ବିହାରରେ ଚାଲିଛି ଶିଶୁ ହତ୍ୟା: ରାବ୍ରୀ
ପାଟନା,୧୮।୬: ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଶାସନରେ ଶିଶୁ ହତ୍ୟା ଚାଲିଛି ବୋଲି ଆର୍ଜେଡି ପକ୍ଷରୁ ରାବ୍ରୀ ଦେବୀ ଅଭିଯୋଗ କରିଛନ୍ତି। ରାଜ୍ୟରେ ସ୍ବାସ୍ଥ୍ୟ ସେବା ଭୁଶୁଡ଼ି ପଡ଼ିଛି। ସରକାର ଶିଶୁ ମୃତ୍ୟୁ ନେଇ କୌଣସି ପଦକ୍ଷେପ ନେଉ ନ...
ନୀତୀଶଙ୍କ ମୁଜାଫରପୁର ଗସ୍ତ: ଲୋକେ କହିଲେ ଫେରିଯାଅ ମୁଖ୍ୟମନ୍ତ୍ରୀ
ପାଟନା, ୧୮।୬: ବିହାରରେ ମସ୍ତିଷ୍କ ଜ୍ୱରରେ ଶିଶୁ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମୁଜାଫରପୁର ଗସ୍ତ କରିଛନ୍ତି। ତେବେ ଉପସ୍ଥିତ ଲୋକେ ଏପର୍ଯ୍ୟନ୍ତ ଶିଶୁ ମୃତ୍ୟୁ ଘଟଣାରେ ନୀତୀଶଙ୍କ ନିଦ ଭାଙ୍ଗି ନ...
ଯାଦୁ ଦେଖାଇବାକୁ ଯାଇ ଗଙ୍ଗାନଦୀରେ ବୁଡ଼ି ଜୀବନ ହାରିଲେ ଯାଦୁକର
କୋଲକାତା, ୧୮।୬: ଗଙ୍ଗାନଦୀରେ ଦୁଃସାହସିକ ଯାଦୁ ଦେଖାଇବାକୁ ଯାଇ ଯାଦୁକର ଚଞ୍ଚଳ ଲହରୀଙ୍କ ମୃତ୍ୟୁ ଘଟିଛି। ଗତ ୩୦ ଘଣ୍ଟା ହେବ ନିଖୋଜ ଥିବା ଚଞ୍ଚଳଙ୍କୁ ଅଗ୍ନିଶମ କର୍ମଚାରୀ ବହୁ ଖୋଜାଖୋଜି ପରେ ମଙ୍ଗଳବାର ଗଙ୍ଗାନଦୀ ଘାଟରୁ ତାଙ୍କ ମୃତଦେହ...
ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ: ଆଉ ଏକ ନୂଆ ଭିଡିଓ ଶେୟାର କଲେ ମୋଦି
ନୂଆଦିଲ୍ଲୀ,୧୮।୬: ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଆସନ୍ତା ୨୧ ତାରିଖରେ ପାଳନ ହେବାକୁ ଯାଉଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଥ୍ରିଡି ଆନିମେଟେଡ ଯୋଗ ଅପଲୋଡ କରୁଛନ୍ତି। ଏହି କ୍ରମରେ ସୋମବାର...
ସନ୍ନି-ଧର୍ମେନ୍ଦ୍ରଙ୍କ ସହ ସେଲଫି ଦେଖାଇ ଲୋକଙ୍କୁ ଠକୁଥିଲେ ଟେଲର
ଚଣ୍ଡିଗଡ଼,୧୮।୬: ବଡ଼ ବଡ଼ ଫିଲ୍ମ ଷ୍ଟାର ଓ ଅଧିକାରୀଙ୍କ ସହ ସେଲଫି ଦେଖାଇ କିଛି ଲୋକ ଚତୁରତାର ସହ ସାଧାରଣ ଲୋକଙ୍କୁ ନିଜର ଠକେଇର ଶୀକାର କରିଥାନ୍ତି। ନିକଟରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ହରିୟାଣା ରାଜ୍ୟର ଫତେହାବାଦର...
ଶହୀଦଙ୍କ ପୁଅକୁ କୋଳରେ ଧରି କୋହ ସମ୍ଭାଳି ପାରିଲେନି ଏସ୍ଏସ୍ପି
ଶ୍ରୀନଗର,୧୮।୬: ସୋସିଆଲ ମିଡିଆରେ ଏବେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ପୋଲିସ ଅଧିକାରି ଅନ୍ୟଜଣେ ଶହୀଦ ପୋଲିସ ଅଧିକାରୀଙ୍କ ୪ ବର୍ଷର ପୁଅକୁ କୋଳରେ ଧରି କାନ୍ଦୁଥିବା ଦେଖିବାକୁ ମିଳିଛି। ଏହି ଫଟୋଟି ସମସ୍ତଙ୍କ ମନକୁ...
୩୮ ବର୍ଷ ହେବ ବିଜୁଳି ସଂଯୋଗ ନ ପାଇ ମନ୍ତ୍ରୀଙ୍କ ସାମ୍ନାରେ ବିଷ ପିଇଲେ ଚାଷୀ
ମୁମ୍ବାଇ,୧୮।୬: ମହାରାଷ୍ଟ୍ରର ଜଣେ ୩୯ ବର୍ଷୀୟ ଯୁବ ଚାଷୀ ବୁଲଦାନାଠାରେ ୨ଜଣ ମନ୍ତ୍ରୀଙ୍କ ସାମ୍ନାରେ ବିଷ ପିଇ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ଈଶ୍ୱର ସୁପରାଓ ଖରତେ ନାମକ ଏହି ଚାଷୀ ଦୀର୍ଘ ପ୍ରାୟ ୩୮ ବର୍ଷ ହେବ ବିଜୁଳି...
ସୋନିଆଙ୍କ ପୋଷ୍ଟର ଭାଇରାଲ: ଲକ୍ଷ୍ମୀବାଇଙ୍କ ସହ ତୁଳନା କଲେ ସମର୍ଥକ
ନୂଆଦିଲ୍ଲୀ,୧୮।୬: କଂଗ୍ରେସ ଦଳ ନିଜ ରାଜନୈତିକ ଇତିହାସରେ ଲଗାତାର ଭାବେ ୨ଥର ଶୋଚନୀୟ ପରାଜୟର ସାମ୍ନା କରିଛି। ୨୦୧୪ ନିର୍ବାଚନରେ ୪୪ଆସନରେ ପଛରେ ରହିଥିବା ବେଳେ ଚଳିତ ଥର ୫୨ ଆସନରେ ବିରୋଧୀ ଦଳଠାରୁ କଂଗ୍ରେସ ପଛରେ ରହିଛି। ତେବେ...
ଥରିଲା ଆଣ୍ଡାମାନ୍-ନିକୋବର: ଆତଙ୍କିତ ଲୋକେ
ପୋର୍ଟବ୍ଲେୟାର,୧୮।୬: ଆଣ୍ଡାମାନ-ନିକୋବରରେ ମଙ୍ଗଳବାର ଭୋର୍ ୩ଟା ୪୯ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୯ ଥିଲା ବୋଲି ଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି। ଶୋଇଥିବା ଅବସ୍ଥାରେ ଭୂକମ୍ପ ହେବାରୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ।...
ଶପଥ ଗ୍ରହଣ ପରେ ଦସ୍ତଖତ କରିବାକୁ ଭୁଲିଗଲେ ରାହୁଲ
ନୂଆଦିଲ୍ଲୀ,୧୮।୬: ଲୋକ ସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସୋମବାର ଏମ୍ପି ଭାବେ ପ୍ରାୟ ୨୬ ଜଣ ସଦସ୍ୟ ଶପଥ ନେଇଥିଲେ। ଏମାନଙ୍କ ମଧ୍ୟରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଧ୍ୟ ସାମିଲ ଥିଲେ। ୪ର୍ଥ ଥର ଲାଗି ଲୋକ...
ସିକିମ୍ରେ ବାଦଲ ଫଟା ବର୍ଷା: ୩ ଶହରୁ ଅଧିକ ପର୍ଯ୍ୟଟକ ଜଳବନ୍ଦୀ
ଗାଙ୍ଗଟକ୍,୧୮।୬: ସିକିମ୍ରେ ବାଦଲ ଫଟା ବର୍ଷା ହୋଇଛି। ସ୍ଥାନୀୟ ଚୁଙ୍ଗ୍ ଥାଙ୍ଗ୍ରେରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଏଠାକୁ ବୁଲି ଆସିଥିବା ୩ ଶହରୁ ଅଧିକ ପର୍ଯ୍ୟଟକ ଜଳବନ୍ଦୀ ହୋଇଥିବା କୁହାଯାଉଛି। ବର୍ଷା ଲାଗି ରହିବାରୁ ଚୁଙ୍ଗ୍ ଥାଙ୍ଗ୍-ଲାଚେନ୍-ଥାଙ୍ଗୁ...
ସାନିଟାରୀ ନାପକିନ୍ରେ ଲୁଚାଇରଖିଥିଲେ ୩ କୋଟି ଟଙ୍କାର ଡ୍ରଗ୍ସ: ମହିଳା ଗିରଫ
ବେଙ୍ଗାଲୁରୁ, ୧୮।୬: କର୍ନାଟକର କେମ୍ପେଗୌଡା ଜାତୀୟ ବିମାନବନ୍ଦରରେ ଶନିବାର ଡ୍ରଗ୍ସ କାରବାର ଅଭିଯୋଗରେ ଜଣେ ମହିଳାଙ୍କୁ ଗିରଫ କରିଛି ପୋଲିସ। ମହିଳାଜଣଙ୍କ ସାନିଟାରୀ ନାପକିନ୍ ଭିତରେ ୩ କୋଟି ଟଙ୍କାର ଡ୍ରଗ୍ସ ନେଇଆସୁଥିଲେ। ମହିଳାଙ୍କ ସହ ଅନ୍ୟ ୩ ଲୋକ...
Archives


