ଜାତୀୟ

ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ଆର୍‌ଟିଆଇ ପରିସରଭୁକ୍ତ ହେବ

ନୂଆଦିଲ୍ଲୀ,୧୩।୧୧: ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତିଙ୍କ କାର୍ଯ୍ୟାଳୟ ସୂଚନା ଅଧିକାର (ଆର୍‌ଟିଆଇ) ପରିସର ଭୁକ୍ତ ହେବ। ଏନେଇ ବୁଧବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ତେବେ ଏଥିରେ କେତେକ ସର୍ତ୍ତ ରହିବ ବୋଲି ସୁପ୍ରିମ୍‌କୋର୍ଟ କହିଛନ୍ତି। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ…

ମଦ୍ରାସାରେ ଦିଆଯିବ ଏନ୍‌ସିସି ଏବଂ ଏନ୍‌ଏସ୍‌ଏସ୍‌ ପ୍ରଶିକ୍ଷଣ

ଲକ୍ଷ୍ନୌ,୧୩।୧୧: ଏଣିକି ଉତ୍ତରପ୍ରଦେଶର ସମସ୍ତ ମଦ୍ରାସାରେ ଏନ୍‌ସିସି ଏବଂ ଏନ୍‌ଏସ୍‌ଏସ୍‌ ପ୍ରଶିକ୍ଷଣ ଦିଆଯିବ। ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ୱାରା ମଦ୍ରାସା ଶିକ୍ଷାର୍ଥୀଙ୍କୁ ସାମାଜିକ କାର୍ଯ୍ୟରେ ନିୟୋଜିତ କରାଯାଇପାରିବ। ଏନେଇ ବୁଧବାର ରାଜ୍ୟ ମଦ୍ରାସା ବୋର୍ଡ ରେଜିଷ୍ଟାର ରାଘବେନ୍ଦ୍ର…

ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଠନ ହେବ: ସଞ୍ଜୟ ରାଉତ

ମୁମ୍ବାଇ,୧୩।୧୧: ମହାରାଷ୍ଟ୍ରରେ ଶିବସେନା-ଏନ୍‌ସିପି-କଂଗ୍ରେସ ମେଣ୍ଟ ସରକାର ଗଠନ ହେବ। ଏନେଇ ଆଲୋଚନା ଜାରି ରହିଛି ବୋଲି ଶିବସେନା ପ୍ରବକ୍ତା ସଞ୍ଜୟ ରାଉତ ହସ୍ପିଟାଲରୁ ବାହାରିବା ପରେ ସୂଚନା ଦେଇଛନ୍ତି। ରାଜ୍ୟରେ ଆଉ ୬ ମାସ ପରେ ବିଧାନସଭା ନିର୍ବାଚନ ହେବ ନାହିଁ।…

ମର୍ମନ୍ତୁଦ ସଡକ ଦୁର୍ଘଟଣା: ୫ ଜଣଙ୍କ ଜୀବନ ଗଲା, ୨ ଗୁରୁତର

ନାଳନ୍ଦା,୧୩।୧୧: ବିହାରର ନାଳନ୍ଦାରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଗିରିୟକ ଥାନା ଅଞ୍ଚଳରେ ଏକ ଟ୍ରକ୍‌ ଅଟୋକୁ ଧକ୍କା ଦେବାରୁ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଟ୍ରକ୍‌ଟି ସନ୍ତୁଳନ ହରାଇ…

ଏବେ ବି ଆଇସିୟୁରେ ଅଛନ୍ତି ସୁରସମ୍ରାଜ୍ଞୀ ଲତା ମଙ୍ଗେସ୍‌କର, ଆରୋଗ୍ୟ କାମନା କଲେ ପ୍ରଶଂସକ

ମୁମ୍ବାଇ: ଭାରତରତ୍ନ ତଥା ସୁରସମ୍ରାଜ୍ଞୀ ଲତା ମଙ୍ଗେସକର ଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଧୀରେ ଧୀରେ ସୁଧୁରୁଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ୯୦ ବର୍ଷ ବୟସ୍କ ମଙ୍ଗେସକର ସୋମବାର ବ୍ରିଚ କ୍ୟାଣ୍ଡି…

ଗୁରୁବାର ସାବରିମାଲା ଓ ରାଫାଲର ଚୂଡ଼ାନ୍ତ ରାୟ

ନୂଆଦିଲ୍ଲୀ,୧୩।୧୧: ସୁପ୍ରିମ୍‌କୋର୍ଟ ଗୁରୁବାର ସାବରିମାଲା ଓ ରାଫାଲର ଚୂଡ଼ାନ୍ତ ରାୟ ଦେବେ। ଏହି ଦୁଇ ମାମଲାର ପୁନର୍ବିଚାର ପାଇଁ ଆବେଦନ ଦାଖଲ କରାଯାଇଥିଲା। ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ରାୟ ଦେବେ। ଫ୍ରାନ୍ସର ରାଫାଲ ଯୁଦ୍ଧ…

ଉପନିର୍ବାଚନ ଫଳାଫଳ ପରେ ବହୁମତ ପାଇଁ ୟେଦୁରପ୍ପା ସରକାର ଆବଶ୍ୟକ କରିବେ ୬ ବିଧାୟକଙ୍କ ସମର୍ଥନ

ବେଙ୍ଗାଲୁରୁ,୧୩।୧୧: କର୍ନାଟକର ୧୫ଟି ବିଧାନସଭା ଆସନରେ ଡିସେମ୍ବର ୫ରେ ଉପନିର୍ବାଚନ ହେବ। ସମ୍ପ୍ରତି କର୍ନାଟକରେ ମୋଟ ବିଧାୟକ ସଂଖ୍ୟା ୨୦୭ ରହିଛି। ସରକାର ଗଠନ ପାଇଁ ଆବଶ୍ୟକ କୁହୁକ ସଂଖ୍ୟା ୧୦୪ ଥିବାବେଳେ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁରପ୍ପାଙ୍କ ପାଖରେ ୧୦୬ ବିଧାୟକଙ୍କ ସମର୍ଥନ…

ଅଯୋଗ୍ୟ ଘୋଷିତ ୧୭ ବିଧାୟକ ଲଢ଼ିପାରିବେ ନିର୍ବାଚନ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୩।୧୧: କର୍ନାଟକର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ନିର୍ବାଚନ ଲଢ଼ିପାରିବେ ବୋଲି ବୁଧବାର ସୁପ୍ରିମ୍‌କୋର୍ଟ ରାୟ ଦେଇଛନ୍ତି। ଏହି ଘଟଣାରେ ବାଚସ୍ପତିଙ୍କ ନିଷ୍ପତ୍ତି ଠିକ୍‌ ଥିବା କୋର୍ଟ କହିଛନ୍ତି। ଫଳରେ ଅଯୋଗ୍ୟ ଘୋଷିତ ବିଧାୟକାମାନେ ଆଶ୍ୱସ୍ତ ହୋଇଛନ୍ତି। କୋର୍ଟଙ୍କ ରାୟ ଅନୁସାରେ…

ରାଜୌରୀରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୩।୧୧: ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା ସୃଷ୍ଟି ଲାଗି ପାକିସ୍ତାନ ଲଗାତାର ପ୍ରୟାସ ଜାରି ରଖିଛି। ବୁଧବାର ପାକିସ୍ତାନ ପୁଣି ଥରେ ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଲକ୍ଷ୍ୟ କରି ଭାରତୀୟ ପୋଷ୍ଟଗୁଡିକ ଉପରେ ମୋର୍ଟାର ଶେଲିଂ ମାଡ଼…

୧୮ବର୍ଷ ପରେ ଚପଲ ପିନ୍ଧିବେ ଦେବଦାସ

କିଶନଗଞ୍ଜ,୧୩।୧୧: ବିହାରର କିଶନଗଞ୍ଜର ଦେବଦାସ ଏବେ ୧୮ ବର୍ଷ ପରେ ଚପଲ ପିନ୍ଧିବେ। ରାମମନ୍ଦିର ନିର୍ମାଣ ନହେଲେ ସେ ଚପଲ ପିନ୍ଧିବେନି ବୋଲି ୨୦୦୧ରେ ଶପଥ ନେଇଥିଲେ। ସେହିଦିନଠାରୁ ସେ ବିନା ଚପଲରେ ଯିବା ଆସିବା କରୁଥିଲେ। ଏବେ ସୁପ୍ରିମ୍‌କୋର୍ଟଙ୍କ ରାୟ…

ବେଅନ୍ତ ସିଂଙ୍କ ହତ୍ୟାକାରୀ ଆଶ୍ୱସ୍ତ

ନୂଆଦିଲ୍ଲୀ, ୧୩ା୧୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ବେଅନ୍ତ ସିଂଙ୍କ ହତ୍ୟାକାରୀ ବଲଓ୍ବନ୍ତ ସିଂ ରାଜୋଆନାଙ୍କ ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡାଦେଶରେ ପରିବର୍ତ୍ତିତ କରାଯାଇଛି। ୧୯୯୫ ଅଗଷ୍ଟ ୩୧ରେ ବେଅନ୍ତ ସିଂଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ୨୦୦୭ ଅଗଷ୍ଟ ୧ରେ ପଞ୍ଜାବ…

ଇନ୍‌ଫୋସିସ୍‌ ସିଇଓଙ୍କ ବିରୋଧରେ ଅଭିଯୋଗ

ବେଙ୍ଗାଲୁରୁ, ୧୩ା୧୧(ପି.ଟି.): ଗ୍ଲୋବାଲ ସଫ୍ଟଓ୍ବେର୍‌ ମେଜର ଇନ୍‌ଫୋସିସ୍‌ ଲିମିଟେଡ୍‌ର ସମସ୍ୟା ବଢ଼ିବାରେ ଲାଗିଛି। ପ୍ରଥମ ହ୍ବିସିଲ୍‌ବ୍ଲୋୟରଙ୍କ ଅଭିଯୋଗ ଗତ ଅକ୍ଟୋବର ମାସରେ ସାର୍ବଜନୀନ ହେବା ପରେ ଏବେ ଦ୍ୱିତୀୟ ହ୍ବିସିଲବ୍ଲୋୟରଙ୍କ ଅଭିଯୋଗ ଆସିଛି। ହ୍ବିସିଲ୍‌ବ୍ଲୋୟର କମ୍ପାନୀର ଅର୍ଥ ବିଭାଗରେ କାର୍ଯ୍ୟ କରୁଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri