ରାଗିଗଲେ କୁମାରସ୍ବାମୀ: କହିଲେ, ମୋଦିଙ୍କୁ ଭୋଟ ଦେଇ ମୋତେ ସାହାଯ୍ୟ ମାଗନାହିଁ
ବେଙ୍ଗାଲୁରୁ, ୨୭।୬:କର୍ନାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ରାୟଚୂରରେ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରିବାକୁ ଯାଉଥିବାବେଳେ ବାଟରେ ବିରୋଧ ପ୍ରଦର୍ଶନ କରୁଥିବା କିଛି ଲୋକଙ୍କୁ ଦେଖି ରାଗିଯାଇ ମୋଦିଙ୍କୁ ଭୋଟ ଦେଇ ମୋତେ...
ଅତ୍ୟଧିକ ଶାରୀରିକ ଶ୍ରମ ଭାରତୀୟ ଗ୍ରାମୀଣ ମହିଳାଙ୍କୁ କରୁଛି ରୁଗ୍ଣ: ସର୍ଭେ ରିପୋର୍ଟ
ଲଣ୍ଡନ,୨୭।୬: ଅତ୍ୟଧିକ ଶାରୀରିକ ଶ୍ରମ ଯୋଗୁ ଭାରତୀୟ ଗ୍ରାମୀଣ ମହିଳା ରୁଗ୍ଣ ହେବାରେ ଲାଗିଛନ୍ତି। ଏହା ସହିତ ଉପଯୁକ୍ତ ପୋଷଣର ଅଭାବ ଯୋଗୁ ଏଭଳି ମହିଳାଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବ୍ରିଟେନ୍ର ଇଷ୍ଟ୍ ଏଙ୍ଗ୍ଲିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ...
ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କଲେ ଭାରତୀୟ ଗବେଷକ
ବେଙ୍ଗାଲୁର୍, ୨୭।୬: ଭାରତୀୟ ଗବେଷକ ଆମ୍ବପତ୍ରରୁ କଳଙ୍କି ପ୍ରତିରୋଧୀ ଉତ୍ପାଦ ପ୍ରସ୍ତୁତ କରିଛନ୍ତି। ଏହି ଇକ୍ରୋ-ଫେଣ୍ଡଲି ଉତ୍ପାଦ ଲୁହାରେ କଳଙ୍କି ହେବାକୁ ଦେଇ ନ ଥାଏ ବୋଲି ଗବେଷକ ସୂଚନା ଦେଇଛନ୍ତି। ଥିରୁଭାନନ୍ତପୁରମ୍ ସ୍ଥିତ ରାଷ୍ଟ୍ରୀୟ ଅନ୍ତର୍ବିଷୟୀ ବିଜ୍ଞାନ ତଥା...
ମମତାଙ୍କୁ ସାଥ୍ ଦେବନାହିଁ କଂଗ୍ରେସ-ସିପିଏମ୍
କୋଲକାତା, ୨୭।୬: ପଶ୍ଚିମବଙ୍ଗରେ ଭାଜପାକୁ ମାତ୍ ଦେବା ପାଇଁ ମମତା ବିପକ୍ଷ ଦଳର ସହଯୋଗ ଲୋଡିଛନ୍ତି। କିନ୍ତୁ କଂଗ୍ରେସ ଏବଂ ସିପିଏମ୍ ଏଥିରେ ମମତାଙ୍କୁ ସହଯୋଗ କରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ପଶ୍ଚିମବଙ୍ଗ ବିଧାନସଭାରେ ରାଜ୍ୟପାଳ କେଶରୀ ନାଥ...
ଜେଲରେ କଏଦୀଙ୍କ ହାତରେ ବନ୍ଧୁକ: କହିଲେ କିଛି ବିଗାଡି ପାରିବେନି ଯୋଗୀ ସରକାର
ଉନ୍ନାଓ,୨୭।୬: ଉତ୍ତର ପ୍ରଦେଶର ଉନ୍ନାଓ ଜେଲରେ ଅପରାଧିମାନେ ହାତରେ ବନ୍ଧୁକ ଧରିଥିବାର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ସାମ୍ନାକୁ ଆସିବା ପରେ ଜିଲା ମାଜିଷ୍ଟ୍ରେଟ ଜେଲ ଅଧିକ୍ଷକଙ୍କଠାରୁ ଏହାକୁ ନେଇ ରିପୋର୍ଟ ମାଗିଥିଲେ। ତେବେ...
ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍: ଜଣେ ମୃତ
ଶ୍ରୀନଗର,୨୭।୬: ଜମ୍ମୁ-କଶ୍ମୀରରେ ଦୁଇ ଆତଙ୍କବାଦୀ ସଂଗଠନ ମଧ୍ୟରେ ଗ୍ୟାଙ୍ଗଓ୍ବାର୍ ହୋଇଛି। ଅସ୍ତ୍ରଶସ୍ତ୍ର ଭାଗବଣ୍ଟାକୁ ନେଇ ଏପରି ହୋଇଥିବା କୁହାଯାଉଛି। ସ୍ଥାନୀୟ ବାଘମା ବିଜ୍ବେହାରଠାରେ ହିଜ୍ବୁଲ୍ ମୁଜାହିଦ୍ଦିନ୍ର ୫ରୁ ୬ ଜଣ ଏବଂ ଅସାଂର୍ ଗଜବନ୍ ଉଲ୍ ହିନ୍ଦ୍ ଆତଙ୍କବାଦୀ ସଂଗଠନର...
ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟ ନ ପହଞ୍ଚିଲେ କଟିବ ଦରମା
ଲକ୍ଷ୍ନୌ,୨୭।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରୀ କର୍ମଚାରୀଙ୍କ ପାଇଁ କଡାକଡି ନିୟମ କରିଛନ୍ତି। ସକାଳ ୯ଟା ସୁଦ୍ଧା ଯେଉଁ କର୍ମଚାରୀମାନେ କାର୍ଯ୍ୟଳୟରେ ଉପସ୍ଥିତ ନ ରହିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କେବଳ ସେତିକି...
ତେଜ ପ୍ରତାପ ଗଢିବେ ‘ତେଜ ସେନା’
ପାଟନା,୨୭।୬: ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ଯାଦବ ଏବେ ପୁଣି ଥରେ ଆସିଛନ୍ତି ଚର୍ଚ୍ଚାକୁ। କିଛିଦିନ ହେବ ଚର୍ଚ୍ଚାରେ ଥିବା ତେଜ ପ୍ରତାପ ଏବେ ଏକ ନୂଆଦଳ ଗଢିବେ ବୋଲି...
ଗୋଦ୍ରେଜ୍ ପରିବାରରେ ହେବ ସମ୍ପତ୍ତି ଭାଗବଣ୍ଟା: ୨୦ ହଜାର କୋଟି ଜମି ବିବାଦ
ନୂଆଦିଲ୍ଲୀ,୨୭।୬: ଦେଶର ଜଣାଶୁଣା ଶିଳ୍ପପତି ଗୋଦ୍ରେଜ୍ ପରିବାରରେ ଖୁବ୍ଶୀଘ୍ର ସମ୍ପତ୍ତି ଭାଗବଣ୍ଟା କରାଯିବ। ପରିବାରରେ ୨୦ ହଜାର କୋଟି ଟଙ୍କାର ଜମି ନେଇ ବିବାଦ ସୃଷ୍ଟି ହୋଇଥିବା କୁହାଯାଉଛି। ମୁମ୍ବାଇର ସର୍ବାଧିକ ଜମି ଏହି ଶିଳ୍ପପତି ପରିବାର ପାଖରେ ରହିଛି।...
ସ୍ପଷ୍ଟଦିବାଲୋକରେ କଂଗ୍ରେସ ପ୍ରବକ୍ତାଙ୍କୁ ଗୁଳି କରି ହତ୍ୟା: ୧୦ ଗୁଳି ମାଡ଼
ଚଣ୍ଡିଗଡ଼,୨୭।୬: ହରିୟାଣାରେ ଜଣେ କଂଗ୍ରେସ ପ୍ରବକ୍ତାଙ୍କୁ ଗୁରୁବାର ସ୍ପଷ୍ଟଦିବାଲୋକରେ ଗୁଳି କରି ହତ୍ୟା କରାଯାଇଛି। ସ୍ଥାନୀୟ ଫରଦାବାଦ୍ର ସେକ୍ଟର-୯ଠାରେ କଂଗ୍ରେସ ପ୍ରଦେଶ ପ୍ରବକ୍ତା ବିକାଶ ଚୌଧୁରୀ କାରରେ ଯାଉଥିବାବେଳେ ତାଙ୍କ ଉପରକୁ ୧୦ଟି ଗୁଳିମାଡ଼ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ...
ପାକିସ୍ତାନରେ ଆତଙ୍କବାଦୀଙ୍କୁ ମିଳିଛି ସରକାରୀ ସୁରକ୍ଷା: ଜୟଶଙ୍କର
ନୂଆଦିଲ୍ଲୀ,୨୭।୬: ପାକିସ୍ତାନରେ ଆତଙ୍କବାଦୀଙ୍କୁ ସରକାରୀ ସୁରକ୍ଷା ମିଳିଛି। ବ୍ରିଟେନ୍-ଭାରତ ପ୍ରତିନିଧିସ୍ତରୀୟ ସମ୍ମିଳନୀରେ ବର୍ହିବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଏହା କହିଛନ୍ତି। ଭାରତର ପଡ଼ୋଶୀ ରାଷ୍ଟ୍ରରେ ଆତଙ୍କବାଦୀ ଏକ ଶିଳ୍ପସଂସ୍ଥା ଭାବେ କାୟା ବିସ୍ତାର କରୁଥିଲେ ମଧ୍ୟ ସରକାର ଏନେଇ କୌଣସି...
ପୋଲିସ ଭ୍ୟାନ ଉପରେ ଷ୍ଟଣ୍ଟ କରୁଥିବା ଯୁବକଙ୍କ ଭିଡିଓ ଭାଇରାଲ
ନୂଆଦିଲ୍ଲୀ,୨୭।୬: ସୋସିଆଲ ମିଡିଆରେ ଏବେ ଦିଲ୍ଲୀ ପୋଲିସର ଏସ୍ୟୁଭି ଭ୍ୟାନ ଉପରେ ଜଣେ ଯୁବକ ଷ୍ଟଣ୍ଟ କରୁଥିବାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହା ଏକ ଟିକ୍ ଟକ୍ ଭିଡିଓ ବୋଲି କୁହାଯାଉଛି। ତେବେ ଗାଡ଼ି ସାମ୍ନାରେ ବୋଲ୍ଡ ଅକ୍ଷରରେ...
Archives


