କେଜରିଓ୍ବାଲଙ୍କ ଅଭିଯୋଗର ଉତ୍ତର ରଖିଲେ ପାଶଓ୍ବାନ
ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀର ପାନୀୟ ଜଳ ବିଶୁଦ୍ଧ ନୁହେଁ। ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ରାମ ବିଳାଶ ପାଶଓ୍ବାନ ନିକଟରେ ଏକ ରିପୋର୍ଟ ପ୍ରଦାନ କହିଥିଲେ। ଯେଉଁଥିରେ ବିଶ୍ୱରେ ପ୍ରଦୂଷିତ ସହରର ପାଣି ମଧ୍ୟରେ ରାଜଧାନୀ ଦିଲ୍ଲୀ ଥିଲା ଏକ ନମ୍ବର। ହେଲେ ଏହାକୁ…
ଭୁଲ୍ କରୁଛି କଂଗ୍ରେସ: ନିରୁପମ
ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଶିବସେନା ସହ ଏନ୍ସିପି ଓ କଂଗ୍ରେସ ମେଣ୍ଟ କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇ ସାରିଥିବା ବେଳେ ଏବେ ଏହାକୁ ନେଇ କଂଗ୍ରେସ ନେତା ସଞ୍ଜୟ ନିରୁପମ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ମହାରାଷ୍ଟ୍ରରେ…
ବଜାରରେ ମିଳୁଥିବା ଜିରା ଅସଲି ନା ନକଲି ଜାଣନ୍ତୁ ଏପରି…
ଏବେ ବଜାରରେ ନକଲି ଜିରା ମିଳୁଛି। ଏହା ଫୁଲଝାଡୁ, ପଥରଗୁଣ୍ଡ ଏବଂ ଗୁଡ଼ରୁ ପ୍ରସ୍ତୁତ ହେଉଛି। ଅସଲି ଜିରା ଦାମ କିଲୋପ୍ରତି ୪ଶହ ଟଙ୍କା ଥିବାବେଳେ ଏହି ନକଲି ଜିରା ଦାମ କିଲୋପ୍ରତି ୨୦ ଟଙ୍କା ରହିଛି। କେତେକ ଏହାକୁ ସିନ୍ଥେଟିକ୍…
ଥାନାରେ ରୋବୋ ପୋଲିସ: ଏତଲା ରଖିବ, ସମାଧାନ ବି କରିବ
ବିଶାଖାପାଟଣା: ଥାନାରେ ପୋଲିସ୍ କର୍ମଚାରୀଙ୍କୁ କାମରେ ସହଯୋଗ କରିବ ରୋବୋ। ଏତଲା ରଖିବାଠାରୁ ଆରମ୍ଭ କରି ମାମଲା ସମାଧାନ ହେବାରେ ଏହା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରିବ। ସାଇବର ଅପରାଧୀଙ୍କୁ ଧରିବା ପାଇଁ ଆନ୍ଧ୍ରପ୍ରଦେଶ ପୋଲିସ ପକ୍ଷରୁ ପ୍ରଥମ ଥର ପାଇଁ…
ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଘାଟିରେ ଖୋଲିଲା ସମସ୍ତ ସ୍କୁଲ
ଶ୍ରୀନଗର,୨୧।୧୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦର ୧୦୮ ଦିନ ପରେ ଏବେ ଘାଟିର ସମସ୍ତ ସ୍କୁଲ ଖୋଲି ଯାଇଥିବା ଖବର ମିଳିଛି। ଏବେ କିନ୍ତୁ ପିଲାମାନେ ୟୁନିଫର୍ମ ବଦଳରେ ସାଧାରଣ ପୋଷାକରେ ସ୍କୁଲ ଯାଉଛନ୍ତି। ଆତଙ୍କବାଦୀ ଆକ୍ରମଣ ଆଶଙ୍କା କରି ସରକାରଙ୍କ…
ରତନ ଟାଟା ୨୭ ବର୍ଷୀୟ ଯୁବକଙ୍କୁ ଫୋନ୍ କରି ପଚାରିଲେ, ମୋ ଆସିଷ୍ଟାଣ୍ଟ୍ ହେବେ କି
ବମ୍ବେ,୨୧।୧୧: ଦେଶର ଜଣାଶୁଣା ଉଦ୍ୟୋଗପତି ରତନ ଟାଟାଙ୍କ ସହ କାମ କରିବା ଅନେକଙ୍କ ପାଇଁ ଏକ ସ୍ବପ୍ନ ଥାଏ। କିନ୍ତୁ ଟାଟା ନିଜେ ଯଦି ଫୋନ୍ କରି ଚାକିରି ଅଫର୍ ଦେବ ତେବେ ତାହା ନିହାତି ସୌଭାଗ୍ୟର କଥା। ୨୭ ବର୍ଷୀୟ…
ଶିବସେନା ସହ ସରକାର ଗଠନକୁ ମିଳିଲା ଗ୍ରୀନ୍ ସିଗ୍ନାଲ
ନୂଆଦିଲ୍ଲୀ,୨୧।୧୧: କଂଗ୍ରେସ କାର୍ଯ୍ୟକାରିଣୀ(ସିଡବ୍ଲୁସି)ବୈଠକ ଗୁରୁବାର ଅନୁଷ୍ଠିତ ହୋଇଛି। ଏଥିରେ ମହାରାଷ୍ଟ୍ରରେ ଶିବସେନା ସହ ସରକାର ଗଠନକୁ ନେଇ ଆଲୋଚନା ହୋଇଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶିବସେନା ସହ ସରକାର ଗଠନକୁ ନେଇ କଂଗ୍ରେସ ଗ୍ରୀନ୍ ସିଗ୍ନାଲ ଦେଇଛି। ତେବେ…
ବିଧାୟକ କହିଲେ, ଫୁଲମାଳ ନୁହେଁ ମୋତେ ବହି ଦରକାର
ଥିରୁଭାନନ୍ତପୁରମ୍, ୨୧।୧୧: ଆଜିକାଲି ସୋସିଆଲ ମିଡିଆରେ କେରଳର ଜଣେ ବିଧାୟକଙ୍କ ଫଟୋ ଏବଂ କାହାଣୀ ବେଶ୍ ଭାଇରାଲ ହେବାରେ ଲାଗିଛି। ସେ ନିଜ ଫେସବୁକରେ ଏକ ଫଟୋ ପୋଷ୍ଟ କରିଥିଲେ। ଯାହାର କ୍ୟାପଶନରେ ସେ ଲେଖିଥିଲେ, ଲୋକମାନେ ମୋତେ ଯେବେ ବି…
ସାଧ୍ୱୀ ପ୍ରଜ୍ଞାଙ୍କୁ ନୂଆ ଦାୟିତ୍ୱ
ନୂଆଦିଲ୍ଲୀ,୨୧।୧୧: ମାଲୋଗାଁଓ ବୋମା ବିସ୍ଫୋରଣର ଅଭିଯୁକ୍ତ ତଥା ମଧ୍ୟପ୍ରଦେଶ ଭୋପାଳରୁ ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍ପି ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା ସମିତିରେ ଏକ ଗୁରୁଦାୟିତ୍ୱ ଦିଆଯାଇଥିବା ଜଣାପଡିଛି। ଏବେ ତାଙ୍କୁ ପ୍ରତିରକ୍ଷା ମନ୍ତ୍ରଣାଳୟ ସମିତିର ସଦସ୍ୟ…
ଦିଲ୍ଲୀ ସେଲ୍ସଟ୍ୟାକ୍ସ ଅଫିସରେ ନିଆଁ
ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀ ଆଇଟିଓରେ ଥିବା ସେଲ୍ସଟ୍ୟାକ୍ସ ଅଫିସରେ ଗୁରୁବାର ସକାଳେ ନିଆଁ ଲାଗିଥିବା ସୂଚନା ମିଳିଛି। ଏହି ଖବର ମିଳିବା ପରେ ସେଠାରେ ୫ ଦମକଳ ଗାଡି ପହଞ୍ଚି ନିଆଁକୁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିଲେ। ଏହାପରେ ୧୩ ମହଲାରୁ ଧୂଆଁ…
ଡିସେମ୍ବର ୧ ପୂର୍ବରୁ ସରକାର ଗଢିବ ଶିବସେନା: ସଞ୍ଜୟ
ମୁମ୍ବାଇ,୨୧।୧୧: ମହାରାଷ୍ଟ୍ରରେ ସରକାର ଗଠନ କରିବାକୁ ଏବେ ଶିବସେନା ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହେବାରେ ଲାଗିଛି। ତେବେ ଏନ୍ସିପି ଓ କଂଗ୍ରେସ ସହ ମେଣ୍ଟ କରି ସରକାର ଗଢିବାକୁ ନେଇ ଆଶବାଦୀ ଥିବା ଶିବସେନା ଆସନ୍ତା ଡିସେମ୍ବର ୧ ପୂର୍ବରୁ ସରକାର…
ଚିଟ୍ଫଣ୍ଡ ସଂଶୋଧନ ବିଲ୍ ଲୋକ ସଭାରେ ଗୃହୀତ
ନୂଆଦିଲ୍ଲୀ,୨୧।୧୧: ଚିଟ୍ଫଣ୍ଡ ସଂଶୋଧନ ବିଲ୍ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ବିଲ୍ର ବ୍ୟବସ୍ଥା ଅନୁଯାୟୀ ଚିଟ୍ଫଣ୍ଡ ଜମାରାଶି ସୀମା ୩ ଗୁଣ ବଢ଼ାଯାଇଛି। ଏହି ଫଣ୍ଡ ପରିଚାଳନା ବାବଦରେ ଜମାକାରୀଙ୍କୁ ୭ ପ୍ରତିଶତ କମିଶନ ଦେବାକୁ ପଡିବ। ବର୍ତ୍ତମାନ ତାହା…
Archives


