ପଶ୍ଚିମବଙ୍ଗ ଉପନିର୍ବାଚନ: କଂଗ୍ରେସ-ସିପିଏମ୍ ଆସନ ବୁଝାମଣା
କୋଲକାତା,୧୧ା୮(ପି.ଟି.): ଲୋକ ସଭା ନିର୍ବାଚନରେ ପରାଜୟ ପରେ କଂଗ୍ରେସ ଏବଂ ସିପିଆଇ(ଏମ୍) ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ଉପନିର୍ବାଚନ ପାଇଁ ଆସନ ବୁଝାମଣା କରିଛନ୍ତି। ରାଜ୍ୟରେ ଭାଜପା ଓ ତୃଣମୂଳ କଂଗ୍ରେସ (ଟିଏମ୍ସି)ର ବିଜୟ ଅଭିଯାନରେ ରୋକ୍ ଲଗାଇବାକୁ ୩ ବିଧାନସଭା ଆସନରେ…
କଶ୍ମୀର ଛାଡୁଛନ୍ତି ହିନ୍ଦୀଭାଷୀ ଶ୍ରମିକ
ଜମ୍ମୁ,୧୧ା୮(ପି.ଟି.): ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଆଇନଶୃଙ୍ଖଳା ପରିସ୍ଥିତି ଆଶଙ୍କାରେ ବିଭିନ୍ନ ଅଞ୍ଚଳରେ ୧୪୪ ଧାରା ଜାରି ହୋଇଥିବାବେଳେ ବହୁସଂଖ୍ୟାରେ ହିନ୍ଦୀଭାଷୀ ଶ୍ରମିକ ଉପତ୍ୟକା ଛାଡିବାରେ ଲାଗିଛନ୍ତି। ଗତ ୫ ଦିନ ମଧ୍ୟରେ ୫୦ ହଜାର ଶ୍ରମିକ ଜମ୍ମୁ-କଶ୍ମୀର ଛାଡ଼ିଥିବା…
ସୋନିଆ ଅନ୍ତରୀଣ ଅଧ୍ୟକ୍ଷ
ନୂଆଦିଲ୍ଲୀ,୧୧ା୮(ପି.ଟି.): କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଶନିବାର ପୁଣିଥରେ ଦଳର ନେତୃତ୍ୱ ନେବାକୁ ଦାୟିତ୍ୱ ଦିଆଯାଇଛି। ସାରା ଦିନର କସରତ ପରେ ବିଳମ୍ବିତ ରାତିରେ ତାଙ୍କୁ ଦଳର ଅନ୍ତରୀଣ ଅଧ୍ୟକ୍ଷ ଭାବେ ମନୋନୀତ କରାଯାଇଥିବା ବରିଷ୍ଠ ନେତା ଗୁଲାମ ନବୀ…
ପିଓକେରେ ଆତଙ୍କବାଦୀ ଶିବିର ସକ୍ରିୟ
ନୂଆଦିଲ୍ଲୀ,୧୧ା୮ : ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବାକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ପାକ୍ ଅଧିକୃତ କଶ୍ମୀର (ପିଓକେ)ରେ ଥିତ୍ବା ଆତଙ୍କବାଦୀ ଶିବିରଗୁଡିକ ପୁଣିଥରେ ସକ୍ରିୟ ହୋଇଉଠିଛନ୍ତି। ଅନ୍ତର୍ଜାତୀୟ ସୀମାକୁ ଲାଗି ରହିଥିବା ପିଓକେରେ ୧୨ରୁ ଅଧିକ ଆତଙ୍କବାଦୀ ଶିବିରକୁ ଇସ୍ଲାମାବାଦ…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ନିତି ଏହି ରସରୁ ଚାମୁଚେ…
ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମେଦବହୁଳତାର ଶିକାର ହୋଇଥାନ୍ତି। ତେବେ ଏହାର ସଫଳ ଚିକିତ୍ସା ଆମ ଘରବାଡ଼ିରେ ଥିବା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ମଦବହୁଳତା କମାଇବାରେ ଘିକୁଆଁରୀ ବା ଆଲୋଭେରା ରସ ବେଶ୍ ଉପଯୋଗୀ ସାବ୍ୟସ୍ତ ହୋଇଥାଏ ବୋଲି…
ଡ୍ରାଇଭିଂ ସମୟରେ ଅଧିକାଂଶ ଭାରତୀୟ ମୋବାଇଲ ବ୍ୟବହାର କରନ୍ତି
ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରିବାର କୁପରିଣତି ଜାଣିବା ପରେ ମଧ୍ୟ ଭାରତରେ ପାଖାପାଖି ୬୨ ପ୍ରତିଶତ ଲୋକ ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରୁଥିବା ଜଣାପଡିଛି। ଏପରି ଅଭ୍ୟାସ ଦ୍ୱାରା ଏମାନେ ନିଜେ ଅସୁବିଧାରେ ପଡିବା ସହ ଅନ୍ୟମାନଙ୍କ ଜୀବନପ୍ରତି…
ଟେରର୍ ପଣ୍ଡିଂ ମାମଲାରେ ଗିରଫ ହେଲେ ଜମ୍ମୁ-କଶ୍ମୀରର ପୂର୍ବତନ ବିଧାୟକ
ନୂଆଦିଲ୍ଲୀ,୧୦।୮: ନ୍ୟାଶନାଲ ଇନଭେଷ୍ଟିଗେଟିଂ ଏଜେନ୍ସି(ଏନ୍ଆଇଏ) ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଇବା ମାମଲାରେ ଜମ୍ମୁ-କଶ୍ମୀରର ପୂର୍ବତନ ବିଧାୟକ ରସିଦ୍ ଇଞ୍ଜିନିୟରଙ୍କୁ ଗିରଫ କରିଛି। ୨୦୧୭ରେ କଶ୍ମୀରରେ ଏମିତି ମାମଲାରେ ତାଙ୍କୁ ପଚରା ଉଚରା କରାଯାଇଥିଲା। ଏବେ ତାଙ୍କୁ ୪ ଦିନ ପାଇଁ ହାଜତକୁ ପଠାଇ…
ବନ୍ଦ ହେଲା ଅମୃତସର-ଲାହୋର ବସ୍ ସେବା
ନୂଆଦିଲ୍ଲୀ/ଇସଲାମାବାଦ,୧୦।୮: ବିଚଳିତ ପାକିସ୍ତାନ ଏବେ ଭାରତକୁ ନେଇ ଆଉ ଏକ ବଡ ନିଷ୍ପତ୍ତି ନେଇଛି। ପ୍ରଥମେ କୁଟନୈତିକ ସମ୍ପର୍କ, ପରେ ଟ୍ରେନ୍ ସେବା ବନ୍ଦ କରିଥିବା ପାକିସ୍ତାନ ଏବେ ଭାରତ ସହ ବସ୍ ସେବାକୁ ମଧ୍ୟ ବନ୍ଦ କରି ଦେଇଛି। ଶନିବାର…
୯ ବର୍ଷର ବାଳିକା ହେଲେ ‘ ଚିଫ୍ ମିନିଷ୍ଟରର୍ସ ଗ୍ରୀନ ମଣିପୁର ମିଶନ’ର ଆମ୍ବାସାଡର
କାକଚିଙ୍ଗ,୧୦।୮: ମଣିପୁର କାକଚିଙ୍ଗ ଜିଲାର ହିୟାଙ୍ଗଲମ୍ ମାଖା ଲେଇକାଇର ୯ ବର୍ଷୀୟା ବାଳିକା ଭାଲେଣ୍ଟିନା ଏଲାଙ୍ଗବମଙ୍କୁ ‘ ଚିଫ୍ ମିନିଷ୍ଟରର୍ସ ଗ୍ରୀନ ମଣିପୁର ମିଶନ’ର ଆମ୍ବାସାଡର କରାଯାଇଛି। ରାସ୍ତା ନିର୍ମାଣ ପାଇଁ କିଛି ଗଛ କଟାଯିବା ପରେ ଏହାକୁ ଦେଖି ଭୋଭୋ…
ଅନୁଚ୍ଛେଦ ୩୭୦ ଉଚ୍ଛେଦ: ସୁପ୍ରିମ୍କୋର୍ଟରେ ଆବେଦନ କଲା ନ୍ୟାସନାଲ୍ କନଫରେନ୍ସ୍
ନୂଆଦିଲ୍ଲୀ,୧୦।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ଫାରୁକ୍ ଅବଦୁଲାଙ୍କ ନ୍ୟାସନାଲ୍ କନଫରେନ୍ସ୍ ସୁପ୍ରିମ୍କୋର୍ଟରେ ଆବେଦନ କରିଛି। ଦଳପକ୍ଷରୁ ଅକବର ଲୋନ୍ ଏନେଇ ଏକ ଆବେଦନ କରିଛନ୍ତି। ଏଠାକାର ବିଚ୍ଛିନ୍ନତାବାଦୀ ନେତା ଅବଦୁଲ୍ ଗନି ଲୋନ୍ଙ୍କର ପୁଅ ହେଉଛନ୍ତି ଅକବର। ସେ ଆବେଦନରେ…
ରାକ୍ଷୀ ପୂର୍ଣ୍ଣିମାରେ ମହିଳାମାନେ ମାଗଣା ବସ୍ ଯାତ୍ରା କରିବେ
ଲକ୍ଷ୍ନୌ,୧୦।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାମାନଙ୍କୁ ବିଶେଷ ଉପହାର ଦେଇଛନ୍ତି। ଉକ୍ତଦିନ ମହିଳାମାନେ ମାଗଣାରେ ବସ୍ ଯାତ୍ରା କରିପାରିବେ ବୋଲି ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ସରକାରୀ ସିଟି ବସ୍ ଓ ଉତ୍ତର…
ଇଦ୍ ପାଇଁ ପ୍ରସ୍ତୁତ ଜମ୍ମୁ-କଶ୍ମୀର: ରାଜ୍ୟପାଳ
ଶ୍ରୀନଗର,୧୦।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ନିଆଯିବା ପରେ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯିବା ସହ ଶହ ଶହ ସଂଖ୍ୟାରେ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଥିଲା। ହେଲେ ଏବେ ସେଠାକାର ସ୍ଥିତି ସ୍ବାଭାବିକ ଥିବାରୁ ଜମ୍ମୁର ୫…
Archives


