ଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକରେ ଯୋଗ ଦେବେ ନାହିଁ ମମତା

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ଏଥିରେ ସବୁ ଦଳର ମୁଖ୍ୟମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗ ଦେବେ ନାହିଁ ବୋଲି କହିଛନ୍ତି। ଏଥିପାଇଁ ସେ...

ପୁଣି ହାଣ ମୁହଁରେ ୧୫ ବରିଷ୍ଠ ଅଧିକାରୀ: ନେଲେ ବାଧ୍ୟତାମୂଳକ ଅବସର

ନୂଆଦିଲ୍ଲୀ,୧୮।୬: ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ମଙ୍ଗଳବାର ନେଇଛନ୍ତି ଦୃଢ଼ ପଦକ୍ଷେପ। ଏଥର ଦୁର୍ନୀତି ତଥା ନିର୍ଯାତନା ଅଭିଯୋଗରେ ୧୫ ବରିଷ୍ଠ ଅଧିକାରୀ ହାଣ ମୁହଁରେ ପଡ଼ିଛନ୍ତି। ସେମାନଙ୍କୁ ଡିପାର୍ଟମେଣ୍ଟ ଅଫ୍‌ ପର୍ସନାଲ୍‌ ଆଣ୍ଡ୍‌ ଆଡମିନିଷ୍ଟ୍ରେଟିଭ୍‌...

କେନ୍ଦ୍ରୀୟ ମନ୍ତ୍ରୀଙ୍କ ପୁଅ ଓ ପୁତୁରା ପୋଲିସ କର୍ମଚାରୀଙ୍କୁ କଲେ ଗୁଳି

ଭୋପାଳ,୧୮।୬: ମଧ୍ୟପ୍ରଦେଶ ନରସିଂହପୁର ଜିଲା ଗୋଟେଗାଓ୍ବଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଜଣେ ପୋଲିସ କର୍ମଚାରୀଙ୍କୁ କେନ୍ଦ୍ରୀୟ ପର୍ଯ୍ୟଟନ ଏବଂ ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ପଟେଲଙ୍କ ପୁଅ ଏବଂ ପୁତୁରା ଗୁଳି କରିଛନ୍ତି। ମନ୍ତ୍ରୀଙ୍କ ପୁଅ ପ୍ରବଳ ପଟେଲ...

କଂଗ୍ରେସର ନୂଆ ରଣନୀତି: ଅଧିର ରଞ୍ଜନ ଚୌଧୁରୀ ଲୋକ ସଭା ନେତା ହେବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୧୮।୬: କଂଗ୍ରେସ ଦଳ ପକ୍ଷରୁ ଲୋକ ସଭାରେ ନେତା ପାଇଁ ପଶ୍ଚିମବଙ୍ଗର ଅଧିର ରଞ୍ଜନ ଚୌଧୁରୀଙ୍କ ନାମକୁ ନେଇ ଆଲୋଚନା ଆରମ୍ଭ ହୋଇଛି। ରାହୁଲ ଗାନ୍ଧୀ ଏହି ପଦ ନେବାକୁ ମନା କରିବାରୁ କଂଗ୍ରେସ ବୈଠକରେ ଅଧିରଙ୍କ ନାମ ନେଇ...

ମସ୍ତିଷ୍କ ଜ୍ୱର ୮ ବର୍ଷରେ ନେଇଛି ଦେଶର ୧୧ ହଜାର ଶିଶୁଙ୍କ ଜୀବନ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୧୮।୬: ମସ୍ତିଷ୍କ ଜ୍ୱରରେ ପୃଥିବୀର ୨୪ଟି ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏସବୁ ଦେଶର ୩ ଶହ କୋଟି ଲୋକ ଏହି ଜ୍ୱରରେ ସଂକ୍ରମିତ ହେବାର ଆଶଙ୍କ ରହିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାର ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ...

ବସ୍‌ ଛାତରୁ ଭିଡ ରାସ୍ତାରେ ଗଳି ପଡିଲେ ୨୦ରୁ ଊର୍ଦ୍ଧ୍ୱ ଛାତ୍ର

ନୂଆଦିଲ୍ଲୀ,୧୮।୬: ଚେନ୍ନାଇରେ ବସ୍‌ ଡେ’ ପାଳନ ଅବସରରେ ଘଟିଛି ଏକ ଦୁର୍ଘଟଣା। ସୋମବାର ଏହି ଦିବସ ପାଳନ ଅବସରରେ କେତେଜଣ ଛାତ୍ର ଚଳନ୍ତା ବସ୍‌ ଛାତ ଉପରେ ଓ ଝରକାରେ ଚଢି ସ୍ଲୋଗନ୍‌ ଦେଉଥିଲେ। ହେଲେ ଏତିକି ବେଳେ ଏକ...

ସପ୍ତାହରେ ଦାନରେ ମିଳୁଛି ୧୪ ଲକ୍ଷ ଟଙ୍କା କଏନ୍‌: ଚିନ୍ତାରେ ଶିରିଡ଼ି ସାଇ ଟ୍ରଷ୍ଟ୍‌

ଶିରିଡ଼ି,୧୮।୬: ମହାରାଷ୍ଟ୍ରର ଶିରିଡ଼ି ସାଇ ମନ୍ଦିର ଟ୍ରଷ୍ଟ୍‌ ଏବେ ଚିନ୍ତାରେ ପଡ଼ିଛନ୍ତି। ମନ୍ଦିର ଦାନ ପେଟିରୁ ପ୍ରତି ସପ୍ତାହରେ ୧୪ ଲକ୍ଷ ଟଙ୍କାର କଏନ୍‌ ମିଳୁଛି। ତେବେ ଏତେ ସଂଖ୍ୟକ କଏନ୍‌ ବଦଳାଇବା କାଠିକର ପାଠ ହେଉଛି। ମନ୍ଦିର ସିଇଓ...

୧୫୦ ବର୍ଷର ପୁରୁଣା ସ୍କୁଲରେ ଟ୍ରେନ୍‌ ବଗିରେ ପାଠପଢ଼ିବେ ପିଲା

ମଦୁରାଇ,୧୮।୬: ୟୁକେର ଶିକ୍ଷା ବ୍ୟବସ୍ଥାର ଶୈଳୀ ଭଳି ଭାରତରେ ମଧ୍ୟ ପାଠପଢ଼ାକୁ ମଜାଳିଆ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଟ୍ରେନ୍‌ର ଖେଳନା ହେଉ କି ସତରେ ଏହାକୁ ଦେଖିବା ପାଇଁ ପିଲାମାନେ ବହୁତ ଭଲ ପାଆନ୍ତି। ଛୁଆମାନଙ୍କୁ ପାଠପଢ଼ା...

କର୍ନାଟକର କୃଷକ ତିଆରି କଲେ ଗଛରେ ଚଢି ପାରୁଥିବା ବାଇକ୍‌

ବେଙ୍ଗାଲୁର,୧୮।୬: ନଡ଼ିଆ ଓ ଗୁଆ ଗଛରେ ଚଢି ଫଳ ତୋଳିବା ବଡ କଷ୍ଟକର ବ୍ୟାପାର ହୋଇଥାଏ। ଏଥିପାଇଁ ଅନେକ ଲୋକ ଏହି ଫସଲ କରିବାକୁ ପଛଘୁଞ୍ଚା ଦେଇଥାଆନ୍ତି। ହେଲେ ଏବେ କର୍ନାଟକ ମଙ୍ଗାଲୁରୁରେ ରହୁଥିବା ଗଣପତି ଭଟ୍ଟ ନାମକ ଜଣେ...

ବିହାର ଅଂଶୁଘାତରେ ତିନି ଦିନରେ ଗଲାଣି ୨୪୬ ଜୀବନ: ସଂସ୍କାର ପାଇଁ କାଠ ଅଭାବ

ପାଟଣା, ୧୮।୬: ବିହାରରେ ପ୍ରଚଣ୍ଡ ରୌନ୍ଦ୍ରତାପ ଯୋଗୁ ଜନଜୀବନ ଦୁର୍ବିସହ ହୋଇପଡିଛି। ସେଠାରେ ଅଂଶ୍‌ୁଘାତରେ ଗତ ୩ ଦିନ ମଧ୍ୟରେ ୨୪୬ଜଣଙ୍କ ଜୀବନ ଗଲାଣି। ପରିସ୍ଥିତି ଏପରି ହୋଇଛି ଯେ, ମୃତଦେହଗୁଡିକୁ ଦାହ ପାଇଁ କାଠର ଅଭାବ ପଡିଛି। ଗୟା,...

ବିହାରରେ ଚାଲିଛି ଶିଶୁ ହତ୍ୟା: ରାବ୍ରୀ

ପାଟନା,୧୮।୬: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଶାସନରେ ଶିଶୁ ହତ୍ୟା ଚାଲିଛି ବୋଲି ଆର୍‌ଜେଡି ପକ୍ଷରୁ ରାବ୍ରୀ ଦେବୀ ଅଭିଯୋଗ କରିଛନ୍ତି। ରାଜ୍ୟରେ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। ସରକାର ଶିଶୁ ମୃତ୍ୟୁ ନେଇ କୌଣସି ପଦକ୍ଷେପ ନେଉ ନ...

ନୀତୀଶଙ୍କ ମୁଜାଫରପୁର ଗସ୍ତ: ଲୋକେ କହିଲେ ଫେରିଯାଅ ମୁଖ୍ୟମନ୍ତ୍ରୀ

ପାଟନା, ୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମୁଜାଫରପୁର ଗସ୍ତ କରିଛନ୍ତି। ତେବେ ଉପସ୍ଥିତ ଲୋକେ ଏପର୍ଯ୍ୟନ୍ତ ଶିଶୁ ମୃତ୍ୟୁ ଘଟଣାରେ ନୀତୀଶଙ୍କ ନିଦ ଭାଙ୍ଗି ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri