ଜାତୀୟ

ମଧ୍ୟପ୍ରଦେଶ କଂଗ୍ରେସରେ ମତଭେଦ

ଗ୍ବାଲିୟର,୫ା୯: ମଧ୍ୟପ୍ରଦେଶ କଂଗ୍ରେସରେ ମତଭେଦ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ କମଳନାଥ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ଆବଶ୍ୟକ ବୋଲି ଦଳର ସାଧାରଣ ସମ୍ପାଦକ ଜ୍ୟୋତିରାଦିତ୍ୟ ସିନ୍ଧିଆ ବୁଧବାର କହିଛନ୍ତି। ଏଥିସହିତ ସରକାରରେ କେହି ଯେପରି ହସ୍ତକ୍ଷେପ ନ କରନ୍ତି ତାହା ନିଶ୍ଚିତ…

ଗିରଫ ଲଶ୍କର ଆତଙ୍କବାଦୀ ମାନିଲେ: ପାକ୍‌ ସହାୟତାରେ ଅନୁପ୍ରବେଶ କରିଥିଲେ

ଶ୍ରୀନଗର,୫ା୯: ଗତ ମାସରେ ଜମ୍ମୁ-କଶ୍ମୀର ସୀମାନ୍ତରୁ ଗିରଫ ହୋଇଥିବା ଲଶ୍କର-ଇ-ତୋଇବାର ଦୁଇଜଣ ଆତଙ୍କବାଦୀ ପାକିସ୍ତାନ ସରକାରଙ୍କ ସହାୟତାରେ ଅନୁପ୍ରବେଶ କରିଥିଲେ ବୋଲି ସ୍ବୀକାର କରିଛନ୍ତି। ଜମ୍ମୁ-କଶ୍ମୀରରେ ଆକ୍ରମଣ କରିବା ଲାଗି ସେମାନଙ୍କୁ ପଠାଯାଇଥିଲା ବୋଲି ବୁଧବାର ଖବରଦାତା ସମ୍ମିଳନୀରେ ଜଣେ ବରିଷ୍ଠ…

ବାଟଲା ବାଣ କାରଖାନା ବିସ୍ଫୋରଣରେ ମୃତାହତଙ୍କ ପାଇଁ ସହାୟତା ଘୋଷଣା କଲେ ପଞ୍ଜାବ ସରକାର

ଗୁରୁଦାସପୁର,୪।୯: ପଞ୍ଜାବ ଗୁରୁଦାସପୁର ବାଟଲା ବାଣ କାରଖାନାରେ ବିସ୍ଫୋରଣ ଘଟି ବୁଧବାର ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି ଘଟଣାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମବେଦନା ଜ୍ଞାପନ କରିଛନ୍ତି। ତେବେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ…

ଖାରଜ ହେଲା ଶିବକୁମାରଙ୍କ ଆବେଦନ

ନୂଆଦିଲ୍ଲୀ,୪।୯: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା କର୍ନାଟକର କଂଗ୍ରେସ ନେତା ଡିକେ ଶିବକୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର ରାଉଜ ଆଭିନ୍ୟୁ କୋର୍ଟ ଖାରଜ କରି ଦେଇଛନ୍ତି। ଏହାପରେ କୋର୍ଟ ତାଙ୍କୁ ୧୩ ସେପ୍ଟେମ୍ବର ପର୍ଯ୍ୟନ୍ତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର କଷ୍ଟୋଡିକୁ ପଠାଇ…

ଚନ୍ଦ୍ରର ନିକଟତର ହେଲା ଲ୍ୟାଣ୍ଡର୍‌

ଚେନ୍ନାଇ: ଚନ୍ଦ୍ରଯାନ-୨ ଅର୍ବିଟରରୁ ପ୍ରଥମ ମୁନ୍‌ ଲ୍ୟାଣ୍ଡର ବିକ୍ରମ ଅଲଗା ହେବା ପରେ ମଙ୍ଗଳବାର ପ୍ରଥମ ଓ ବୁଧବାର ଦ୍ୱିତୀୟ ଡି-ଅର୍ବିଟାଲ ଅପରେଶନ ସକାଳ ୩ ଟା୪୨ ମିନିଟ୍‌ରେ ଅନ-ବୋର୍ଡ ପ୍ରୋପଲ୍‌ଶନ ସିଷ୍ଟମ ମାଧ୍ୟମରେ ଆରମ୍ଭ କରାଯାଇ ୯ମିନିଟ୍‌ରେ ଶେଷ କରାଯାଇଛି।…

ଚାଳକଙ୍କୁ ହୃଦ୍‌ଘାତ ଯୋଗୁ ପେଟ୍ରୋଲ ପମ୍ପରେ ପଶିଲା ଟ୍ରକ

ଭୋପାଳ,୪।୯: ମଧ୍ୟପ୍ରଦେଶ ସାଗର ସହର କେଣ୍ଟ ଥାନା ଅଞ୍ଚଳ ନିକଟ ଏକ ବାଇପାସ୍‌ରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଗ୍ୟାସ ସିଭିଣ୍ଡର ଭର୍ତ୍ତି ଥିବା ଟ୍ରକ୍‌ଟି ବାଇପାସ୍‌ ଦେଇ ଯାଉଥିବା ବେଳେ ହଠାତ୍‌ ଚାଳକଙ୍କୁ ହୃଦ୍‌ଘାତ ଆସିଥିଲା। ଏଥିଯୋଗୁ ଟ୍ରକଟି ଭାରସାମ୍ୟ…

ଗୁରୁଦାସପୁର ବାଣ କାରଖାନାରେ ପ୍ରଚଣ୍ଡ ବିସ୍ଫୋରଣ

ଗୁରୁଦାସପୁର,୪।୯: ପଞ୍ଜାବର ଗୁରୁଦାସପୁରରେ ଥିବା ଏକ ବାଣ କାରଖାନାରେ ବୁଧବାର ଏକ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି। ଏଥିରେ ଅତିକମରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ ଆହତ ହୋଇଥିବା ସୂଚନା ମିଳିଛି। ଖବର ପାଇ ବହୁ ଫାୟାର ଇଞ୍ଜିନିୟର ସେଠାରେ…

ଖାରଜ ହେଲା ହନିପ୍ରିତଙ୍କ ଜାମିନ ଆବେଦନ

ଚଣ୍ଡିଗଡ,୪।୯: ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମ ସିଂଙ୍କ ମୁଖ୍ୟ ସହଯୋଗୀ ଥିବା ହନିପ୍ରିତଙ୍କ ଜାମିନ ଆବେଦନ ବୁଧବାର ଖାରଜ ହୋଇଯାଇଛି। ପଞ୍ଜାବ ଓ ହରିୟାଣା ହାଇକୋର୍ଟ ଏହି ଆବେଦନକୁ ଖାରଜ କରି ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୧୭ରେ ରାମ…

ନୂଆ ମୋଟର ଯାନ ନିୟମ ଅନୁଯାୟୀ ଚାଲାଣ କାଟିବାରୁ ବଞ୍ଚାଇ ପାରିବ ସ୍ମାର୍ଟଫୋନ୍‌

ନୂଆଦିଲ୍ଲୀ,୪।୯: ଚଳିତ ମାସ ଆରମ୍ଭରୁ ନୂଆ ମୋଟର ଯାନ ନିୟମ ଲାଗୁ ହୋଇଥିବା ବେଳେ ଏବେ ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏମିତିକି ଗାଡିର ଦାମ୍‌ଠାରୁ ଅଧିକ ପରିମାଣର ଚାଲାଣ ମଧ୍ୟ କଟାଯାଉଥିବା ନଜର ଆସିଲାଣି।…

ମୋଦିଙ୍କୁ ପ୍ରଶଂସା କରି ପୁଣି କଂଗ୍ରେସକୁ ଆଇନା ଦେଖାଇଲେ ଥରୁର

ନୂଆଦିଲ୍ଲୀ,୪।୯: କଂଗ୍ରେସ ନେତା ଶଶି ଥରୁର ପୁଣି ଥରେ ନିଜ ଦଳ କଂଗ୍ରେସକୁ ଆଇନା ଦେଖାଇଛନ୍ତି। ସେ ଗତ ସପ୍ତାହ ମଧ୍ୟରେ ପ୍ରାୟ ୨ ଥର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରି ସାରିଛନ୍ତି। ତେଣୁ ଥରୁରଙ୍କର ଏହି ମୋଦି ପ୍ରେମକୁ…

ୟୁଏପିଏ ଆଧାରରେ ମାସୁଦ ଆଝାରଙ୍କ ସମେତ ୪ ଜଣଙ୍କୁ ଆତଙ୍କବାଦୀ ଘୋଷିତ

ନୂଆଦିଲ୍ଲୀ,୪।୯: ଭାରତ ମାସୁଦ ଆଝାର, ହାଫିଜ ସୟିଦ, ଦାଉଦ୍‌ ଇବ୍ରାହିମ୍‌ ଓ ଜକି-ଉର୍‌-ରହମାନ ଲଖଭିଙ୍କୁ ଆତଙ୍କବାଦୀ ଘୋଷଣା କରିଛି। ଏମାନଙ୍କୁ Unlawful Activities (Prevention) Act ଅଧିନିୟମ ଅନୁଯାୟୀ ଆତଙ୍କବାଦୀ ଘୋଷଣା କରାଯାଇଛି। ଏହାସହ ଏମାନଙ୍କ ବିରୋଧରେ ରେଡ କର୍ନର ନୋଟିସ…

ଏସବୁ ମୋତିଆ ବିନ୍ଦୁରୁ ରଖେ ଦୂରେଇ…

ବୟସ ବଢ଼ିବା ସହିତ କେତେକଙ୍କଠାରେ ମୋତିଆ ବିନ୍ଦୁ ସମସ୍ୟା ଦେଖାଦେଇଥାଏ। ତେବେ କିଛି ଘରୋଇ ଉପାୟରେ ଏହି ସମସ୍ୟା ସହଜରେ ଦୂର ହୋଇପାରିଥାଏ। ନିୟମିତ ୭ଟି କଞ୍ଚା ଶାଗ ପତ୍ର ଚୋବାଇ ଖାଇଲେ ମୋତିଆ ବିନ୍ଦୁ .ହୋଇ ଥାଏ ବୋଲି ଆୟୁର୍ବେଦରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri