ସୁନାର ୫୦ ତୁଳସୀପତ୍ର ଚଢ଼ାଇଲେ ଶ୍ରଦ୍ଧାଳୁ
ବିଶାଖାପାଟଣା: ଭଗବାନଙ୍କ ନିକଟରେ ନିଜର ଭକ୍ତି ଓ ଆସ୍ଥାକୁ ଲୋକେ ବିଭିନ୍ନ ଉପାୟରେ ପ୍ରକାଶ କରିଥାନ୍ତି। ଅନେକ ଲୋକ ମନ୍ଦିରରେ ଦାନ କରି ଶାନ୍ତି ମଧ୍ୟ ଲାଭ କରନ୍ତି। ନିଜ କ୍ଷମତା ଅନୁଯାୟୀ ଲୋକେ ବସ୍ତ୍ର, ଟଙ୍କା ଏବଂ ସୁନା ରୁପା…
ଇତିହାସ ପାଲଟିବ ‘ଗଧ’
ନୂଆଦିଲ୍ଲୀ: ନିର୍ବୁଦ୍ଧିଆ ପ୍ରାଣୀ ଭାବେ ଦୁର୍ନାମ ମୁଣ୍ଡାଇଛି ଗଧ। ଏପରି କି ‘ଗଧ’ ନଁ। ଶୁଣିଲେ ମନରେ ଭିନ୍ନ ଭାବନା ସୃଷ୍ଟି ହୁଏ। ଦୀର୍ଘଦିନ ଧରି ଆମ ସମସ୍ତଙ୍କ ମାନସିକସ୍ତରରେ ଏହି ପ୍ରାଣୀଙ୍କୁ ନେଇ ନକାରାତ୍ମକ ଭାବନା ପୂରାଇ ଦିଆଯାଇଛି। ହେଲେ…
କାମ ଦେଲା ମୋଦି-ଶାହଙ୍କ ମାଷ୍ଟ୍ରର ଷ୍ଟ୍ରୋକ୍
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ମାଷ୍ଟର ଷ୍ଟ୍ରୋକ୍ କାମ ଦେଇଛି। ରାତିକ ମଧ୍ୟରେ ରାଜ୍ୟର…
ସୋନିଆ, ଉଦ୍ଧବଙ୍କ ସହ ବୈଠକ କଲେ ଶରଦ: ସରକାର ଗଢିଲେ ଅଜିତ
ମୁମ୍ବାଇ,୨୩।୧୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏମିତି ପରିବର୍ତ୍ତନ ହୋଇଛି ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାତାରାତି ଓଲଟି ଯାଇଛି ସବୁକିଛି। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା ମୁଖ୍ୟମନ୍ତ୍ରୀ ଆସନରେ ବସିବ ବୋଲି ଆଲୋଚନା ହେଉଥିବା ବେଳେ ଶନିବାର ସକାଳୁ କିନ୍ତୁ ମ୍ୟୁଜିକ…
ଜିରୋରେ ପାଭିଲିୟନ୍ ଫେରିଲା ଶିବସେନା: ମିଳିଲାନି ମୁଖ୍ୟମନ୍ତ୍ରୀ ପଦ; ହେଲାନି ୫୦-୫୦
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତିରେ ଐତିହାସିକ ମୋଡ଼ ଆସିଛି। ଏଭଳି ଘଟଣା ଅପ୍ରତ୍ୟାଶିତ ବୋଲି କୁହାଯାଉଛି। ସରକାର ଗଠନ ପାଇଁ ଶିବସେନା-ଏନ୍ସିପି ଏବଂ କଂଗ୍ରେସ ମଧ୍ୟରେ ଆଲୋଚନା ପରେ ଆଲୋଚନା ଜାରି ରହିଥିଲା। ତେବେ ଏନ୍ସିପିର ଅଜିତ୍ ପାଓ୍ବାର ଭାଜପା ସହିତ ମିଶି…
ଉତ୍ସବ ପାଳନ କଲା ଭାଜପା
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନେଇଛି ନୂଆମୋଡ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ଶିବସେନା , ଏନ୍ସିପି ଓ କଂଗ୍ରେସ ମେଣ୍ଟ ସରକାର ଗଢିବାକୁ ଚାହିଁ ବସିଥିବା ବେଳେ ଶନିବାର କିନ୍ତୁ ଏହାର ଓଲଟା ପରିଣତି ଦେଖାଯାଇଛି। ଶନିବାର ମହାରାଷ୍ଟ୍ର ଭାରତୀୟ ଜନତା ପାର୍ଟି(ଭାଜପା)…
ଭାଜପାର ନୂଆ ରଣନୀତି: ଫଡ଼ନବିସ ମୁଖ୍ୟମନ୍ତ୍ରୀ; ଅଜିତ୍ ପାଓ୍ବାର ଉପମୁଖ୍ୟମନ୍ତ୍ରୀ
ମୁମ୍ବାଇ,୨୩।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଜାରି ରହିଥିବା କଳ୍ପନାଜଳ୍ପନାର ଶେଷରେ ଅନ୍ତ ଘଟିଛି। ଶନିବାର ପୂର୍ବାହ୍ନ ୮ଟା ୧୫ରେ ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ଼ନବିସ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହିତ ଏନ୍ସିପିର ଅଜିତ୍ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ…
ଇ-ସିଗାରେଟ ନିଷିଦ୍ଧ ବିଲ୍ ଲୋକ ସଭାରେ ଆଗତ
ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଇ-ସିଗାରେଟ ଏବଂ ଅନୁରୂପ ସାମଗ୍ରୀ ଉତ୍ପାଦନ, ବିକ୍ରି ଓ ଆମଦାନୀ ବନ୍ଦ କରିବା ଲାଗି ଶୁକ୍ରବାର ଲୋକ ସଭାରେ ବିଲ୍ ଆଗତ ହୋଇଛି। ଇଲେକ୍ଟ୍ରୋନିକ୍ ସିଗାରେଟ ନିଷିଦ୍ଧ କରିବା ଲାଗି ସରକାର ନିକଟରେ ଅଧ୍ୟାଦେଶ ଜାରି କରିଥିଲେ। ଲୋକ ସଭାରେ…
ଇଲେକ୍ଟୋରାଲ ବଣ୍ଡ୍କୁ ବିରୋଧ ଜାରି: ପାର୍ଲାମେଣ୍ଟ ପରିସରରେ କଂଗ୍ରେସର ବିକ୍ଷୋଭ
ନୂଆଦିଲ୍ଲୀ,୨୩ା୧୧(ପି.ଟି.): ପାର୍ଲାମେଣ୍ଟର ଉଭୟ ଗୃହରେ ଇଲେକ୍ଟୋରାଲ ବଣ୍ଡ୍କୁ ନେଇ ବିରୋଧ ଜାରି ରହିଛି। ଶୁକ୍ରବାର କଂଗ୍ରେସ ଦଳ ପକ୍ଷରୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। କେନ୍ଦ୍ର ସରକାର ମିଛ କାରଖାନାରେ ପରିଣତ ହୋଇଛି ବୋଲି କଂଗ୍ରେସ ସମାଲୋଚନା କରିଛି। ଇଲେକ୍ଟୋରାଲ…
୫ ବର୍ଷରେ ଉପସାଗରୀୟ ଅଞ୍ଚଳରେ : ଗଲାଣି ୩୪ ହଜାର ଭାରତୀୟଙ୍କ ଜୀବନ
ହାଇଦ୍ରାବାଦ,୨୩ା୧୧: ଉପସାଗରୀୟ ରାଷ୍ଟ୍ର କୁଏଟ୍, ସୌଦି ଆରବ, ବାହାରିନ୍, କାତାର, ଓମାନ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ ଦିନକୁ ହାରାହାରି ୧୫ ଭାରତୀୟ ପ୍ରାଣ ହରାଉଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୨୦୧୪ରୁ ଇତିମଧ୍ୟରେ ଅର୍ଥାତ୍ ୫ ବର୍ଷ ମଧ୍ୟରେ…
ଚାଇନା ପ୍ରକଳ୍ପକୁ ନେଇ ପାକିସ୍ତାନକୁ ସତର୍କ କରାଇଲା ଆମେରିକା
ଓ୍ବାଶିଂଟନ,୨୩ା୧୧: ଚାଇନା ଭିତ୍ତିଭୂମି ପ୍ରକଳ୍ପ ସହ ପାକିସ୍ତାନ ଯଦି ଦୀର୍ଘଦିନ ଜଡିତ ରହେ ତେବେ ଏହା ଆର୍ଥିକ କ୍ଷତିର ସମ୍ମୁଖୀନ ହେବ ବୋଲି ଆମେରିକା ଚେତାଇ ଦେଇଛି। ଏହା ବଦଳରେ ଆମେରିକା ସହ ବ୍ୟବସାୟ କରିବା ଲାଗି ଡୋନାଲ୍ଡ ଟ୍ରମ୍ପ୍ ପ୍ରଶାସନ…
୩୫୦ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଯବାନ
ଶ୍ରୀନଗର,୨୩ା୧୧: ଶ୍ରୀନଗର-ଲେହ ଜାତୀୟ ରାଜପଥ ସଂଲଗ୍ନ ୧୧,୫୭୮ ଫୁଟ୍ ଉଚ୍ଚରେ ଅବସ୍ଥିତ ଜୋଜିଲା ଗିରିପଥରେ ପ୍ରବଳ ତୁଷାରପାତ ଯୋଗୁ ଫସିରହିଥିବା ୩୫୦ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କୁ ସେନା ଉଦ୍ଧାର କରିଥିବା ପ୍ରତିରକ୍ଷା ମୁଖପାତ୍ର ସୂଚନା ଦେଇଛନ୍ତି। କ୍ରମାଗତ ତୁଷାରପାତ…
Archives


