ଥରିଲା ମହାରାଷ୍ଟ୍ର
ମୁମ୍ବାଇ,୨୦।୬: ମହାରାଷ୍ଟ୍ରର ସତରା ଜିଲାରେ ଗୁରୁବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୪.୮। ସକାଳ ପ୍ରାୟ ୭ଟା ୪୭ରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ...
୭୬ବର୍ଷ ପରେ ଜଣେ ଶିଶୁ ପାଇଁ ଖୋଲିଲା ସ୍କୁଲ
ଚେନ୍ନାଇ. ୨୦।୬: ତାମିଲନାଡୁର ଏକ ପ୍ରାଥମିକ ସ୍କୁଲ ୭୬ ବର୍ଷ ପରେ ଗୋଟିଏ ଶିଶୁ ପାଇଁ ଖୋଲିଛି। କ୍ଲୂପରାଇର ଚିନ୍ନାଇକଲ୍ଲାରର ଏହି ସ୍କୁଲ ଦ୍ରବିଡାର ଏବଂ ଆଦିବାସୀ କଲ୍ୟାଣ ବିଭାଗ ଦ୍ୱାରା ଚଲାଯାଏ। ୧୯୪୩ରେ ଏହି ସ୍କୁଲ ଚା’ ବଗିଚାରେ...
ପ୍ରାଇମେରୀ ସ୍କୁଲରେ ଯୋଗୀ ବାଣ୍ଟିବେ ଖଦି ପୋଷାକ
ଲକ୍ଷ୍ନୌ, ୨୦।୬: ଖଦିର ବିକାଶ ପାଇଁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ନୂଆ ଯୋଜନା ଆରମ୍ଭ କରିଛନ୍ତି। ରାଜ୍ୟର ପ୍ରାଇମେରୀ ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ଖଦି ପୋଷାକ ବଣ୍ଟନ କରାଯିବା ଲାଗି ସରକାର ଚିନ୍ତା କରୁଛନ୍ତି। ପରୀକ୍ଷାମୂଳକ ଭାବେ ଲକ୍ଷ୍ନୌ...
ହିଜ୍ବୁଲ୍ ମୁଜାହିଦ୍ଦିନ୍ରେ ଭର୍ତ୍ତି ପାଇଁ ନୂଆ ସର୍ତ୍ତ: ପ୍ରଥମେ ଭାରତୀୟ ସେନା ଉପରେ କରିବାକୁ ହେବ ଆକ୍ରମଣ
ଶ୍ରୀନଗର,୨୦।୬: ଆତଙ୍କବାଦୀ ସଂଗଠନ ହିଜ୍ବୁଲ୍ ମୁଜାହିଦ୍ଦିନ୍ରେ ଭର୍ତ୍ତି ପାଇଁ ନୂଆ ସର୍ତ୍ତ ରଖାଯାଇଛି। ଆତଙ୍କବାଦୀ ସଂଗଠନରେ ଯୋଗଦେବା ଲାଗି ଆବେଦନକାରୀଙ୍କ ଆଗ୍ରହ ପ୍ରଥମେ ପ୍ରମାଣ କରିବାକୁ ହେବ। ଏଥି ସକାଶେ ପ୍ରଥମେ ଭାରତୀୟ ସେନା ଉପରେ ଆକ୍ରମଣ କରିବାକୁ ପଡ଼ିବ।...
ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୦ା୬(ପି.ଟି.): ଗୁଜରାଟରେ ଦୁଇଟି ରାଜ୍ୟ ସଭା ଆସନ ଲାଗି ଅଲଗା ଉପନିର୍ବାଚନ କରିବା ନିମନ୍ତେ ନିର୍ବାଚନ କମିଶନ (ଇସି) ନିଷ୍ପତ୍ତି ନେଇଥିବାବେଳେ ରାଜ୍ୟ କଂଗ୍ରେସ ପକ୍ଷରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। ଆସନ୍ତା ୨୪ ତାରିଖ ସୁଦ୍ଧା ଜବାବ ଦାଖଲ...
‘ରାଜନୈତିକ ପ୍ରଭାବରୁ ଦୂରେଇ ରହୁ ନ୍ୟାୟପାଳିକା’
ନୂଆଦିଲ୍ଲୀ,୨୦ା୬(ପି.ଟି.): ସ୍ବାଧୀନତା ନ୍ୟାୟପାଳିକାର ଆତ୍ମା। ବିଚାର ବ୍ୟବସ୍ଥା ଜନତାଙ୍କ ଆସ୍ଥା ଜୁଟାଇବାରେ ବିଫଳ ହେଲେ କଦାପି ନ୍ୟାୟ ସ୍ଥାପନ କରିପାରିବ ନାହିଁ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇ କହିଛନ୍ତି। ଲୋକଙ୍କୁ ପ୍ରଲୋଭିତ କରୁଥିବା ତତ୍ତ୍ୱଙ୍କ ବିରୋଧରେ...
ପ୍ୟାନେଲ ଗଠନ କରାଯିବ
ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଏକକାଳୀନ ନିର୍ବାଚନ ପାଇଁ ସମୟବଦ୍ଧ ଭାବେ ପ୍ରସ୍ତାବ ଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ପ୍ୟାନେଲ ଗଠନ କରିବାକୁ ଯାଉଛନ୍ତି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ବୁଧବାର ସୂଚନା ଦେଇଛନ୍ତି। ସର୍ବଦଳୀୟ ବୈଠକ ପରେ ଗଣମାଧ୍ୟମକୁ...
ଛାତ୍ରନେତାରୁ ଲୋକ ସଭା ବାଚସ୍ପତି
ନୂଆଦିଲ୍ଲୀ,୨୦ା୬(ପି.ଟି.): ରାଜସ୍ଥାନର ଭାଜପା ଏମ୍ପି ଓମ୍ ବିର୍ଲା ବୁଧବାର ସପ୍ତଦଶ ଲୋକ ସଭାର ବାଚସ୍ପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିର୍ଲାଙ୍କ ନାଁ ପ୍ରସ୍ତାବ ଦେଇଥିବାବେଳେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏହାକୁ ସମର୍ଥନ ଜଣାଇଥିଲେ। ବାଚନିକ...
୫ ଆତଙ୍କବାଦୀ ଗିରଫ
ଶ୍ରୀନଗର,୨୦ା୬(ଆଇଏଏନ୍ଏସ୍): ଆତଙ୍କବାଦୀମାନଙ୍କର ଏକ ବିସ୍ଫୋରଣ ଉଦ୍ୟମକୁ ବୁଧବାର ଜମ୍ମୁ-କଶ୍ମୀର ପୋଲିସ ପଣ୍ଡ କରିଦେଇଛି। ସୋପିଆନ ଜିଲାରୁ ଆତଙ୍କବାଦୀମାନଙ୍କର ୫ ଜଣ ସହଯୋଗୀଙ୍କୁ ଗିରଫ କରାଯାଇଛି। ଗୋଇନ୍ଦା ସୂଚନା ଆଧାରରେ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆକିବ୍ ନାଜିର ରାଠର,...
ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତର ୩
ନୂଆଦିଲ୍ଲୀ,୨୦ା୬ (ଆଇଏଏନ୍ଏସ୍) : ବିଶ୍ୱର ଶ୍ରେଷ୍ଠ ୨୦୦ ବିଶ୍ୱବିଦ୍ୟାଳୟ ମଧ୍ୟରେ ଭାରତର ମାତ୍ର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଆଇଆଇଟି ବମ୍ବେ, ଆଇଆଇଟି ଦିଲ୍ଲୀ ଓ ଇଣ୍ଡିଆନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ (ଆଇଆଇଏସ୍ସି) ବାଙ୍ଗାଲୋର ଏଥିରେ ସ୍ଥାନ ପାଇଛନ୍ତି। ଲଣ୍ଡନ୍ରେ...
ସମ୍ବିଧାନ ସଂଶୋଧନ ଜରୁରୀ
ନୂଆଦିଲ୍ଲୀ,୨୦ା୬(ପି.ଟି.) : କେନ୍ଦ୍ର ସରକାର ଏକକାଳୀନ ନିର୍ବାଚନ ପାଇଁ ବିଚାର ଆଲୋଚନା ଚଳାଇଥିବାବେଳେ ଏଭଳି ବୃହତ୍ ପ୍ରକ୍ରିୟା ସକାଶେ ଆଇନ କମିଶନ ଏକ କଠୋର ଆଇନଗତ ଢାଞ୍ଚା ଲାଗି ସୁପାରିସ କରିଛନ୍ତି। ଗତ ଅଗଷ୍ଟରେ ଆଇନ କମିଶନ ଚିଠା ସୁପାରିସରେ...
ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକ: ବର୍ଜନ କଲେ ବିରୋଧୀ
ନୂଆଦିଲ୍ଲୀ,୨୦ା୬(ପି.ଟି.): ଦେଶରେ ଭିନ୍ନ ଭିନ୍ନ ସମୟରେ ନିର୍ବାଚନ ହେଉଥିବାରୁ ଆର୍ଥିକ ଓ ପ୍ରଶାସନିକ ବୋଝ ବଢ଼ୁଛି। ଏହାକୁ ଏଡ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ଏକକାଳୀନ ନିର୍ବାଚନ ପାଇଁ ପ୍ରସ୍ତାବ ଦେଇଥିବାବେଳେ ବୁଧବାର ଏସଂକ୍ରାନ୍ତରେ ସହମତି ଲାଗି ଏକ...
Archives


