ଆଇରନ୍ ଲେଡିଙ୍କୁ ଶ୍ରଦ୍ଧାଞ୍ଜଳି
ନୂଆଦିଲ୍ଲୀ,୧୯।୧୧: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ତମ ଜୟନ୍ତୀ ଅବସରରେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ର୍ପୂବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଶକ୍ତି ସ୍ଥଳ ଯାଇ…
ଲତାଙ୍କ ଦେହାନ୍ତ ଗୁଜବ
ନୂଆଦିଲ୍ଲୀ,୧୯ା୧୧: ଭାରତରତ୍ନ ଲତା ମଙ୍ଗେସ୍କରଙ୍କ ଦେହାନ୍ତ ହୋଇଥିବା ନେଇ ଗୁଜବ ସୋସିଆଲ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି। ହେଲେ ଲତା ସମ୍ପୂର୍ଣ୍ଣ ସୁସ୍ଥ ଥିବା ପରିବାର ପକ୍ଷରୁ କୁହାଯାଇଛି। ଏଭଳି ଗୁଜବ ନ ଖେଳାଇବାକୁ ପରିବାର ଲୋକେ ଅନୁରୋଧ କରିଛନ୍ତି। ୯୦…
୩ ମାସରେ ୯୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ
ନୂଆଦିଲ୍ଲୀ, ୧୯ା୧୧(ପି.ଟି.) ପାକିସ୍ତାନ ସୀମାରେ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରିଆସୁଛି। ଚଳିତବର୍ଷ ଗତ ଅଗଷ୍ଟରୁ ଅକ୍ଟୋବର ମାସ ମଧ୍ୟରେ ନିୟନ୍ତ୍ରଣ ରେଖା (ଏଲ୍ଓସି) ନିକଟରେ ୯୫୦ ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଥିବା ଜଣାପଡ଼ିଛି। ଗୁଳିମାଡ଼ରେ ୭ ସୁରକ୍ଷାକର୍ମୀ ଆହତ ହୋଇଥିବାବେଳେ ୩…
ମହାରାଷ୍ଟ୍ର ପାଇଁ ଅଧିକ ଆଲୋଚନା ଆବଶ୍ୟକ
ନୂଆଦିଲ୍ଲୀ,୧୯ା୧୧(ପି.ଟି.)-ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅନିଶ୍ଚିତତାର ଅନ୍ତ ଘଟୁନାହିଁ। ଏନ୍ସିପି ନେତା ଶରଦ ପାଓ୍ବାର ସୋମବାର ସନ୍ଧ୍ୟାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ତାଙ୍କ ନୂଆଦିଲ୍ଲୀ ବାସଭବନରେ ଭେଟି ୪୫ ମିନିଟ ଆଲୋଚନା କରିଥିଲେ। ସେମାନେ ମହାରାଷ୍ଟ୍ର ରାଜନୀତି ନେଇ ଆଲୋଚନା…
ରାଜ୍ୟ ସଭାର ୨୫୦ତମ ଅଧିବେଶନର ସ୍ବତନ୍ତ୍ର ଆଲୋଚନା: ରାଜ୍ୟଗୁଡ଼ିକର ସମାନ ପ୍ରତିନିଧିତ୍ୱ ପ୍ରସ୍ତାବ
ନୂଆଦିଲ୍ଲୀ,୧୯ା୧୧(ପି.ଟି.): ରାଜ୍ୟ ସଭାରେ ରାଜ୍ୟଗୁଡିକର ସମାନ ପ୍ରତିନିଧିତ୍ୱ ରହିବା ଆବଶ୍ୟକ ବୋଲି ୨୫୦ତମ ଅଧିବେଶନ ଅବସରରେ ଅନୁଷ୍ଠିତ ସ୍ବତନ୍ତ୍ର ଆଲୋଚନାରେ ଭାଗନେଇ ସଦସ୍ୟମାନେ ମତ ଦେଇଛନ୍ତି। ସେହିପରି ବିଭିନ୍ନ ପ୍ରସଙ୍ଗ ଉପରେ ବିତର୍କର ସମୟସୀମା ଧାର୍ଯ୍ୟ ନ କରିବା ପାଇଁ ମଧ୍ୟ…
ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶୀତଦିନେ ଖାଆନ୍ତୁ ଏହି ରଙ୍ଗର ପନିପରିବା ଓ ଫଳ…
ଶୀତଦିନେ ଲାଲ୍ ରଙ୍ଗର ପନିପରିବା ଓ ଫଳ ଖାଇଲେ ବହୁ ଉପକାର ମିଳିଥାଏ। ଏସବୁ ପନିପରିବା ଓ ଫଳ ଶରୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ ବୋଲି ଚିକିତ୍ସା ବିଜ୍ଞାନୀ ପରାମର୍ଶ ଦେଇଥାନ୍ତି। ତେଣୁ ଶୀତଦିନେ ବିଟ୍, ସେଓ, ଲାଲ୍…
ଡାଇବେଟିସ୍ ରୋଗୀଙ୍କ ପାଇଁ ବେଶ୍ ଉପକାରୀ ପିଜୁଳି
ଅନେକ ଲୋକ ପିଜୁଳି ଖାଇବାକୁ ପସନ୍ଦ କରିଥାନ୍ତି। ପିଜୁଳି ଖାଇବାକୁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟପାଇଁ ମଧ୍ୟ ସେତିକି ଉପକାରୀ। ଖାସ୍ ଭାବେ ମଧୁମେହ ରୋଗୀଙ୍କ ପାଇଁ ପିଜୁଳି ରାମବାଣ ସଦୃଶ ହୋଇଥାଏ। କେବଳ ଏତିକି ନୁହେଁ, ବ୍ଲଡ ସୁଗାର ପରିମାଣକୁ ନିୟନ୍ତ୍ରଣ…
ବର୍ଷରେ ଥରେ ଖୋଲେ ଏହି ମନ୍ଦିର, ଜାଣନ୍ତୁ କାହିଁକି
ଦେଶରେ ଅନେକ ନାଗ ମନ୍ଦିର ରହିଛି, ଯେଉଁଠାରେ ତାଙ୍କର ପୂଜା କରାଯାଏ। କିନ୍ତୁ ଉଜ୍ଜୟିନୀରେ ଥିବା ଏକ ମନ୍ଦିର ସବୁଠାରୁ ଭିନ୍ନ। କାରଣ ଏହି ମନ୍ଦିରର ଦ୍ୱାର ବର୍ଷରେ ଥରେ ମାତ୍ର ଖୋଲିଥାଏ। ଉଜ୍ଜୟିନୀର ନାଗଚନ୍ଦ୍ରେଶ୍ୱର ମନ୍ଦିର ନାଗଦେବତାଙ୍କୁ ସମର୍ପିତ। ଏହି…
ଉଗ୍ର ରୂପ ନେଉଛି ଜେଏନ୍ୟୁୁ ଛାତ୍ରଙ୍କ ଆନ୍ଦୋଳନ: ଦିଲ୍ଲୀର ୩ ମେଟ୍ରୋ ଷ୍ଟେଶନ ବନ୍ଦ
ନୂଆଦିଲ୍ଲୀ,୧୮।୧୧: ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍ୟୁ)ର ଛାତ୍ରୀଛାତ୍ରମାନେ ବର୍ଦ୍ଧିତ ଫି’ ବିରୋଧରେ କରୁଥିବା ଆନ୍ଦୋଳନ ଧୀରେ ଧୀରେ ଉଗ୍ର ରୂପ ଧାରଣ କରୁଛି। ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପ୍ରଦର୍ଶନ ଯୋଗୁ କେନ୍ଦ୍ର ସଚିବାଳୟ, ଉଦ୍ୟୋଗ ଭବନ ଓ ପଟେଲ ଛକ ମେଟ୍ରୋ ଷ୍ଟେଶନକୁ ଅସ୍ଥାୟୀ…
ରାଜ୍ୟସଭାରେ ବଦଳିଲା ମାର୍ଶଲଙ୍କ ଡ୍ରେସ୍
ନୂଆଦିଲ୍ଲୀ,୧୮।୧୧: ସଂସଦର ଶୀତକାଳିନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଏହା ରାଜ୍ୟସଭାର ୨୫୦ତମ ଅଧିବେଶନ। ଏହି ଅବସରରେ ରାଜ୍ୟସଭାରେ କିଛି ପରିବର୍ତ୍ତନ କରାଯାଇଛି। ଏଠାରେ ମାର୍ଶଲ ପିନ୍ଧୁଥିବା ଡ୍ରେସ୍କୋଡ୍କୁ ପରିବର୍ତ୍ତନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ପୂର୍ବରୁ ସଂସଦରେ ମାର୍ଶଲଙ୍କ ଧଳା ରଙ୍ଗର…
ଦେଶ ପାଇଁ ଶହୀଦ ହେଲେ ପୁଅ, ଏବେ ମା’ ୩୫୦ ପିଲାଙ୍କୁ ସେନାରେ ଭର୍ତ୍ତି ପାଇଁ କରୁଛନ୍ତି ପ୍ରସ୍ତୁତି
ଗାଜିଆବାଦ୍,୧୮।୧୧: ସାଧାରଣତଃ ଦେଶ ପାଇଁ ପୁଅ ଶହୀଦ୍ ହେବା ପରେ ମା’ବାପାମାନେ ଭାଙ୍ଗିପଡନ୍ତି। କିନ୍ତୁ ସବିତା ତିଓ୍ବାରୀଙ୍କ କ୍ଷେତ୍ରରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ପୁଅ ଦେଶ ପାଇଁ ଶହୀଦ ହେବା ପରେ ସେ ୩୫୦ ଗରିବ ପିଲାଙ୍କୁ ସେନାରେ ତ୍ତର୍ତ୍ତି…
ବିଜେଡି, ଏନ୍ସିପିକୁ ପ୍ରଶଂସା କଲେ ମୋଦି
ନୂଆଦିଲ୍ଲୀ,୧୮।୧୧: ସୋମବାର ଆରମ୍ଭ ହୋଇଛି ସଂସଦର ଶୀତ କାଳିନ ଅଧିବେଶନ। ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍ ପାସ୍ କରାଯିବାର ଯୋଜନା ରହିଛି। ସେଥି ମଧ୍ୟରେ ଗୋଟିଏ ରହିଛି ନାଗରିକତା ସଂଶୋଧନ ବିଲ୍ ୨୦୧୯। ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱ କେନ୍ଦ୍ର ସରକାର…
Archives


