ଫଡ୍ନବିସ ସରକାରଙ୍କ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି ମଙ୍ଗଳବାରକୁ ଘୁଞ୍ଚାଇ ଦିଆଯାଇଛି। ହେଲେ ଏବେ ଫଡ୍ନବିସଙ୍କ ସଂଖ୍ୟା ଗରିଷ୍ଠତାର ପ୍ରମାଣକୁ ନେଇ ଏବେ ପ୍ରଶ୍ନ…
ପ୍ରଥମଥର ଲାଗି ସଂସଦରେ ପ୍ରଶ୍ନ କଲେ ନାହିଁ ରାହୁଲ
ନୂଆଦିଲ୍ଲୀ,୨୫।୧୧: ସଂସଦର ଶୀତକାଳିନ ଅଧିବେଶନ ଚାଲିଥିବା ବେଳେ ମହାରାଷ୍ଟ୍ର ରାଜନୀତିକୁ ନେଇ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇ ଯାଇଛି। ସୋମବାର ଅଧିବେଶନ ଆରମ୍ଭ ହେବା ପରେ କଂଗ୍ରେସ ମହାରାଷ୍ଟ୍ର ରାଜନୀତିକୁ ନେଇ ବିରୋଧ ପ୍ରଦର୍ଶନ କରିଥିଲା। ଏହାପରେ ଲୋକସଭା ଅଧ୍ୟକ୍ଷ ଓମ୍…
ଫଡ୍ନବିସଙ୍କ ଶକ୍ତି ପରୀକ୍ଷା: ମଙ୍ଗଳବାର ସୁପ୍ରିମ୍କୋର୍ଟଙ୍କ ରାୟ
ନୂଆଦିଲ୍ଲୀ,୨୫।୧୧: ମହାରାଷ୍ଟ୍ରରେ ଜାରି ରହିଥିବା ରାଜନୈତିକ ଡ୍ରାମାର ଅନ୍ତ ଘଟୁନି। କାହା ହାତରେ ଶାସନ ଡୋରି ଆସିିବ ସେ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ଭାବେ ଇତିମଧ୍ୟରେ ଦେବେନ୍ଦ୍ର ଫଡ୍ନବିସ୍ ସୋମବାର ଦାୟିତ୍ୱ ସମ୍ଭାଳିଛନ୍ତି। ସୁପ୍ରିମ୍କୋର୍ଟ…
ଦୁଇ ପାଓ୍ବାରଙ୍କ ମଝିରେ ମହାରାଷ୍ଟ୍ର ସଙ୍କଟ: ଫଡ୍ନବିସ୍ ସମ୍ଭାଳିଲେ ଦାୟିତ୍ୱ
ମୁମ୍ବାଇ,୨୫।୧୧: ଦୁଇ ପାଓ୍ବାରଙ୍କ ମଝିରେ ମହାରାଷ୍ଟ୍ରରେ ସଙ୍କଟ ଜାରି ରହିଛି। ଗୋଟିଏ ପଟେ ଶରଦ ପାଓ୍ବାର ଥିବାବେଳେ ଅନ୍ୟପଟେ ରହିଛନ୍ତି ଅଜିତ୍ ପାଓ୍ବାର। ରାଜ୍ୟରେ ସରକାର ଗଠନ ନେଇ ସୁପ୍ରିମ୍କୋର୍ଟରେ ଶୁଣାଣି ଚାଲିଥିବାବେଳେ ସୋମବାର ବିଧାନ ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଭାବେ…
ତେଲର ବିଜ୍ଞାପନ ପାଇଁ ବଲିଉଡ୍ ଅଭିନେତାଙ୍କ ଉପରେ ୨୦ ହଜାର ଟଙ୍କା ଜରିମାନା
ମୁମ୍ବାଇ,୨୫।୧୧: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ଜ୍ୟାକି ଶ୍ରଫ ଦରଜ ଭଲ ହେବା ତେଲର ଏକ ବିଜ୍ଞାପନରେ କାମ କରିଥିଲେ। ହେଲେ ଏବେ ଏହା ତାଙ୍କୁ ଅଡୁଆରେ ପକାଇ ଦେଇଛି। ଜଣେ ଉପଭୋକ୍ତା ଉକ୍ତ ତେଲ ବ୍ୟବହାର କରି ଦରଜ ଭଲ…
ବିନା ବର୍ଷାରେ ବେଙ୍ଗାଲୁରୁରେ ବନ୍ୟା: ୨୫୦ରୁ ଅଧିକ ଲୋକ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର
ବେଙ୍ଗାଲୁରୁ,୨୫।୧୧: ବିନା ବର୍ଷାରେ ବେଙ୍ଗାଲୁରୁରେ ବନ୍ୟା ଦେଖାଦେଇଛି। ଏଠାରେ ଥିବା ହୁଲିମାଓ୍ବୁ ହ୍ରଦର ବନ୍ଧ ଭାଙ୍ଗିଯିବାରୁ ପ୍ରବଳବେଗରେ ପାଣି ସହର ମଧ୍ୟରେ ପ୍ରବେଶ କରିଥିଲା। ତଳିଆ ଅଞ୍ଚଳରେ ଥିବା ୨୫୦ରୁ ଅଧିକ ଲୋକଙ୍କ ଘରେ ପାଣି ପଶିଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି।…
ଅପରେଶନ୍ ଅଲ୍ଆଉଟ୍: ମିଳିତ ଭାବେ ଆକ୍ରମଣ କରିବେ ସେନା-ନୌସେନା-ବାୟୁସେନା କମାଣ୍ଡୋ
ଶ୍ରୀନଗର,୨୫।୧୧: ଜମ୍ମୁ-କଶ୍ମୀରକୁ ଆତଙ୍କବାଦ ମୁକ୍ତ କରିବା ଲାଗି ସେନା-ନୌସେନା-ବାୟୁସେନା କମାଣ୍ଡୋ ଏଣିକି ମିଳିତ ଭାବେ ଅପରେଶନ୍ ଅଲ୍ଆଉଟ୍ରେ କାର୍ଯ୍ୟ କରିବେ। ଏନେଇ ଅଭ୍ୟାସ ଶେଷ ହୋଇଛି। ସେନାକୁ ଏହି କ୍ଷେତ୍ରରେ ନୌସେନାର ମେରାଇନ୍ ଏବଂ ବାୟୁସେନାର ଗରୁଡ଼ କମାଣ୍ଡୋ ଆବଶ୍ୟକ ସହାୟତା…
ଜନ୍ମଦିନରେ ବିପ୍ଳବଙ୍କୁ ପ୍ରଶଂସା କଲେ ମୋଦି
ନୂଆଦିଲ୍ଲୀ,୨୫।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ କୁମାର ଦେବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ମୋଦି ତ୍ରିପୁରାରେ ବିପ୍ଳବଙ୍କ କାମକୁ ମଧ୍ୟ ପ୍ରଶଂସା କରିଛନ୍ତି। ମୋଦି ତାଙ୍କର ସୁସ୍ଥ ନିରାମୟ ଜୀବନ କାମନା କରିବା ସହ ସେ…
ଦ୍ୱିତୀୟ ୟେଦୁରପ୍ପା ହେବେ କି ଫଡନବିସ!
ମୁମ୍ବାଇ,୨୫।୧୧: ମହାରାଷ୍ଟ୍ର ମହାଭାରତର ଅନ୍ତ କେବେ ହେବ ତାହା କହିବା ମୁସ୍କିଲ। ହେଲେ ରାତାରାତି ଏନ୍ସିପି ସହ ମେଣ୍ଟ କରି ସରକାର ଗଠନ କରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ପାଇଁ ଏବେ ଆସିଛି ପରୀକ୍ଷାର ସମୟ। ସୋମବାର ଏହାକୁ ନେଇ କୋର୍ଟର…
Archives


