ଜମ୍ମୁ-କଶ୍ମୀରରେ ପ୍ରବଳ ତୁଷାରପାତ : ଶ୍ରୀନଗରରେ ଯାତାୟାତ, ମୋବାଇଲ ସେବା ବ୍ୟାହତ
ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡରେ ଗୁରୁବାର ପ୍ରବଳ ତୁଷାରପାତ ହୋଇଛି। ସକାଳୁ ପ୍ରବଳ ବରଫପାତ ହୋଇଥିବାରୁ ପ୍ରଖ୍ୟାତ ପର୍ଯ୍ୟଟନସ୍ଥଳୀ ଗୁଲମର୍ଗର ବିଭିନ୍ନ ସ୍ଥାନ ଓ ପାହାଡଗୁଡ଼ିକରେ ବରଫ ଚାଦର ଆସ୍ତରଣରେ ଆଚ୍ଛାଦିତ ହୋଇଯାଇଛି। ଏହାରି ଭିତରେ ଶ୍ରୀନଗରରେ ତୁଷାରପାତ…
ସଂଘ-ସରକାର-ସଂଗଠନଙ୍କ ଅଯୋଧ୍ୟା ଯୋଜନା: କାଶୀ-ମଥୁରା ନେଇ ଦିଆଯିବନି କୌଣସି ମନ୍ତବ୍ୟ
ନୂଆଦିଲ୍ଲୀ,୭।୧୧: ଅଯୋଧ୍ୟା ମାମଲାର ରାୟ ପ୍ରକାଶ ପାଇବା ପୂର୍ବରୁ ସଂଘ(ଆର୍ଏସ୍ଏସ୍), ସରକାର ତଥା ବିଭିନ୍ନ ସହଯୋଗୀ ସଂଗଠନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ସଂଘର ସହଯୋଗୀ ସଂଗଠନ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅଖିଳ ବିଦ୍ୟାର୍ଥୀ ପରିଷଦ…
ପୃଥିବୀର ୮୦ ପ୍ରତିଶତ ଲୋକ ଖାଉଛନ୍ତି କୀଟପତଙ୍ଗ: ଭାରତରେ ଶହେ ପ୍ରଜାତି ଖାଦ୍ୟ ଯୋଗ୍ୟ
ଆଲମୋରା,୭।୧୧: ଆଗାମୀ ଦିନରେ ପୃଥିବୀରେ ଖାଦ୍ୟ ସଙ୍କଟ ଦେଖାଯିବ। ଏପରିସ୍ଥଳେ କୀଟପତଙ୍ଗକୁ ଖାଦ୍ୟ ଭାବେ ବ୍ୟବହାର କରାଗଲେ ଏହି ସମସ୍ୟାର ସହଜରେ ସମାଧାନ ହୋଇପାରିବ। ସମ୍ପ୍ରତି ପୃଥିବୀର ୮୦ ପ୍ରତିଶତ ଲୋକ କୀଟପତଙ୍ଗକୁ ଖାଦ୍ୟ ଭାବେ ଗ୍ରହଣ କରୁଛନ୍ତି। ତେବେ ଅବଶିଷ୍ଟ…
ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ଯୋଗୀ ସରକାର
ଲକ୍ଷ୍ନୌ,୭।୧୧: ଆକ୍ସନ ମୁଡ୍ରେ ଯୋଗୀ ସରକାର। ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ୭ଜଣ ପିପିଏସ୍ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଭ୍ରଷ୍ଟାଚାର କାରଣରୁ ଅଧିକାରୀଙ୍କୁ ଅବସର ଦିଆଯାଇଥିବା ଜଣାପଡ଼ିଛି। ତେବେ ସମସ୍ତ ଅଧିକାରୀ ଡେପୁଟି ଏସ୍ପି ଓ ସିଇଓ ପଦବୀରେ…
ପାକିସ୍ତାନ ଯିବାକୁ ଏସ୍. ଜୟଶଙ୍କରଙ୍କୁ ପୁଣି ଚିଠି ଲେଖିଲେ ସିଦ୍ଧୁ
ଚଣ୍ଡିଗଡ,୭।୧୧: ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ପାକିସ୍ତାନ ପ୍ରେମର ଆଉ ଏକ ନମୁନା ଦେଖିବାକୁ ମିଳିଛି। ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଅବସରରେ ଆୟୋଜିତ ହେବାକୁ ଥିବା ପକାଶ ପର୍ବ ପାଇଁ ପଞ୍ଜାବ…
ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ସିଆର୍ପିଏଫ୍ ଯବାନ ଶହୀଦ୍
ରାୟପୁର,୭।୧୧: ଛତିଶଗଡ଼ରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ବିଜାପୁର ଜିଲାର ଜେରେପଲ୍ଲୀ ଗାଁ ନିକଟରେ ଥିବା ଜଙ୍ଗଲରେ କିଛି ମାଓବାଦୀ ଲୁଚି ଥିବା ଖବର ପାଇ ସିଆର୍ପିଏଫ୍ ୧୫୧ ବାଟାଲିୟନ୍ ଏବଂ ୨୦୪ କୋବ୍ରା ବାଟାଲିୟନ୍ ପକ୍ଷରୁ ମିଳିତ ସର୍ଚ୍ଚ ଅପରେଶନ୍ ଆରମ୍ଭ…
ବଢ଼ିଛି ଭାରତୀୟଙ୍କ ଆୟୁଷ
ନୂଆଦିଲ୍ଲୀ: ସ୍ବାସ୍ଥ୍ୟ ହିଁ ସମ୍ପଦ। ଶରୀର ସୁସ୍ଥ ରହିଲେ ଜଣେ ମଣିଷ ମାନସିକସ୍ତରରେ ମଧ୍ୟ ସୁସ୍ଥ ରହିଥାଏ। ଯୋଗ, ପ୍ରାଣାୟମ ଆଦି କରି ଲୋକମାନେ ଶରୀର ସୁସ୍ଥ କରିବାକୁ ଚେଷ୍ଟା କରନ୍ତି। କିନ୍ତୁ ଏବେକାର କର୍ମମୟ ଜୀବନରେ ଅନେକ ଲୋକ ଶରୀର…
ବର୍ଷକରେ ୩ଗୁଣ ବଢ଼ିଛି ରୋଗୀଙ୍କ ସଂଖ୍ୟା
ଭାରତରେ ପ୍ରତିଦିନ କ୍ୟାନ୍ସରରେ ୩୦୦ ଲୋକ ପ୍ରାଣ ହରାଉଛନ୍ତି। ଗତ ଦୁଇ ଦଶନ୍ଧିରେ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା ଭାରତରେ ଦୁଇ ତୃତୀୟାଂଶରୁ ଅଧିକ ବୃଦ୍ଧି ପାଇଛି। ବିଶ୍ୱରେ ଅନ୍ୟ ଦେଶ ତୁଳନାରେ ଭାରତରେ କ୍ୟାନସରଜନିତ ମୃତ୍ୟୁ ହାର ମଧ୍ୟ ଅଧିକ। ନ୍ୟାଶ୍ନାଲ…
ନୀରବ ମୋଦିଙ୍କ ଜାମିନ ଆବେଦନ ନାମଞ୍ଜୁର
ନୂଆଦିଲ୍ଲୀ, ୭।୧୧: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଜାମିନ ଆବେଦନକୁ ଲଣ୍ଡନର କୋର୍ଟ ପୁଣିଥରେ ଅଗ୍ରାହ୍ୟ କରି ଦେଇଛନ୍ତି। ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କର ପ୍ରାୟ ୧୪୦୦୦ କୋଟି ଟଙ୍କାର ଋଣ ଠକେଇରେ ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ନୀରବଙ୍କ ଜାମିନ ମାମଲା…
ଅଯୋଧ୍ୟା ରାୟ ପୂର୍ବରୁ ପୋଲିସ ଆଲର୍ଟ: କଲେଜରେ ତିଆରି ହେଲା ୮ ଅସ୍ଥାୟୀ ଜେଲ୍
ଲକ୍ଷ୍ନୌ,୭।୧୧: ଅଯୋଧ୍ୟା ରାୟ ପୂର୍ବରୁ ସୁରକ୍ଷା ଦୃଷ୍ଟିରୁ ଉତ୍ତରପ୍ରଦେଶ ପୋଲିସ ବିଭାଗ ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ଲାଗି ଆମ୍ବେଡ଼କର ନଗରର ବିଭିନ୍ନ କଲେଜରେ ୮ଟି ଅସ୍ଥାୟୀ ଜେଲ୍ ତିଆରି କରାଯାଇଛି। ରାୟ ପ୍ରକାଶ ପାଇବା…
ବିଶ୍ୱ ଜଳବାୟୁ ଜରୁରୀ ପରିସ୍ଥିତି ଘୋଷଣା କଲେ ୧୧ ହଜାର ବୈଜ୍ଞାନିକ
ନୂଆଦିଲ୍ଲୀ, ୭।୧୧(ପି.ଟି.): ଜଳବାୟୁ ପରିବର୍ତ୍ତନଜନିତ ପ୍ରଭାବକୁ ନେଇ ବୈଜ୍ଞାନିକମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ୧୫୩ଟି ରାଷ୍ଟ୍ରର ୧୧ହଜାରରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ବିଶ୍ୱ ଜଳବାୟୁ ଜରୁରୀ ପରିସ୍ଥିତି ଘୋଷଣା କରିବା ସହ ଖୁବ୍ଶୀଘ୍ର ମାନବ ସମାଜ ଏଥିପାଇଁ ଅକଥନୀୟ ଯନ୍ତ୍ରଣାର ସମ୍ମୁଖୀନ ହେବା…
ମୋଦି-ଶାହଙ୍କ ପାଖରେ ରହିଛି ସିବିଆଇ, ଇଡ଼ି ଏବଂ ଆୟକର ତ୍ରିଶୂଳ: ଜୟରାମ ରମେଶ
ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସ ନେତା ଜୟରାମ ରମେଶ। ମୋଦି-ଶାହଙ୍କ ପାଖରେ ସିବିଆଇ, ଇଡ଼ି ଏବଂ ଆୟକର ତ୍ରିଶୂଳ ରହିଛି। ଏହାର ବଳରେ ବଳୀୟାନ ହୋଇ ସେମାନେ ରାଜନେତାଙ୍କ ଚରିତ୍ର ହରଣ…
Archives


