ଦେଶବ୍ୟାପି ଏନ୍ଆର୍ସିକୁ ନେଇ ଶାହ-ମମତା ମୁହାଁମୁହିଁ
ନୂଆଦିଲ୍ଲୀ,୨୦।୧୧: ଦେଶବ୍ୟାପି ଏନ୍ଆର୍ସି ଲାଗୁହେବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ରାଜ୍ୟସଭାରେ ପ୍ରଶ୍ନକାଳରେ ନିଜର ଉତ୍ତର ରଖିଛନ୍ତି। ଧର୍ମ ବର୍ଣ୍ଣ ନିର୍ବିଶେଷରେ ସଭିଏଁ ଏନ୍ଆର୍ସି ଅନ୍ତର୍ଭୁକ୍ତ ହେବେ ବୋଲି ଶାହ କହିଛନ୍ତି। ଭାରତ ସବୁ ଧର୍ମର ଲୋକଙ୍କୁ ଏଥିରେ…
୧୦ବର୍ଷ ପୁରୁଣା ମାମଲାର ବିଚାର ଶୀଘ୍ର କରାଯିବ: ରବିଶଙ୍କର ପ୍ରସାଦ
ନୂଆଦିଲ୍ଲୀ,୨୦।୧୧: ଦେଶର ବିଭିନ୍ନ କୋର୍ଟରେ ପଡ଼ିରହିଥିବା ମାମଲାଗୁଡ଼ିକର ବିଚାର ଶୀଘ୍ର କରିବାକୁ ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ ବୁଧବାର ଲୋକସଭାରେ କହିଛନ୍ତି। ୧୦ ବର୍ଷ ଧରି ପଡ଼ିରହିଥିବା ମାମଲାର ବିଚାର ଶୀଘ୍ର କରିବା ଲାଗି ସେ ଦେଶର ସମସ୍ତ ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କୁ…
ଜମ୍ମୁ-କଶ୍ମୀରର କୌଣସିଠାରେ କର୍ଫ୍ୟୁ ଜାରି ହୋଇନାହିଁ; ଉପଯୁକ୍ତ ସମୟରେ ଆରମ୍ଭ ହେବ ଇଣ୍ଟରନେଟ୍ ସେବା: ଶାହ
ନୂଆଦିଲ୍ଲୀ,୨୦।୧୧: ସମ୍ପ୍ରତି ଜମ୍ମୁ-କଶ୍ମୀରର କୌଣସିଠାରେ କର୍ଫ୍ୟୁ ଜାରି ହୋଇନାହିଁ। ଏଠାରେ ଉପଯୁକ୍ତ ସମୟରେ ଇଣ୍ଟରନେଟ୍ ସେବା ଆରମ୍ଭ କରାଯିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ରାଜ୍ୟସଭାରେ ସୂଚନା ଦେଇଛନ୍ତି। ଏକ ପ୍ରଶ୍ନର ଉତ୍ତରରେ ଶାହ ଏଭଳି କହିଛନ୍ତି। ଜମ୍ମୁ-କଶ୍ମୀରରେ…
୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଲେ ଭାଗୀରଥି ଆମ୍ମା
ଥିରୁଭାନନ୍ତପୁରମ୍,୨୦।୧୧: ୧୦୫ ବର୍ଷରେ ଚତୁର୍ଥ ଶ୍ରେଣୀ ପରୀକ୍ଷା ଦେଇଛନ୍ତି ଭାଗୀରଥି ଆମ୍ମା। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। କେରଳରେ ଘଟିଛି ଏଭଳି ନିଆରା ଘଟଣା। କେରଳ ରାଜ୍ୟ ସାକ୍ଷରତା ମିଶନର ପ୍ରୟାସରେ ଏଭଳି ବିରଳ କାର୍ଯ୍ୟ ସମ୍ଭବ ହୋଇପାରିଛି। ମଙ୍ଗଳବାର ଭାଗୀରଥି…
କିରଣ ବେଦୀଙ୍କୁ ହିଟଲରଙ୍କ ଭଉଣୀ ସହ ତୁଳନା କଲେ ପୁଡୁଚେରୀ ମୁଖ୍ୟମନ୍ତ୍ରୀ
ପୁଡୁଚେରୀ,୨୦।୧୧:ପୁଡୁଚେରୀ ଉପରାଜ୍ୟପାଳ କିରଣ ବେଦୀଙ୍କୁ ଜର୍ମାନ ଏକଛତ୍ରବାଦୀ ଶାସକ ଆଡଲଫ ହିଟଲରଙ୍କ ଭଉଣୀ ସହ ତୁଳନା କରିଛନ୍ତି ମୁଖ୍ୟମନ୍ତ୍ରୀ ଭି ନାରାୟଣସାମୀ। ରାଜ୍ୟର ଉପରାଜ୍ୟପାଳ ଭାବେ ନିଯୁକ୍ତ ହେବା ପରେ କିରଣ ବେଦୀଙ୍କ କାର୍ଯ୍ୟକଳାପକୁ ସେ ସମାଲୋଚନା କରିଛନ୍ତି। ସକରାର କାର୍ଯ୍ୟରେ…
ପ୍ରତିଘଣ୍ଟାରେ ଦେଶରେ ୧୫ ଜଣ କରୁଛନ୍ତି ଆତ୍ମହତ୍ୟା
ନୂଆଦିଲ୍ଲୀ,୨୦।୧୧: ପ୍ରତି ଘଣ୍ଟାରେ ଦେଶରେ ୧୫ ଜଣ ଆତ୍ମହତ୍ୟା କରୁଛନ୍ତି। ଏନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୧୬ରେ ଲକ୍ଷେ ୩୧ ହଜାର ୮ଜଣ ଲୋକ ଆତ୍ମହତ୍ୟା କରିଥିବାବେଳେ ୨୦୧୫ ତୁଳନାରେ ଏଥିରେ ୨…
ବଜାରରେ ସିନ୍ଥେଟିକ୍ ଜିରା: ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଚାଲିଛି ଚୋରା ବେପାର
ନୂଆଦିଲ୍ଲୀ,୨୦।୧୧: ଏବେ ବଜାରରେ ସିନ୍ଥେଟିକ୍ ଜିରା ମିଳୁଛି। ପ୍ରକୃତ ଜିରା ସହିତ ମିଶାଇ ଏହାକୁ ବିକ୍ରି କରାଯାଉଛି। ଉତ୍ତରପ୍ରଦେଶ ଏବଂ ରାଜସ୍ଥାନରେ ଏହାର ଚୋରା ବେପାର ଅଧିକ ହେଉଥିବା କୁହାଯାଉଛି । ନିକଟରେ ଦିଲ୍ଲୀ ପୋଲିସ ପକ୍ଷରୁ ଏକ ସିନ୍ଥେଟିକ୍ ଜିରା…
ସମୁଦ୍ର ପତ୍ତନ ୮.୫ ସେ.ମି. ବଢ଼ିଛି
ନୂଆଦିଲ୍ଲୀ,୨୦ା୧୧(ପି.ଟି.): ଗତ ୫୦ ବର୍ଷ ମଧ୍ୟରେ ଭାରତୀୟ ଉପକୂଳରେ ସମୁଦ୍ର ପତ୍ତନ ୮. ୫ ସେ.ମି. ବୃଦ୍ଧି ପାଇଛି ବୋଲି ରାଜ୍ୟ ସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟୋ କହିଛନ୍ତି। ଦେଶର ଉପକୂଳ ଅଞ୍ଚଳର ସମୁଦ୍ର ପତ୍ତନ…
୩୭୦ ଉଚ୍ଛେଦ ପରଠୁ ୭୬୫ ଗିରଫ
ନୂଆଦିଲ୍ଲୀ,୨୦ା୧୧(ପି.ଟି.):ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ହଟାଇବା ପରଠୁ ସେଠାରେ ଆତଙ୍କ ଦମନ ପାଇଁ ୭୫୬ ଟେକାମାଡ଼କାରୀ ଓ ବିଶୃଙ୍ଖଳା ସୃଷ୍ଟିକାରୀଙ୍କୁ ସୁରକ୍ଷା ବଳ ଗିରଫ କଲାଣି। ଅଗଷ୍ଟ ୫ରୁ ନଭେମ୍ବର ୧୫…
୩ ମାସ ପରେ କଶ୍ମୀରରେ ଖୋଲିଲା ସ୍କୁଲ
ଶ୍ରୀନଗର, ୨୦ା୧୧(ପି.ଟି.) : ଦୀର୍ଘ ୩ ମାସ ପରେ ପୁଣି କଶ୍ମୀରରେ ମଙ୍ଗଳବାର ସ୍କୁଲ ଖୋଲିଛି। ୩୭୦ ଅନୁଚ୍ଛେଦ ହଟାଇ ଦିଆଯିବା ପରେ ପରିସ୍ଥିତିକୁ ଦେଖି ଅଘୋଷିତ ଭାବେ ଏଠାକାର ସ୍କୁଲଗୁଡ଼ିକୁ ବନ୍ଦ କରିଦିଆଯାଇଥିଲା। ଏବେ ସ୍ଥିତି ସାମାନ୍ୟ ହେବାରେ ଲାଗିଛି।…
୪ ଜେଇଏମ୍ ଆତଙ୍କବାଦୀ ଗିରଫ
ଶ୍ରୀନଗର, ୨୦ା୧୧(ପି.ଟି.) : ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ଆତଙ୍କବାଦୀ ବିସ୍ଫୋରଣ କରିଥିବା ଜୈଶ-ଇ-ମହମ୍ମଦ(ଜେଇଏମ୍) ଆତଙ୍କବାଦୀ ସଙ୍ଗଠନର ୪ ସହଯୋଗୀଙ୍କୁ ଗିରଫ କରାଯାଇଛି। ଗତ ଜୁଲାଇରେ ଆରିହଲ୍ ଅଞ୍ଚଳରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ମାମଲାର ତଦନ୍ତ କରାଯାଉଥିବାବେଳେ ଏମାନଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି।…
୧୦ ସଂସ୍ଥାକୁ ଦିଆଯାଇଛି ଫୋନ୍ ଟ୍ୟାପିଙ୍ଗ୍ ଅନୁମତି
ନୂଆଦିଲ୍ଲୀ,୨୦ା୧୧(ପି.ଟି.): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ ଗୋଇନ୍ଦା ବ୍ୟୁରୋ (ଆଇବି) ଭଳି ୧୦ଟି ତଦନ୍ତକାରୀ ସଂସ୍ଥାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଫୋନ୍ ଟ୍ୟାପିଙ୍ଗ୍ ପାଇଁ ଅନୁମତି ଦିଆଯାଇଛି। କୌଣସି ବ୍ୟକ୍ତିଙ୍କୁ ସର୍ଭିଲାନ୍ସରେ ରଖିବା ପୂର୍ବରୁ ସେହି…
Archives


