ଜାତୀୟ

ଲିଚୁ ଯୋଗୁ ହୋଇନି ମସ୍ତିଷ୍କ ଜ୍ୱର: ଗବେଷକଙ୍କ ମତ

ନୂଆଦିଲ୍ଲୀ,୨୫।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣା ପାଇଁ କେତେକ ଲିଚୁକୁ ଦାୟୀ କରିଥିଲେ। ତେବେ ଏଥି ପାଇଁ ଲିଚୁର କୌଣସି ସମ୍ପର୍କ ନାହିଁ ବୋଲି କେତେକ ଗବେଷକଙ୍କ ମତ ଦେଇଛନ୍ତି। ଏନେଇ ନ୍ୟାସନାଲ୍‌ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ...

୪ ସନ୍ଦିଗ୍ଧ ଆଇଏସ୍‌ ଆତଙ୍କବାଦୀ ଗିରଫ

କୋଲକତା,୨୫।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମି ନ ଥିବାବେଳେ ଏବେ ଏଠାରେ ଆତଙ୍କବାଦୀ କାର୍ଯ୍ୟକଳାପ ବୃଦ୍ଧି ପାଉଥିବା କୁହାଯାଉଛି। ସ୍ପେଶାଲ ଟ୍ୟାକ୍ସ୍‌ ଫୋର୍ସ ପକ୍ଷରୁ କୋଲକତାର ସିଆଲଦା ରେଳ ଷ୍ଟେଶନର ପାର୍କିଂ ଅଞ୍ଚଳରେ ଚଢ଼ାଉ କରାଯାଇ ୪ ସନ୍ଦିଗ୍ଧଙ୍କୁ ଗିରଫ...

ଗତ ୫ ବର୍ଷ ଧରି ଦେଶରେ ମୋଦି ସରକାର ଲାଗୁ କରିଛନ୍ତି ସୁପର ଏମରଜେନ୍ସି: ମମତା ବାନାର୍ଜୀ

କୋଲକତା,୨୫।୬: ଆଜିକୁ ୪୪ ବର୍ଷ ତଳେ ୧୯୭୫ ଜୁନ୍‌ ୨୫ ମଧ୍ୟରାତ୍ରରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଦ୍ୱାରା ଦେଶରେ ଏମରଜେନ୍ସି ବା ଜରୁରୀକାଳୀନ ପରିସ୍ଥିତି ଜାରି ହୋଇଥିଲା। ଏ ସମ୍ପର୍କରେ ଜୁନ୍‌ ୨୬ ସକାଳେ ରେଡିଓରେ ଇନ୍ଦିରା ଦେଶବାସୀଙ୍କୁ...

ଆକ୍ସନ ମୁଡ୍‌ରେ ରାହୁଲ: ଏବେବି ଅଧ୍ୟକ୍ଷ ପଦକୁ ନେଇ ଅନିଶ୍ଚିତତା

ନୂଆଦିଲ୍ଲୀ,୨୫।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ଆକ୍ସନ ମୋଡରେ ବୋଲି କୁହାଯାଉଛି। ଲୋକ ସଭା ନିର୍ବାଚନରେ ହାରିବା ପରେ ଏବେ ପୁଣି ଥରେ ସଙ୍ଗଠନକୁ ଦୃଢ କରିବାକୁ ଲାଗି ପଡିଥିବା କୁହାଯାଉଛି। ପୂର୍ବରୁ ଅଧ୍ୟକ୍ଷ ପଦରୁ ଇସ୍ତଫା...

ପୁଣି ଚର୍ଚ୍ଚାକୁ ଆସିଲେ ହଳଦିଆ ଶାଢି ପିନ୍ଧା ମହିଳା: ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୫।୬: ଲୋକ ସଭା ନିର୍ବାଚନ ସମୟରେ ସୋସିଆଲ ମିଡିଆ ସେନସେଶନ ପାଲଟିଥିବା ପିଡବ୍ଲୁଡି ଅଧିକାରୀ ରୀନା ଦ୍ୱିବେଦୀ ଏବେ ପୁଣି ଚର୍ଚ୍ଚାରେ। ଏଥର ତାଙ୍କ ଫଟୋ ନୁହେଁ ଟିକ୍‌ ଟକ୍‌ ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓରେ ରୀନା ଡ୍ୟାନ୍ସ...

ରାମ ରହିମଙ୍କୁ ପାରୋଲରେ ଆଣିବାକୁ ଚାହୁଁଛନ୍ତି ହରିୟାଣା ସରକାର

ଚଣ୍ଡିଗଡ଼,୨୫।୬: ବଳାତ୍କାର ମାମଲାରେ ଜେଲରେ ସଜ୍ଜା କାଟୁଥିବା ଆତ୍ମଘୋଷିତ ବାବା ରାମ ରହିମ ସିଂ ପାରୋଲରେ ଆସିବାକୁ ଯେତିକି ବ୍ୟଗ୍ର ତାଙ୍କୁ ବାହାରକୁ ଆଣିବାକୁ ହରିୟାଣା ସରକାର କୁଆଡେ ସେତିକି ବ୍ୟଗ୍ର ବୋଲି ବିଶେଷ ସୂତ୍ରରୁ ଜଣାପଡିଛି। ଏଥିପାଇଁ ହରିୟାଣା...

ପିଲାଙ୍କ ସ୍କୁଲ ବ୍ୟାଗରେ ଚାଉଳ ଭର୍ତ୍ତି କରି ଅଡୁଆରେ ଶିକ୍ଷକ

ହୋଲି(ଚମ୍ବା),୨୫।୬: ହିମାଚଳ ପ୍ରଦେଶର ଚମ୍ବା ଜିଲାରେ ଥିବା ଏକ ସରକାରୀ ସ୍କୁଲରେ ପିଲାମାନଙ୍କ ବ୍ୟାଗରୁ ବହି ଖାତା କାଢି ଚାଉଳ ଭର୍ତ୍ତି କରିବା ଜଣେ ଶିକ୍ଷକଙ୍କୁ ମହଙ୍ଗା ପଡିଛି। ଭରମୋର ଅଞ୍ଚଳର ଏକ ପ୍ରାଇମେରୀ ସ୍କୁଲରେ ପିଲାମାନଙ୍କ ବ୍ୟାଗରେ ମଧ୍ୟାହ୍ନ...

ଜୟଶଙ୍କର ଭାଜପା ରାଜ୍ୟ ସଭା ପ୍ରାର୍ଥୀ

ନୂଆଦିଲ୍ଲୀ,୨୫।୬ପି.ଟି.): ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସୋମବାର ଭାଜପାରେ ବିଧିବଦ୍ଧ ଭାବେ ସାମିଲ ହେବାର କିଛି ସମୟ ପରେ ତାଙ୍କୁ ଗୁଜରାଟରୁ ରାଜ୍ୟ ସଭା ପ୍ରାର୍ଥୀ କରାଯାଇଛି। ଗୁଜରାଟରେ ଖାଲି ପଡିଥିବା ୨ଟି ରାଜ୍ୟ ସଭା ଆସନ ଲାଗି ଜୁଲାଇ...

ସବୁ ନିର୍ବାଚନ ଏକାକୀ ଲଢ଼ିବୁ: ମାୟାବତୀ

ନୂଆଦିଲ୍ଲୀ, ୨୫।୬: ଛୋଟ ହେଉ କି ବଡ଼, ଏଥର ସବୁ ନିର୍ବାଚନ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଏକାକୀ ଲଢ଼ିବ ବୋଲି ଏହାର ସୁପ୍ରିମୋ ମାୟାବତୀ ସୋମବାର କହିଛନ୍ତି। ଏସ୍‌ପି ସହ ଆଉ କଦାପି ମେଣ୍ଟ ହେବନାହିଁ ବୋଲି ସେ...

ଝାଡ଼ଖଣ୍ଡ ଭିଡ଼ହତ୍ୟା ମାମଲା: ୫ ଗିରଫ, ୨ ପୋଲିସ ନିଲମ୍ବିତ

ରାଞ୍ଚତ୍,୨୫।୬: ମୋଟରସାଇକେଲ ଚୋରି ଅଭିଯୋଗରେ ଝାଡଖଣ୍ଡର ଷଢ଼େଇକଳା ଖରସୁଆଁ ଅଞ୍ଚଳରେ ଜଣେ ମୁସଲିମ୍‌ ଯୁବକଙ୍କୁ ଉତ୍ତ୍ୟକ୍ତ ଲୋକେ ପିଟି ମାରିଦେବା ଘଟଣାରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି। ଏହି ସମ୍ବେଦନଶୀଳ ଘଟଣା ସାରା ଦେଶରେ ଆଲୋଡନ ସୃଷ୍ଟି କରିଥିବାବେଳେ...

ଲୋକ ସଭାରେ ଆଧାର ବିଲ୍‌ ଆଗତ

ନୂଆଦିଲ୍ଲୀ,୨୫।୬(ପି.ଟି.)-ବ୍ୟାଙ୍କରେ ଆକାଉଣ୍ଟ ଖୋଲିବା ଓ ମୋବାଇଲ ସିମ୍‌ କାର୍ଡ ପାଇଁ ଆଧାରକୁ ସ୍ବେଚ୍ଛାକୃତ ଭାବେ ପରିଚୟ ପ୍ରମାଣ ଭାବେ ବ୍ୟବହାର କରିବା ନିମନ୍ତେ ଏକ ବିଲ୍‌ ସୋମବାର ଲୋକ ସଭାରେ ଆଗତ ହୋଇଛି। ଗତ ମାର୍ଚ୍ଚରେ ଜାରି ହୋଇଥିବା ଅଧ୍ୟାଦେଶ...

ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହେଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୬: ବୈଦେଶିକ ସଚିବରୁ ବୈଦେଶିକ ମନ୍ତ୍ରୀ ହୋଇଥିବା ସୁବ୍ରମଣ୍ୟମ ଜୟଶଙ୍କର ସୋମବାର ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହୋଇଛନ୍ତି। ଜୟଶଙ୍କର ସଂସଦ ଭବନରେ ଅନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହେବା କେବଳ ଏକ ଆନୁଷ୍ଠାନିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri