ଜାତୀୟ

ମାନ୍ଦାବସ୍ଥା ଦୂର ପାଇଁ ସୀତାରାମନ୍‌ଙ୍କ ଘୋଷଣା: ଋଣମେଳାରେ ସାମିଲ ହେବେ ଘରୋଇ ବ୍ୟାଙ୍କ

ନୂଆଦିଲ୍ଲୀ,୨୭।୯:ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର ଘରୋଇ ବ୍ୟାଙ୍କ,ଏନ୍‌ବିଏଫ୍‌ସି ଓ ହାଉସିଂ ଫାଇନାନ୍ସ କମ୍ପାନୀ ମୁଖ୍ୟମାନଙ୍କ ସହ ବୈଠକରେ ବସି ଋଣ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଭଳି ଘରୋଇ କ୍ଷେତ୍ରର ବ୍ୟାଙ୍କଗୁଡ଼ିକ ମଧ୍ୟ ବ୍ୟକ୍ତିବିଶେଷ…

ପ୍ରତିଦିନ ଗୋଟିଏ ସିଝାଅଣ୍ଡା ନପୁଂସକତାରୁ ରଖେ ଦୂରେଇ…

ସମ୍ପ୍ରତି ପରିବର୍ତ୍ତିତ ଜୀବନ ଶୈଳୀରେ ତଥା ମାନସିକ ଚାପ ଯୋଗୁ କେତେକଙ୍କଠାରେ ନପୁଂସକତା ଦେଖିବାକୁ ମିଳୁଛି। ଆୟୁର୍ବେଦରେ ଏହାର ଘରୋଇ ଉପଚାର ସମ୍ପର୍କରେ ଉଲ୍ଲେଖ କରାଯାଇଛି। ମାସେ ପର୍ଯ୍ୟନ୍ତ ପ୍ରତିଦିନ ଗୋଟିଏ ସିଝାଅଣ୍ଡା ସହ ଚାମୁଚେ ଅଦା ରସ ଓ ମହୁ…

ନିସ୍ତବ୍ଧ ରାତିରେ ଏହି ମନ୍ଦିରରେ କଥାବାର୍ତ୍ତା ହୁଅନ୍ତି ମୂର୍ତ୍ତି…

ବିଜ୍ଞାନ ଯୁଗରେ କୌଣସି କଥା ଅସମ୍ଭବ ନୁହେଁ। ତେବେ ମନ୍ଦିରରେ ମୂର୍ତ୍ତିଗୁଡିକ ମଣିଷ ପରି କଥା କହୁଥିବା ଶୁଣିଲେ ବିଶ୍ୱାସ ହୋଇ ନ ଥାଏ। ବିହାର ବସ୍ତାରଠାରେ ଥିବା ରାଜ ରାଜେଶ୍ୱରୀ ତ୍ରିପୁରା ସୁନ୍ଦରୀ ମନ୍ଦିରରେ ଏଭଳି ଘଟଣା ଘଟିଥାଏ ବୋଲି…

ଅଯୋଧ୍ୟା ମାମଲା: କ୍ଷମା ମାଗିଲା ମୁସଲିମ୍‌ ପକ୍ଷ

ନୂଆଦିଲ୍ଲୀ,୨୬।୯: ଅଯୋଧ୍ୟା ଜମି ବିବାଦର ଶୁଣାଣିବେଳେ ଗୁରୁବାର ସୁପ୍ରିମକୋର୍ଟରେ କ୍ଷମା ମାଗିଛି ମୁସଲିମ ପକ୍ଷ। ୨୦୦୩ରେ ଏଏସଆଇ ଦେଇଥିବା ରିପୋର୍ଟ ଉପରେ ମୁସଲିମ ପକ୍ଷ ପ୍ରଶ୍ନ ଉଠାଇଥିଲେ। ଏହାପରେ ସୁପ୍ରିମକୋର୍ଟ ରିପୋର୍ଟ ଉପରେ କାହିଁକି ପ୍ରଶ୍ନ ଉଠାଉଛନ୍ତି ବୋଲି କହିବା ସହ…

ପିଓକେରେ ପୁଣି ଭୂକମ୍ପ: ୫୩ ଆହତ

ଇସଲାମାବାଦ,୨୬।୯: ପାକିସ୍ତାନ ଅଧିକୃତ କଶ୍ମୀରରେ ସପ୍ତାହକ ଭିତରେ ଦ୍ୱିତୀୟଥର ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ଥିଲା ବୋଲି ଜଣାପଡିଛି। ଭୂକମ୍ପର କେନ୍ଦ୍ରସ୍ଥଳ ମୀରପୁର ହୋଇଥିଲାବେଳେ ଏହା ପାକିସ୍ତାନର ଇସାଲାମାବାଦ, ଲାହୋର ଆଦି ଅଞ୍ଚଳରେ ଅନୁଭୂତ…

ମହାତ୍ମାଙ୍କ ୧୫୦ ତମ ଜୟନ୍ତୀ: ଭାଜପା-କଂଗ୍ରେସ ମୁହାଁମୁହିଁ

ନୂଆଦିଲ୍ଲୀ,୨୬।୯: ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ଭାଜପା-କଂଗ୍ରେସ ମୁହାଁମୁହିଁ ହୋଇଛନ୍ତି। ଅକ୍ଟୋବର ୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟରେ ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ସ୍ବଚ୍ଛତା ବାର୍ତ୍ତା ଦେବେ। କଂଗ୍ରେସ ପକ୍ଷରୁ ଦିଲ୍ଲୀରେ ପଦଯାତ୍ରା କରାଯିବ। ଏଥିରେ ଅଧ୍ୟକ୍ଷା…

ମନମୋହନ ସିଂହଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୯: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ୮୭ ବର୍ଷ ବୟସରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ତାଙ୍କର ଦୀର୍ଘ ଓ ସୁସ୍ଥ ଜୀବନର କାମନା କରିଛନ୍ତି। ସୂଚନାଯୋଗ୍ୟ,…

ଭୁଲ୍‌ ଲେନ୍‌ରେ ଥିବା ବସ୍‌ ଆଗରେ ସ୍କୁଟି ରଖିଲେ ମହିଳା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୨୬।୯: ଏବେ ଜଣେ ମହିଳାଙ୍କ ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମହିଳା ଜଣକ ଲେଡି ଡନ୍‌ ଷ୍ଟାଇଲ୍‌ରେ ଭୁଲ୍‌ ଲେନ୍‌ରେ ଥିବା ଏକ ବସ୍‌ ଆଗରେ ନିଜ ସ୍କୁଟିକୁ ଅଟକାଇ ରଖିଛନ୍ତି। ଭିଡ଼ିଓଟି କେରଳର ବୋଲି କୁହାଯାଉଛି। ତେବେ…

୫୦ କିଲୋ ସୁନାରେ ନିର୍ମାଣ ଚାଲିଛି ମା’ ଦୁର୍ଗାଙ୍କ ମୂର୍ତ୍ତି

କୋଲକାତା,୨୬।୯:ନବରାତ୍ର ଆରମ୍ଭ ହେବାକୁ ଆଉ ମାତ୍ର ୨ଦିନ ବାକି ଅଛି। ଏଥିପାଇଁ ଚାରିଆଡେ ପ୍ରସ୍ତୁତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ଦୁର୍ଗା ପୂଜା ଏକ ସ୍ବତନ୍ତ୍ରତା ବଜାୟ ରଖିଛି। ଏଠାରେ ଭବ୍ୟ ପୂଜା ପେଣ୍ଡାଲକୁ ନେଇ ସାରା ଦେଶରେ ପ୍ରସିଦ୍ଧ। ଇତିମଧ୍ୟରେ କୋଲକାତାରେ…

ପ୍ରବଳ ବର୍ଷା: ବନ୍ୟା ଜଳରେ ଭାସିଗଲା ଗାଡ଼ି

ମୁମ୍ବାଇ,୨୬।୯: ମହାରାଷ୍ଟ୍ର ପୁଣେରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। କେତେକ ଅଞ୍ଚଳରେ ଘର ଭିତରେ ଛାତିଏ ପାଣି ଠିଆ ହୋଇ ରହିଛି। କିଛି ଅଞ୍ଚଳରେ ୨ ମହଲା ଘରେ ମଧ୍ୟ ବନ୍ୟାଜଳ ପଶିଥିବା କୁହାଯାଉଛି। ବନ୍ୟାଜଳରେ ରାସ୍ତାରେ…

କେଜରିଓ୍ବାଲଙ୍କ ଘର ସମ୍ମୁଖରେ ଭାଜପା କର୍ମକର୍ତ୍ତାଙ୍କ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ,୨୬।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆରସି)କୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦେଇଥିବା ବୟାନକୁ ନେଇ ଭାଜପା ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି। ଏନେଇ ଗୁରୁବାର ଭାଜପାର କିଛି କର୍ମକର୍ତ୍ତାମାନେ କେଜରିଓ୍ବାଲଙ୍କ ବାସଭବନ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବୁଧବାର…

ହନିଟ୍ରାପ ଜାଲରେ ବଲିଉଡ୍‌ ଅଭିନେତ୍ରୀ

ଭୋପାଲ,୨୬।୯: ହନିଟ୍ରାପର ଖୁଲାସା ହେବା ପରେ ମଧ୍ୟପ୍ରଦେଶରେ ହଇଚଇ ସୃଷ୍ଟି ହୋଇଛି। ଏହି ମାମଲାରେ ଏସ୍‌ଆଇଟି ଟିମ୍‌ ଯାଞ୍ଚ କରୁଥିବା ବେଳେ ପ୍ରତିଦିନ ଏନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି ହନିଟ୍ରାପରେ ୪୦ଜଣ କଲ୍‌ ଗର୍ଲ ରହିଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri