ଜାତୀୟ

ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ସିବିଆଇ: ମିଳିଲା ୨୬ ଲକ୍ଷର ଅଚଳ ନୋଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ମଣିପୁରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ଇବୋବି ସିଂଙ୍କର ତିନୋଟି ସହରର ୯ଟି ସ୍ଥାନରେ ଥିବା ଘର ଉପରେ ସିବିଆଇ ଚଢ଼ାଉ କରି ନଗଦ ୧୧.୪୭ ଲକ୍ଷ ଟଙ୍କା ସହିତ ୨୬.୪୯ ଲକ୍ଷ ଟଙ୍କାର ଅଚଳ ନୋଟ ଜବତ କରିଛି। ଅଚଳ…

ଆଧାର ଆଇନରେ ସଂଶୋଧନ ବିରୋଧରେ ପିଟିଶନ: କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୧୧(ପି.ଟି.): ଆଧାର ଆଇନରେ ସଂଶୋଧନର ବୈଧତାକୁ ନେଇ ସୁପ୍ରିମକୋର୍ଟ ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ପରିଚୟ ପ୍ରମାଣ ଲାଗି ଜନସାଧାରଣ ସ୍ବେଚ୍ଛାକୃତ ଭାବେ ଯୋଗାଇଦେଉଥିବା ଆଧାର ତଥ୍ୟ ବ୍ୟବହାର ଲାଗି ଘରୋଇ ସଂସ୍ଥାଗୁଡିକୁ ଅନୁମତି ଦେବା ନିମନ୍ତେ କେନ୍ଦ୍ର ସରକାର…

ଶିଶୁ କନ୍ୟାକୁ ବିକି ଫୋନ କିଣିଲେ ବାପା

ଚେନ୍ନାଇ, ୨୩ା୧୧(ପି.ଟି.): ତାମିଲନାଡ଼ୁରେ ନିଜ ନବଜାତ ଶିଶୁକନ୍ୟାକୁ ଦଲାଲ୍‌ଙ୍କ ସହଯୋଗରେ ଜଣେ ବ୍ୟକ୍ତି ବିକ୍ରିକରି ସେହି ଟଙ୍କାରେ ଫୋନ୍‌ କିଣିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଘଟଣାର ଖୋଳତାଡ୍‌ ପରେ ଅଭିଯୁକ୍ତ ବାପାଙ୍କୁ ଗିରଫ କରାଯାଇଛି। ତଥ୍ୟ ଅନୁଯାୟୀ, ୟେସୁରୁଧୟରାଜ୍‌ଙ୍କ ପୂର୍ବରୁ…

ମୁମ୍ବାଇ, ଠାଣେରେ ଶିବସେନା ମେୟର

ମୁମ୍ବାଇ, ୨୩ା୧୧(ପି.ଟି.): ମହାରାଷ୍ଟ୍ର ରାଜନୀତି କଡ଼ ଲେଉଟାଇବାରେ ଲାଗିଛି। ଶିବସେନା, ଏନ୍‌ସି ଓ କଂଗ୍ରେସ ଏକାଠି ହେବାକୁ ଉଦ୍ୟମ ଜାରି ରଖିଥିବାବେଳେ ଭାଜପାକୁ ଝଟକା ଲାଗିଛି। ମେୟର ପଦ ମଧ୍ୟ ଆଶାନୁରୂପ ଭାବେ ଭାଜପା ଦଖଲ କରିପାରି ନାହିଁ। ମୁମ୍ବାଇ, ଠାଣେରେ…

ମେଣ୍ଟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ଗଠନ ହେବା ପୂର୍ବରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ୍‌ କରାଯାଇଛି। ଭାଜପା କର୍ମୀ ସୁରେନ୍ଦ୍ର ବାହାଦୁର ସିଂଙ୍କ ପକ୍ଷରୁ ଦାଏର ପିଟିଶନରେ ଉଲ୍ଲେଖ କରାଯାଇଛି ଯେ, ବିଧାନସଭା ନିର୍ବାଚନରେ ଭାଜପା-ଶିବସେନା ମେଣ୍ଟକୁ ଜନାଦେଶ ମିଳିଛି। କିନ୍ତୁ ରାଜ୍ୟବାସୀଙ୍କ…

‘୬ ମାସ ତିଷ୍ଠିବନି ସୁବିଧାବାଦୀ ମେଣ୍ଟ’

ରାଞ୍ଚି,୨୩ା୧୧(ପି.ଟି.): ଶିବସେନା, ଏନ୍‌ସିପି ଏବଂ କଂଗ୍ରେସ ମଧ୍ୟରେ ସୁବିଧାବାଦୀ ମେଣ୍ଟ ହୋଇଛି। ଏହା ୬ରୁ ୮ ମାସ ତିଷ୍ଠିବ ନାହିଁ ବୋଲି ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ସମାଲୋଚନା କରିଛନ୍ତି। ଝାଡ଼ଖଣ୍ଡରେ ନିର୍ବାଚନ ପ୍ରଚାର ବେଳେ ଏକ…

କାର୍‌ ରାଇଡ୍‌ରୁ ବଦଳିଥିଲା ସମୀକରଣ

ମୁମ୍ବାଇ/ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ରରେ ତିନୋଟି ଭିନ୍ନ ବିଚାରଧାରାର ଦଳର ମେଣ୍ଟକୁ ନେଇ ସରକାର ଗଢ଼ାଯିବା ପାଇଁ ସ୍ଥିର ହୋଇଛି। ଏହି ଅପ୍ରତ୍ୟାଶିତ ପଦକ୍ଷେପ ରାଜନୈତିକ ପର୍ଯ୍ୟବେକ୍ଷକ ଓ ଦିଲ୍ଲୀର ନେତାମାନଙ୍କୁ ବିସ୍ମିତ କରିଛି। ତେବେ ଏହି ବଡ଼ ରାଜନୈତିକ ଘଟଣାକ୍ରମ ପଛରେ ଦୁଇ…

ଉଚ୍ଚ ରକ୍ତଚାପ ନିୟନ୍ତ୍ରଣ କରେ ସୋୟାବିନ୍‌

ସୋୟାବିନରେ କାର୍ବୋହାଇଡ୍ରେଟ୍‌, କ୍ୟାଲସିୟମ, ଆଇରନ୍‌ ଏବଂ ଫରଫରସ ପ୍ରଚୁର ପରିମାଣରେ ଥାଏ। ଏଥିରେ ପ୍ରଚୁର ମାତ୍ରାରେ ଫାଇବର ଥିବାରୁ ପାଚନ ତନ୍ତ୍ରକୁ ମଜଭୁତ କରେ ଏବଂ ଖାଦ୍ୟକୁ ଶୀଘ୍ର ହଜମ କରିବାରେ ସହାୟକ ହୁଏ। ଉଚ୍ଚ ରକ୍ତଚାପରେ ପୀଡିତ ରୋଗୀମାନେ ପ୍ରତିଦିନ…

ମଣିପୁର ବିଧାନସଭା ସମ୍ମୁଖରେ ବିସ୍ଫୋରଣ: ୨ ଯବାନ ଆହତ

ଇମ୍ଫାଲ,୨୨।୧୧: ମଣିପୁର ବିଧାନସଭା ସମ୍ମୁଖରେ ଶୁକ୍ରବାର ସନ୍ଧ୍ୟାରେ ଏକ ଗ୍ରେନେଡ ଆକ୍ରମଣ ହୋଇଛି। ଏଥିରେ ୨ ସିଆର୍‌ପିଏଫ୍‌ ଯବାନ ଆହତ ହୋଇଥିବା ଜଣାପଡିଛି। ମଣିପୁର ବିଧାନସଭା ବାହାରେ ଥିବା ଥାଙ୍ଗମେଇବନ୍ଦ ଇମ୍ପ୍ରୁଭମେଣ୍ଟ କ୍ଲବ ନିକଟରେ ଏହି ବିସ୍ଫୋରଣ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ,…

ସରିଲା ଶିବସେନା, ଏନ୍‌ସିପି, କଂଗ୍ରେସର ବୈଠକ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ରାଜନୀତି ବେଳକୁ ବେଳ ରୋଚକ ହେବାରେ ଲାଗିଛି। ଶିବସେନା ସହ ମେଣ୍ଟ କରୁଥିବା ଏନ୍‌ସିପି ଓ କଂଗ୍ରେସକୁ ନେଇ ଶୁକ୍ରବାର ଏକ ବୈଠକର ଆୟୋଜନ କରାଯାଇଥିଲା। ଏହି ବୈଠକ ଉପରେ ସମସ୍ତଙ୍କ ନଜର ଥିଲା। ଶୁକ୍ରବାର ସନ୍ଧ୍ୟାରେ ଏହି…

ଉଦ୍ଧବ ହୋଇପାରନ୍ତି ମୁଖ୍ୟମନ୍ତ୍ରୀ, ଆଦିତ୍ୟ ଶିକ୍ଷାମନ୍ତ୍ରୀ

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ରରେ ସରକାର ଗଢିବାକୁ ଶିବସେନା ମେଣ୍ଟର ସାହାରା ନେଇଛି। ଏବେ ଏନ୍‌ସିପି ଓ କଂଗ୍ରେସ ସହ ମିଶି ଶିବସେନା ସରକାର ଗଢିବାକୁ ପ୍ରସ୍ତୁତ। ଏହାକୁ ନେଇ ଶୁକ୍ରବାର ୩ ଦଳ ମିଶି ଏକ ବୈଠକର ଆୟୋଜନ କରିଥିଲେ। ଏହି ବୈଠକ…

ଏଣିକି କେବଳ ପ୍ରଧାନମନ୍ତ୍ରୀଙ୍କୁ ମିଳିପାରେ ଏସ୍‌ପିଜି ସୁରକ୍ଷା

ନୂଆଦିଲ୍ଲୀ,୨୨।୧୧: ଏବେ ଆଉ ପୂର୍ବତନ ପ୍ରଧାନମନ୍ତ୍ରୀ ଅବା ତାଙ୍କ ପରିବାର ସଦସ୍ୟଙ୍କୁ ଏସ୍‌ପିଜି ସୁବିଧା ମିଳିବ ନାହିଁ। ଆଗକୁ କେବଳ ପ୍ରଧାନମନ୍ତ୍ରୀଙ୍କୁ ଏହି ସୁରକ୍ଷା ମିଳିବ ବୋଲି ଜଣାପଡିଛି। କେନ୍ଦ୍ର ମନ୍ତ୍ରିମଣ୍ଡଳ ଏସ୍‌ପିଜି ଅଧିନିୟମ (SPG Amendment Bill)ରେ ଯେଉଁ ସଂଶୋଧନକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri