କଂଗ୍ରେସ ସହ ମେଣ୍ଟକୁ ନେଇ ପ୍ରତିକ୍ରିୟା ରଖିଲେ କୁମାରସ୍ବାମୀ: କହିଲେ, ‘ପ୍ରତିଟି ମୁହୂର୍ତ୍ତ ଯନ୍ତ୍ରଣାରେ ବିତୁଛି’
ବେଙ୍ଗାଲୁର,୧୯।୬: କର୍ନାଟକରେ କଂଗ୍ରେସ ଓ ଜେଡିଏସ୍ ମଧ୍ୟରେ ଲାଗି ରହିଥିବା ବିବାଦ ବୁଧବାର ପୁଣି ଥରେ ସାମ୍ନାକୁ ଆସିଛି। ଏହାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଚ୍.ଡି. କୁମାରସ୍ବାମୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ମୋର ପ୍ରତିଟି ମୁହୂର୍ତ୍ତ ଯନ୍ତ୍ରଣାରେ...
‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବୈଠକ ଆରମ୍ଭ: ଆସିଲେନି ରାହୁଲ, ମାୟା, ମମତା
ନୂଆଦିଲ୍ଲୀ, ୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ସଂସଦ ଭବନର ଲାଇବ୍ରେରୀରେ ଆରମ୍ଭ ହୋଇଛି। ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗ ଦେଇଛନ୍ତି। କିନ୍ତୁ ଏହି...
ମାଓବାଦୀଙ୍କ ଟାର୍ଗେଟରେ ଏସ୍ପି ନେତା: ଅପହରଣ ପରେ କଲେ ହତ୍ୟା
ବିଜାପୁର,୧୯।୬: ଛତିଶଗଡ଼ରେ ପୁଣି ମାଓବାଦୀଙ୍କ ଦବ୍ଦବା ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ ସମାଜବାଦୀ ପାର୍ଟି (ଏସ୍ପି) ନେତା ସନ୍ତୋଷ ପୁନେମଙ୍କୁ ମାଓବାଦୀ ଅପହରଣ କରି ହତ୍ୟା କରିଥିବା ସୂଚନା ମିଳିଛି। ବିଜାପୁର ନିକଟସ୍ଥ ମରିମାଲା ଅଞ୍ଚଳରୁ ବୁଧବାର ସକାଳୁ ସ୍ଥାନୀୟ...
ବିହାର ଶିଶୁ ମୃତ୍ୟୁ ଘଟଣା: ତେଜସ୍ବୀ ଉଭାନ୍, ଆରଜେଡି କହିଲା ବିଶ୍ୱକପ୍ ଦେଖିବାକୁ ଯାଇଛନ୍ତି
ପାଟଣା, ୧୯।୬: ବିହାରରେ ମସ୍ତିକ ଜ୍ୱରରେ ପ୍ରତି ଘଣ୍ଟାରେ ଶିଶୁ ମୃତ୍ୟୁ ଖବର ଆସୁଛି। ଏପର୍ଯ୍ୟନ୍ତ ୧୧୨ଜଣ ଶିଶୁଙ୍କ ମୃତ୍ୟୁ ହେଲାଣି। ଘଟଣାକୁ ନେଇ ଶାସକ ଏବଂ ବିରୋଧୀ ଦଳ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏହି ସମୟରେ ରାଜ୍ୟର ପ୍ରମୁଖ...
୨,୨୨୦ ନାବାଳକ ଗାଡ଼ି ଚାଳକଙ୍କୁ ଧରିଲା ପୋଲିସ
ହାଇଦ୍ରାବାଦ,୧୯।୬: ଦେଶରେ ବେପାରୁଆ ଗାଡ଼ି ଚାଳନା ଯୋଗୁ ପ୍ରତିଦିନ ଅଧିକ ସଂଖ୍ୟାରେ ସଡ଼କ ଦୁର୍ଘଟଣା ଘଟୁଛି। ଏହାକୁ ନଜରରେ ରଖି ହାଇଦ୍ରାବାଦ ସହରରେ ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଛି। ଏହି ଅଭିଯାନରେ ବିନା ଲାଇସେନ୍ସଧାରୀ ଗାଡ଼ି...
୧୦ କୋଟି ଟଙ୍କାରେ ଜେଡିଏସ ବିଧାୟକଙ୍କୁ କିଣିବାକୁ ଚେଷ୍ଟା କରୁଛି ଭାଜପା: କୁମାରସ୍ବାମୀ
ବେଙ୍ଗାଲୁରୁ, ୧୯।୬: ଭାଜପା ଉପରେ ପୁଣି ବର୍ଷିଛନ୍ତି କର୍ନାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ। ଭାଜପା ଜେଡିଏସ ବିଧାୟକଙ୍କୁ ୧୦ କୋଟି ଟଙ୍କାରେ କିଣିବାକୁ ଚାହୁଁଛି ବୋଲି ସେ ଅଭିଯୋଗ କରିଛନ୍ତି। ପାର୍ଟିର ଜଣେ ବିଧାୟକ ତାଙ୍କୁ ଫୋନ୍ ଯୋଗେ ଏପରି...
ଟିଫିନ ସଫାକୁ ନେଇ ଏୟାର ଇଣ୍ଡିଆ ପାଇଲଟ-କ୍ର୍ୟୁ ମେମ୍ବର ହାତାହାତି
ନୂଆଦିଲ୍ଲୀ,୧୯।୬: ଏୟାର ଇଣ୍ଡିଆରେ ପାଇଲଟ ଓ କ୍ର୍ୟୁ ମେମ୍ବରଙ୍କ ଭିତରେ ହୋଇଥିବା ଝଗଡାର ଏକ ମାମଲା ସାମ୍ନାକୁ ଆସିଛି। ଏହାପରେ ବିମାନ ଏଆଇ-୭୭୨ର ପାଇଲଟ ଓ କେବିନ କ୍ର୍ୟୁ ମେମ୍ବରଙ୍କୁ ଏୟାର ଇଣ୍ଡିଆ କାର୍ଯ୍ୟରୁ ବାହାର କରିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,...
ରାହୁଲଙ୍କ ବଡ଼ ପଦକ୍ଷେପ: ଭଙ୍ଗ କଲେ କର୍ନାଟକ କାର୍ଯ୍ୟକାରିଣୀ
ନୂଆଦିଲ୍ଲୀ,୧୯।୬: ଲୋକ ସଭା ନିର୍ବାଚନରେ ବିଫଳତା ପରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ନେଇଛନ୍ତି ବଡ଼ ପଦକ୍ଷେପ। ସେ କର୍ନାଟକର କଂଗ୍ରେସ କାର୍ଯ୍ୟକାରିଣୀକୁ ଭଙ୍ଗ କରିଛନ୍ତି। ତେବେ ପ୍ରଦେଶ ଅଧ୍ୟକ୍ଷ ଏବଂ କାର୍ଯ୍ୟକାରୀ ପ୍ରଦେଶ ଅଧ୍ୟକ୍ଷ ପୂର୍ବପରି କାର୍ଯ୍ୟ...
ଏସ୍ପି ନେତା ସନ୍ତୋଷ ପୁନେମ୍ଙ୍କୁ ଅପହରଣ କରି ହତ୍ୟା କଲେ ମାଓବାଦୀ
ରାୟପୁର,୧୯।୬: ଛତିଶଗଡ଼ ବିଜାପୁର ଜିଲାରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ସମାଜବାଦୀ ପାର୍ଟି(ଏସ୍ପି)ନେତା ସନ୍ତୋଷ ପୁନେମ୍ଙ୍କୁ ଅପହରଣ କରି ମାଓବାଦୀମାନେ ହତ୍ୟା କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ପୁନେମ୍ଙ୍କୁ ମାରିମାଲ୍ଲା ଗାଁ ସ୍ଥିତ ଏକ ନିର୍ମାଣ ଅଞ୍ଚଳଠାରୁ କିଛି ମାଓବାଦୀ...
ପଶ୍ଚିମବଙ୍ଗରେ ଆଉ ଜଣେ ଭାଜପା କର୍ମୀଙ୍କୁ ହତ୍ୟା
କୋଲକାତା, ୧୯।୬: ନିର୍ବାଚନ ଶେଷ ହେବା ପରେ ବି ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନାଁ ଧରୁନି। ରାଜ୍ୟର କୁଚ ବିହାରରେ ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ମୃତକଙ୍କ ନାମ ଆନନ୍ଦ ପାଲ(୨୮)। ସେ ଭାଜପା ଯୁବ ଶାଖା...
ବାତ୍ୟା ‘ବାୟୁ’ର ପ୍ରଭାବ: ବାଟ ହୁଡ଼ିଲା ମୌସୁମୀ; ୧୨ ବର୍ଷ ପରେ ପୁଣି ବିଳମ୍ବିତ
ନୂଆଦିଲ୍ଲୀ,୧୯।୬: ସାମୁଦ୍ରିକ ଝଡ଼ ବାୟୁର ପ୍ରଭାବରେ ଚଳିତ ବର୍ଷ ମୌସୁମୀ ବାଟ ହୁଡ଼ିଛି। ୧୨ ବର୍ଷ ପରେ ପୁଣିଥରେ ମୌସୁମୀ ବିଳମ୍ବିତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜୁନ୍ ୧୮-୧୯ ମଧ୍ୟରେ ମୌସୁମୀ ଦେଶର ଦୁଇ...
ସନି ଦେଓଲଙ୍କ ଲୋକ ସଭା ସଦସ୍ୟତା ସଙ୍କଟରେ: ଧାର୍ଯ୍ୟ ସୀମାଠାରୁ କରିଛନ୍ତି ଅଧିକ ଖର୍ଚ୍ଚ; ଇସି ଜାରି କରିପାରନ୍ତି ନୋଟିସ୍
ନୂଆଦିଲ୍ଲୀ,୧୯।୬: ପଞ୍ଜାବର ଗୁରୁଦାସପୁର ଲୋକ ସଭା ଆସନ ଏମ୍ପି ସନି ଦେଓଲଙ୍କ ସଦସ୍ୟତା ନେଇ ଏବେ ସଙ୍କଟ ଦେଖାଦେଇଛି। ସେ ନିର୍ବାଚନରେ ଧାର୍ଯ୍ୟ ସୀମାଠାରୁ ଅଧିକ ଖର୍ଚ୍ଚ କରିଥିବା ରିପୋର୍ଟ ନିର୍ବାଚନ କମିଶନ(ଇସି)ଙ୍କୁ ମିଳିଛି। ଧାର୍ଯ୍ୟ ସୀମା ୭୦ ଲକ୍ଷ...
Archives


