ଜାତୀୟ

ସୂଚନା ଅଧିକାର କର୍ମୀଙ୍କୁ ହତ୍ୟା ମାମଲା: ଭାଜପାର ପୂର୍ବତନ ଏମ୍‌ପିଙ୍କ ସମେତ ୭ ଦୋଷୀ

ଅହମଦାବାଦ,୭ା୭(ପି.ଟି.): ୨୦୧୦ରେ ସୂଚନା ଅଧିକାର କର୍ମୀ ଅମିତ ଜେଠଓ୍ବାଙ୍କୁ ଗୁଳିକରି ହତ୍ୟା କରାଯିବା ଘଟଣାରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଶନିବାର ଭାଜପାର ପୂର୍ବତନ ଏମ୍‌ପି ଦିନୁ ସୋଲାଙ୍କି ସମେତ ୭ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଗିର୍‌ ଜଙ୍ଗଲାଞ୍ଚଳରେ ବେଆଇନ ଖଣି...

ଭିଡ଼ହିଂସା ରୋକିବାକୁ ଆଇନ ଆଣ

ହାଇଦ୍ରାବାଦ,୭ା୭: ଦେଶରେ ଭିଡ଼ହିଂସା ଘଟଣା ବୃଦ୍ଧି ପାଉଥିବାରୁ ଏହାକୁ ରୋକିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ଆଇନ ଆଣିବାକୁ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଆସାଦୁଦ୍ଦିନ ଓଓ୍ବାଇସି ଦାବି କରିଛନ୍ତି। ଚିଠା ବିଧେୟକ ପ୍ରସ୍ତୁତ କରିବା ଲାଗି ସୁପ୍ରିମକୋର୍ଟ କେନ୍ଦ୍ରକୁ ନିର୍ଦ୍ଦେଶ...

ଭାଜପା ସଦସ୍ୟ ସଂଗ୍ରହ ଅଭିଯାନ: ‘ସମାଲୋଚକ ପେସାଦାର ନିରାଶାବାଦୀ’

ବାରାଣସୀ,୭ା୭(ଆଇଏଏନ୍‌ଏସ୍‌); ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କ ନିଜ ନିର୍ବାଚନମଣ୍ଡଳୀ ବାରାଣସୀରୁ ଶାସକ ଦଳ ଭାଜପାର ସଭ୍ୟସଂଗ୍ରହ ଅଭିଯାନ ଶୁଭାରମ୍ଭ କରିଛନ୍ତି। ସବୁ ବର୍ଗର ଲୋକଙ୍କୁ ଗୈରିକ ଦଳ ସହ ଯୋଡିବା ଲାଗି ଏହି ଅଭିଯାନ ଆରମ୍ଭ ହୋଇଛି। ଏହି...

କର୍ନାଟକରେ ସରକାର ଗଢିବାକୁ ସଫା ହେଉଛି ଭାଜପାର ରାସ୍ତା

ବେଙ୍ଗାଲୁର,୬।୭: କର୍ନାଟକରେ ଏବେ କୁମାରସ୍ବାମୀ ସରକାର ସଙ୍କଟରେ। ଶନିବାର କଂଗ୍ରେସର ୮ ଓ ଜେଡିଏସ୍‌ର ୩ ବିଧାୟକ ଇସ୍ତଫା ଦେବା ଦେବା ପରେ ଏବେ ମେଣ୍ଟ ସରକାର ଭାଙ୍ଗିବ ବୋଲି ଆଲୋଚନା ହେଉଛି। ସୂଚନା ଅନୁଯାୟୀ, କର୍ନାଟକରେ ମୋଟ ବିଧାନସଭା...

୧ ଲକ୍ଷ ଝିଅଙ୍କ ବିବାହ କରାଇବେ ଯୋଗୀ ସରକାର

ଲକ୍ଷ୍ନୌ,୬।୭: ସାମୁହିକ ବିବାହ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଲକ୍ଷେ ଗରିବ ଝିଅଙ୍କ ବିବାହ କରିବାକୁ ସ୍ଥିର କରିଛନ୍ତି। ତେବେ ଏହି ବିବାହକୁ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯିବ ବୋଲି ସୂଚନା ମିଳିଛି। ସରକାର ଆସନ୍ତା ବର୍ଷ...

ନ୍ୟାୟ ପାଇଁ ରାଷ୍ଟ୍ରପତିଙ୍କୁ ରକ୍ତରେ ଚିଠି ଲେଖିଲେ ୨ ଯୁବତୀ

ଚଣ୍ଡିଗଡ଼,୬।୭: ନ୍ୟାୟ ପାଇଁ ପଞ୍ଜାବର ୨ ଜଣ ଯୁବତୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ରକ୍ତରେ ଚିଠି ଲେଖିଛନ୍ତି। ସ୍ଥାନୀୟ ମୋଗା ସହରରେ ବାସ କରୁଥିବା ଏହି ଯୁବତୀମାନେ ନ୍ୟାୟ ନ ମିଳିଲେ ତାଙ୍କ ପରିବାର ସଦସ୍ୟଙ୍କୁ ଇଛାମୃତ୍ୟୁ ନିର୍ଦ୍ଦେଶ...

କଂଗ୍ରେସକୁ ଯୁବ ଅଧ୍ୟକ୍ଷ ଦରକାର: ଅମରିନ୍ଦର

ନୂଆଦିଲ୍ଲୀ,୬।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ, ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂହ ନିଜ ମତ ରଖିଛନ୍ତି। କଂଗ୍ରେସର ବୁଡ଼ିଯାଉଥିବା ନୌକାକୁ ସମ୍ଭାଳିବା ପାଇଁ ଯୁବ ଅଧ୍ୟକ୍ଷ ଦରକାର ବୋଲି ଅମରିନ୍ଦର କହିଛନ୍ତି। ରାହୁଲ...

ରାହୁଲଙ୍କୁ ମିଳିଲା ଜାମିନ

ପାଟନା,୬।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଶନିବାର ଏକ ମାନହାନି ମାମଲାରେ ଜାମିନ ମିଳିଛି। ବିହାର ଉପ ମୁଖ୍ୟମନ୍ତ୍ରୀ ସୁଶୀଲ ମୋଦି ରାହୁଲଙ୍କ ନାଁରେ ଗତ ଏପ୍ରିଲରେ ପାଟନାର ଚିଫ୍‌ ଜୁଡିସିଆଲ୍‌ ମାଜିଷ୍ଟ୍ରେଟଙ୍କ କୋର୍ଟରେ ଏହି ମାନହାନି ମାମଲା...

ଲୋକ ସଭା, ରାଜ୍ୟ ସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଏଆଇଏଡିଏମ୍‌କେ

ଚେନ୍ନାଇ,୬।୭: ଅଲ ଇଣ୍ଡିଆ ଆନ୍ନା ଦ୍ରାଭିଡ ମୁନେତ୍ରା କାଜଗମ(ଏଆଇଏଡିଏମ୍‌କେ) ଶନିବାର ତା’ର ଲୋକ ସଭା ଓ ରାଜ୍ୟ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଜୟାଲଳିଥାଙ୍କ କ୍ୟାବିନେଟର ମନ୍ତ୍ରୀ ଥିବା ଏ ମହମ୍ମଦ ଜାନ ଓ ଅନୁସୂଚିତ ଜାତିର...

ବ୍ରତ ଭାଙ୍ଗିବା ପାଇଁ ପନୀର ବଦଳରେ ଆସିଲା ଚିକେନ

ନାଗପୁର,୬।୭: ପୁଣେର ଅତିରିକ୍ତ ଜିଲା ଉପଭୋକ୍ତା ଫୋରମ ଖାଦ୍ୟ ଡେଲିଭରି କରୁଥିବା କମ୍ପାନୀ ଜୋମାଟୋ ଓ ହୋଟେଲ ଉପରେ ୫୫ହଜାର ଟଙ୍କାର ଜୋରିମାନା ଲଗାଇଛନ୍ତି। ଉକ୍ତ ସହରର ଜଣେ ଓକିଲଙ୍କୁ ନିରାମିଷ ଭୋଜନ ବଦଳରେ ମାଂସାହାରି ଭୋଜନ ଦେଇଥିବା ଅଭିଯୋଗ...

କର୍ନାଟକ ସରକାର ପୁଣି ସଙ୍କଟରେ

ବେଙ୍ଗାଲୁରୁ,୬।୭: କର୍ନାଟକର ଶାସନ କ୍ଷମତାରେ ଥିବା କଂଗ୍ରେସ-ଜେଡିଏସ୍‌ ସରକାର ପୁଣି ସଙ୍କଟରରେ। କାରଣ ଶନିବାର କଂଗ୍ରେସର ୮ ବିଧାୟକ ଓ ଜେଡିଏସର ୩ ବିଧାୟକ ଇସ୍ତଫା ଦେବା ଲାଗି ବିଧାନସଭା ବାଚସ୍ପତି କେଆର୍‌ ରମେଶ କୁମାରଙ୍କୁ ଭେଟିଛନ୍ତି। ଏମାନଙ୍କ ମଧ୍ୟରେ...

ଆରମ୍ଭ ହେଲା ଭାଜପାର ମେଗା ସଦସ୍ୟତା ଅଭିଯାନ: ଟାର୍ଗେଟରେ ୨୦ କୋଟି ସଦସ୍ୟ

ନୂଆଦିଲ୍ଲୀ,୬।୭: ଭାରତୀୟ ଜନତା ପାର୍ଟି(ଭାଜପା) ଶନିବାରଠାରୁ ତା’ର ମେଗା ସଦସ୍ୟତା ଅଭିଯାନ ଆରମ୍ଭ କରିଛି। ଏହାର ମୂଳ ଲକ୍ଷ୍ୟ ହେଲା ଭାଜପାର ୧୧କୋଟି ସଦସ୍ୟଙ୍କୁ ବଢାଇ ୨୦ କୋଟି କରିବା। ଭାଜପାର ମାତୃସଂସ୍ଥା ଜନସଂଘର ସଂସ୍ଥାପକ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri