ଭାଜପାରେ ଦେଶର ସବୁଠୁ ଧନୀ, ଗରିବ ବିଧାୟକ
ନୂଆଦିଲ୍ଲୀ,୨୦ା୩: ଭାଜପାରେ ଅଛନ୍ତି ଦେଶର ସବୁଠୁ ଧନୀ ଏବଂ ଗରିବ ବିଧାୟକ। ମହାରାଷ୍ଟ୍ରର ଘଟକୋପର ପୂର୍ବ ଆସନରେ ଭାଜପା ଟିକେଟ୍ରେ ବିଜୟୀ ହୋଇଥିବା ପରାଗ ଶାହା ଦେଶର ସବୁଠୁ ଧନୀ। ତାଙ୍କର ମୋଟ ସମ୍ପତ୍ତି ମୂଲ୍ୟ ୩,୩୮୩ କୋଟି ଟଙ୍କା। ସେହିପରି…
ପ୍ରେମିକଙ୍କ ସହ ରଚିଲେ ଷଡଯନ୍ତ୍ର, ସ୍ବାମୀଙ୍କ ମୃତଦେହ ଖଣ୍ଡ ଖଣ୍ଡ କରି ପ୍ଲାଷ୍ଟିକ୍ ଡ୍ରମ୍ରେ ପ୍ଲାଷ୍ଟର କଲେ
ମିରଟ,୨୦ା୩ଜଣେ ମହିଳା ନିଜ ପ୍ରେମିକଙ୍କ ସହ ମିଶି ଲଣ୍ଡନଫେରନ୍ତା ସ୍ବାମୀଙ୍କୁ ହତ୍ୟା କରିଛନ୍ତି। ଏତିକି ନୁହେଁ, ସେ ନିଜ ଦୋଷ ଲୁଚାଇବା ପାଇଁ ସ୍ବାମୀଙ୍କ ମୃତଦେହକୁ ଖଣ୍ଡ ଖଣ୍ଡ କରି ଏକ ପ୍ଲାଷ୍ଟିକ୍ ଡ୍ରମ୍ରେ ପୂରାଇ ତା’ ଉପରେ ସିମେଣ୍ଟ ପ୍ଲାଷ୍ଟର…
ରାସନ କାର୍ଡର ହେଉଛି ଅପବ୍ୟବହାର, ଏହା ଏବେ ଏକ “ଲୋକପ୍ରିୟତା କାର୍ଡ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୯।୩: ରାସନ କାର୍ଡଗୁଡ଼ିକ ଏକ “ଲୋକପ୍ରିୟତା କାର୍ଡ” ପାଲଟିଛି ବୋଲି କହି ସୁପ୍ରିମକୋର୍ଟ ବୁଧବାର ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି ଯେ ଗରିବ ଲୋକଙ୍କ ପାଇଁ ଉଦ୍ଦିଷ୍ଟ ଲାଭ ଅଯୋଗ୍ୟ ବ୍ୟକ୍ତିମାନଙ୍କ ପାଖରେ ପହଞ୍ଚିବା ଉଚିତ କି? ବିଚାରପତି ସୂର୍ଯ୍ୟକାନ୍ତ ଏବଂ ଏନ…
Video: ହୋଲିରେ ରଙ୍ଗ ଲଗାଇବାକୁ ଡାକି ପୁରୁଣା ପ୍ରେମିକକୁ ହତ୍ୟା କେଲେ ପ୍ରେମିକା
ନୂଆଦିଲ୍ଲୀ,୧୯।୩: ହୋଲିରେ ପ୍ରେମିକଙ୍କୁ ରଙ୍ଗ ଲଗାଇବାକୁ ଡାକି ହତ୍ୟା କଲା ପ୍ରେମିକା। ନୂଆ ପ୍ରେମିକ ସହିତ ମିଶି ପୁରୁଣା ପ୍ରେମକୁ ଦେଲା କବର। ରାତି ଅଧରେ ପୁରୁଣା ପ୍ରେମିକ ଛାତିରେ ଗୁଳି ଦାଗି ଦେଲା ନୂଆ ପ୍ରେମିକ। ଏଭଳି ଏକ ଚାଞ୍ଚଲ୍ୟକର…
କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ଅବସର ବୟସ ୬୦ ବର୍ଷରୁ ଅଧିକ ହେବ କି? ସ୍ପଷ୍ଟ କଲେ ସରକାର
ନୂଆଦିଲ୍ଲୀ,୧୯।୩: କେନ୍ଦ୍ର କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ବୁଧବାର କହିଛନ୍ତି ଯେ ସରକାର କର୍ମଚାରୀଙ୍କ ଅବସର ବୟସ ପରିବର୍ତ୍ତନ ପାଇଁ କୌଣସି ପ୍ରସ୍ତାବ ଉପରେ ବିଚାର କରୁନାହାନ୍ତି। ଲୋକ ସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସେ ଏହି ସୂଚନା ଦେଇଛନ୍ତି।…
ADR ରିପୋର୍ଟରେ ବଡ଼ ଖୁଲାସା, ଚର୍ଚ୍ଚାରେ ଓଡ଼ିଶାର ଏହି ବିଧାୟକ
ନୂଆଦିଲ୍ଲୀ,୧୯।୩: ନିର୍ବାଚନର ସ୍ବଚ୍ଛତା ଉପରେ କାମ କରୁଥିବା ସଂଗଠନ ଆସୋସିଏସନ ଫର୍ ଡେମୋକ୍ରାଟିକ ରିଫର୍ମସ ଦେଶର ପ୍ରାୟ 4,092 ବିଧାୟକଙ୍କ ସମ୍ପତ୍ତି ଏବଂ ଅପରାଧିକ ରେକର୍ଡ ବ୍ୟତୀତ ଅନେକ ଦିଗ ଉପରେ ଅଧ୍ୟୟନ କରିଛି। ADR ରିପୋର୍ଟ ଅନୁଯାୟୀ, ଚାରି ହଜାରରୁ…
‘ଭାରତର ଜଣେ ପ୍ରଧାନମନ୍ତ୍ରୀ ଅଛନ୍ତି ଯିଏ…’: ଏହି ପ୍ରସଙ୍ଗରେ ପୁଣି ମୋଦିଙ୍କ ପ୍ରଶଂସା କଲେ ଶଶି ଥରୁର
ନୂଆଦିଲ୍ଲୀ,୧୯।୩: କଂଗ୍ରେସ ନେତା ଶଶି ଥରୁର ମଙ୍ଗଳବାର ସ୍ୱୀକାର କରିଛନ୍ତି ଯେ ରୁଷ-ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ସମୟରେ ଭାରତର ସ୍ଥିତିକୁ ବିରୋଧ କରିବାରେ ତାଙ୍କର ଭୁଲ ହୋଇଥିଲା ଏବଂ ସେ କହିଛନ୍ତି ଯେ ଗ୍ରହଣ କରାଯାଇଥିବା ନୀତି ଯୋଗୁଁ ଦେଶ…
ଅପ୍ରାସଙ୍ଗିକ ଔରଙ୍ଗଜେବ: ନାଗପୁର ହିଂସା ପରେ ଆରଏସଏସ’ର ବଡ ବୟାନ
ନାଗପୁର,୧୯।୩: ଆରଏସଏସ’ର ବରିଷ୍ଠ ଅଧିକାରୀ ସୁନୀଲ ଆମ୍ବେକର କହିଛନ୍ତି ମୋଗଲ ରାଜାଙ୍କ ସମାଧିସ୍ଥଳ ନେଇ ନାଗପୁରରେ ବିବାଦ ସୃଷ୍ଟି ହୋଇଥିବା ବେଳେ ଆଜିର ଦିନରେ ଔରଙ୍ଗଜେବ ଅପ୍ରାସଙ୍ଗିକ ଅଟନ୍ତି ଏବଂ ସମାଜ ପାଇଁ କୌଣସି ପ୍ରକାରର ହିଂସା ଶୁଭଙ୍କର ନୁହେଁ। ଔରଙ୍ଗଜେବଙ୍କ…
ବରିଷ୍ଠ ନାଗରିକଙ୍କୁ ବଡ଼ କ୍ଷମତା ଦେଲେ ହାଇକୋର୍ଟ: ଦେଖାଶୁଣା ନ କଲେ ରଦ୍ଦହେବ ଦାନପତ୍ର
ନୂଆଦିଲ୍ଲୀ,୧୯ା୩: ସନ୍ତାନ ସନ୍ତତି କିମ୍ବା ନିକଟ ସମ୍ପର୍କୀୟ ଦେଖାଶୁଣା ନ କଲେ ବରିଷ୍ଠ ନାଗରିକମାନେ ପୂର୍ବ ସମ୍ପାଦିତ ଦାନପତ୍ରକୁ ରଦ୍ଦ କରିପାରିବେ। ଏପରି କି ଗିଫ୍ଟ ଡିଡ୍ରେ ଏହି ସର୍ତ୍ତ ଉଲ୍ଲେଖ କରାଯାଇ ନ ଥିଲେ ମଧ୍ୟ ଏହାକୁ ରଦ୍ଦ କରାଯାଇପାରିବ…
Jioକୁ ଝଟ୍କା ଦେବେ ଏଲନ ମସ୍କ! ୮୦ରୁ ୯୦ଗୁଣ ଅଧିକ ରହିବ ଇଣ୍ଟରନେଟ ସ୍ପିଡ
ନୂଆଦିଲ୍ଲୀ,୧୯।୩: ଭାରତରେ ଇଣ୍ଟରନେଟ ସ୍ପିଡ ଓ କନେକ୍ଟିଭିଟି ନିରନ୍ତର ଉନ୍ନତ ହେବାରେ ଲାଗିଛି। ଏବେ ଏହି ପରିବର୍ତ୍ତନରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ଏଲନ ମସ୍କଙ୍କ ସ୍ପେସଏକ୍ସ କମ୍ପାନୀର ଷ୍ଟାରଲିଙ୍କ ଭାରତରେ ଏହାର ସେବା ଯୋଗାଇବାକୁ ପ୍ଲାନ ପ୍ରସ୍ତୁତ…
ବଡ଼ ଖବର: ଏଣିକି ସପ୍ତାହକୁ ୫ଦିନ ଖୋଲିବ ବ୍ୟାଙ୍କ୍?
ନୂଆଦିଲ୍ଲୀ,୧୯।୩: ଏଣିକି ସପ୍ତାହକୁ ପାଞ୍ଚ ଦିନ ରହିପାରେ ବ୍ୟାଙ୍କର କାର୍ଯ୍ୟକାଳ। ଏନେଇ ବଡ଼ ନିଷ୍ପତ୍ତି ଆସିପାରେ। ଭାରତରେ, ବ୍ୟାଙ୍କ କର୍ମଚାରୀମାନେ ସପ୍ତାହରେ ପାଞ୍ଚ ଦିନ (ସୋମବାରରୁ ଶୁକ୍ରବାର) କାମ କରିବାକୁ ଦୀର୍ଘ ଦିନ ଧରି ଦାବି ହୋଇଆସୁଛି। ୟୁନାଇଟେଡ ଫୋରମ ଅଫ…
ବନ୍ଦ ଫ୍ଲାଟ୍ରୁ ୮୦ କୋଟିର ସୁନା ଜବତ: ଜାଣନ୍ତୁ କେଉଁଠୁ ଆସିଲା ଏତେ ସୁନା
ଅହମଦାବାଦ, ୧୯ା୩:ସୁନା ଚୋରାଚାଲାଣ ବିରୋଧରେ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ(ଡିଆର୍ଆଇ) ଓ ଗୁଜରାଟର ଆଣ୍ଟି ଟେରୋରିଜମ୍ ସ୍କ୍ବାଡ୍(ଏଟିଏସ୍)କୁ ସଫଳତା ମିଳିଛି। ଅହମଦାବାଦର ପାଲଡ଼ି ଅଞ୍ଚଳରେ ଥିବା ଏକ ବନ୍ଦ ଆବାସିକ ଫ୍ଲାଟ୍ରେ ଡିଆର୍ଆଇ ଓ ଗୁଜରାଟ ଏଟିଏସ୍ ପକ୍ଷରୁ ମିଳିତ ଭାବେ ଚଢ଼ାଉ…
Archives


