ହରିୟାଣାରେ ୫ ହଜାର କୋଟିର ଖଣି ଦୁର୍ନୀତି ଅଭିଯୋଗ
ଚଣ୍ଡିଗଡ଼, ୧ା୧୨(ପି.ଟି.) : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟରଙ୍କ ପୂର୍ବପାଳି ସରକାରରେ ୫ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏହାର ବିଧିବଦ୍ଧ ତଦନ୍ତ କରାଯିବାକୁ ପ୍ରଦେଶ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ହାଇକୋର୍ଟର ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏହାର…
ସିଆଚେନରେ ହିମସ୍ଖଳନ : ୨ ଯବାନ ଶହୀଦ
ଶ୍ରୀନଗର, ୧ା୧୨(ପି.ଟି.): କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍ ଗ୍ଲାସିୟର୍ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍ ହିମସ୍ଖଳନ ହେବାରୁ ୨ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ପ୍ରାୟ ୧୮ ହଜାର ଫୁଟ ଉପରେ ସେମାନେ ପାଟ୍ରୋଲିଂ କରୁଥିଲେ…
ମହିଳା ଡାକ୍ତରଙ୍କୁ ଗଣବଳାତ୍କାର ଓ ହତ୍ୟା ମାମଲା: ୩ ପୋଲିସ ନିଲମ୍ବିତ
ହାଇଦ୍ରାବାଦ, ୧ା୧୨ (ଆଇଏଏନ୍ଏସ୍): ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କୁ ଶନିବାର ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ମାମଲା ରୁଜୁ କରିବାରେ ବିଳମ୍ବ କରିଥିବା ୩ ପୋଲିସ…
ପାକିସ୍ତାନକୁ ଭାରତ ଓ ଜାପାନର ଆହ୍ବାନ: ଆତଙ୍କବାଦକୁ ଲଗାମ ଦିଅ
ନୂଆଦିଲ୍ଲୀ,୧ା୧୨: ପାକିସ୍ତାନରେ ଥିବା ଆତଙ୍କବାଦୀ ନେଟଓ୍ବର୍କ ଆଞ୍ଚଳିକ ସୁରକ୍ଷା ପ୍ରତି ବିପଦ ବୋଲି ଭାରତ ଓ ଜାପାନ ଏକ ମିଳିତ ବିବୃତିରେ କହିଛନ୍ତି। ଆତଙ୍କବାଦୀ ସଂଗଠନଗୁଡ଼ିକ ବିରୋଧରେ ଇସ୍ଲାମାବାଦ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ବୋଲି ଦୁଇ ରାଷ୍ଟ୍ର ଆହ୍ବାନ ଦେଇଛନ୍ତି।…
ହିମସ୍ଖଳନ: ୨ ଯବାନ ଶହୀଦ
ଶ୍ରୀନଗର,୩୦ା୧୧(ପି.ଟି.) : କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍ ଗ୍ଲାସିୟର୍ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍ ହିମସ୍ଖଳନ ହେବାରୁ ୨ ଭାରତୀୟ ଯବାନ ଶହୀଦ ହୋଇଛନ୍ତି। ପ୍ରାୟ ୧୮ ହଜାର ଫୁଟ ଉପରେ ସେମାନେ ପାଟ୍ରୋଲିଂ କରୁଥିଲେ…
ଖଟ୍ଟର ସରକାରଙ୍କ ବିରୋଧରେ କଂଗ୍ରେସର ଖଣି ଦୁର୍ନୀତି ଅଭିଯୋଗ
ଚଣ୍ଡିଗଡ଼, ୩୦ା୧୧(ପି.ଟି.) : ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟରଙ୍କ ପୂର୍ବପାଳି ସରକାରରେ ୫ ହଜାର କୋଟି ଟଙ୍କାର ଦୁର୍ନୀତି ହୋଇଛି। ଏହାର ବିଧିବଦ୍ଧ ତଦନ୍ତ କରାଯିବାକୁ ପ୍ରଦେଶ କଂଗ୍ରେସ ପକ୍ଷରୁ ଶନିବାର ଦାବି କରାଯାଇଛି। ହାଇକୋର୍ଟର ଜଣେ ବିଚାରପତିଙ୍କ ତତ୍ତ୍ୱାବଧାନରେ ଏହାର…
ଝାଡ଼ଖଣ୍ଡରେ ୬୩% ମତଦାନ: ୧୮୯ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍
ରାଞ୍ଚି, ୩୦ା୧୧ : ଝାଡ଼ଖଣ୍ଡ ବିଧାନସଭା ଲାଗି ହେଉଥିବା ପାଞ୍ଚ ପର୍ଯ୍ୟାୟ ବିଶିଷ୍ଟ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଶନିବାର ଅନୁଷ୍ଠିତ ଏହି ନିର୍ବାଚନରେ ମତଦାନ ହାର ୬୨.୮୭ ପ୍ରତିଶତ ରହିଛି। ପ୍ରଥମ ପର୍ଯ୍ୟାୟରେ ୬ ଜିଲାରେ ୧୩…
ଏଭଳି ଶୋଇଲେ ଶରୀର ଉପରେ ପଡ଼େ ଖରାପ ପ୍ରଭାବ…
ଶୋଇବାର କେତେକ ସାଧାରଣ ନିୟମ ରହିଛି। ଏହାକୁ ପାଳନ କଲେ ଶରୀର ଉପରେ ଭଲ ପ୍ରଭାବ ପଡ଼ିଥାଏ। ପେଟ ମାଡ଼ିହୋଇ ଶୋଇବା ଦ୍ୱାରା ବହୁ ସମସ୍ୟା ଦେଖାଦେଇଥାଏ। ଏହାଯୋଗୁ ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ହୋଇଥାଏ। ସେହିପରି ଏଭଳି ଶୋଇବା ଅଭ୍ୟାସ ଯୋଗୁ ଖାଦ୍ୟ…
ମିଳୁନି ପିଆଜ ଦୋସା
ବେଙ୍ଗାଲୁରୁ,୩୦।୧୧: ଦେଶର ବିଭିନ୍ନ ଭାଗରେ ଏବେ ପିଆଜର କିଲୋଗ୍ରାମ ପିଛା ଦାମ୍ ଶହେ ଟଙ୍କା ଛୁଇଁଛି। ଆଉ ଏହି ଦାମ୍କୁ ଦେଖି ଘରଠାରୁ ହୋଟେଲ ସବୁଠି ପିଆଜର ବ୍ୟବହାରକୁ କମ୍ କରି ଦିଆଯାଇଛି। ବେଙ୍ଗାଲୁରୁର ଅଧିକାଂଶ ରେସ୍ତୋରାଁରେ ଏବେ ଆଉ ପିଆଜ…
ଉଦ୍ଧବଙ୍କୁ ମିଳିଲାନି ଭାଇ ରାଜ ଠାକରେଙ୍କ ଭୋଟ
ମୁମ୍ବାଇ,୩୦।୧୧: ମହାରାଷ୍ଟ୍ର ବିଧାନସଭାରେ ଶନିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଥିଲେ। ତାଙ୍କ ସପକ୍ଷରେ ୧୬୯ଭୋଟ ଆସିଥିବା ବେଳେ ଏବେ ସେ ତାଙ୍କ କ୍ୟାବିନେଟ ବିସ୍ତାର କରିବାର ରାସ୍ତା ସଫା ହୋଇଗଲା ବୋଲି ଆଲୋଚନା ହେଲାଣି। ସବୁଠାରୁ ବଡକଥା…
ବୁଥ୍ ବାହାରେ କଂଗ୍ରେସ ପ୍ରାର୍ଥୀଙ୍କ ଦାଦାଗିରି
ରାଞ୍ଚି,୩୦।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପ୍ରଥମ ପର୍ଯ୍ୟାୟର ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଏଠାରେ ୧୩ଟି ଆସନ ପାଇଁ ପ୍ରାୟ ୪,୮୯୨ଟି କେନ୍ଦ୍ରରେ ମତଦାନ ଚାଲିଛି। ଏହାରି ଭିତରେ ପଲାମୁ ଜିଲାର କୋସିୟାରା ଗାଁର ଏକ ମତଦାନକେନ୍ଦ୍ର ବାହାରେ କଂଗ୍ରେସ ଓ…
ଉଦ୍ଧବ ଦେଲେ ଶକ୍ତି ପରୀକ୍ଷା: ୧୬୯ ବିଧାୟକଙ୍କ ସମର୍ଥନ
ମୁମ୍ବାଇ,୩୦।୧୧: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ଶନିବାର ବିଧାନ ଭବନରେ ଶକ୍ତି ପରୀକ୍ଷା ଦେଇଛନ୍ତି। ଶକ୍ତି ପରୀକ୍ଷାରେ ଉଦ୍ଧବ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେଇଛନ୍ତି। ୧୬୯ ବିଧାୟକ ଉଦ୍ଧବ ସରକାରଙ୍କ ସପକ୍ଷରେ ଭୋଟ ଦେଇଛନ୍ତି। ସରକାରଙ୍କ ବିପକ୍ଷରେ କୌଣସି ସଦସ୍ୟ ଭୋଟ…

