ପରପାରିରେ ‘ଶୋଲେ’ର କାଲିଆ
ମୁମ୍ବାଇ,୩୦।୯: ‘ଶୋଲେ’ ଫିଲ୍ମରେ କାଲିଆ ଭୂମିକାରେ ଅଭିନୟ କରି ଖ୍ୟାତି ହାସଲ କରିଥିବା ଅଭିନେତା ବିଜୁ ଖୋଟେଙ୍କର ସୋମବାର ୭୮ ବର୍ଷରେ ପରଲୋକ ହୋଇଛି। ଦୀର୍ଘ ଦିନ ଧରି ସେ ରୋଗଗ୍ରସ୍ତ ଥିଲେ। ସେ ୧୯୪୧ ଡିସେମ୍ବର ୧୭ରେ ମୁମ୍ବାଇଠାରେ ଜନ୍ମଗ୍ରହଣ…
ପଣ୍ଡିତ ଯଶରାଜଙ୍କ ନାଁରେ କ୍ଷୁଦ୍ର ଗ୍ରହ
ନୂଆଦିଲ୍ଲୀ,୩୦ା୯ :ମଙ୍ଗଳ ଓ ବୃହସ୍ପତି ମଧ୍ୟରେ ଥିବା ଏକ କ୍ଷୁଦ୍ର ଗ୍ରହକୁ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତକାର ପଣ୍ଡିତ ଯଶରାଜଙ୍କ ନାଁରେ ନାମିତ କରାଯାଇଛି। ଅନ୍ତର୍ଜାତୀୟ ମହାକାଶ ବିଜ୍ଞାନ ସଂଘ (ଆଇଏୟୁ) ଏଭଳି ନାମକରଣ ନିଷ୍ପତ୍ତି ନେଇଛି। ୨୦୦୬ ନଭେମ୍ବର ୧୧ରେ ଏହି…
ବେଅନ୍ତ ସିଂ ହତ୍ୟାକାରୀଙ୍କ ଦଣ୍ଡ କୋହଳ
ନୂଆଦିଲ୍ଲୀ,୩୦ା୯(ପି.ଟି.): ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ବେଅନ୍ତ ସିଂ ହତ୍ୟା ମାମଲାରେ ଦୋଷୀସାବ୍ୟସ୍ତ ବଲଓ୍ବନ୍ତ ସିଂ ରାଜୋଆନାଙ୍କ ମୃତ୍ୟୁଦଣ୍ଡକୁ ଆଜୀବନ କାରାଦଣ୍ଡକୁ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ଖୁବ୍ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଜଣେ ଅଧିକାରୀ…
୧୦୦ ବିଲିୟନ ଡଲାର ନିବେଶ କରିବ ସୌଦି
ନୂଆଦିଲ୍ଲୀ,୩୦ା୯(ପି.ଟି.): ବିଶ୍ୱର ସର୍ବବୃହତ ତୈଳ ରପ୍ତାନିକାରୀ ରାଷ୍ଟ୍ର ସୌଦି ଆରବ ଭାରତର ପେଟ୍ରୋକେମିକାଲ, ଭିତ୍ତିଭୂମି ଓ ଖଣି ସେକ୍ଟରରେ ୧୦୦ ବିଲିୟନ ଡଲାର ପୁଞ୍ଜିନିବେଶ କରିବାକୁ ମନସ୍ଥ କରିଛି। ସୌଦି ପାଇଁ ଭାରତ ପୁଞ୍ଜି ବିନିଯୋଗର ଆକର୍ଷଣୀୟ ସ୍ଥାନ ବୋଲି ସୌଦି…
ପ୍ଲାଷ୍ଟିକ୍ ମୁକ୍ତ ଭାରତ ପାଇଁ ଶପଥ ନେବା
ନୂଆଦିଲ୍ଲୀ,୩୦ା୯(ପି.ଟି.): ସ୍ବଚ୍ଛ ଭାରତ ଅଭିଯାନ, ଫିଟ୍ ଇଣ୍ଡିଆ ମୁଭ୍ମେଣ୍ଟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତରେ ପ୍ଲଗିଙ୍ଗ୍ ଅଭିଯାନ ଆରମ୍ଭ କରିବା ଲାଗି ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍ କୀ ବାତ୍’ରେ କହିଛନ୍ତି। ଭାରତର ପ୍ରଥମ ପ୍ଲଗର ରିପୁଦମନ…
ଭାଜପା ସହ ମେଣ୍ଟ ପରେ ଇସିଙ୍କ ଶୁଭଦୃଷ୍ଟି: ନିର୍ବାଚନ ଲଢ଼ିପାରିବେ ସିକିମ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୩୦ା୯(ପି.ଟି.): ଉପନିର୍ବାଚନ ପୂର୍ବରୁ ସିକିମ ମୁଖ୍ୟମନ୍ତ୍ରୀ ପ୍ରେମ୍ ସିଂ ତମାଙ୍ଗ୍ଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ନିର୍ବାଚନ କମିଶନ (ଇସି) ରବିବାର ତାଙ୍କର ଅଯୋଗ୍ୟତା ଅବଧିକୁ ୫ ବର୍ଷ କମାଇ ଦେଇଛନ୍ତି। ଫଳରେ ସେ ଏବେ ମୁଖ୍ୟମନ୍ତ୍ରୀ ପଦ ବଜାୟ ରଖିବା ପାଇଁ…
ଗାନ୍ଧୀ ଜୟନ୍ତୀରେ ମୁକୁଳିବେ ୬୦୦ ବନ୍ଦୀ
ନୂଆଦିଲ୍ଲୀ,୩୦ା୯(ପି.ଟି.): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଅକ୍ଟୋବର ୨ରେ ବିଭିନ୍ନ ଜେଲରେ ଥିବା ପାଖାପାଖି ୬୦୦ ବନ୍ଦୀଙ୍କୁ ମୁକ୍ତକରିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାର ଓ କେନ୍ଦ୍ରଶାସିତ ଅଞ୍ଚଳ ପ୍ରଶାସନ ସହଯୋଗରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ବନ୍ଦୀମାନଙ୍କ ତାଲିକା…
୫୧ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ
ନୂଆଦିଲ୍ଲୀ/ମୁମ୍ବାଇ,୩୦ା୯(ପି.ଟି.): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ରବିବାର ପ୍ରଥମ ପର୍ଯ୍ୟାୟରେ ୫୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚଭନଙ୍କୁ ଭୋକାର ଆସନରୁ ପ୍ରାର୍ଥୀ କରାଯାଇଥିବାବେଳେ ଦଳର ରାଜ୍ୟ ସଭାପତି ବିଜୟ ଓରଫ ବାଲାସାହେବ ଥୋରାଟ…
ଓ୍ବର୍ଲିରୁ ଲଢ଼ିବେ ଆଦିତ୍ୟ
ମୁମ୍ବାଇ,୩୦ା୯: ମହାରାଷ୍ଟ୍ର ବିଧାନସଭା ଲାଗି ଭାଜପା-ଶିବସେନା ମଧ୍ୟରେ ଆସନ ବୁଝାମଣା ଚୂଡାନ୍ତ ହୋଇ ନ ଥିବାବେଳେ ଶିବସେନା ପକ୍ଷରୁ ଟିକେଟ ବଣ୍ଟନ ଆରମ୍ଭ ହୋଇଯାଇଛି। ଦଳର ମୁଖ୍ୟ ଉଦ୍ଧବ ଠାକ୍ରେଙ୍କ ପୁଅ ଆଦିତ୍ୟଙ୍କୁ ମୁମ୍ବାଇର ଓ୍ବର୍ଲି ଆସନରୁ ପ୍ରାର୍ଥୀ କରାଯାଇଛି। ଫଳରେ…
ନେହେରୁଙ୍କ ଉପରେ ବର୍ଷିଲେ ଅମିତ୍ ଶାହ: କଶ୍ମୀର ପାଇଁ ଜାତିସଂଘ ଯିବା ବଡ଼ ଭୁଲ୍
ନୂଆଦିଲ୍ଲୀ,୩୦ା୯(ପି.ଟି.): ୧୯୪୮ରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁ କଶ୍ମୀର ପ୍ରସଙ୍ଗକୁ ନେଇ ଜାତିସଂଘ ଯିବା ହିମାଳୟ ଭଳି ବଡ଼ ଭୁଲ୍ ଥିଲା ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ସମାଲୋଚନା କରିଛନ୍ତି। କଶ୍ମୀର ଉପତ୍ୟକାରେ ଆଉ କଟକଣା ନାହିଁ। ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ…
ବିହାରରେ ପ୍ରବଳ ବର୍ଷା: ୨୫ ମୃତ
ପାଟନା,୩୦ା୯: ବିହାରରେ କ୍ରମାଗତ ୩ ଦିନ ଲଗାଣ ବର୍ଷା ଫଳରେ ରାଜଧାନୀ ପାଟନା ସମେତ ବିଭିନ୍ନ ଜଲାରେ ବନ୍ୟା ଭଳି ସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଯୋଗୁ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣଙ୍କ ମୃତ୍ୟୁ ଘଟିଛି। ଭାଗଲପୁର…
ହାର୍ଟ ଆଟାକ୍ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…
ବ୍ୟସ୍ତ ବହୁଳ ଜୀବନରେ ଏବେ କେତେକଙ୍କଠାରେ ଉଚ୍ଚ ରକ୍ତଚାପ ଦେଖାଯାଉଛି। ତେବେ ଏହାକୁ ସହଜରେ ଦୂରେଇ ହେବ। ଆୟୁର୍ବେଦରେ ଉଲ୍ଲେଖ ରହିଛି ପ୍ରତିଦିନ ସକାଳେ ଚାମୁଚେ ଦହି ଖାଇଲେ ଉଚ୍ଚ ରକ୍ତଚାପ ସ୍ବାଭାବିକ ହୋଇଥାଏ। ଦହିରେ କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍, ପୋଟାସିୟମ୍, ଭିଟାମିନ୍…
Archives


