ଜାତୀୟ

ଅସୁସ୍ଥତା ପାଇଁ ଲକ୍ଷ୍ନୌ ଗଲେ ଚିନ୍ମୟାନନ୍ଦ

ଶାହାଜହାନପୁର,୨୩।୯: ଯୌନ ନିର୍ଯ୍ୟାତନା ମାମଲାରେ ଜେଲ୍‌ରେ ଥିବା ଭାଜପା ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ସରସ୍ବତୀଙ୍କ ସ୍ବାସ୍ଥ୍ୟ ବିଗିଡି ଯିବାରୁ ତାଙ୍କୁ ଲକ୍ଷ୍ନୌ ପଠାଯାଇଥିବା ଜଣାପଡିଛି। ସେଠାରେ ଥିବା କିଙ୍ଗ ଜର୍ଜ ମେଡିକାଲ କଲେଜରେ ତାଙ୍କୁ ଭର୍ତ୍ତି କରାଯାଇଛି।…

ଚାଲାଣ କାଟିବାରୁ ନିଜ ଗାଡି ପୋଡିଦେଲେ ଅଜଣା ବ୍ୟକ୍ତି

ଇନ୍ଦୋର,୨୩।୯: ନୂଆ ମୋଟର ଯାନ ନିୟମ ଅନୁଯାୟୀ ଏବେ ପ୍ରାୟ ସବୁ ରାଜ୍ୟରେ ଗାଡି ଚାଳକଙ୍କଠାରୁ ମୋଟା ଅଙ୍କର ଚାଲାଣ କଟାଯାଉଥିବା ଖବର ପ୍ରତିଦିନ ଆସୁଛି। ଏହାକୁ ନେଇ କିଛି ଅଜବ ଖବର ମଧ୍ୟ ଶୁଣିବାକୁ ମିଳୁଛି। ହେଲେ ରବିବାର ରାତିରେ…

ଭୋଟଗ୍ରହଣ କେନ୍ଦ୍ରରେ ଭୋଟିଂ ଅଧିକାରୀଙ୍କ ମୃତ୍ୟୁ

ରାୟପୁର,୨୩।୯: ଛତିଶଗଡ଼ ଦନ୍ତଓ୍ବାଡ଼ା ବିଧାନସଭା ଆସନ ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାଠାରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ଏହା ଅପରାହ୍ନ ୩ଟା ପର୍ଯ୍ୟନ୍ତ ଜାରି ରହିବ। ସ୍ଥାନୀୟ କଟେକଲ୍ୟାଣ ଅଞ୍ଚଳର ଚିକପାଲ ଭୋଟଗ୍ରହଣ କେନ୍ଦ୍ରରେ ନିଯୁକ୍ତ ଭୋଟିଂ ଅଧିକାରୀ ସି. ଠାକୁରଙ୍କର…

ଅହମ୍ମଦାବାଦରୁ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀ ଗିରଫ

ଗାନ୍ଧୀନଗର,୨୩।୯: ଗୁଜରାଟ ପୋଲିସଙ୍କୁ ସୋମବାର ଏକ ବଡ଼ ସଫଳତା ମିଳିଛି। ଗୁଜରାଟର ଏଟିଏସ୍‌ ଓ ଅହମ୍ମଦାବାଦର କ୍ରାଇମ୍‌ ବ୍ରାଞ୍ଚ ଟିମ୍‌ ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦଦୀ ଅବଦ୍ଦୁଲ ବହାବ ଶେଖଙ୍କୁ ଗିରଫ କରିଛି। ସେ ଜେଦ୍ଦାହରୁ ଅହମ୍ମଦାବାଦକୁ ଫେରୁଥିବା ବେଳେ ତାଙ୍କୁ ଗିରଫ…

୩ହଜାର ପୃଷ୍ଠାର ରାମଚରିତ ମାନସ ଲେଖିଲେ ଶରଦ

ଜୟିପୁର,୨୩।୯: ରାଜସ୍ଥାନ ଜୟିପୁରର ଜଣେ ବ୍ୟକ୍ତି ଶରଦ ମାଥୁର ୩ ହଜାର ପୃଷ୍ଠାର ରାମଚରିତ ମାନସ ଲେଖି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଶରଦ ଜଣେ କଳାକାର ହୋଇଥିବା ବେଳେ ସେ ଲେଖିଥିବା ରାମ ଚରିତ ମାନସର ଓଜର ପ୍ରାୟ ୧୫୦…

ଭୋଟ ଗ୍ରହଣ କେନ୍ଦ୍ରର ୨ଶହ ମିଟର ଦୂରରୁ ମିଳିଲା ଆଇଇଡ଼ି

ରାୟପୁର,୨୩।୯: ଛତିଶଗଡ଼ ଦନ୍ତଓ୍ବାଡ଼ା ବିଧାନସଭା ଆସନ ଉପନିର୍ବାଚନ ପାଇଁ ସୋମବାର ସକାଳୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ସ୍ଥାନୀୟ କଟେକଲ୍ୟାଣ ଅଞ୍ଚଳର ପରଚେଲି ଭୋଟଗ୍ରହଣ କେନ୍ଦ୍ରଠାରୁ ୨ ଶହ ମିଟର ଦୂରରୁ ସୁରକ୍ଷା କର୍ମୀ ଏକ ଆଇଇଡ଼ି ଜବତ କରିଛନ୍ତି। ମତଦାନକୁ ପ୍ରଭାବିତ…

ଉତ୍କଳ ଏକ୍ସପ୍ରେସ୍‌ରେ ବୋମା ସୂଚନା: ଯାତ୍ରୀ ଆତଙ୍କିତ

ସହାରନ୍‌ପୁର,୨୩।୯: ଉତ୍ତରାଖଣ୍ଡ ହରିଦ୍ୱାରରୁ ଓଡ଼ିଶାର ପୁରୀ ଆସୁଥିବା ଉତ୍କଳ ଏକ୍ସପ୍ରେସ୍‌ରେ ବୋମା ଥିବା ନେଇ ସୂଚନା ମିଳିବା ପରେ ଯାତ୍ରୀମାନେ ଆତଙ୍କିତ ହୋଇପଡ଼ିଛନ୍ତି। ସହରାନ୍‌ପୁର ଜିଲାର ଟପରି ଷ୍ଟେଶନରେ ଟ୍ରେନ୍‌କୁ ସୋମବାର ପୂର୍ବାହ୍ନ ୮ଟାରେ ୧୫ରେ ରୋକାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଯାଞ୍ଚ୍‌…

୪ ରାଜ୍ୟର ୪ ବିଧାନସଭା ଆସନ ପାଇଁ ଉପନିର୍ବାଚନ: ଭୋଟିଂ ଜାରି

ନୂଆଦିଲ୍ଲୀ,୨୩।୯: ଦେଶର ୪ ରାଜ୍ୟର ୪ ବିଧାନସଭା ଆସନ ପାଇଁ ଉପନିର୍ବାଚନ କରାଯାଉଛି। ଏନେଇ ସୋମବାର ସକାଳୁ ଭୋଟିଂ ଆରମ୍ଭ ହୋଇଛି। ଛତିଶଗଡ଼ର ଦନ୍ତଓ୍ବାଡ଼ା, କେରଳର ପାଲା, ତ୍ରିପୁରାର ବାଧରଘାଟ ଏବଂ ଉତ୍ତରପ୍ରଦେଶର ହମିରପୁର ବିଧାନସଭା ଆସନ ଲାଗି ଭୋଟିଂ କରାଯାଉଛି।…

ଚିଦାମ୍ବରମ୍‌ଙ୍କୁ ତିହାର ଜେଲ୍‌ରେ ଭେଟିଲେ ସୋନିଆ-ମନମୋହନ

ନୂଆଦିଲ୍ଲୀ,୨୩।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କୁ ତିହାର ଜେଲ୍‌ରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ସୋମବାର ଭେଟିଛନ୍ତି। ସେମାନଙ୍କ ସହିତ ଚିଦାମ୍ବରମ୍‌ଙ୍କ ପୁଅ କାର୍ତ୍ତି ଚିଦାମ୍ବରମ୍‌ ମଧ୍ୟ ଜେଲ୍‌ରେ ପହଞ୍ଚିଛନ୍ତି। ଚିଦାମ୍ବରମ୍‌ ଆଇଏନ୍‌ଏକ୍ସ୍‌ ମିଡ଼ିଆ…

ପାଣି ପମ୍ପ୍‌ ଚୋରି ସନ୍ଦେହ: ଦଳିତ ଯୁବକଙ୍କୁ ପିଟି ହତ୍ୟା

ଜୟପୁର,୨୩ା୯(ପି.ଟି.): ରାଜସ୍ଥାନର ଝଲଓ୍ବରରେ ଶନିବାର ପାଣି ପମ୍ପ୍‌ ଚୋରି ସନ୍ଦେହରେ ଜଣେ ଦଳିତ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ଘାଟୋଲି ଅଞ୍ଚଳର ପୁରିଲାଲ ତନ୍‌ଓ୍ବରଙ୍କ ଚାଷଜମିରୁ ଶୁକ୍ରବାର ଏକ ପାଣି ପମ୍ପ୍‌ ଚୋରି ହୋଇଯାଇଥିଲା। ମଓ୍ବୋଖେଡ଼ା ଗ୍ରାମର ୪୦ ବର୍ଷୀୟ…

ମୋଦି ବିଦେଶରେ ସମ୍ମାନ ପାଇବା ଯୋଗ୍ୟ: ଥରୁର

ପୁଣେ,୨୩ା୯(ପି.ଟି.): ମୋଦି ନେତୃତ୍ୱାଧୀନ ସରକାରଙ୍କ ଘୋର ବିରୋଧୀ ଭାବେ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁର ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ପ୍ରଧାନମନ୍ତ୍ରୀ ବିଦେଶରେ ଭାରତର ପ୍ରତିନିଧିତ୍ୱ କରୁଥିବାବେଳେ ସେ ସମ୍ମାନ ପାଇବା ଯୋଗ୍ୟ। କିନ୍ତୁ ସେ…

କିଡ୍‌ନୀ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ମଞ୍ଜୁଆତି ପତ୍ର ପାଣି…

ପ୍ରତିଦିନ ସକାଳେ ଅଧାକପ୍‌ ମଞ୍ଜୁଆତି ପତ୍ର ପାଣି ପିଇଲେ ଅନେକ ଉପକାର ମିଳିଥାଏ। ମଞ୍ଜୁଆତି ପତ୍ରକୁ ରାତିରେ ସିଝାଇ ସକାଳେ ଏହାକୁ ଛାଣି ପିଇବାକୁ ପଡ଼ିଥାଏ। ଏହା ଦ୍ୱାରା ଡାଇବେଟିସ୍‌ରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଏହା ଇନସୁଲିନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri