ଜାତୀୟ

ନିର୍ବାଚନ ମଇଦାନକୁ ଓହ୍ଲାଇ ପାରନ୍ତି ଠାକରେ ପରିବାରର ପ୍ରଥମ ସଦସ୍ୟ

ମୁମ୍ବାଇ,୩୧।୮: ମହାରାଷ୍ଟ୍ରର ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ଆଗାମୀ ବିଧାନ ସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇ ପାରନ୍ତି ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ତେବେ ଯୁବ ଶିବସେନା ମୁଖ୍ୟ ଆଦିତ୍ୟ ସାଉଥ୍‌ ମୁମ୍ବାଇର ଓ୍ବର୍ଲି…

ଭୀମା-କୋରେଗାଓ୍ବଁ ମାମଲା: ଲିଓ ଟଲଷ୍ଟୟଙ୍କ ମହାନ୍‌ କୃତି ‘ଓ୍ବାର ଆଣ୍ଡ୍‌ ପିସ୍‌’କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୧।୮: ଏବେ ଭୀମା-କୋରେଗାଓ୍ବଁ ହିଂସାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ବିଚାରପତି ସରଙ୍ଗ କୋତଓ୍ବାଲ ବୁଧବାର ଅଭିଯୁକ୍ତ ବର୍ନନ ଗୋଞ୍ଜାଲଭେସ୍‌ଙ୍କୁ ପଚାରିଥିଲେ ଯେ, ସେ କାହିଁକି ନିଜ ଘରେ ଓ୍ବାର ଆଣ୍ଡ୍‌ ପିସ୍‌ ଭଳି ଆପତ୍ତି ଜନକ ସାମଗ୍ରୀ…

ସମ୍ବିଧାନ ଆଧାରିତ କବିତା ଲେଖି ସମ୍ମାନିତ ହେଲେ ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ, ୩୧।୮: ଦିଲ୍ଲୀ ପୋଲିସ ସ୍ପେଶାଲ କମିଶନର ସୁନିଲ କୁମାର ଗୌତମ ସମ୍ବିଧାନ ଆଧାରିତ କବିତା ସଂକଳନ ‘ସମ୍ବିଧାନ କାବ୍ୟ’ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ୱାରା ସମ୍ମାନିତ ହୋଇଛନ୍ତି। ପୂର୍ବରୁ ସେ ପୁଡୁଚେରିର ପୋଲିସ ମହାନିର୍ଦ୍ଦେଶକ ଥିଲେ। ବୁଧବାର…

ସୁଖୀ ସୂଚକାଙ୍କରେ ଭାରତର ସ୍ଥାନ ନବମ

ନୂଆଦିଲ୍ଲୀ,୩୧।୮: ଉତ୍ତମ ଆର୍ଥିକ ପରିସ୍ଥିତି ଓ ସୁସ୍ଥ ଜୀବନଯାପନ ଦ୍ୱାରା ଜଣେ ସୁଖୀ ହୋଇପାରେ ବୋଲି ଭାରତୀୟଙ୍କର ଧାରଣା। ଏକ ନୂତନ ସର୍ବେକ୍ଷଣ ରିପୋର୍ଟରୁ ଏହି ସୂଚନା ମିଳିଛି। ବିଶ୍ୱ ସ୍ତରରେ କରାଯାଇଥିବା ଅଧ୍ୟୟନରୁ ଜଣାପଡ଼ିଛି, ସୁଖୀ ସୂଚକାଙ୍କ ତାଲିକାରେ ବିଶ୍ୱର…

ବିମୁଦ୍ରୀକରଣ ବେଳେ ଜମା ହୋଇପାରି ନ ଥିଲା ୧.୧୭ କୋଟି ଅଚଳ ଟଙ୍କା: ସୁପ୍ରିମକୋର୍ଟ ଗଲେ ବ୍ୟବସାୟୀ

ନୂଆଦିଲ୍ଲୀ,୩୧ା୮: ବିମୁଦ୍ରୀକରଣ ବେଳେ ୧ କୋଟି ୧୭ ଲକ୍ଷ ଅଚଳ ଟଙ୍କା ଜମା କରିପାରି ନ ଥିବା ତାମିଲନାଡୁର ଜଣେ ବ୍ୟବସାୟୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ଟଙ୍କା ଗ୍ରହଣ କରିବା ନିମନ୍ତେ ରିଜର୍ଭ ବ୍ୟାଙ୍କ ଓ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ…

ପ୍ରକାଶ ପାଇବ ଚୂଡ଼ାନ୍ତ ଏନ୍‌ଆର୍‌ସି

ନୂଆଦିଲ୍ଲୀ/ଗୁଆହାଟୀ,୩୧ା୮: ଆସାମ ପାଇଁ ପ୍ରଥମେ ପ୍ରକାଶ ପାଇଥିବା ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)ରୁ ୪୧ ଲକ୍ଷରୁ ଊର୍ଦ୍ଧ୍ୱ ବାଦ୍‌ ପଡିଥିଲେ। ଏହାର ବର୍ଷେ ପରେ ଚୂଡ଼ାନ୍ତ ତାଲିକା ଶନିବାର ପ୍ରକାଶ ପାଇବାକୁ ଯାଉଛି। ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ…

ପାକ୍‌ରେ ଶିଖ୍‌ ଯୁବତୀଙ୍କୁ ଅପହରଣ, ଧର୍ମାନ୍ତରୀକରଣ

ଚଣ୍ଡିଗଡ଼, ୩୧ା୮(ପି.ଟି.): ପାକିସ୍ତାନରେ ଜଣେ ଶିଖ୍‌ ଯୁବତୀଙ୍କୁ ଅପହରଣ କରି ନିଆଯିବା ସହ ଇସ୍‌ଲାମ ଧର୍ମକୁ ପରିବର୍ତ୍ତନ କରାଯିବା ଘଟଣା ସମ୍ପର୍କରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶୁକ୍ରବାର କେନ୍ଦ୍ରକୁ ଅବଗତ କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏନେଇ ଅବଗତ…

ବିଦେଶୀ ଗଣମାଧ୍ୟମରେ ‘କଶ୍ମୀର’: ପିଟନାହିଁ, ଗୁଳିକର

ଶ୍ରୀନଗର, ୩୧ା୮ :ଜମ୍ମୁ-କଶ୍ମୀରର ସ୍ବାୟତ୍ତତା ପ୍ରତ୍ୟାହାର ପରେ ଉପତ୍ୟକାବାସୀଙ୍କ ଉପରେ ଭାରତୀୟ ସୁରକ୍ଷା ବଳର ବର୍ବରତା ଓ ନିର୍ଯାତନାକୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସିଛି। ଅନେକ ଗ୍ରାମରେ ଲୋକଙ୍କୁ ଲାଠି ଓ କେବୁଲରେ ମାଡ଼ ମରାଯିବା ସହ ବିଦ୍ୟୁତ୍‌ ଝଟ୍‌କା…

ନୃପେନ୍ଦ୍ର ମିଶ୍ର ହୋଇପାରନ୍ତି ଜମ୍ମୁ-କଶ୍ମୀର ଉପରାଜ୍ୟପାଳ

ନୂଆଦିଲ୍ଲୀ,୩୧ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ନୃପେନ୍ଦ୍ର ମିଶ୍ର ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେବା ପରେ ସେ କେଉଁ ପଦବୀରେ ଅବସ୍ଥାପିତ ହେବେ ତାକୁ ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ୧୯୭୭ ବ୍ୟାଚ୍‌ର ଏହି ଉତ୍ତରପ୍ରଦେଶ…

ଦୁର୍ନୀତି ବିରୋଧରେ ଲଢ଼େଇ :୧୫୦ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୧ା୮: ଦୁର୍ନୀତି ବିରୋଧରେ ସରକାର ଲଢ଼େଇ ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସରକାରୀ ବିଭାଗରେ ସିବିଆଇ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶରେ ଶୁକ୍ରବାର ଦେଶର ୧୫୦ ସ୍ଥାନରେ ଏହି ଚଢ଼ାଉ କରାଯାଇଥିବା କୁହାଯାଉଛି। ଚଢ଼ାଉରେ…

ବ୍ୟାଙ୍କିଙ୍ଗ୍‌ ସେକ୍ଟରରେ ବିଗ୍‌ ବ୍ୟାଙ୍ଗ୍‌ ଘୋଷଣା

ନୂଆଦିଲ୍ଲୀ,୩୧ା୮: ଦେଶର ଅର୍ଥନୀତିରେ ଦେଖାଦେଇଥିବା ମାନ୍ଦାବସ୍ଥାକୁ ଦୂର କରିବା ଲାଗି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ମାସ ୨୩ରେ ବଡ଼ ଧରଣର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ତେବେ ଦେଶର ଅର୍ଥନୀତିକୁ ୫ ଲକ୍ଷ କୋଟି ଡଲାରରେ ପହଞ୍ଚାଇବା ଲକ୍ଷ୍ୟରେ…

ଖାଦ୍ୟ ନଷ୍ଟ ନ କଲେ ମିଳୁଛି ୫ ଟଙ୍କିଆ କଏନ୍‌

କୋଏମ୍ବାଟୁର,୩୦।୮: ହୋଟେଲରେ ଖାଇବା ପରେ ଗ୍ରାହକଙ୍କୁ ମିଳୁଛି ଏକ ୫ ଟଙ୍କିଆ କଏନ୍‌। ହଁ ତାମିଲନାଡୁ କୋଏମ୍ବାଟୁରର ଏକ ପୁରୁଣା ହୋଟେଲ ଖାଦ୍ୟ ନଷ୍ଟ ନ କରିବା ପାଇଁ ଭିନ୍ନ ପଦକ୍ଷେପ ନେଇଛି। ଗ୍ରାହକଙ୍କ ମଧ୍ୟରେ ଖାଦ୍ୟ ନଷ୍ଟ ନ କରିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri