ଜାତୀୟ

ଦିଲ୍ଲୀ ବିଶ୍ୱର ସବୁଠାରୁ ଅଧିକ ପ୍ରଦୂଷିତ ସହର: କୋଲକାତା, ମୁମ୍ବାଇ ମଧ୍ୟ ଟପ୍‌ ୧୦ରେ

ନୂଆଦିଲ୍ଲୀ,୧୭।୧୧: ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଏବେ ସମସ୍ତଙ୍କ ଚିନ୍ତାର କାରଣ ପାଲଟିଛି। ଏବେ ସେଠାରେ ଲୋକେ ଘର ବାହାରକୁ ବାହାରିବାକୁ ଭୟ କରୁଛନ୍ତି। କାରଣ ଦିଲ୍ଲୀର ବାୟୁ ପ୍ରଦୂଷଣର ମାତ୍ରା ୬ଶହ ଟପିଗଲାଣି। ଶନିବାର ଦିଲ୍ଲୀର ଅଧିକାଂଶ ଅଞ୍ଚଳରେ ଏୟାର କ୍ୱାଲିଟି…

ଦିଲ୍ଲୀରେ ଗୌତମ ଗମ୍ଭୀରଙ୍କ ନିଖୋଜ ପୋଷ୍ଟର

ନୂଆଦିଲ୍ଲୀ,୧୭।୧୧: ଦିଲ୍ଲୀର କେତେକ ସ୍ଥାନରେ ଏମ୍‌ପି ଗୌତମ ଗମ୍ଭୀରଙ୍କ ପୋଷ୍ଟର ଲାଗିଛି। ଏଥିରେ ଲେଖା ଯାଇଛି, ଆପଣ କ’ଣ ଏହାଙ୍କୁ ଦେଖିଛନ୍ତି କି? ଶେଷଥର ପାଇଁ ଇନ୍ଦୋରରେ ଜିଲାପି ଖାଉଥିବାର ତାଙ୍କୁ ଦେଖିବାକୁ ମିଳିଥିଲା। ଦିଲ୍ଲୀବାସୀ ଏହି ବ୍ୟକ୍ତିଙ୍କୁ ଖୋଜୁଥିବା ପୋଷ୍ଟରରେ…

ଘୋଡ଼ାବେପାର ଉଦ୍ୟମ କରୁଛି ଭାଜପା

ମୁମ୍ବାଇ,୧୭ା୧୧(ପି.ଟି.): ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଅସାମର୍ଥ୍ୟ ପ୍ରକାଶ କରିଥିବା ଭାଜପା ଶୁକ୍ରବାର ପୁଣି ଥରେ ଏଥିପାଇଁ ଆଗ୍ରହ ପ୍ରକାଶ କରିଥିବାରୁ ଏହା ଘୋଡ଼ାବେପାରର ସୂଚନା ଦେଉଥିବା ଶିବସେନା ଅଭିଯୋଗ କରିଛି। ଶିବସେନା-ଏନ୍‌ସିପି-କଂଗ୍ରେସ ସରକାର ୬ ମାସ ତିଷ୍ଠିବ ନାହିଁ ବୋଲି…

ତ୍ରିପୁରା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ କୁରେଶୀ

ଅଗରତାଲା,୧୭ା୧୧ (ଆଇଏଏନ୍‌ଏସ୍‌): ତ୍ରିପୁରା ହାଇକୋର୍ଟର ପଞ୍ଚମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଅକିଲ ଅବଦୁଲ ହମିଦ କୁରେଶୀ ଶନିବାର ଶପଥ ନେଇଛନ୍ତି। ସେ ପୂର୍ବରୁ ଗୁଜରାଟ ଓ ବମ୍ବେ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ରାଜଭବନର ଦରବାର ହଲ୍‌ରେ ଅନୁଷ୍ଠିତ…

ସୋମବାର ସୋନିଆ-ପାଓ୍ବାର ଆଲୋଚନା

ନୂଆଦିଲ୍ଲୀ, ୧୭ା୧୧(ଆଇଏଏନ୍‌ଏସ୍‌) : ମହାରାଷ୍ଟ୍ର ରାଜନୀତି କଡ଼ ଲେଉଟାଇବାରେ ଲାଗିଛି। ଶିବସେନା ସହ ମେଣ୍ଟକରି କଂଗ୍ରେସ ଓ ଏନ୍‌ସିପି ସରକାର ଗଠନ କରିବା ଲାଗି ପ୍ରୟାସ ଆରମ୍ଭ ହୋଇଥିବାବେଳେ ସୋମବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ଏନ୍‌ସିପି ମୁଖ୍ୟ ଶରଦ…

ଦିନକ ପରେ ପାର୍ଲାମେଣ୍ଟର ଶୀତ ଅଧିବେଶନ: ଆସିବ ନାଗରିକତ୍ୱ ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୧୭ା୧୧(ଆଇଏଏନ୍‌ଏସ୍‌): ପାର୍ଲାମେଣ୍ଟର ଶୀତ ଅଧିବେଶନ ସୋମବାରଠାରୁ ଆରମ୍ଭ ହେଉଥିଲାବେଳେ ଏଥିରେ ସରକାର ବିବାଦୀୟ ନାଗରିକତ୍ୱ (ସଂଶୋଧନ) ବିଲ୍‌, ବ୍ୟକ୍ତିଗତ ଡାଟା ସୁରକ୍ଷା ବିଲ୍‌ ସମେତ ୩୫ଟି ବିଧେୟକ ଆଣିବାକୁ ଯାଉଛନ୍ତି। ଡିସେମ୍ବର ୧୩ରେ ଶେଷ ହେବାକୁ ଥିବା ଏହି ଅଧିବେଶନରେ ମୋଟ…

ଗୋଆ ଡିଜିପିଙ୍କ ପରଲୋକ

ନୂଆଦିଲ୍ଲୀ, ୧୭ା୧୧(ଆଇଏଏନ୍‌ଏସ୍‌): ଗୋଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ପ୍ରଣବ ନନ୍ଦଙ୍କର ଶୁକ୍ରବାର ରାତିରେ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୫୭ ବର୍ଷ ହୋଇଥିଲା। ଗୋଆରେ ଏକ ସରକାରୀ କାର୍ଯ୍ୟକ୍ରମ ସାରି ସେ ଦିଲ୍ଲୀ ଯାଇଥିଲାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଆଇଜି…

ଆତଙ୍କବାଦୀ ସନ୍ଦେହରେ ୫ ଗିରଫ

ଜମ୍ମୁ,୧୬।୧୧: ଜମ୍ମୁ-କଶ୍ମୀରରେ ସୋପେର ଓ ବାରମୂଳା ଜିଲାରେ ଶନିବାର ଆତଙ୍କବାଦୀ ସନ୍ଦେହରେ ୫ ଜଣଙ୍କୁ ଗିରଫ କରାଯାଇଛି। ଜମ୍ମୁ-କଶ୍ମୀର ପୋଲିସ ଓ ସୁରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏମାନଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି। ଏ ସମ୍ପର୍କରେ ଅଧିକ କିଛି ତଥ୍ୟ ଏପର୍ଯ୍ୟନ୍ତ…

ଶିବସେନା, କଂଗ୍ରେସ, ଏନ୍‌ସିପିର ରାଜ୍ୟପାଳଙ୍କ ସହ ହୋଇ ପାରିଲାନି ସାକ୍ଷାତ୍‌

ମୁମ୍ବାଇ,୧୬।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି କରାଯାଇଥିବା ବେଳେ ଏବେ କିନ୍ତୁ ସରକାର ଗଠନକୁ ନେଇ ଭାଜପା ଓ ଶିବସେନା ପାଗ ଭିଡୁଥିବା ଆଲୋଚନାର ବିଷୟ ପାଲଟିଛି। ଶନିବାର ଅପରାହ୍ନରେ କୃଷକ ସମସ୍ୟାକୁ ନେଇ ଶିବସେନା, କଂଗ୍ରେସ ଓ ଏନ୍‌ସିପି ରାଜ୍ୟପାଳ…

ଦେଶର ଆର୍ଥିକ ସ୍ଥିତିକୁ ନେଇ ମୋଦି ସରକାରଙ୍କୁ ଘେରିବ କଂଗ୍ରେସ

ନୂଆଦିଲ୍ଲୀ,୧୬।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନେତୃତ୍ୱରେ ଶନିବାର ତାଙ୍କ ବାସଭବନରେ ଏକ ବୈଠକର ଆୟୋଜନ କରାଯାଇଛି। ଆସନ୍ତା ୩୦ରେ କଂଗ୍ରେସ ମୋଦି ସରକାରଙ୍କୁ ଘେରିବ ବୋଲି ଏହି ବୈଠକରେ ଆଲୋଚନା ହୋଇଛି। ତେବେ ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ…

ଭାଜପା ବିକ୍ଷୋଭକାରୀଙ୍କୁ ଠେଙ୍ଗା ଧରି ଗୋଡ଼ାଇଲେ କଂଗ୍ରେସକର୍ମୀ

ଭୋପାଳ,୧୬।୧୧: ରାଫାଲ ଯୁଦ୍ଧ ବିମାନ ପୁନର୍ବିଚାର ଆବେଦନ ଖାରଜ ହେବା ପରେ ମଧ୍ୟପ୍ରଦେଶ ଦେବାସରେ ଭାଜପା ବିକ୍ଷୋଭକାରୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ନାନା ସ୍ଲୋଗାନ ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏନେଇ କେତେକ କଂଗ୍ରେସକର୍ମୀ ସେମାନଙ୍କୁ ଠେଙ୍ଗାଧରି ଗୋଡ଼ାଇଥିବା ଅଭିଯୋଗ ହୋଇଛି।…

୧୫୦ ଭାରତୀୟ ବିମାନ ଯାତ୍ରୀଙ୍କୁ ବଞ୍ଚାଇଲେ ପାକିସ୍ତାନ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲର

ଜୟପୁର,୧୬।୧୧: ପାକିସ୍ତାନର ଜଣେ ଏୟାର ଟ୍ରାଫିକ୍‌ କଣ୍ଟ୍ରୋଲର ୧୫୦ ଭାରତୀୟ ବିମାନ ଯାତ୍ରୀଙ୍କୁ ବଞ୍ଚାଇଛନ୍ତି। ଏହା ସହିତ ସେ ବିମାନକୁ ସୁରକ୍ଷିତ ଭାବେ ଯାତ୍ରା କରିବାରେ ସହାୟକ ହୋଇଛନ୍ତି। ଗତ ଗୁରୁବାର ଜୟପୁରରୁ ଏକ ବିମାନ ଓମାନ ରାଜଧାନୀ ମସ୍କଟ ଯାଉଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri