ଜାତୀୟ

ହାଇଟେକ୍‌ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ ସେନା: ୨୦୨୦ ସୁଦ୍ଧା ୧୩ ଇଣ୍ଟିଗ୍ରେଟେଡ୍‌ ବାଟେଲ ଗ୍ରୁପ୍‌ ହେବେ ମୁତୟନ

ନୂଆଦିଲ୍ଲୀ,୧୬।୧୨: ଭାରତୀୟ ସେନା ହାଇଟେକ୍‌ ଯୁଦ୍ଧ ପାଇଁ ନିଜକୁ ପ୍ରସ୍ତୁତ କରୁଛି। ଏହାକୁ ଦୃଷ୍ଟିରେ ରଖି ସେନା ପକ୍ଷରୁ ରଣନୀତିରେ କେତେକ ପରିବର୍ତ୍ତନ କରାଯାଉଛି। ଏହା ଅନ୍ତର୍ଗତ ୨୦୨୦ ସୁଦ୍ଧା ୧୩ ଇଣ୍ଟିଗ୍ରେଟେଡ୍‌ ବାଟେଲ ଗ୍ରୁପ୍‌ଙ୍କୁ ମୁତୟନ କରାଯିବ। ସେଥିମଧ୍ୟରୁ ୪…

ଉନ୍ନାଓ ବଳାତ୍କାର ମାମଲା: କୁଲଦୀପଙ୍କ ବିରୋଧରେ ଆସିପାରେ ରାୟ

ଲକ୍ଷ୍ନୌ,୧୬।୧୨: ଉନ୍ନାଓ ବହୁ ଚର୍ଚ୍ଚିତ ବଳାତ୍କାର ମାମଲାର ଶୁଣାଣି ସୋମବାର ହୋଇପାରେ। ତିସ୍‌ ହଜାରୀ କୋର୍ଟ ଭାଜପାରୁ ବିତାଡିତ ବିଧାୟକ କୁଲଦୀପ ସେନଗରଙ୍କ ବିରୋଧରେ ରାୟ ଦେଇପାରନ୍ତି। ସୂଚନଯୋଗ୍ୟ, ୨୦୧୭ରେ ପୀଡିତାଙ୍କୁ ଅପହରଣ ପରେ ବଳାତ୍କାର କରାଯିବା ଅଭିଯୋଗ ଆସିଥିଲା। ଏଥିରେ…

ଚତୁର୍ଥ ପର୍ଯ୍ୟାୟ ବିଧାନସଭା ନିର୍ବାଚନ: ଝାଡ଼ଖଣ୍ଡର ୪ଟି ଜିଲାର ୧୫ ଆସନ ପାଇଁ ମତଦାନ ଆରମ୍ଭ

ରାଞ୍ଚି,୧୬।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ସୋମବାର ସକାଳ ୭ଟାଠାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୧୫ଟି ବିଧାନସଭା ଆସନ ପାଇଁ ମତଦାନ କରାଯାଉଥିବାବେଳେ ମଇଦାନରେ ୨୨୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସେଥିମଧ୍ୟରୁ ୨୩ ମହିଳା ଏବଂ…

ଇସ୍ରୋର ମୋବାଇଲ ଲଞ୍ଚ୍‌ପ୍ୟାଡ୍‌ ଯୋଜନା

ବେଙ୍ଗାଲୁରୁ,୧୬ା୧୨: ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଅନେକ ବଡ଼ କାର୍ଯ୍ୟକ୍ରମର ଯୋଜନା ପ୍ରସ୍ତୁତ କରିଛି। ଯଦି ସବୁକିଛି ଠିକ୍‌ ଚାଲେ ତେବେ ଆଗାମୀ ଦଶନ୍ଧିରେ ଇସ୍ରୋ ଐତିହାସିକ ସଫଳତା ହାସଲ କରିବ। ଏହି କାର୍ଯ୍ୟକ୍ରମ ମଧ୍ୟରେ ରହିଛି ପ୍ରସ୍ତାବିତ କ୍ଷୁଦ୍ର…

ପଶ୍ଚିମବଙ୍ଗରେ ଟିଏମ୍‌ସି ଆନ୍ଦୋଳନ ଆଜି: ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ମୁହଁ।ମୁହିଁ

କୋଲ୍‌କାତା,୧୬ା୧୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧରେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆମ୍ବେଡକରଙ୍କ ପ୍ରତିମୂର୍ତ୍ତିଠାରୁ ଏକ ବିଶାଳ…

ଅସ୍ତ୍ର ସଂଶୋଧନ ବିଲ୍‌କୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ବଣ୍ଡା,୧୬ା୧୨(ପି.ଟି.): ଅସ୍ତ୍ର(ସଂଶୋଧନ) ବିଲ୍‌କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଅନୁମୋଦନ କରିବା ପରେ ଏହା ଆଇନରେ ପରିଣତ ହୋଇଛି। ଫଳରେ କୌଣସି ବ୍ୟକ୍ତି ବେଆଇନ ଭାବେ ଅସ୍ତ୍ରଶସ୍ତ୍ର ରଖିଥିବା ପ୍ରମାଣିତ ହେଲେ ତାଙ୍କୁ ୩ରୁ ୫ ବର୍ଷ ପର୍ଯ୍ୟନ୍ତ ଜେଲ୍‌ଦଣ୍ଡ ଭୋଗିବାକୁ ପଡ଼ିବ।…

ସେନ୍‌ଗାରଙ୍କ ବିରୋଧରେ ରାୟ ଆଜି

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଉନ୍ନାଓ ବଳାତ୍କାର ମାମଲାରେ ଭାଜପାରୁ ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନ୍‌ଗାରଙ୍କ ବିରୋଧରେ ଦିଲ୍ଲୀର ଏକ ଅଦାଲତ ସୋମବାର ରାୟ ପ୍ରଦାନ କରିବେ। ୨୦୧୭ରେ ଜଣେ ନାବାଳିକାଙ୍କୁ ବିଧାୟକ ସେନ୍‌ଗାର ଅପହରଣ ପରେ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ସିବିଆଇ…

ନିର୍ଭୟା ମାମଲାକୁ ୭ ବର୍ଷ: କେନ୍ଦ୍ର ଆଣିଛି କଠୋର ଆଇନ; ତଥାପି ଥମୁନି ବର୍ବରତା

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଠିକ୍‌ ସାତ ବର୍ଷ ପୂର୍ବେ ଦେଶକୁ ସ୍ତବ୍ଧ କରିଦେଇଥିଲା ନିର୍ଭୟା ମାମଲା। ୨୩ ବର୍ଷୀୟା ପାରାମେଡିକାଲ ଛାତ୍ରୀଙ୍କୁ ଚଳନ୍ତା ବସ୍‌ରେ ଗଣବଳାତ୍କାର ପରେ ଫିଙ୍ଗିଦିଆଯାଇଥିଲା। ଜୀବନ ସହ ସଂଗ୍ରାମ କରି ସିଙ୍ଗାପୁର ହସ୍ପିଟାଲରେ ଶେଷରେ ଆଖି ବୁଜିଥିଲେ ପୀଡ଼ିତା। ଏହା…

ଆଜିଠାରୁ ଏମ୍‌ଏନ୍‌ପି ଲାଗି ନୂଆ ନିୟମ

ନୂଆଦିଲ୍ଲୀ,୧୬ା୧୨: ଉପଭୋକ୍ତାଙ୍କୁ ନିଜ ମୋବାଇଲ ନମ୍ବର ପୋର୍ଟେବିଲିଟି (ଏମ୍‌ଏନ୍‌ପି) କରିବା ପାଇଁ ସପ୍ତାହେ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ ନାହିଁ। ଟେଲିକମ୍‌ ରେଗୁଲେଟୋରୀ ଅଥରିଟି ଅଫ୍‌ ଇଣ୍ଡିଆ(ଟ୍ରାଇ)ର ନୂଆ ନିୟମ ମୁତାବକ ଏମ୍‌ଏନ୍‌ପି ପୂର୍ବଠାରୁ ଅଧିକ ତ୍ୱରିତ ଏବଂ ସହଜ ହେବ…

ଦିଲ୍ଲୀ ରଣକ୍ଷେତ୍ର: ଟେକାମାଡ଼ କଲେ ଛାତ୍ର, ପୋଲିସର ଲାଠିଚାର୍ଜ

ନୂଆଦିଲ୍ଲୀ,୧୬ା୧୨ : ଦିଲ୍ଲୀରେ ସିଏଏ ବିରୋଧୀ ଆନ୍ଦେଳାନ ରବିବାର ମଧ୍ୟରାତ୍ରିରେ ଉଗ୍ରରୂପ ଧାରଣ କରିଛି। ଜେଏମ୍‌ଆଇୟୁରୁ ଆରମ୍ଭ ହୋଇଥିବା ବିକ୍ଷୋଭଜନିତ ହିଂସା ବିଭିନ୍ନ ଅଞ୍ଚଳକୁ ବ୍ୟାପିବା ପରେ ରାଜଧାନୀ ରଣକ୍ଷେତ୍ରରେ ପରିଣତ ହୋଇଛି। ପୋଲିସ-ଛାତ୍ର ଖଣ୍ଡଯୁଦ୍ଧରେ ଶତାଧିକ ଆହତ ହୋଇଛନ୍ତି। ପୋଲିସର…

ସିଏଏ-ଏନ୍‌ଆର୍‌ସି ଭୟ: କେଉଁଠି ଧୂଆଁ, କେଉଁଠି ନିଆଁ; ଆକ୍ରୋଶରୁ ଅରାଜକତା

ନୂଆଦିଲ୍ଲୀ/କୋଲକାତା, ୧୬ା୧୨: ଆସାମରେ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ଲାଗୁ ହେବା ପରେ ଉପୁଜିଥିବା ଅଡ଼ୁଆ ନ ଛିଣ୍ଡୁଣୁ ଏହାକୁ ଜାତୀୟ ସ୍ତରରେ ପ୍ରୟୋଗ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି କେନ୍ଦ୍ର ସରକାର। ଇତିମଧ୍ୟରେ ସଂଖ୍ୟା ଯୋଗାଡ଼ କରିବାରେ ସଫଳ ହୋଇଥିବା…

ମୋଦିଙ୍କ ତୁଳନାରେ ଅଧିକ ରାଷ୍ଟ୍ରବାଦୀ ଫାରୁଖ ଅବଦୁଲ୍ଲା: ଯଶଓ୍ବନ୍ତ ସିହ୍ନା

ନୂଆଦିଲ୍ଲୀ,୧୫।୧୨: ପୂର୍ବତନ ବର୍ହିର୍ବ୍ୟାପାର ତଥା ଅର୍ଥ ମନ୍ତ୍ରୀ ଯଶୱନ୍ତ ସିହ୍ନା ପ୍ରଧାନମନ୍ତ୍ର୍‌ୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି। ଏକ ଟୁଇଟ ଜରିଆରେ ସେ କହିଛନ୍ତି, ମୋଦିଙ୍କ ତୁଳନାରେ ଅଧିକ ରାଷ୍ଟ୍ରବାଦୀ ନ୍ୟାସନାଲ କନଫରେନ୍ସ ନେତା ଫାରୁକ ଅବଦୁଲ୍ଲା। ସେ ଫାରୁଖଙ୍କ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?