ପଶ୍ଚିମବଙ୍ଗ: ସ୍କୁଲରେ ମୁସଲମାନ ଛାତ୍ରଙ୍କ ପାଇଁ ଅଲଗା ଡାଇନିଂ ହଲ୍
କୋଲକତା,୨୮।୬: ପୁଣି ଥରେ ଭାଜପା ଟାର୍ଗେଟରେ ଟିଏମ୍ସି। କାରଣ ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏମିତି ଏକ ନିର୍ଦ୍ଦେଶ ଦେଇଛନ୍ତି ଯାହା ପୁଣି ରାଜନୈତିକ ଅସ୍ଥିରତା ସୃଷ୍ଟି କରିବାକୁ ଯାଉଛି। ତ୍ରୁଣ ମୂଳ କଂଗ୍ରେସ(ଟିଏମ୍ସି) ସରକାର ସ୍ଥିର କରିଛନ୍ତି ପଶ୍ଚିମବଙ୍ଗରେ...
ଚଳିତ ବର୍ଷ ଶେଷ ସୁଦ୍ଧା ଜମ୍ମୁ-କଶ୍ମୀରରେ ହେବ ସାଧାରଣ ନିର୍ବାଚନ: ଶାହ
ନୂଆଦିଲ୍ଲୀ,୨୮।୬: ଜମ୍ମୁ-କଶ୍ମୀରରେ ରାଷ୍ଟ୍ରପତି ଶାସନକୁ ଆଉ ୬ ମାସ ବୃଦ୍ଧି କରିବା ସହ ଚଳିତ ବର୍ଷ ଶେଷ ସୁଦ୍ଧା ସେଠାରେ ସାଧାରଣ ନିର୍ବାଚନ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଲୋକ ସଭାରେ ସୂଚନା ଦେଇଛନ୍ତି। ଏବେ ରମଜାନ ଓ...
୩ ସଦସ୍ୟଙ୍କ ମଧ୍ୟରେ ଚାଲିଥିଲା ମିଟିଂ: ଚା’, କଫି, ଜଳଖିଆ ବିଲ୍ ଆସିଲା ୧.୫ ଲକ୍ଷ ଟଙ୍କା
ନାଗପୁର, ୨୮।୬: ନାଗପୁର ବିଶ୍ୱବିଦ୍ୟାଳୟରେ ବୋର୍ଡ ଅଫ୍ ଷ୍ଟଡିଜ୍ ବୈଠକରେ ସାମିଲ ଥିବା ତିନି ସଦସ୍ୟ ଚା’, କଫି ଏବଂ ଜଳଖିଆ ବିଲ୍ ୧.୫ ଲକ୍ଷ ଟଙ୍କା। ଘଟଣାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଇତିମଧ୍ୟରେ ମିଟିଂରେ ସାମିଲ ଥିବା...
ଛତିଶଗଡ଼ ଏନ୍କାଉଣ୍ଟର: ୨ଯବାନ ଶହୀଦ
ବିଜାପୁର,୨୮।୬: ଛତିଶଗଡ଼ର କେଶକୁତୁଲ ଅଞ୍ଚଳରେ ଶୁକ୍ରବାର ମାଓବାଦୀ ଓ ସିଆର୍ପିଏଫ୍ ଯବାନଙ୍କ ମଧ୍ୟରେ ହୋଇଥିବା ଏନ୍କାଉଣ୍ଟରରେ ୨ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ସିଆର୍ପିଏଫ୍ର ୧୯୯ ବାଟେଲିୟନ ଓ ଛତିଶଗଡ଼ ପୋଲିସ ଆକସ୍ମିକ ଭାବେ ମାଓବାଦୀ ଲୁଚି ରହିଥିବା...
ଉମର ଅବଦୁଲ୍ଲାଙ୍କ ପୂର୍ବତନ ସ୍ତ୍ରୀ କହିଲେ ‘ମୁଁ ଶିବଙ୍କର ଜଣେ ବଡ଼ ଭକ୍ତ’
ବାରାଣସୀ, ୨୮।୬: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲାଙ୍କ ପୂର୍ବତନ ସ୍ତ୍ରୀ ପାୟଲ ନାଥ କାଶୀ ବିଶ୍ୱନାଥ ମନ୍ଦିର ଦର୍ଶନ କରିଛନ୍ତି। ପୁଅ ଜାହିର ଅବଦୁଲ୍ଲା ଏବଂ ଜାମିରଙ୍କ ସହ ସେ କାଳଭୈରବ ଏବଂ ଅନ୍ନପୂର୍ଣ୍ଣା ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି।...
ବର୍ଷାରେ ବେହାଲ୍ ମାୟାନଗରୀ
ମୁମ୍ବାଇ,୨୮।୬: ମହାରାଷ୍ଟ୍ରରେ ମୌସୁମୀ ଛୁଇଁବା ପରେ ମୁମ୍ବାଇବାସୀଙ୍କୁ ଗରମରୁ ଟିକେ ଆଶ୍ୱସ୍ତି ମିଳିଛି। ଶୁକ୍ରବାର ସକାଳେ ମୁମ୍ବାଇ, ପାଳଘର ସମେତ ବହୁ ସ୍ଥାନରେ ମୂଷଳଧାରାରେ ବର୍ଷା ହୋଇଛି। ଏଥିଯୋଗୁ ଲୋକେ ଗରମରୁ ତ୍ରାହି ପାଇଥିବା ବେଳେ ଅନ୍ୟପଟେ ବଡ଼ ସମସ୍ୟା...
ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶକୁ ଫୁ: ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟରେ କେହି ପହଞ୍ଚିଲେନି ସରକାରୀ କର୍ମଚାରୀ
ଲକ୍ଷ୍ନୌ,୨୮।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କଡ଼ା ନିର୍ଦ୍ଦେଶ ସତ୍ତ୍ୱେ ମଧ୍ୟ ସରକାରୀ କର୍ମଚାରୀଙ୍କ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ଶୁକ୍ରବାର ସକାଳ ୯ଟା ସୁଦ୍ଧା ଇନ୍ଦିରା ଭବନ ଓ ଜବାହାର ଭବନରେ କୌଣସି ସରକାରୀ କର୍ମଚାରୀ ନଜର...
ଚନ୍ଦ୍ରାବାବୁଙ୍କୁ ଅମରାବତୀ ବାସଭବନ ଖାଲି କରିବାକୁ କହିବା ସହ ୧୭ଟି ବିଲ୍ଡିଂକୁ ନୋଟିସ୍ ପଠାଇଲେ ଜଗନ ସରକାର
ହାଇଦ୍ରାବାଦ,୨୮।୬: ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ବିରୋଧରେ ଆଉ ଏକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅମରାବତୀରେ ଥିବା ନାଇଡୁଙ୍କ ବାସଭବନ ସମେତ ୧୭ଟି ବିଲ୍ଡିଂକୁ ନୋଟିସ୍ ଜାରି କରାଯାଇଛି। ଏହି ଘରଗୁଡ଼ିକୁ ବେଆଇନ...
ଆତଙ୍କବାଦୀଙ୍କ ଟାର୍ଗେଟରେ ଅମରନାଥ ଯାତ୍ରୀ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଶ୍ରୀଗନର, ୨୮।୬: ଜୁଲାଇ ୧ରୁ ଆରମ୍ଭ ହେଉଥିବା ଅମରନାଥ ଯାତ୍ରୀଙ୍କ ଉପରେ ଆତଙ୍କବାଦ ଆକ୍ରମଣ ସମ୍ଭାବନା ଥିବା ସୂଚନା ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଜୈଶ-ଏ-ମହମ୍ମଦ ଆତଙ୍କବାଦୀ ସଂଗଠନ ପକ୍ଷରୁ ଆକ୍ରମଣ ଯୋଜନା କରାଯାଇଥିବା ଗୁଇନ୍ଦା ବିଭାଗ...
ଆତଙ୍କବାଦ ଦମନ ପାଇଁ ସବୁ ଦେଶକୁ ଆଗେଇ ଆସିବାକୁ ପଡିବ
ଓସାକା, ୨୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେଇ ଆତଙ୍କବାଦ ବିରୋଧରେ ସବୁ ରାଷ୍ଟ୍ର ଏକ ହେବା ପାଇଁ ଆହ୍ବାନ କରିଛନ୍ତି। ବ୍ରିକ୍ସ ଦେଶର ରାଷ୍ଟ୍ର ପ୍ରତିନିଧି ଉପସ୍ଥିତିରେ ଆୟୋଜିତ ଏକ ବୈଠକରେ...
ଜମ୍ମୁ କଶ୍ମୀର ବଡଗାମରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର,୨୮।୬: ଜମ୍ମୁ କଶ୍ମୀରର ବଡଗାମ ଜିଲାରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କ୍ରାଲପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ...
ଝାଡ଼ଖଣ୍ଡ ଭିଡ଼ହିଂସା: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ରିପୋର୍ଟରୁ ଫିଟିଲା ଗୁମର:ତବ୍ରେଜ୍ଙ୍କୁ ଚିକିତ୍ସା ପାଇଁ ମନାକରିଥିଲା ପୋଲିସ
ନୂଆଦିଲ୍ଲୀ,୨୮।୬:ଝାଡ଼ଖଣ୍ଡ ଭିଡ଼ହିଂସାରେ ପ୍ରାଣ ହରାଇଥିବା ମୁସ୍ଲିମ୍ ଯୁବକ ତବ୍ରେଜ୍ ଅନ୍ସାରୀଙ୍କୁ ଆକ୍ରମଣ ପରେ ପୋଲିସ ଚିକିତ୍ସା କରାଇ ନ ଥିଲା। ରାତିସାରା ମାଡ଼ଖାଇବା ପରେ ଲହୁଲୁହାଣ ହୋଇଥିବା ତବ୍ରେଜ୍ଙ୍କୁ ଚିକିତ୍ସା ପାଇଁ ପରିବାର ଲୋକେ ପୋଲିସକୁ ଅନୁରୋଧ କରିଥିଲେ। ହେଲେ...
Archives


