ଜାତୀୟ

ପ୍ରଦୂଷଣର ସମାଧାନ ନୁହେଁ ଯୁଗ୍ମ-ଅଯୁଗ୍ମ ସୂତ୍ର; ସୁପ୍ରିମକୋର୍ଟ: ୪ ରାଜ୍ୟ ମୁଖ୍ୟ ସଚିବଙ୍କୁ ସମନ

ନୂଆଦିଲ୍ଲୀ,୧୬ା୧୧(ପି.ଟି.): ଦିଲ୍ଲୀ- ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ହ୍ରାସ କରିବା ଦିଗରେ କ’ଣ ପଦକ୍ଷେପ ନିଆଯାଇଛି, ଜଣାଇବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଓ ଦିଲ୍ଲୀର ମୁଖ୍ୟ ସଚିବମାନଙ୍କୁ ସମନ କରିଛନ୍ତି। ପ୍ରଦୂଷଣ ରୋକିବାକୁ ହେଲେ…

‘ଶୁଣାଣି ବେଳେ ପରିପକ୍ୱତା ଦେଖାଇଛି ଗଣମାଧ୍ୟମ’

ନୂଆଦିଲ୍ଲୀ,୧୬ା୧୧(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ରଞ୍ଜନ ଗୋଗୋଇ ରବିବାର ଅବସର ଗ୍ରହଣ କରିବାକୁ ଯାଉଥିବାବେଳେ ଶୁକ୍ରବାର ସୁପ୍ରିମକୋର୍ଟରେ ଥିଲା ତାଙ୍କର ଶେଷ କାର୍ଯ୍ୟଦିବସ। ସେ ଖବରଦାତାମାନଙ୍କ ସହ ଜଣ ଜଣ କରି ସାକ୍ଷାତ୍‌କାର ଦେବାକୁ ଅସାମର୍ଥ୍ୟ ପ୍ରକାଶ…

ଟ୍ରଷ୍ଟକୁ ନେଇ ତେଜିଲା ରାଜନୀତି

ଅଯୋଧ୍ୟା,୧୬ା୧୧(ଆଇଏଏନ୍‌ଏସ୍‌): ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣର ତଦାରଖ କରିବାକୁ ଥିବା ଟ୍ରଷ୍ଟ ଗଠନ ଉପରେ ସମସ୍ତଙ୍କର ନଜର ରହିଥିଲାବେଳେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ସୁପ୍ରିମକୋର୍ଟଙ୍କ ରାୟକୁ ଭଲ ଭାବେ ଅନୁଧ୍ୟାନ କରି ଯଥାଶୀଘ୍ର ପ୍ରସ୍ତାବିତ ଟ୍ରଷ୍ଟର ଗଠନ ନେଇ କାର୍ଯ୍ୟ…

ରାଜନାଥଙ୍କ ଅରୁଣାଚଳ ଗସ୍ତକୁ ଚାଇନାର ବିରୋଧ

ବେଜିଂ, ୧୬ା୧୧(ପି.ଟି.) : ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଗୁରୁବାର ଅରୁଣାଚଳ ପ୍ରଦେଶର ତଓ୍ବାଙ୍ଗ ଗସ୍ତକରି ମୈତ୍ରୀ ଦିବସ ସମାରୋହରେ ଅଂଶଗ୍ରହଣ କରିଥିବାବେଳେ ଚାଇନା ପକ୍ଷରୁ ଏହାକୁ ବିରୋଧ କରାଯାଇଛି। ଅରୁଣାଚଳ ପ୍ରଦେଶ ଦକ୍ଷିଣ ତିବ୍ଦତର ଅଂଶବିଶେଷ ବୋଲି ଚାଇନା ପକ୍ଷରୁ ଦାବି…

କ୍ରିକେଟ ଓ ରାଜନୀତିରେ ସବୁ ସମ୍ଭବ

ମୁମ୍ବାଇ,୧୬ା୧୧(ପି.ଟି.): ମହାରାଷ୍ଟ୍ରରେ ରାଜନୈତିକ ଅଚଳାବସ୍ଥା ଲାଗି ରହିଥିବାବେଳେ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ନୀତିନ ଗଡ଼କରୀ ରାଜନୀତିକୁ କ୍ରିକେଟ ସହ ତୁଳନା କରିଛନ୍ତି। କ୍ରିକେଟ ଓ ରାଜନୀତିରେ ସବୁକିଛି ସମ୍ଭବ। କାରଣ ଉଭୟ କ୍ଷେତ୍ରରେ ଯେଉଁ ଦଳ ମ୍ୟାଚ୍‌ ହାରୁଛି ଭଳି…

ମହାରାଷ୍ଟ୍ର ରାଜନୀତିରେ ନୂଆ ଅଧ୍ୟାୟ: ଛିଣ୍ଡିଗଲା ଭାଗବଣ୍ଟା

ନାଗପୁର/ମୁମ୍ବାଇ,୧୬ା୧୧ (ପି.ଟି./ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ରାଜନୀତିରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହେବାକୁ ଯାଉଛି। ପ୍ରଥମଥର ପାଇଁ ଶିବସେନା ସହ ମିଶି ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ଓ କଂଗ୍ରେସ ସରକାର ଗଠନ କରିବାକୁ ଯାଉଛନ୍ତି। ଉଦ୍ଧବ ଠାକ୍‌ରେଙ୍କ ଶିବସେନା ପାଖରେ ମୁଖ୍ୟମନ୍ତ୍ରୀ…

ପାଣିରେ ଭିଜା କିସ୍‌ମିସ୍‌ ଖାଆନ୍ତୁ, ମିଳିବ ଏହିସବୁ ଫାଇଦା

କିସ୍‌ମିସ୍‌ ପାଟିକୁ ଯେତିକି ସ୍ବାଦିଷ୍ଟ ଲାଗିଥାଏ, ଶରୀର ପାଇଁ ମଧ୍ୟ ମଧ୍ୟ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। କିସ୍‌ମିସରେ ଆଇରନ, ପୋଟାସିୟମ, ମ୍ୟାଗ୍ନେସିଅମ ଏବଂ ଫାଇବର ଇତ୍ୟାଦି ଭରପୂର ମାତ୍ରାରେ ରହିଥାଏ। କିସ୍‌ମିସ୍‌କୁ ଖାଲି ଖାଇବା ଅପେକ୍ଷା ଏହାକୁ ପାଣିରେ ଭିଜାଇ…

ସେଓ ଖାଇବା ପରେ ଏହି ସବୁ ଖାଦ୍ୟ ଖାଉଛନ୍ତି କି…

ସାଧାରଣତଃ ପ୍ରତ୍ୟେକ ଦିନ ଗୋଟିଏ ସେଓ ଖାଇବା ପାଇଁ ଡାକ୍ତରମାନେ ପରାମର୍ଶ ଦିଅନ୍ତି। କାରଣ ଏଥିରେ ଭିଟାମିନ ସି, ଭିଟାମିନ ବି୬ ସହିତ ପୋଟାସିୟମ, ଫସ୍‌ଫରସ ସମେତ ଆହୁରି ଅନେକ ପୋଷକ ତତ୍ତ୍ୱ ଭରି ରହିଛି। କୁହାଯାଏ, ପ୍ରତ୍ୟେକ ଦିନ ଗୋଟିଏ…

ଭାଜପା ବିନା ମହାରାଷ୍ଟ୍ରରେ ସରକାର ଗଠନ ଅସମ୍ଭବ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ଏବେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଛି। ଏହାପରେ ବି ଭାରତୀୟ ଜନତା ପାର୍ଟି(ଭାଜପା) ଚୁପ୍‌ ହୋଇ ବସିନାହିଁ। ଏବେବି ସେ ସରକାର ଗଢିବାର ସ୍ବପ୍ନ ଦେଖୁଛି ବୋଲି ଆଲୋଚନା ହେଉଛି। ଶୁକ୍ରବାର ମହାରାଷ୍ଟ୍ରର ଭାଜପା ଅଧ୍ୟକ୍ଷ ଚନ୍ଦ୍ରକାନ୍ତ ପାଟିଲ…

ଗୋଗୋଇଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୧୫।୧୧: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କର ଶୁକ୍ରବାର ଥିଲା ଶେଷ କାର୍ଯ୍ୟଦିବସ। ଏହି ଅବସରରେ ତାଙ୍କୁ ସୁପ୍ରିମକୋର୍ଟ ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ନଭେମ୍ବର ୧୭ରେ ସେ ଅବସର ଗ୍ରହଣ କରିବେ। ସେଦିନ ରବିବାର ଥିବାରୁ ନଭେମ୍ବର ୧୮ରେ…

ନଭେମ୍ବର ୧୮ରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୧୫।୧୧: ସଂସଦର ଶୀତକାଳୀନ ଅଧିବେଶନ ନଭେମ୍ବର ୧୮ରୁୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ଡିସେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଗୃହକୁ ସୁରୁଖୁରରେ ଚଳାଇବା ପାଇଁ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଲୋକ ସଭାର ବାଚସ୍ପତି ଓମ୍‌ ବିର୍ଲା ଶନିବାର…

ଚିଦାମ୍ବରମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୫।୧୧: ଆଇଏନ୍‌ଏକ୍ସ ମିଡିଆ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ନାଁରେ ହୋଇଥିବା ମନି ଲଣ୍ଡରିଂ ମାମଲାରେ ତାଙ୍କର ଜାମିନ ଆବେଦକୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ଫଳରେ ଏବେ ଚିଦାମ୍ବରମଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri