ଜାତୀୟ

ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ: ରାଜନାଥ ସିଂ

ତାସକେଣ୍ଟ୍‌,୪।୧୧: ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଥିବା ରାଷ୍ଟ୍ରଙ୍କୁ ବାସନ୍ଦ କରାଯାଉ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏନେଇ ସୋମବାର ୟୁଜବେକିସ୍ତାନର ତାସକେଣ୍ଟ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମ ଦସ୍ତଲିକ୍‌-୨୦୧୯ରେ ଏହା କହିଛନ୍ତି। ଆତଙ୍କବାଦ ସାରା ପୃଥିବୀ ପାଇଁ ଏକ ସଙ୍କଟ ସୃଷ୍ଟି କରିଛି। ତେବେ ପାକିସ୍ତାନର…

କଠୋର ହେଲେ ସୁପ୍ରିମକୋର୍ଟ: ମାଗିଲେ ନଡ଼ା ଜଳାଉଥିବା ଲୋକଙ୍କ ତାଲିକା

ନୂଆଦିଲ୍ଲୀ,୪।୧୧: ରାଜଧାନୀରେ ଭୟଙ୍କର ରୂପ ନେଉଛି ପ୍ରଦୂଷଣ। ଏହି ମାମଲାରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୋମବାର ଦିଲ୍ଲୀରେ ବ୍ୟାପୁଥିବା ପ୍ରଦୂଷଣ ଉପରେ ସୁପ୍ରିମକୋର୍ଟ ଟିପ୍ପଣି ରଖି କେନ୍ଦ୍ର ଓ ରାଜ୍ୟସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ପ୍ରତିବର୍ଷ ଦିଲ୍ଲୀରେ…

ଯବାନଙ୍କ ପାଖରେ ୫୧ ଡିଗ୍ରୀ

ଜୟପୁର,୪।୧୧: ଜମ୍ମୁ-କଶ୍ମୀର, ଆସାମ, ପଞ୍ଜାବ ଆଦି ସୀମାରେ ମୁତୟନ ହୋଇଥିବା ଜଣେ ଭାରତୀୟ ଯବାନଙ୍କ ପାଠପଢ଼ିବା ପ୍ରତି ଥିବା ଆଗ୍ରହ ଏବେ ଲୋକଲୋଚନକୁ ଆସିଛି। ରାଜସ୍ଥାନର ଦଶରଥ ସିଂ ସେନାରେ ନିଯୁକ୍ତି ହୋଇ ମଧ୍ୟ ପାଠ ପଢ଼ାରେ ୫୧ ଡିଗ୍ରୀ ହାସଲ…

ଅଡ୍‌-ଇଭିନ୍‌ ନମ୍ବର ନିୟମ ନ ମାନିବାରୁ କଟିଲା ଭାଜପା ନେତାଙ୍କ ଚାଲାଣ

ନୂଆଦିଲ୍ଲୀ,୪।୧୧: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ମାତ୍ରାକୁ କମ୍‌ କରିବାକୁ ଯାଇ ସରକାରଙ୍କ ତରଫରୁ ଅଡ-ଇଭିନ ନମ୍ବରର ଗାଡି ଗଡିବା ଆରମ୍ଭ କରିଛି। ସୋମବାର ଇଭିନ୍‌ ନମ୍ବରର ଗାଡି ଚାଲୁଥିବା ବେଳେ ଭାଜପା ନେତା ବିଜୟ ଗୋୟଲ କିନ୍ତୁ ତାଙ୍କ ଅଡ୍‌ ନମ୍ବର…

୫୦ ଅଣ୍ଡା ଖାଇବାକୁ ଲାଗିଥିଲା ସର୍ତ୍ତ: ୪୨ଖାଇବା ପରେ ମୃତ୍ୟୁ

ଜୋନପୁର,୪।୧୧: ବେଳେବେଳେ ଥଟ୍ଟାରେ ଲାଗିଥିବା ସର୍ତ୍ତ ମୃତ୍ୟୁର କାରଣ ହୋଇଥାଏ। ଅଣ୍ଡା ଓ ମଦରେ ସର୍ତ୍ତ ଲଗାଇ ଜଣେ ବ୍ୟକ୍ତି ମୃତ୍ୟୁମୁଖକୁ ଠେଲି ହୋଇଯାଇଥିବା ଜଣାପଡ଼ିଛି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଜୋନପୁରରେ। ସୂଚନାଯୋଗ୍ୟ, ଶାହଗଞ୍ଜ କୋତଓ୍ବାଲି ଅଞ୍ଚଳର…

ଦିଲ୍ଲୀ ପହଞ୍ଚିଲା ମହାରାଷ୍ଟ୍ର ରାଜନୀତି ଡ୍ରାମା: ଶାହଙ୍କୁ ଭେଟିଲେ ଫଡ଼ନବିଶ

ନୂଆଦିଲ୍ଲୀ,୪।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଘୋଷଣାକୁ ଇତିମଧ୍ୟରେ ୧୨ ଦିନ ବିତିଛି। ତେବେ ରାଜ୍ୟରେ ସରକାର ଗଠନ ନେଇ ଅଙ୍କକଷା ଛିଡ଼ିବାର ନା ଧରୁନି। ଭାଜପା ଏବଂ ଶିବସେନା ନିଜ ନିଜ ଜିଦ୍‌ରେ ଅଡ଼ି ବସିଛନ୍ତି। ରାଜ୍ୟର ହାଇଭୋଲଟେଜ୍‌ ରାଜନୀତି…

ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୪।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଶ୍ରୀନଗରର ହରି ସିଂ ରୋଡ୍‌ଠାରେ ଆତଙ୍କବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଗ୍ରେନେଡ୍‌ ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ ଜଣ ଗୁରୁତର ଭାବେ ଆହତ ହୋଇଥିବା କୁହାଯାଉଛି। ଆହତମାନଙ୍କୁ…

ପାଖରେ ଥିଲା ମାତ୍ର ୩ ଟଙ୍କା, ୪୦ ହଜାର ଟଙ୍କା ଥିବା ବ୍ୟାଗ୍‌ ପାଇ କ’ଣ କଲେ ଏହି ବ୍ୟକ୍ତି ଜାଣନ୍ତୁ

ପୁଣେ,୪।୧୧: ଆଜି ବି ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନେ ନିଜ ସଚ୍ଚୋଟପଣିଆ ଦ୍ୱାରା ସମସ୍ତଙ୍କ ହୃଦୟ ଜିଣିଛନ୍ତି। ସେମିତି ଏକ ସଚ୍ଚୋଟ ହୃହୟର ବ୍ୟକ୍ତି ହେଉଛନ୍ତି ମହାରାଷ୍ଟ୍ରର ୫୪ ବର୍ଷୀୟ ଧାନଜୀ ଜଗଦାଲେ। ତାଙ୍କ ପକେଟରେ ମାତ୍ର ୩…

ମାସ୍କ ପିନ୍ଧି ଫଟୋ ଶେୟାର କଲେ ପ୍ରିୟଙ୍କା: ୟୁଜର୍ସ କହିଲେ ଶାଶୁ ଘରକୁ ପଳାଅ

ନୂଆଦିଲ୍ଲୀ,୪।୧୧: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଦିଲ୍ଲୀରେ ନେଟଫ୍ଲିକ୍ସ ପ୍ରୋଜେକ୍ଟର ‘ଦ ହ୍ବାଇଟ୍‌ ଟାଇଗର’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏବେ ସେଠାରେ ପ୍ରଦୂଷଣର ମାତ୍ରାକୁ ନେଇ ଚିନ୍ତିତ ହୋଇ ପଡିଛନ୍ତି ଏହି ନାୟିକା। ଏହାକୁ ନେଇ ସେ ସୋସିଆଲ…

କଡ଼କଡ଼ଡ଼ୋମା କୋର୍ଟରେ ପୋଲିସଙ୍କୁ ପିଟିଲେ ଆଇନଜୀବୀ

ନୂଆଦିଲ୍ଲୀ,୪।୧୧: ତିସ୍‌ ହଜାରୀ କୋର୍ଟରେ ପୋଲିସ ଏବଂ ଆଇଜୀବୀଙ୍କ ମଧ୍ୟରେ ଉତ୍ତେଜନା ଯୋଗୁ ସୋମବାର ଆଇନଜୀବୀମାନେ ହରତାଳ କରିଛନ୍ତି। ସ୍ଥାନୀୟ କଡ଼କଡ଼ଡ଼ୋମା କୋର୍ଟରେ କେତେକ ଆଇନଜୀବୀ ଜଣେ ପୋଲିସଙ୍କୁ ପିଟିଥିବା ଅଭିଯୋଗ ହୋଇଛି। ଖବର ପାଇ ଉଚ୍ଚ ପୋଲିସ ଅଧିକାରୀ ଘଟଣାସ୍ଥଳରେ…

ଅଡ୍‌ ନମ୍ବର ଗାଡ଼ି ଥିବାରୁ ସାଇକେଲରେ କାର୍ଯ୍ୟାଳୟ ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪।୧୧: ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦେଖି ସୋମବାରଠାରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ସେଠାରେ ଅଡ୍‌-ଇଭିନ୍‌ ନମ୍ବର ଗାଡି ଚଳାଇବା ନିୟମକୁ ଲାଗୁ କରିଛନ୍ତି। ଏହି କ୍ରମରେ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କର ଅଡ୍‌ ନମ୍ବରର ଗାଡିଥିବାରୁ ନିୟମ ଅନୁଯାୟୀ ସୋମବାର…

ଅଯୋଧ୍ୟାରେ ସୋସିଆଲ୍‌ ମିଡ଼ିଆ ଉପରେ କଟକଣା: ଡିସେମ୍ବର ୨୮ ପର୍ଯ୍ୟନ୍ତ ବଳବତ୍ତର

ନୂଆଦିଲ୍ଲୀ,୪।୧୧: ସୁରକ୍ଷା ଦୃଷ୍ଟିରୁ ଅଯୋଧ୍ୟାରେ ଆସନ୍ତା ଡିସେମ୍ବର ୨୮ ପର୍ଯ୍ୟନ୍ତ ସୋସିଆଲ୍‌ ମିଡ଼ିଆ ଉପରେ କଟକଣା ଜାରି କରାଯାଇଛି। କୌଣସି ପ୍ରକାର ବିଭ୍ରାନ୍ତିକର, ଆପତ୍ତିଜନକ ଏବଂ ଉତ୍ତେଜନା ସୃଷ୍ଟିକାରୀ ମନ୍ତବ୍ୟ ସୋସିଆଲ୍‌ ମିଡ଼ିଆରେ ଆସନ୍ତା ୨ ମାସ ପର୍ଯ୍ୟନ୍ତ ନ ଦେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri