ଭାଇରାଲ ହେଉଛି ରାହୁଲଙ୍କ ଦୋସା ଖାଇବା ଫଟୋ
ପାଟନା,୭।୭: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ଓ୍ବୟନାଡ ଲୋକ ସଭା ଆସନର ଏମ୍ପି ରାହୁଲ ଗାନ୍ଧୀଙ୍କର ଦୋସା ଖାଇବାର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ସୂଚନାଯୋଗ୍ୟ, ଶନିବାର ରାହୁଲ ଏକ ମାନହାନି ମାମଲାରେ ପାଟନା କୋର୍ଟରେ ହାଜର...
ବର୍ଜ୍ୟବସ୍ତୁ ଜମା କଲେ ମିଳିବ ସ୍ମାର୍ଟଫୋନ୍-ଗ୍ରାଇଣ୍ଡର-ଓ୍ବାଶିଂ ମେସିନ୍ ପୁରସ୍କାର
ରୁଦ୍ରପ୍ରୟାଗ,୭।୭: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗରେ ସ୍ବଚ୍ଛତା ପ୍ରତି ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଏକ ଅଭିନବ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏନେଇ ଜିଲାପାଳ ମଙ୍ଗେଶ୍ ଘିଲ୍ଡିୟାଲ୍ ବର୍ଜ୍ୟବସ୍ତୁ ଜମା କରୁଥିବା ଲୋକଙ୍କୁ ସ୍ମାର୍ଟଫୋନ୍-ଗ୍ରାଇଣ୍ଡର-ଓ୍ବାଶିଂ ମେସିିନ୍ ଆଦି ବିଭିନ୍ନ ପୁରସ୍କାର...
ସନ୍ଧ୍ୟା ସୁଦ୍ଧା ବେଙ୍ଗାଲୁର ପହଞ୍ଚିବେ କୁମାରସ୍ବାମୀ
ବେଙ୍ଗାଲୁର,୭।୭: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍ଡି କୁମାରସ୍ବାମୀ ରବିବାର ସନ୍ଧ୍ୟାରେ ବେଙ୍ଗାଲୁରରେ ପହଞ୍ଚିବେ ବୋଲି ସୂଚନା ମିଳିଛି। ଆମେରିକା ଗସ୍ତରେ ଥିବା କୁମାରସ୍ବାମୀ ରାଜ୍ୟ ରାଜନୀତିର ହଟ୍ଟଗୋଳକୁ ଦେଖି ଯାତ୍ରାରେ କାଟଛାଟ କରି ଶୀଘ୍ର କର୍ନାଟକ ଫେରି ଆସୁଥିବା କୁହାଯାଉଛି। ରବିବାର...
ଖାଲି ପଡ଼ିଛି ୫ ଲକ୍ଷ ୨୮ ହଜାରରୁ ଅଧିକ ପୋଲିସ ପଦବୀ: ଉତ୍ତରପ୍ରଦେଶରେ ଏକ ଲକ୍ଷ; ଓଡ଼ିଶାରେ ୧୦ ହଜାର
ନୂଆଦିଲ୍ଲୀ, ୭।୭: ଦେଶରେ ୫ ଲକ୍ଷ ୨୮ ହଜାର ୩ ଶହ ୯୬ ପୋଲିସ ପଦବୀ ଖାଲି ପଡ଼ିଛି। ସେଥି ମଧ୍ୟରୁ ଉତ୍ତରପ୍ରଦେଶରେ ସର୍ବାଧିକ ଏକ ଲକ୍ଷ ୨୮ ହଜାର ୯ଶହ ୫୨ ଥିବା ବେଳେ ବିହାରରେ ୫୦ ହଜାର...
ଭାଜପାରେ ଯୋଗଦେଲେ ସପ୍ନା
ନୂଆଦିଲ୍ଲୀ,୭।୭: ହରିୟାଣାର ଗାୟିକା ତଥା ନୃତ୍ୟାଙ୍ଗନା ସପ୍ନା ଚୌଧୁରୀ ରବିବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀର ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରୀଙ୍କ ଉପସ୍ଥିତିରେ ସେ ଭାଜପା ହାତ ଧରିଥିବା ସୂଚନା ମିଳିଛି। ଜଓ୍ବାହରଲାଲ ନେହେରୁୁ ଷ୍ଟାଡିୟମରେ ଅନୁଷ୍ଠିତ ଭାଜପାର ନୂଆ...
କମଲନାଥ ଆରମ୍ଭ କଲେ ସ୍କୁଲ୍ ଚଲୋ ଅଭିଯାନ
ଭୋପାଳ,୭।୭: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥ ରବିବାର ସ୍କୁଲ ଚଲୋ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଛିନ୍ଦ୍ଓ୍ବାଡାରେ ଏହି ଅଭିଯାନର ଆରମ୍ଭ କରାଯାଇଛି। ଶିଶୁଙ୍କୁ ଶିକ୍ଷାଦାନ ଅଧିକାରରୁ ବଞ୍ଚିତ ନ କରାଇବା ପାଇଁ କମଲନାଥ ସରକାର ଏହି ପଦକ୍ଷେପ ଗ୍ରହଣ କରିଥିବା...
୧୨୫ ବର୍ଷ ଧରି ଏହି ଗାଁରେ ଅନୁଷ୍ଠିତ ହୋଇଆସୁଛି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ
ଭୋପାଳ,୭।୭: ମଧ୍ୟପ୍ରଦେଶ ଦମୋହ ଜିଲାରେ ଗତ ୧୨୫ ବର୍ଷ ଧରି ଶାସ୍ତ୍ରୀୟ ସଙ୍ଗୀତ ସମାରୋହ ଅନୁଷ୍ଠିତ ହୋଇଆସୁଛି। ସ୍ଥାନୀୟ ବକାୟନ ଗାଁରେ ଏହି ଉତ୍ସବ ପ୍ରତିବର୍ଷ ଆୟୋଜିତ ହୋଇଥାଏ। ୨୦୦୪ ପର୍ଯ୍ୟନ୍ତ ଗତ ୧୧୦ ବର୍ଷ ଧରି ଗାଁର ମରାଠି...
୧୪ ବର୍ଷରେ ୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ; ୨୮ ଶହ କୋଟି ଖର୍ଚ୍ଚ ପରେ ବି ମାୟାନଗରୀ ବର୍ଷାରେ ହେଉଛି ଉବୁଟୁବୁ
ମୁମ୍ବାଇ,୭।୭: ମୌସୁମୀକୁ ଦେଶସାରା ଅପେକ୍ଷା କରୁଥିବାବେଳେ ଏହାକୁ ନେଇ ମାୟାନଗରୀ ମୁମ୍ବାଇର ଲୋକେ ଭୟ କରିଥାନ୍ତି। ପ୍ରତିବର୍ଷ ବର୍ଷା ଋତୁରେ ପାଣିରେ ଏହି ସହର ଉବୁଟୁବୁ ହୋଇଥାଏ। ଗତ ୧୪ ବର୍ଷ ମଧ୍ୟରେ ଏହା ଯୋଗୁ ଏଠାରେ ୨ ହଜାରରୁ...
ଯୁବତୀଙ୍କ ସ୍ବାଧୀନତା ଉପରେ ବିବାଦୀୟ ମନ୍ତବ୍ୟ ଦେଲେ ଡିଜିପି: ସୋସିଆଲ୍ ମିଡ଼ିଆରେ ଭାଇରାଲ
ଇନ୍ଦୋର,୭।୭: ଯୁବତୀଙ୍କ ସ୍ବାଧୀନତା ଉପରେ ମଧ୍ୟପ୍ରଦେଶ ଡିଜିପି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଦେଶରେ ବୃଦ୍ଧି ପାଉଥିବା ବିଭିନ୍ନ ଅପରାଧ ପାଇଁ ଯୁବତୀଙ୍କୁ ଦିଆଯାଇଥିବା ସ୍ବାଧୀନତା ହିଁ ଦାୟୀ ବୋଲି...
୩ ବର୍ଷରେ ନିର୍ବାଚନରେ ଖର୍ଚ୍ଚ ହୋଇଛି ୯ ହଜାର କୋଟି; ୬୦ ପ୍ରତିଶତ କେବଳ ଇଭିଏମ୍ରେ
ନୂଆଦିଲ୍ଲୀ,୭।୭: ଗତ ୩ ବର୍ଷ ମଧ୍ୟରେ ୯ ହଜାର କୋଟି ଟଙ୍କା ଲୋକ ସଭା ନିର୍ବାଚନରେ ଖର୍ଚ୍ଚ ହୋଇଛି। ସେଥିମଧ୍ୟରୁ ୬୦ ପ୍ରତିଶତ କେବଳ ଇଭିଏମ୍ରେ ଖର୍ଚ୍ଚ ହୋଇଛି। ସଂସଦରେ ଉପସ୍ଥାପିତ ରିପୋର୍ଟରେ ଏହା ଦର୍ଶାଯାଇଛି। ଏହି ସମୟ ମଧ୍ୟରେ...
ନିର୍ବାଚନରେ ଅଧିକ ଖର୍ଚ୍ଚ: ସନ୍ନି ଦେଓଲ୍ଙ୍କ ସମସ୍ୟା ବଢ଼ିଲା
ଗୁରଦାସପୁର,୭।୭: ପଞ୍ଜାବ ଗୁରଦାସପୁର ଲୋକ ସଭା ଆସନର ଭାଜପା ଏମ୍ପି ସନ୍ନି ଦେଓଲଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ନିର୍ବାଚନରେ ସେ ଅଧିକ ଖର୍ଚ୍ଚ କରିଥିବା ଅଭିଯୋଗ ହୋଇଥିଲା। ଏସମ୍ପର୍କିତ ସମସ୍ତ କାଗଜପତ୍ର ପଞ୍ଜାବର ମୁଖ୍ୟ ନିର୍ବାଚନ ଅଧିକାରୀ ନିର୍ବାଚନ ଆୟୋଗଙ୍କ...
ସରକାରଙ୍କ ସମାଲୋଚନା କରୁଥିବା ଲୋକଙ୍କୁ କୁହାଯାଉଛି ରାଷ୍ଟ୍ର ବିରୋଧୀ: ଶବାନା ଆଜ୍ମୀ
ଇନ୍ଦୋର,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଅଭିନେତ୍ରୀ ଶବାନା ଆଜ୍ମୀ ପୁଣି ଥରେ ଟାର୍ଗେଟ୍ କରିଛନ୍ତି। ଇନ୍ଦୋରରେ ଆୟୋଜିତ ଏକ ସଭାରେ ଯୋଗଦେଇ କହିଛନ୍ତି ଯେ, ସମ୍ପ୍ରତି ସରକାରଙ୍କ ସମାଲୋଚନା କରୁଥିବା ଲୋକଙ୍କୁ ରାଷ୍ଟ୍ର ବିରୋଧୀ କୁହାଯାଉଛି। ଗଣତାନ୍ତ୍ରିକ ଦେଶରେ...
Archives


