୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି ଯୋଗୀ ସରକାର
ଲକ୍ଷ୍ନୌ,୩।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗତ ୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨ ଶହରୁ ଅଧିକ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ୪ ଶହଙ୍କୁ ନିଲମ୍ବିତ...
ମୁମ୍ବାଇରେ ଜଳପ୍ରଳୟ: ବୁଡିଗଲା ଗାଡି, ଦୁଇ ମୃତ
ମୁମ୍ବାଇ, ୩।୭: ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁ ସାଧାରଣ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷା ଗତ ୨ ବର୍ଷର ରେକର୍ଡ ଭାଙ୍ଗି ଦେଇଛି। ମୂଷଳ ଧାରାରେ ପ୍ରବଳ ବର୍ଷା ଯୋଗୁ ଏପର୍ଯ୍ୟନ୍ତ ୩୬ଜଣଙ୍କ ପ୍ରାଣ ଗଲାଣି। ମଲାଡ ଅଞ୍ଚଳରେ ଏକ...
ଖିଲାପକାରୀଙ୍କ ଠାରୁ ଟିକସ ଆଦାୟ ପାଇଁ ବ୍ୟାଣ୍ଡ୍ ବାଜା ସହିତ ବୁଲୁଛନ୍ତି ମ୍ୟୁନିସିପାଲିଟି କର୍ମଚାରୀ
ଲକ୍ଷ୍ନୌ,୩।୭: ଘର ଟିକସ ପୈଠ କରୁ ନ ଥିବା ଖିଲାପକାରୀଙ୍କଠାରୁ ବକେୟା ଆଦାୟ ପାଇଁ ଉତ୍ତରପ୍ରଦେଶର ଲକ୍ଷ୍ନୌ ମ୍ୟୁନିସିପାଲିଟି ପକ୍ଷରୁ ଏକ ଅଭିନବ ପ୍ରୟାସ ଆରମ୍ଭ ହୋଇଛି। ମ୍ୟୁନିସିପାଲିଟି କର୍ମଚାରୀ ସୁରକ୍ଷାକର୍ମୀଙ୍କ ସହିତ ବ୍ୟାଣ୍ଡ୍ ବାଜା ଦଳଙ୍କୁ ନେଇ ସମ୍ପୃକ୍ତ...
ଚନ୍ଦ୍ରାୟନ-୨ ଉତ୍କ୍ଷେପଣ ଦେଖିବା ପାଇଁ ଅନ୍ଲାଇନ୍ ପଞ୍ଜିକରଣ ଗୁରୁବାର ମଧ୍ୟରାତ୍ରଠାରୁ ଆରମ୍ଭ
ଶ୍ରୀହରିକୋଟା,୩।୭: ଚନ୍ଦ୍ରାୟନ-୨ ଜୁଲାଇ ୧୫ରେ ଉତ୍କ୍ଷେପଣ ହେବ। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଏହା ଭାରତୀୟ ସମୟ ରାତ୍ର ୨ଟା ୫୧ରେ ଉତ୍କ୍ଷେପଣ କରାଯିବ। ଏହାକୁ ଶ୍ରୀହରିକୋଟା ଠାରେ ଥିବା ରକେଟ୍ ସ୍ପେଶ୍ ଥିମ୍ ପାର୍କରେ ଦେଖିବା...
ଅମରନାଥ ଯାତ୍ରା: ୧୫ରୁ ଅଧିକ ତୀର୍ଥଯାତ୍ରୀଙ୍କୁ ଅକ୍ସିଜେନ୍ ଦେଲେ ଆଇଟିବିପି ଯବାନ
ଶ୍ରୀନଗର,୩।୭: ଅମରନାଥ ଯାତ୍ରାରେ ୧୫ରୁ ଅଧିକ ତୀର୍ଥଯାତ୍ରୀଙ୍କୁ ଆଇଟିବିପି ଯବାନ ଅକ୍ସିଜେନ୍ ଦେବା ସହିତ ଆବଶ୍ୟକୀୟ ସ୍ବାସ୍ଥ୍ୟ ସେବା ଯୋଗାଇ ଦେଇଛନ୍ତି। ଏହି ଯାତ୍ରୀମାନେ ସ୍ବାଭାବିକ ଭାବେ ଶ୍ୱାସକ୍ରିୟା କରିବାରେ ଅସମର୍ଥ ହେବାରୁ ତାଙ୍କୁ ଅକ୍ସିଜେନ୍ ଯୋଗାଇ ଦିଆଯାଇଛି। ଯାତ୍ରୀମାନେ...
ଭାଙ୍ଗିଲା ଡ୍ୟାମ:୬ ମୃତ, ୧୭ ନିଖୋଜ
ମୁମ୍ବାଇ, ୩।୭: ମାୟାନଗରୀ ମୁମ୍ବାଇରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁ ରତ୍ନଗିରିର ତିଓ୍ବାରେ ଡ୍ୟାମ୍ ଭାଙ୍ଗିଯାଇଛି। ଫଳରେ ୬ ଲୋକଙ୍କ ମୃତ ହେବା ସହ ୧୭ ଜଣ ନିଖୋଜ ଅଛନ୍ତି। ଏହି ଡ୍ୟାମ ପାର୍ଶ୍ୱରେ ଥିବା...
ଅସଦାଚରଣରୁ ସୁରକ୍ଷା ପାଇଁ ଛାତ୍ରୀଛାତ୍ର ସପ୍ତାହରେ ୩ଦିନ ଅଲଗା ଅଲଗା ଯିବେ ସ୍କୁଲ
ମାଲଦା,୩।୭: ଛାତ୍ରୀଙ୍କ ଉପରେ ହେଉଥିବା ଅସଦାଚରଣ ଘଟଣା କମ୍ କରାଇବା ପାଇଁ କୋଲକତାର ଏକ ସରକାରୀ ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଭିନ୍ନ ଭିନ୍ନ ଦିିନ ସ୍କୁଲ ଆସିବା ଲାଗି ନିୟମ ଜାରି ହୋଇଛି। ସପ୍ତାହରେ ଛାତ୍ରୀମାନେ ୩ ଦିନ ଏବଂ ଛାତ୍ରମାନେ...
ଗାଈ ଖେଳୁଛି ଫୁଟବଲ: ଭିଡ଼ିଓ ଭାଇରାଲ
ନୂଆଦିଲ୍ଲୀ,୩।୭: ଏବେ ଗୋଟିଏ ଗାଈ ଫୁଟବଲ ଖେଳୁଥିବାର ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ପଡ଼ିଆରେ କିଛି ପିଲା ଫୁଟବଲ ଖେଳୁଥିବାର ଦୃଶ୍ୟ ଭିଡ଼ିଓରେ ରହିଛି। ସେମାନଙ୍କ ପାଖରେ ଛିଡ଼ା ହୋଇଥିବା ଗାଈଟି ଫୁଟବଲକୁ ଗୋଡ଼ରେ ଲାତ ମାରିବା...
ଯୋଗୀଙ୍କୁ କେନ୍ଦ୍ରର ଝଟକା
ନୂଆଦିଲ୍ଲୀ,୩ା୭(ପି.ଟି.): ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ୧୭ ଅନ୍ୟ ପଛୁଆ ବର୍ଗ (ଓବିସି)ର ଲୋକଙ୍କୁ ତଫସିଲଭୁକ୍ତ ଜାତି (ଏସ୍ସି) ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ନେଇଥିବା ନିଷ୍ପତ୍ତି ଭୁଲ। ଏହା ସମ୍ବିଧାନ ସମ୍ମତ ନୁହେଁ। ଏଭଳି ନିଷ୍ପତ୍ତି ନେବା ଅଧିକାର...
ସଂସଦୀୟ ଦଳ ବୈଠକରେ ମୋଦିଙ୍କ କଡ଼ା ସନ୍ଦେଶ: ଅହଂକାର, ଦୁର୍ବ୍ୟବହାର ବରଦାସ୍ତ କରାଯିବନି
ନୂଆଦିଲ୍ଲୀ,୩ା୭ (ପି.ଟି.): ସରକାରୀ ଅଧିକାରୀଙ୍କୁ ଭାଜପା ନେତା କୈଳାସ ବିଜୟଭର୍ଗୀୟଙ୍କ ବିଧାୟକ ପୁଅ କ୍ରିକେଟ୍ ବ୍ୟାଟ୍ରେ ପିଟିବା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁହଁ ଖୋଲି କଡ଼ା ସନ୍ଦେଶ ଦେଇଛନ୍ତି। ଭାଜପା ସଂସଦୀୟ ଦଳ ବୈଠକରେ ସେ କହିଛନ୍ତି...
ରାଜସ୍ଥାନରୁ ରାଜ୍ୟ ସଭା ଯିବେ ମନମୋହନ
ନୂଆଦିଲ୍ଲୀ,୩ା୭ (ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ମନମୋହନ ସିଂ ରାଜସ୍ଥାନରୁ ରାଜ୍ୟ ସଭାକୁ ଯିବେ। କଂଗ୍ରେସ ପକ୍ଷରୁ ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରଦେଶ ଭାଜପା ସଭାପତି ମଦନ ଲାଲ ସାଇନିଙ୍କ ପରଲୋକ ପରେ...
ମହାରାଷ୍ଟ୍ରରେ ଜଳ ତାଣ୍ଡବ
ମୁମ୍ବାଇ,୩ା୭ (ପି.ଟି.): ମୁମ୍ବାଇରେ ବର୍ଷା ବିତ୍ପାତ ସଙ୍ଗିନ ରୂପ ଧାରଣ କରିଛି। ଲଗାଣ ବର୍ଷା ଯୋଗୁ ବାଣିଜି୍ୟକ ରାଜଧାନୀ ମୁମ୍ବାଇ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି। କେବଳ ମୁମ୍ବାଇର ମାଲାଡ୍ରେ ୨୧ ଜଣଙ୍କ କାନ୍ଥ ପଡ଼ି ମୃତ୍ୟୁ ହୋଇଥିବା ବେଳେ ମହାରାଷ୍ଟ୍ରରେ...
Archives


