ଜାତୀୟ

ଶ୍ୱାସରୋଗୀଙ୍କ ପାଇଁ ଉପକାରୀ ଟମାଟୋ

ଶ୍ୱାସରୋଗୀଙ୍କ ପାଇଁ ଏପରି କିଛି ଖାଦ୍ୟ ନାହିଁ ଯାହା ନିଃଶ୍ୱାସପ୍ରଶ୍ୱାସକୁ ଠିକ୍‌ କରିପାରିବ। କିନ୍ତୁ କିଛି ଫଳ ଓ ପରିବା ରହିଛି ଯାହା ଶ୍ୱାସରୋଗୀଙ୍କ ଲାଗି ବିଶେଷ ଉପକାରୀ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ନାମକ ତତ୍ତ୍ୱ ରହିଛି ଯେଉଁଥିରେ ଭରପୂର ମାତ୍ରାରେ ଭିଟାମିନ୍‌…

ପଞ୍ଚକୁଲା ହିଂସା: ହନିପ୍ରୀତଙ୍କୁ ଜାମିନ

ଚଣ୍ଡିଗଡ଼,୬।୧୧: ୨୦୧୭ର ବହୁ ଚର୍ଚ୍ଚିତ ପଞ୍ଚକୁଲା ହିଂସା ମାମଲାରେ ଆତ୍ମଘୋଷିତ ବାବା ଗୁରମିତ ସିଂହଙ୍କ ପୋଷ୍ୟକନ୍ୟା ହନିପ୍ରୀତ ସିଂହଙ୍କୁ ବୁଧବାର ଜାମିନ ମିଳିଛି। ଜାମିନ ମିଳିବାର କିଛି ସମୟ ପରେ ଅମ୍ବାଲାର ସେଣ୍ଟ୍ରାଲ ଜେଲ୍‌ରୁ ତାଙ୍କୁ ମୁକ୍ତ କରାଯାଇଛି। ହନିପ୍ରୀତଙ୍କ ଉପରେ…

ନଡ଼ା ଜାଳିବା ମାମଲାରେ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ, ୬।୧୧: ଦିଲ୍ଲୀ-ଏନ୍‌ସିଆରରେ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରଦୂଷଣ ସମସ୍ୟା ଉପରେ ବୁଧବାର କୋର୍ଟ ଶୁଣାଣି କରିଛନ୍ତି। ଏହି ଶୁଣାଣି ବେଳେ ଦିଲ୍ଲୀ, ହରିୟାଣା ଓ ପଞ୍ଜାବର ମୁଖ୍ୟ ସଚିବ ଉପସ୍ଥିତ ଥିଲେ। ବିଚାରପତି…

ଆବଶ୍ୟକତା, ଯୋଗାଣ ଯୋଗୁ ବଢ଼ୁଛି ପିଆଜ ଦର: ପାଶ୍‌ଓ୍ବାନ

ନୂଆଦିଲ୍ଲୀ,୬।୧୧: ଦେଶରେ ପିଆଜ ଦର ଆକାଶଛୁଆଁ ହୋଇଥିବା ବେଳେ ଏହା ସିଧା ଗ୍ରାହକଙ୍କ ଉପରେ ପ୍ରଭାବ ପକାଉଛି। ଦିଲ୍ଲୀ-ଏନ୍‌ସିଆରରେ ପିଆଜ ଦର କିଲୋପ୍ରତି ୮୦ରୁ ୧୦୦ ଟଙ୍କା ବିକ୍ରି ହେଉଥିବା ଜଣାପଡ଼ିଛି। ଫଳରେ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପଟେ…

ଆକାଶରୁ ରୁପା ବର୍ଷା!

ପାଟନା,୬।୧୧: ବିହାର ରାଜ୍ୟ ସୀତାମାଢ଼ିର ସୁରସଣ୍ଡରେ ଆକାଶରୁ ରୁପା ବର୍ଷା ହେଉଥିବା ଖବର ସାମ୍ନାକୁ ଆସିଛି। ବୁଧବାର ସକାଳେ ଟାଓ୍ବାର ଛକରୁ ବରାହି ଗାଁକୁ ଯାଉଥିବା ରାସ୍ତାରେ ରୁପା ପଡ଼ିଥିବା ନେଇ ଗୁଜବ ପ୍ରଚାର ହେବା ପରେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ…

ପୋଲିସକୁ ଝଟକା, ଓକିଲଙ୍କ ଉପରେ ନିଆଯିବନି କାର୍ଯ୍ୟାନୁଷ୍ଠାନ: ହାଇକୋର୍ଟ

ନୂଆଦିଲ୍ଲୀ,୬।୧୧: ଦିଲ୍ଲୀରେ ପୋଲିସ ଓ ଓକିଲଙ୍କ ବିବାଦ ଥମିବାର ନାଁ ନେଉନି। ତିସ୍‌ ହଜାରୀ ହିଂସା ମାମଲାରେ ବୁଧବାର ହାଇକୋର୍ଟରୁ ପୋଲିସକୁ ଆଉ ଏକ ଝଟକା ଲାଗିଛି। ପୋଲିସ ଓ ଓକିଲଙ୍କ ବିବାଦ ମାମଲାରେ ଦିଲ୍ଲୀ ହାଇକୋର୍ଟ ପୂର୍ବ ରାୟକୁ କାଏମ…

ଅଯୋଧ୍ୟା ରାୟ ପୂର୍ବରୁ ଭାଗଓ୍ବତଙ୍କୁ ଭେଟିବେ ମଦନି: ୨ ଦିନ ପରେ ହୋଇପାରେ ମିଳିତ ଖବରଦାତା ସମ୍ମିଳନୀ !

ନୂଆଦିଲ୍ଲୀ,୬।୧୧: ଅଯୋଧ୍ୟା ରାୟ ପୂର୍ବରୁ ଉତ୍ତର ପ୍ରଦେଶର ସମସ୍ତ ଜିଲାରେ ୧୪୪ ଜାରି କରାଯାଇଛି। ରାୟକୁ ନେଇ ନାନା କଳ୍ପନା ଜଳ୍ପନା ଜାରି ରହିଛି। ଏପରିସ୍ଥଳେ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ ଏବଂ ଜମିୟତ୍‌ ଉଲେମା-ଇ-ହିନ୍ଦ୍‌ ଅଧ୍ୟକ୍ଷ ଅଶରଫ୍‌ ମଦନିଙ୍କ ମଧ୍ୟରେ…

ଶିବସେନା-ଭାଜପା ଗଠନ କରନ୍ତୁ ସରକାର: ପାଓ୍ବାର

ମୁମ୍ବାଇ,୬।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଙ୍କକଷା ଛିଡୁନି। ଏପରିସ୍ଥଳେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ବୁଧବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ଶିବସେନା-ଭାଜପା ସରକାର ଗଠନ କରନ୍ତୁ। ଏନ୍‌ସିପି ବିରୋଧୀ ଆସନରେ ବସିବ। ଶିବସେନା ପ୍ରବକ୍ତା ସଞ୍ଜୟ ରାଉତଙ୍କୁ…

ଡେରା ବାବା ନାନକରେ ମହିଳା ଏବଂ ପୁରୁଷ ଆତଙ୍କବାଦୀଙ୍କ ପ୍ରବେଶ: ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି

ନୂଆଦିଲ୍ଲୀ,୬।୧୧: କରତାର୍‌ପୁର କରିଡୋର ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ନଭେମ୍ବର ୯ରେ ଡେରା ବାବା ନାନକଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରତାର୍‌ପୁର କରିଡୋରର ଲୋକାର୍ପଣ କରିବେ। ତେବେ ଏହା ପୂର୍ବରୁ ଏଠାରେ ଆତଙ୍କବାଦୀମାନେ ପ୍ରବେଶ…

ସୋସିଆଲ ମିଡିଆରେ ମୋଦିଙ୍କ ବିକୃତ ଫଟୋ ଛାଡିବା ପଡିଲା ମହଙ୍ଗା: ଫେସବୁକ୍‌ରୁ ବର୍ଷେ ବାସନ୍ଦ

ମଦୁରାଇ,୬।୧୧: ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିକୃତ ଫଟୋ ଛାଡିବା ମହଙ୍ଗା ପଡିଛି। ତାମିଲନାଡୁ କନ୍ୟାକୁମାରୀର ଜବିନ ଚାଲର୍‌ସ ଏବଂ ମଦୁରାଇ ଜିଲାର ମହେଦେବଙ୍କୁ ଫେସବୁକରୁ ବର୍ଷେ ବାସନ୍ଦ କରାଯାଇଛି। ଜବିନ ଚାର୍ଲସ ବର୍ଷେ ପାଇଁ ସୋସିଆଲ ମିଡିଆ ବ୍ୟବହାର…

ଦିଲ୍ଲୀରେ ହାଇଡ୍ରାମା: ଆତ୍ମହତ୍ୟା ପାଇଁ ବିଲ୍ଡିଂ ଉପରେ ଚଢିଲେ ଓକିଲ

ନୂଆଦିଲ୍ଲୀ,୬।୧୧: ମଙ୍ଗଳବାର ଦୀର୍ଘ ୧୧ ଘଣ୍ଟା ନ୍ୟାୟ ଦାବି କରି ଆନ୍ଦୋଳନରତ ହଜାର ହଜାର ବିକ୍ଷୋଭକାରୀ ପୋଲିସ ଏବଂ ସେମାନଙ୍କ ପରିବାର ଲୋକେ ଆନ୍ଦୋଳନ ପ୍ରତ୍ୟାହାର କରିବା ପରେ ବୁଧବାର ଓକିଲଙ୍କ ପକ୍ଷରୁ ନ୍ୟାୟ ଦାବି କରାଯାଇଛି। ଦିଲ୍ଲୀ ୫ ଜିଲା…

ଛାତ୍ରଙ୍କୁ ୧.୪୫ କୋଟି ଟଙ୍କାର ଚାକିରି ଅଫର୍‌ ଦେଲା ଫେସବୁକ୍‌

ନୂଆଦିଲ୍ଲୀ,୬।୧୧: ନୂଆଦିଲ୍ଲୀର ଇନ୍ଦ୍ରପ୍ରସ୍ଥ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇନଫରମେଶନ୍‌ ଟେକ୍ନୋଲୋଜି(ଆଇଆଇଆଇଟି)ର ଜଣେ ଛାତ୍ରଙ୍କୁ ଫେସବୁକ ୧.୪୫ କୋଟି ଟଙ୍କାର ଚାକିରି ଅଫର ଦେଇଛି। ଏହି ଇନ୍‌ଷ୍ଟିଚ୍ୟୁଟରେ ଏହା ସର୍ବାଧିକ ପ୍ୟାକେଜ୍‌ ବୋଲି ଜଣାପଡିଛି। ଏହାଛଡା ଏହି କଲେଜର ଦୁଇ ଛାତ୍ରଙ୍କୁ ଯଥାକ୍ରମେ ୪୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri