ଜଳବାହିତ ରୋଗରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କ ମୃତ୍ୟୁ ଘଟୁଛି: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟ
ନୂଆଦିଲ୍ଲୀ,୨୯।୬: ଜଳବାହିତ ରୋଗରେ ଦେଶରେ ପ୍ରତି ୪ ଘଣ୍ଟାରେ ଜଣେ ଲୋକଙ୍କର ମୃତ୍ୟୁ ଘଟୁଛି। ସେହିପରି ପ୍ରତିଦିନ ୩୬ ହଜାରରୁ ଅଧିକ ଲୋକ ବିଭିନ୍ନ ଜଳବାହିତ ରୋଗରେ ସଂକ୍ରମିତ ହେଉଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରତିଦିନ ୭ରୁ ଅଧିକ ଜଣଙ୍କର ମୃତ୍ୟୁ...
ଏଏନ୍-୩୨ବିମାନ ଦୁର୍ଘଟଣା: ଏବେବି ଫସି ରହିଛନ୍ତି ଉଦ୍ଧାରକାରୀ ଦଳ
ନୂଆଦିଲ୍ଲୀ,୨୯।୬: ଭାରତୀୟ ବାୟୁସେନାର ଏଏନ୍-୩୨ ବିମାନ ଦୁର୍ଘଟଣା ହେବା ପରେ ଏଥିରେ ଥିବା ୧୩ ଜଣ ସଦସ୍ୟଙ୍କର ମୃତ୍ୟୁ ହୋଇଥିଲା। ୯ ଦିନ ପରେ ଦୁର୍ଘଟଣାଗ୍ରସ୍ତ ବିମାନର ସନ୍ଧାନ ମିଳିବା ସହ ମୃତଶରୀର ଗୁଡିକୁ ଠାବ କରାଯାଇଥିଲା। ହେଲେ ସେମାନଙ୍କୁ...
ମହାରାଷ୍ଟ୍ରରେ ବର୍ଷା ବିତ୍ପାତ: ୨୨ ଫୁଟ ଉଚ୍ଚ କାନ୍ଥ ତଳେ ଚାପି ହେଲେ ୧୭ ଲୋକ
ପୁଣେ,୨୯।୬: ପ୍ରବଳ ବର୍ଷା ଯୋଗୁ ମହାରାଷ୍ଟ୍ରରେ ସୃଷ୍ଟି ହୋଇଛି ଅଭାବନୀୟ ସ୍ଥିତି। ପୁଣେର କୋଣ୍ଡଓ୍ବାସ୍ଥିତ ତାଲାବ୍ ମସଜିଦ୍ ଅଞ୍ଚଳରେ ଏକ ୨୨ପୁଟ ଉଚ୍ଚ କାନ୍ଥ ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଛି। ଏହି ଘଟଣାରେ କାନ୍ଥ ତଳେ ଚାପି ୧୭...
କଂଗ୍ରେସରେ ଇସ୍ତଫାର ସୁଅ
ନୂଆଦିଲ୍ଲୀ,୨୯ା୬(ପି.ଟି.): କଂଗ୍ରେସ ଏମ୍ପି ବିବେକ ତନ୍ଖା ଦଳର ଆଇନ ଓ ମାନବାଧିକାର ସେଲ୍ ମୁଖ୍ୟ ପଦରୁ ଇସ୍ତଫା ଦେବା ପରେ ସାଧାରଣ ସମ୍ପାଦକ ଦୀପକ ବାବରିଆ (ମଧ୍ୟପ୍ରଦେଶ ପ୍ରଭାରୀ) ଓ ଗୋଆ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଗିରିଶ...
ରାଷ୍ଟ୍ରପତି ଶାସନ ୬ ମାସ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ
ନୂଆଦିଲ୍ଲୀ,୨୯ା୬(ପି.ଟି): ଜମ୍ମୁ-କଶ୍ମୀରରେ ଆତଙ୍କବାଦର ମୂଳୋତ୍ପାଟନକୁ ସରକାର ସର୍ବାଧିକ ପ୍ରାଥମିକତା ଦେଉଥିବା ଶୁକ୍ରବାର ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ କହିଛନ୍ତି। ସେଠାରେ ରାଷ୍ଟ୍ରପତି ଶାସନ ସମୟସୀମା ଆଉ ୬ ମାସ ବଢ଼ାଇବା ପାଇଁ ଶାହ ଆଣିଥିବା ବୈଧାନିକ ପ୍ରସ୍ତାବ...
ମୁମ୍ବାଇରେ ପ୍ରବଳ ବର୍ଷା : ୩ ମୃତ, ୫ ଆହତ
ମୁମ୍ବାଇ,୨୯ା୬(ପି.ଟି.): ମୁମ୍ବାଇରେ ଶୁକ୍ରବାର ପ୍ରବଳ ବର୍ଷାରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଛନ୍ତି। ଚଳିତ ବର୍ଷ ବହୁ ବିଳମ୍ବରେ ମୌସୁମୀ ମହାରାଷ୍ଟ୍ର ଛୁଇଁଥିବାବେଳେ ଆରମ୍ଭରୁ ବିପର୍ଯ୍ୟୟ ସୃଷ୍ଟି କରିଛି। ମୁମ୍ବାଇର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଯିବାରୁ ଟ୍ରାଫିକ୍...
ଛତିଶଗଡ଼ କଂଗ୍ରେସ ଅଧ୍ୟକ୍ଷ ପଦ ସମ୍ଭାଳିଲେ ମୋହନ ମାର୍କମ
ନୂଆଦିଲ୍ଲୀ,୨୮।୬: ଗୋଟିଏ ପଟେ କଂଗ୍ରେସର ସ୍ଥିତି ସାରା ଦେଶରେ ବିଗିଡି ଯାଇଥିବା ବେଳେ ଶୁକ୍ରବାର ଛତିଶଗଡ଼ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ପଦ ସମ୍ଭାଳିଛନ୍ତି ମୋହନ ମାର୍କମ। ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲାଙ୍କ ସ୍ଥାନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମାର୍କମଙ୍କୁ...
ପ୍ରଥମ ଥର ପାଇଁ ମୁମ୍ବାଇ ଆସି ଫଶିଗଲେ ବିଦେଶିନୀ
ମୁମ୍ବାଇ,୨୮।୬: ମାୟାନଗରୀ ମୁମ୍ବାଇରେ ଶୁକ୍ରବାର ମୌସୁମୀ ବର୍ଷା ହୋଇଛି। ଏଥିପାଇଁ ସହରର ବିଭିନ୍ନ ସ୍ଥାନଗୁଡ଼ିକ ଜଳାର୍ଣ୍ଣବ ହୋଇଯାଇଛି। ଗୋଟିଏ ଦିନର ବର୍ଷାରେ ଲୋକେ ବେହାଲ ହୋଇପଡ଼ିଥିବା ବେଳେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଛି। ବହୁ ସ୍ଥାନରେ ପାଣି ଭର୍ତ୍ତି ଯୋଗୁ...
କାର୍ଯ୍ୟାଳୟରେ ମଦ୍ୟପାନ କରି ତାସ୍ ଖେଳୁଥିବା ୪ ସରକାରୀ କର୍ମଚାରୀ ନିଲମ୍ବିତ
ନୂଆଦିଲ୍ଲୀ,୨୮।୬: ରାଜଧାନୀ ଦିଲ୍ଲୀରେ ଯେଉଁଠି ଲୋକଙ୍କୁ ପାଣିର ସମସ୍ୟା ଲାଗିରହିଛି। ସେଠାରେ ଜଳ ବୋର୍ଡର କର୍ମଚାରୀଙ୍କ ବେପାରୁଆ ମନୋଭାବ ଦେଖିବାକୁ ମିଳିଛି। ଜଳ ବୋର୍ଡ କାର୍ଯ୍ୟାଳୟର କିଛି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। କାର୍ଯ୍ୟାଳୟରେ ୪ଜଣ...
କଂଗ୍ରେସର ବୁଡି ଯାଉଥିବା ଜାହାଜକୁ ଛାଡି ଦେଉଥିବା ପ୍ରଥମ ବ୍ୟକ୍ତି ହେଉଛନ୍ତି ରାହୁଲ: ଶିବରାଜ
ମୁମ୍ବାଇ,୨୮।୬: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଶିବରାଜ ସିଂ ଚୌହାନ ପୁଣି ଥରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ଶିବରାଜ କହିଛନ୍ତି, କଂଗ୍ରେସର ବୁଡି ଯାଉଥିବା ଜାହାଜକୁ ଛାଡି ଦେଉଥିବା ପ୍ରଥମ...
ସଡ଼କ ଉପରେ ପର୍ଯ୍ୟଟକଙ୍କ କାର ସହ ଖେଳିଲେ ଗଜରାଜ
ରାମନଗର,୨୮।୬: ଆକ୍ସନ ମୁଡରେ ଗଜରାଜ। ଉତ୍ତରାଖଣ୍ଡର ରାମନଗର ନିକଟରେ ଥିବା ଭାକ୍ରାକୋଟରେ କିଛି ହାତୀ ପଲ ଉତ୍ପାତ ମଚାଇଛନ୍ତି। ରାସ୍ତାରେ ଠିଆ ହୋଇଥିବା ପର୍ଯ୍ୟଟକଙ୍କ ଗାଡ଼ିକୁ ଠେଲା ପେଲା କରି ଭାଙ୍ଗି ଦେଇଛନ୍ତି ହାତୀପଲ। ସୂଚନାଯୋଗ୍ୟ ଭକ୍ରାକୋଟ ରାମନଗରରୁ ୨୩...
ପଶ୍ଚିମବଙ୍ଗ: ସ୍କୁଲରେ ମୁସଲମାନ ଛାତ୍ରଙ୍କ ପାଇଁ ଅଲଗା ଡାଇନିଂ ହଲ୍
କୋଲକତା,୨୮।୬: ପୁଣି ଥରେ ଭାଜପା ଟାର୍ଗେଟରେ ଟିଏମ୍ସି। କାରଣ ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏମିତି ଏକ ନିର୍ଦ୍ଦେଶ ଦେଇଛନ୍ତି ଯାହା ପୁଣି ରାଜନୈତିକ ଅସ୍ଥିରତା ସୃଷ୍ଟି କରିବାକୁ ଯାଉଛି। ତ୍ରୁଣ ମୂଳ କଂଗ୍ରେସ(ଟିଏମ୍ସି) ସରକାର ସ୍ଥିର କରିଛନ୍ତି ପଶ୍ଚିମବଙ୍ଗରେ...
Archives


