ବର୍ଷା ପରେ ବି କମୁନି ରାଜଧାନୀରେ ପ୍ରଦୂଷଣର ସ୍ତର
ନୂଆଦିଲ୍ଲୀ,୩।୧୧: ଦିଲ୍ଲୀ ଏନ୍ସିଆର୍ରେ ବର୍ଷା ପରେ ବି କମୁନି ପ୍ରଦୂଷଣର ମାତ୍ରା। ଶନିବାର ରାତିରେ ଦିଲ୍ଲୀର କିଛି ଅଂଶରେ ସାମାନ୍ୟ ବର୍ଷା ହୋଇଥିବା ବେଳେ ଏବେବି ସେଠାରେ ବାୟୂ ପ୍ରଦୂଷରର ସ୍ତର ସାଂଘାତିକ ଅବସ୍ଥାରେ ରହିଛି। ରବିବାର ସକାଳେ ଏଠାକାର ପ୍ରଦୂଷଣର…
ମମତାଙ୍କ ଫୋନ୍ ଟ୍ୟାପିଙ୍ଗ୍ ଅଭିଯୋଗ
କୋଲକାତା, ୩ା୧୧(ପି.ଟି.): କେନ୍ଦ୍ର ସରକାରଙ୍କ ଉପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ଆକ୍ରମଣ କରିଛନ୍ତି। ସେ ଶନିବାର ଅଭିଯୋଗ କରି କହିଛନ୍ତି ଯେ, ମୋଦି ସରକାର ମୋ ଫୋନ୍ ଟ୍ୟାପିଙ୍ଗ୍ କରୁଛନ୍ତି। ଏହା ଏକ ଗୁରୁତର ଘଟଣା। ମୋଦି…
କର୍ନାଟକ ସରକାରଙ୍କ ବରଖାସ୍ତ ଦାବିକଲା କଂଗ୍ରେସ
ବେଙ୍ଗାଲୁରୁ,୩ା୧୧(ପି.ଟି.): କର୍ନାଟକରେ ବିଦ୍ରୋହୀ କଂଗ୍ରେସ-ଜେଡିଏସ୍ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରାଯିବା ପଛରେ ଭାଜପା କେନ୍ଦ୍ରୀୟ ନେତୃତ୍ୱ ସମ୍ପୃକ୍ତ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପା କହିଥିବାର ଅଡିଓ କ୍ଲିପ୍ ଲିକ୍ ହେବା ପରେ ବିବାଦ ଜୋର ଧରିଛି। ଏହାକୁ ନେଇ ଶନିବାର…
ଆତଙ୍କବାଦ ବିରୋଧରେ ଲଢ଼େଇ ପାଇଁ ଆହ୍ବାନ
ନୂଆଦିଲ୍ଲୀ,୩ା୧୧(ପି.ଟି.): ଆତଙ୍କବାଦ ଓ ଜଳବାୟୁ ପରିବର୍ତ୍ତନ ବିରୋଧରେ ମିଳିତ ଲଢ଼େଇ ପାଇଁ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ)ର ସଦସ୍ୟ ରାଷ୍ଟ୍ରମାନଙ୍କୁ ଆହ୍ବାନ ଦେଇଛନ୍ତି। ଆତଙ୍କବାଦ ବିରୋଧୀ ଲଢ଼େଇ ପାଇଁ ବର୍ତ୍ତମାନର ସମସ୍ତ ଅନ୍ତର୍ଜାତୀୟ ଆଇନକୁ…
ଭାଜପା ଓ୍ବେବ୍ସାଇଟ୍ ହ୍ୟାକ୍ ପଛରେ ପାକିସ୍ତାନ
ନୂଆଦିଲ୍ଲୀ, ୩ା୧୧(ପି.ଟି.): ସନ୍ଦିଗ୍ଧ ପାକିସ୍ତାନୀ ହ୍ୟାକରମାନେ ଶନିବାର ଭାଜପାର ଦିଲ୍ଲୀ ୟୁନିଟ୍ ଓ୍ବେବ୍ସାଇଟ୍କୁ ହ୍ୟାକ୍ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଜଣାପଡ଼ିଛି। ମହମ୍ମଦ ବିଲାଲ ଟିମ୍ ନାମକ ଏକ ହ୍ୟାକର ଗୋଷ୍ଠୀ ଏହି ହ୍ୟାକ୍…
ନୂଆ ମାନଚିତ୍ରରେ ପିଓକେର ୩ ଜିଲା
ନୂଆଦିଲ୍ଲୀ,୩ା୧୧(ପି.ଟି./ଆଇଏଏନ୍ଏସ୍): ନବଗଠିତ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ଓ ଲଦାଖକୁ ଦର୍ଶାଉଥିବା ଭାରତର ନୂଆ ମାନଚିତ୍ର ଶନିବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଛି। ନୂଆ ରାଜନୈତିକ ମାନଚିତ୍ରରେ ୨୮ ରାଜ୍ୟ ଓ ୯ କେନ୍ଦ୍ରଶାସିତ ଅଞ୍ଚଳ ରହିଛି। ଦୁଇଟି ଜିଲା କାର୍ଗିଲ…
ଶୀତଦିନେ ସପ୍ତାହରେ ୨ ଥର କରନ୍ତୁ ଉଷୁମ ତେଲ ମାଲିସ୍…
ଶୀତଦିନେ ଶରୀରରେ ଉଷୁମ ତେଲ ମାଲିସ୍ କଲେ ଅନେକ ଉପକାର ମିଳିଥାଏ । ଏହା ଦ୍ୱାରା ରକ୍ତଚାପ ନିୟନ୍ତ୍ରିତ ହେବା ସହିତ ହାର୍ଟ ଆଟାକ୍ରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ସପ୍ତାହରେ ୨ ଥର ଏପରି କଲେ ଲୋମକୂପ…
ତିସ୍ ହଜାରି କୋର୍ଟରେ ତାଣ୍ଡବ: ପୋଲିସଙ୍କୁ ପିଟିଲେ ଓକିଲ
ନୂଆଦିଲ୍ଲୀ,୨।୧୧: ଦିଲ୍ଲୀର ତିସ୍ ହଜାରି କୋର୍ଟରେ ଶନିବାର ଅପରାହ୍ନରେ ଓକିଲ ଓ ପୋଲିସ ମଧ୍ୟରେ ସାମାନ୍ୟ କଥାକୁ ନେଇ ହୋଇଛି ଖଣ୍ଡଯୁଦ୍ଧ। ପରିସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ପକ୍ଷରୁ ପାୟାରିଂ କରାଯାଇଥିବା ସୂଚନା ମିଳିଛି। ଏହାପରେ ଓକିଲମାନେ ପୋଲିସକୁ ମାଡ ମାରିବା…
ଏପରି ପଥର ଯାହା କ୍ଷୀରକୁ କରେ ଦହି…
ରାଜସ୍ଥାନ ଜୈସଲମେର ଠାରୁ ୫୦ କିଲୋମିଟର ଦୂର ହାବୁର ଗାଁରେ ଏକ ପ୍ରକାର ପଥର ମିଳିଥାଏ। ପଥରକୁ କ୍ଷୀରରେ ପକାଇଲେ କିଛି ସମୟ ମଧ୍ୟରେ ଏହା ଦହିରେ ପରିଣତ ହୋଇଯାଏ। ଗାଁ ଲୋକେ ଦହି ପ୍ରସ୍ତୁତି ପାଇଁ ଏହି ପଥରର ବ୍ୟବହାର…
କଂଗ୍ରେସକୁ ଜେଡିଏସ୍ର ଝଟ୍କା: ଉପନିର୍ବାଚନରେ କୌଣସି ଦଳ ସହ ହେବ ନାହିଁ ମେଣ୍ଟ
ବେଙ୍ଗାଲୁରୁ,୨।୧୧: କର୍ନାଟକରେ ଉପନିର୍ବାଚନ ପାଖେଇ ଆସୁଥିବା ବେଳେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳୁଛି। ଏହାରି ଭିତରେ ଉପନିର୍ଚାଚନ ସମୟରେ କୌଣସି ଦଳ ସହ ଜନତା ଦଳ(ସେକ୍ୟୁଲାର) ମେଣ୍ଟ କରିବ ନାହିଁ ବୋଲି ସ୍ପଷ୍ଟିକରଣ ଦେଇଛନ୍ତି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜନତା…
ସୁରକ୍ଷାକର୍ମୀଙ୍କୁ ସଫଳତା: ସୋପୋରରୁ ଲଶ୍କର ଆତଙ୍କବାଦୀ ଗିରଫ
ଶ୍ରୀନଗର,୨।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଉତ୍ତର କଶ୍ମୀରର ସୋପୋର ଅଞ୍ଚଳରୁ ଜଣେ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ତାଙ୍କର ଅନ୍ୟ ୩ ଜଣ ସାଥିଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେଶନ୍ ଜାରି ରହିଛି। ଗିରଫ ଆତଙ୍କବାଦୀଙ୍କ ନାମ ହେଉଛି…
ହରିୟାଣା କଂଗ୍ରେସ ବିଧାୟକ ଦଳର ନେତା ହେଲେ ହୁଡ୍ଡା
ହରିୟାଣା,୨।୧୧: କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶନିବାର ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍ ହୁଡ୍ଡାଙ୍କୁ ହରିୟାଣା କଂଗ୍ରେସ ବିଧାୟକ ଦଳର ନେତା ଭାବେ ନିର୍ବାଚିତ କରିଛନ୍ତି। ଏବେ ସେ ହରିୟାଣା ବିଧାନସଭାର ବିରୋଧୀ ଦଳ ନେତା ରହିଛନ୍ତି। ହରିୟାଣା ବିଧାନସଭା…
Archives


