ଜାତୀୟ

ଘରେ ଘରେ ଖାଦ୍ୟ ପହଞ୍ଚାଉଥିବା ଏହି ମହିଳା ଲଢିବେ ନିର୍ବାଚନ

ମାଙ୍ଗାଲୋର,୧୧।୧୧: କର୍ନାଟକର ଏକ ଖାଦ୍ୟ କମ୍ପାନୀ ପାଇଁ କାର୍ଯ୍ୟ କରୁଥିବା ଜଣେ ମହିଳା ଏବେ ଲଢିବେ ନିର୍ବାଚନ। ମେଘନା ଦାସ ନାମକ ଏହି ମହିଳା ଜଣଙ୍କ କଂଗ୍ରେସ ଟିକେଟରେ ମାଙ୍ଗାଲୋର ସିଟି କର୍ପୋରେଶନ ନିର୍ବାଚନ ଲଢିବେ ବୋଲି ଜଣାପଡିଛି। ଘରେ ଘରେ…

୧୦ ଜନପଥ ଉପରେ ସମସ୍ତଙ୍କ ନଜର: ସନ୍ଧ୍ୟାରେ ହେବ ବୈଠକ

ନୂଆଦିଲ୍ଲୀ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଏବେ ପାଗ ଭିଡୁଥିବା ବେଳେ ସୋମବାର ସନ୍ଧ୍ୟା ସୁଦ୍ଧା ତାକୁ ବହୁମତ ସାବ୍ୟସ୍ତ କରିବାକୁ ସମୟ ଦିଆଯାଇଛି। ଏବେ କିନ୍ତୁ କଂଗ୍ରେସ ବିନା ଶିବସେନା ସରକାର ଗଠନ କରିବା ଅସମ୍ଭବ ଥିବାରୁ ସେ…

ଦୁଇ ଟ୍ରେନ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା: ଉଦ୍ଧାର କାର୍ଯ୍ୟ ଜାରି

ହାଇଦ୍ରାବାଦ୍‌,୧୧।୧୧: ହାଇଦ୍ରାବାଦ୍‌ରେ ଦୁଇ ଟ୍ରେନ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ସ୍ଥାନୀୟ କାଚିଗୁଡ଼ା ରେଳ ଷ୍ଟେଶନ ନିକଟରେ ଏହି ଦୁର୍ଘଟଣା ହୋଇଥିବା ରେଳ ବିଭାଗ ପକ୍ଷରୁ କୁହାଯାଇଛି। ଖବର ପାଇ ରେଳ ବିଭାଗ ଉଚ୍ଚ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି। ଉଦ୍ଧାର…

ବେଙ୍ଗାଲୁରୁ ରେଳ ପ୍ରୋଜେକ୍ଟ ଉଦ୍‌ଘାଟନ କଲେ ଶ୍ରମିକଙ୍କ ଝିଅ

ବେଙ୍ଗାଲୁରୁ,୧୧।୧୧: ବେଙ୍ଗାଲୁରୁରେ ଏକ ନିଆରା ଉଦାହରଣ ଦେଖିବାକୁ ମିଳିଛି। ଦକ୍ଷିଣ-ପଶ୍ଚିମ ରେଳ ବିଭାଗ ଦ୍ୱାରା ଏକ ପ୍ରୋଜେକ୍ଟ ଉଦ୍‌ଘାଟନ କରାଯାଇଥିଲା। ଯାହାକୁ ମନ୍ତ୍ରୀ, ଅଧିକାରୀ କି କୌଣସି ସେଲିବ୍ରିଟି ନୁହେଁ, ଜଣେ ଶ୍ରମିକଙ୍କ ଝିଅ ଏହାକୁ ଉଦଘାଟନ କରିଥିଲେ। ବେଙ୍ଗାଲୁରୁ ସେଣ୍ଟ୍ରାଲ୍‌…

ବିମାନରେ ଜନ୍ମଦିନ ପାଳିଲେ ତେଜସ୍ବି: ଫଟୋ ଭାଇରାଲ

ପାଟନା,୧୧।୧୧: ବିହାରର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତେଜସ୍ବି ଯାଦବ ଏକ ଚାର୍ଟର୍ଡ ବିମାନରେ ଜନ୍ମଦିନ ପାଳିବାର କିଛି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଶନିବାର ତାଙ୍କର ଜନ୍ମଦିନ ଥିବା ବେଳେ…

୩ ମାସ ପରେ ଜମ୍ମୁ-କଶ୍ମୀରରେ ଆରମ୍ଭ ହେଲା ରେଳ ସେବା

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରରେ ୩ ମାସ ପରେ ରେଳ ସେବା ସୋମବାରଠାରୁ ଆରମ୍ଭ ହୋଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏଠାରେ ଅଗଷ୍ଟ ୫ଠାରୁ ଉତ୍ତର କଶ୍ମୀରର ବାରମୁଳାରୁ ଦକ୍ଷିଣ କଶ୍ମୀରର ବନିହାଲ ପର୍ଯ୍ୟନ୍ତ ରେଳ ସେବାକୁ ସୁରକ୍ଷା ଦୃଷ୍ଟିରୁ ବନ୍ଦ କରାଯାଇଥିଲା।…

ଦିଲ୍ଲୀର ପ୍ରଦୂଷଣ ପାଇଁ ବାତିଲ ହେଲା ଫିଲ୍ମ ଦୋସ୍ତାନା-୨ର ଶୁଟିଂ

ନୂଆଦିଲ୍ଲୀ,୧୧।୧୧: ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ପାଇଁ ସାଧାରଣ ଜନତାଙ୍କ ସହ ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ଅସ୍ତବ୍ୟସ୍ତ ହୋଇପଡ଼ିଲେଣି। ଏଥିପାଇଁ ଦିଲ୍ଲୀରେ ହେବାକୁ ଥିବା ବଲିଉଡ୍‌ ଫିଲ୍ମର ଶୁଟିଂକୁ ଗୋଟିଏ ପରେ ଗୋଟିଏ ବାତିଲ କରାଯାଇ ଆଗକୁ ତାରିଖ ବଢ଼ାଇ ଦିଆଯାଇଛି।…

ଜେଏନ୍‌ୟୁ ଦୀକ୍ଷାନ୍ତ ସମାରୋହ: ଫି ବୃଦ୍ଧି ନେଇ ଶିକ୍ଷାର୍ଥୀଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୧୧।୧୧: ଜେଏନ୍‌ୟୁର ଦୀକ୍ଷାନ୍ତ ସମାରୋହ ସୋମବାର ସମ୍ପନ୍ନ ହୋଇଛି। ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ ବାହାରେ ଶିକ୍ଷାର୍ଥୀ ହଷ୍ଟେଲ୍‌ ଫି ବୃଦ୍ଧି ଏବଂ ଡ୍ରେସ୍‌ କୋଡ୍‌ ନେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦୀକ୍ଷାନ୍ତ ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ଏବଂ ମାନବ ସମ୍ବଳ ବିକାଶ…

ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ପାଇଁ ଷଡଯନ୍ତ୍ର କରୁଛି ଭାଜପା: ଶିବସେନା

ମୁମ୍ବାଇ,୧୧।୧୧: ମହାରାଷ୍ଟ୍ର ବିଧାନସଭାକୁ ନେଇ ଏବେ ସବୁଠି ଚର୍ଚ୍ଚା। କୌଣସି ଦଳ ନିକଟରେ ସଂଖ୍ୟା ଗରିଷ୍ଠତା ନ ଥିବା ବେଳେ କିଛି ଦଳ ମେଣ୍ଟରେ ହିଁ ସରକାର ଗଠନ କରାଯିବ। ପ୍ରଥମେ ଭାଜପା ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇ ସରକାର…

ଅଯୋଧ୍ୟାର ଶହନଓ୍ବାଁ ଗାଁରେ ମସଜିଦ୍‌ ନିର୍ମାଣ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୧: ସୁନ୍ନୀ ଓ୍ବାକଫ୍‌ ବୋର୍ଡକୁ ମସଜିଦ୍‌ ନିର୍ମାଣ ପାଇଁ ଅଯୋଧ୍ୟାରେ ୫ ଏକର ଜମି ଯୋଗାଇ ଦେବାକୁ ସୁପ୍ରିମ୍‌କୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ଜମି ୧୪ କୋସୀ ପରିକ୍ରମା କ୍ଷେତ୍ର ବାହାରେ ଶହନଓ୍ବାଁ ଗାଁରେ ଦେବାକୁ ନେଇ ଏବେ…

ଟି.ଏନ୍‌. ଶେଷାନଙ୍କ ପରଲୋକରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୧।୧୧: ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର ଟି.ଏନ୍‌. ଶେଷାନଙ୍କ ରବିବାର ଚେନ୍ନାଇଠାରେ ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ସମୟରେ ତାଙ୍କୁ ୮୭ ବର୍ଷ ହୋଇଥିଲା। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ଶୋକପ୍ରକାଶ କରିଛନ୍ତି। ସେ ଟୁଇଟରେ ଲେଖିଛନ୍ତି,…

ଭାଜପାର ଅହଂକାର ମହାରାଷ୍ଟ୍ର ଜନତାଙ୍କ ପ୍ରତି ଅପମାନ: ସଞ୍ଜୟ

ମୁମ୍ବାଇ,୧୧।୧୧: ମହାରାଷ୍ଟ୍ରରେ ଭାଜପା-ଶିବସେନା ମଧ୍ୟରେ ଚାଲିଥିବା ତୁତୁମେମେ ଥମିବାର ନାଁ ନେଉନାହିଁ। ରବିବାର ସରକାର ଗଠନ କରିବାକୁ ଭାଜପା ମନା କରିବା ପରେ ସୋମବାର ଶିବସେନା ନେତା ସଞ୍ଜୟ ରାଉତ ପୁଣିଥରେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ସରକାର ଗଠନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri