ଏସପି ସହ ମେଣ୍ଟ କରିବା ବଡ ଭୁଲ: ମାୟାବତୀ
ଲକ୍ଷ୍ନୌ, ୨୪।୬: ଲୋକ ସଭା ନିର୍ବାଚନ ପରେ ସମାଜବାଦୀ ପାର୍ଟୀ(ଏସପି)ଏବଂ ବହୁଜନ ସମାଜ ପାର୍ଟି(ବିଏସପି)ମଧ୍ୟରେ ପୁଣି ଲଢେଇ ଆରମ୍ଭ ହୋଇଯାଇଛି। ଦୁଇ ଦଳ ଏକାଠି ହୋଇ ନିର୍ବାଚନ ଲଢିବା ପରେ ସମ୍ପର୍କ ତୁଟାଇଥିଲେ। ଏବେ ଦୁଇ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ...
୭ ମାସ ମଧ୍ୟରେ ରିଜର୍ଭ ବ୍ୟାଙ୍କକୁ ଦ୍ୱିତୀୟ ଝଟ୍କା: ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟଙ୍କ ଇସ୍ତଫା
ମୁମ୍ବାଇ,୨୪।୬: ଭାରତୀୟ ରିଜର୍ଭ ବ୍ୟାଙ୍କକୁ ୭ ମାସ ମଧ୍ୟରେ ପୁଣି ଥରେ ଝଟ୍କା ଲାଗିଛି। ଏଥର ଡେପୁଟି ଗଭର୍ନର ବିରଳ ଆଚାର୍ଯ୍ୟ ନିଜ କାର୍ଯ୍ୟକାଳ ଶେଷ ହେବାର ୬ମାସ ପୂର୍ବରୁ ଇସ୍ତଫା ଦେଇଛନ୍ତି। ସେ ୨୦୧୭ ଜାନୁୟାରୀ ୨୩ରେ ଏହି...
କେଜ୍ରିଓ୍ବାଲ-ଦିଲ୍ଲୀ ପୋଲିସ ମୁହାଁମୁହିଁ
ନୂଆଦିଲ୍ଲୀ,୨୪ା୬: ରାଜଧାନୀ ଦିଲ୍ଲୀରେ ଅପରାଧ ବଢ଼ିଚାଲିଛି। ବସନ୍ତ ବିହାର ଅଞ୍ଚଳରେ ବୃଦ୍ଧ ଦମ୍ପତି ଓ ସେମାନଙ୍କ ଚାକରଙ୍କୁ ହତ୍ୟା ସମେତ ଗତ ୨୪ ଘଣ୍ଟାରେ ୯ ହତ୍ୟାକାଣ୍ଡ ଘଟିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କହିଛନ୍ତି। ଦିଲ୍ଲୀବାସୀ ସୁରକ୍ଷା ପାଇଁ କାହା...
କମିଶନି ଫେରାଇବାକୁ କହି ଅଡୁଆରେ ମମତା
କୋଲକାତା,୨୪ା୬: ୨୦୧୧ରୁ ବିଭିନ୍ନ କଲ୍ୟାଣକାରୀ ଯୋଜନାରେ ହିତାଧିକାରୀଙ୍କୁ ଶୋଷଣ କରି ଆଦାୟ କରିଥିବା କମିଶନ ଅର୍ଥ ଫେରାଇଦେବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦଳୀୟ ନେତା ଓ ସବୁ ସ୍ତରର ଲୋକପ୍ରତିନିଧିଙ୍କୁ ନିର୍ଦ୍ଦେଶ ଦେଇ ଦୁର୍ନୀତିର ଭାନୁମତି ପେଡ଼ି ଖୋଲିଦେଇଛନ୍ତି।...
ନିଖୋଜ ପାକ୍ ବୁଡ଼ାଜାହାଜର ତଲାସି ନେଇଥିଲା ଭାରତ
ନୂଆଦିଲ୍ଲୀ,୨୪।୬: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅଧିକାଂଶ ଆଣବିକ ତଥା ପାରମ୍ପରିକ ବୁଡାଜାହାଜ ପାକିସ୍ତାନ ଜଳସୀମାରେ ମୁତୟନ କରିଥିଲା। ଭାରତର ଆକ୍ରମଣାତ୍ମକ ଆଭିମୁଖ୍ୟ ଦେଖି ପାକିସ୍ତାନ ଆଶଙ୍କା କରିଥିଲା ପ୍ରତିଶୋଧ ନେବା ଲାଗି ନୂୂଆଦିଲ୍ଲୀ ନୌସେନାକୁ ବ୍ୟବହାର କରିପାରେ।...
ଇନ୍ଦିରା ଗାନ୍ଧୀଙ୍କୁ ଗିରଫ କରିଥିବା ପୂର୍ବତନ ଡିଜିପିଙ୍କ ପରଲୋକ
ଚେନ୍ନାଇ,୨୪।୬(ପି.ଟି.): ୧୯୭୭ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ଏକ ଦୁର୍ନୀତି ମାମଲାରେ ଗିରଫ କରିଥିବା ତାମିଲନାଡୁର ତତ୍କାଳୀନ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭି.ଆର୍. ଲକ୍ଷ୍ମୀନାରାୟଣନ୍ଙ୍କର ରବିବାର ପରଲୋକ ହୋଇଯାଇଛି। ୧୯୫୧ ବ୍ୟାଚ୍ର ଏହି ଆଇପିଏସ୍ ଅଫିସର କିଛିଦିନ ହେଲା ଅସୁସ୍ଥ...
ଇଭିଏମ୍ ସୁରକ୍ଷାରେ ଗୁରୁତର ତ୍ରୁଟି: ଷ୍ଟୋର ରୁମ୍ରୁ ଯନ୍ତ୍ରାଂଶ ଗାଏବ
ଭୋପାଳ,୨୪ା୬(ପି.ଟି.): ମଧ୍ୟପ୍ରଦେଶର କେତେକ ଜିଲାରେ ଥିବା ସୁରକ୍ଷିତ ପ୍ରକୋଷ୍ଠରୁ ଇଲେକ୍ଟ୍ରୋନିକ୍ ଭୋଟିଂ ମେଶିନ୍ (ଇଭିଏମ୍)ର ଗୁରୁତ୍ୱପୂର୍ଣ୍ଣ ଯନ୍ତ୍ରାଂଶ ଗାଏବ ହୋଇଯାଇଥିବା ଅନୁଧ୍ୟାନରୁ ଜଣାପଡିଛି। ଇଭିଏମ୍ର ମୁଖ୍ୟ ଯନ୍ତ୍ରାଂଶ କୁହାଯାଉଥିବା ବାଲଟ ୟୁନିଟ (ବିୟୁ) ଏବଂ ଡିଟାଚେବଲ୍ ମେରୋରି ମଡ୍ୟୁଲ (ଡିଏମ୍ଏମ୍)...
ଜୟ ଶ୍ରୀରାମ କହିବାକୁ ବାଧ୍ୟକଲେ: ମୁସଲିମ୍ ଯୁବକଙ୍କୁ ପିଟି ମାରିଦେଲେ
ଷଢ଼େଇକଳା,୨୪ା୬: ଝାଡ଼ଖଣ୍ଡର ଷଢ଼େଇକଳା ଖରସୁଆଁ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଶତାଧିକ ଗ୍ରାମବାସୀ ଚୋରି ସନ୍ଦେହରେ ଜଣେ ମୁସଲିମ୍ ଯୁବକଙ୍କୁ ଧରି ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରିବା ପରେ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ପିଟି ପିଟି ମାରିଦେଇଛନ୍ତି।...
ବିବାହର ୧୫ ଦିନ ପରେ ସ୍ବାମୀକୁ ଲୁଟି ସ୍ତ୍ରୀ ଫେରାର
ରୋହତକ, ୨୩।୬: ବେଳେବେଳେ ଅଜବ ଖବର ଲୋକଲୋଚନକୁ ଆସିଥାଏ, ଯାହା ଶୁଣିଲେ ମଧ୍ୟ ବିଶ୍ୱାସ କରିହୁଏ ନାହିଁ। କିନ୍ତୁ ଘଟଣା ସତ୍ୟ। ଏହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ହରିୟାଣାର ଜିନ୍ଦ୍ ଜିଲାରେ। ନିଜ ସ୍ବାମୀଙ୍କୁ ଲୁଟି ଫେରାର ହୋଇ...
ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ ଅଧ୍ୟକ୍ଷ କରାଯାଉ: ମଣିଶଙ୍କର
ନୂଆଦିଲ୍ଲୀ, ୨୩।୬: କଂଗ୍ରେସ ଅଧ୍ୟକ୍ଷ ପଦରେ ରାହୁଲ ଗାନ୍ଧୀ ରହିବେ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଦଳର ବରିଷ୍ଠ ନେତା ମଣିଶଙ୍କର ଆୟାରଙ୍କ ଏକ ମନ୍ତବ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ...
‘ରାମକଥା’ ଉତ୍ସବ ଚାଲିଥିବାବେଳେ ଭୁଶୁଡିଲା ମଞ୍ଚ: ୧୪ ମୃତ
ଜୟପୁର, ୨୩।୬: ରାଜସ୍ଥାନର ବାରମେରରେ ‘ରାମକଥା’ ଉତ୍ସବ ଚାଲିଥିଲାବେଳେ ମଞ୍ଚ ଭୁଶୁଡି ପଡିଛି। ଫଳରେ ୧୪ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୪୫ଜଣ ଆହତ ହୋଇଛନ୍ତି। ହଠାତ୍ ବର୍ଷା ପବନ ଆସିବାରୁ ପେଣ୍ଡାଲ ଭୁଶୁଡି ପଡିଥିଲା ବୋଲି ଜଣାପଡିଛି। ମଞ୍ଚ ଉପରେ ‘ରାମକଥା’...
ଏହି ସ୍ମାର୍ଟଫୋନ ବ୍ୟବହାର କରନ୍ତି ମୋଦି, ଶାହ
ନୂଆଦିଲ୍ଲୀ, ୨୩।୬: ଆଜିକାଲି ସ୍ମାର୍ଟଫୋନ ଧରିବା ଅଛି ସମସ୍ତଙ୍କର ସଉକ। ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା ତଥା ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ବିଭିନ୍ନ ସଦସ୍ୟ କେଉଁ ସ୍ମାର୍ଟ ଫୋନ୍ ବ୍ୟବହାର କରନ୍ତି, ତାହା ଜାଣିବାକୁ...
Archives


