୯ରେ ପିଟିବି ଉଦ୍ଘାଟନ କରିବେ ମୋଦି:ପାକ୍ରେ ପହଞ୍ଚତ୍ଲେ ୧୧୦୦ ଭାରତୀୟ ଶିଖ୍
ନୂଆଦିଲ୍ଲୀ,୧।୧୧(ପି.ଟି.):ଭାରତ-ପାକ୍ ସୀମାର ଉଭୟ ପାର୍ଶ୍ୱରେ ଦୁଇ ଐତିହାସିକ ଗୁରୁଦ୍ୱାରକୁ ସଂଯୋଗ କରୁଥିବା କର୍ତାରପୁର କରିଡରର ଆନୁଷ୍ଠାନିକ ଉଦ୍ଘାଟନ ଅବସରରେ ପଞ୍ଜାବର ଡେରା ବାବା ନାନକଠାରେ ଅତ୍ୟାଧୁନିକ ଯାତ୍ରୀ ଟର୍ମିନାଲ ବିଲ୍ଡିଂ (ପିଟିବି)କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନଭେମ୍ବର ୯ରେ ଉଦ୍ଘାଟନ କରିବେ।…
୧୪୦୦ ଭାରତୀୟ ହ୍ବାଟ୍ସଆପ୍ ୟୁଜର୍ସଙ୍କ ଡାଟା ଚୋରି
ନୂଆଦିଲ୍ଲୀ,୧।୧୧:ହ୍ବାଟ୍ସଆପ୍ ବ୍ୟବହାରକାରୀଙ୍କ ପର୍ସନାଲ ଡାଟା (ବ୍ୟକ୍ତିଗତ ଗୋପନୀୟ ତଥ୍ୟ) ଚୋରି ହେବା ସହ ମୋବାଇଲ୍ ମଧ୍ୟ ହ୍ୟାକ୍ ହେଉଛି। ଇସ୍ରାଏଲର ସାଇବର ଇଣ୍ଟେଲିଜେନ୍ସ କମ୍ପାନୀ ‘ଏନ୍ଏସ୍ଓ’ ଏକ ସଫ୍ଟଓ୍ବେର ମାଧ୍ୟମରେ ଭାରତୀୟ ହ୍ବାଟ୍ସଆପ୍ ୟୁଜର୍ସଙ୍କ ଉପରେ ନଜର ରଖୁଥିବା ଅଭିଯୋଗ ଆଣିଛି…
କେନ୍ଦ୍ରଶାସିତ ଅଞ୍ଚଳ ଗଠନ ବେଆଇନ: ଚାଇନା,ଭାରତ କହିଲା ମୁଣ୍ଡ ଖେଳାଅନି
ବେଜିଂ/ନୂଆଦିଲ୍ଲୀ,୧।୧୧(ପି.ଟି.):ଜମ୍ମୁ-କଶ୍ମୀରକୁ ଦୁଇଭାଗ କରାଯାଇ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନ କରିବା ବେଆଇନ ବୋଲି ଗୁରୁବାର ଚାଇନା କହିଛି। ଚାଇନାର କେତେକ ଅଞ୍ଚଳକୁ ନିଜ ପ୍ରଶାସନିକ ସୀମାଭୁକ୍ତ କରିବା ଲାଗି ଭାରତ ନିଷ୍ପତ୍ତି ନେଇଥିବାରୁ ଏହା ବେଜିଂର ସାର୍ବଭୌମତ୍ୱକୁ ଚ୍ୟାଲେଞ୍ଜ କରିଛି ବୋଲି…
‘ଇୟୁ ଏମ୍ପିଙ୍କ ଗସ୍ତ କଶ୍ମୀର ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରିବା ପାଇଁ ନୁହେଁ’
ନୂଆଦିଲ୍ଲୀ,୧।୧୧(ପି.ଟି.):ୟୁରୋପୀୟ ସଂଘ (ଇୟୁ)ର ଏମ୍ପିମାନଙ୍କ ଜମ୍ମୁ-କଶ୍ମୀର ଗସ୍ତ ଉକ୍ତ ପ୍ରସଙ୍ଗକୁ ଆନ୍ତର୍ଜାତିକୀକରଣ କରାଇବା ଉଦ୍ଦେଶ୍ୟ ଆଦୌ ନୁହେଁ। ସେଥିପାଇଁ ଏଭଳି ପ୍ରତିନିଧି ଦଳ ଆନୁଷ୍ଠାନିକ ଚ୍ୟାନେଲ ଦେଇ ଆସିବାର ଆବଶ୍ୟକତା ନ ଥିଲା ବୋଲି ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ବୃହତ୍ତର…
ରାଜ୍ୟ ମାନ୍ୟତା ହରାଇଲା ଜମ୍ମୁ ଓ କଶ୍ମୀର
ଶ୍ରୀନଗର/ଲେହ, ୧।୧୧(ପି.ଟି.):ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ ଜମ୍ମୁ-କଶ୍ମୀର ରାଜ୍ୟ ମାନ୍ୟତା ହରାଇଛି। ଏହି ଭୂଖଣ୍ଡକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ଲାଗି କେନ୍ଦ୍ର ସରକାର ନେଇଥିବା ନିଷ୍ପତ୍ତି କାର୍ଯ୍ୟକାରୀ ହୋଇଛି। ଲଦାଖ ରାଜଧାନୀ ଲେହରେ ରାଧାକୃଷ୍ଣ ମାଥୁର…
ମହାରାଷ୍ଟ୍ରରେ କ୍ଷମତା ଯୁଦ୍ଧ:ଉଦ୍ଧବ ନେବେ ଚୂଡ଼ାନ୍ତ ନିଷ୍ପତ୍ତି
ମୁମ୍ବାଇ,୧-୧୧:ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମଧ୍ୟରେ କ୍ଷମତା ଲଢ଼େଇ ଜାରି ରହିଛି। ଶିବସେନାର ବରିଷ୍ଠ ନେତା ଏକ୍ନାଥ ସିନ୍ଧେ ବୁଧବାର ବିଧାୟକ ଦଳ ନେତା ନିର୍ବାଚିତ ହେବା ପରେ ଏକ ପ୍ରତିନିଧି ଦଳ ରାଜ୍ୟପାଳ ଭଗତ ସିଂ କୋଶିୟାରୀଙ୍କୁ ଭେଟିଛି। ଏହି…
ପାକିସ୍ତାନରେ ରେଳ ଟ୍ରାଜେଡି: ଚଳନ୍ତା ଟ୍ରେନ୍ରେ ନିଆଁ: ୭୪ ଦଗ୍ଧ
ଇସ୍ଲାମାବାଦ/ଲାହୋର,୧-୧୧:(ପି.ଟି./ଆଇଏଏନ୍ଏସ୍)ପାକିସ୍ତାନର ପୂର୍ବ ପଞ୍ଜାବ ପ୍ରଦେଶସ୍ଥିତ ଲିଆକତ୍ପୁର ନିକଟରେ ଗୁରୁବାର ସକାଳେ ଏକ ଯାତ୍ରୀବାହୀ ଟ୍ରେନ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। କରାଚୀରୁ ରାଓ୍ବଲପିଣ୍ଡି ଯାଉଥିବା ତେଜ୍ଗାମ୍ ଏକ୍ସପ୍ରେସ୍ରେ ଦୁଇଟି ରୋଷେଇ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ ହେବାରୁ ୭୪ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏଥିରୁ ଗ୍ଲାସେ…
ଫଳ ରସରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏହା ମେଦବହୁଳତା ଦୂର କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ସକାଳେ ନିୟମିତ ଗ୍ଲାସେ ଫଳ ରସ ପିଇଲେ ମିଳିଥାଏ ଅନେକ ସୁଫଳ। ସେହିପରି ରାତିରେ ଶୋଇବା ପୂର୍ବରୁ ଅଧା ଗ୍ଲାସେ ଫଳ…
ଏହି ଗାଁର ୮୦ ପ୍ରତିଶତ କୃଷକ କୋଟିପତି
ମହାରାଷ୍ଟ୍ର ଯଦିଓ ଶୁଖିଲା ପ୍ରଭାବିତ ରାଜ୍ୟ ଭାବେ ପରିଚିତ, ତଥାପି ଏଠାରେ ଏଭଳି ଏକ ଗାଁ ରହିଛି। ଯେଉଁଠାରେ କୃଷକମାନେ ନିଜ ଭାଗ୍ୟ ନିଜେ ପରିବର୍ତ୍ତନ କରୁଛନ୍ତି। ଏଠାରେ ଅତ୍ୟାଧୁନିକ କୃଷି ପ୍ରଣାଳୀ ବ୍ୟବହାର କରି କୋଟିପତି ପାଲଟିଛନ୍ତି କୃଷକ। ଆଶ୍ଚର୍ଯ୍ୟ…
ସୋସିଆଲ ମିଡିଆରେ ‘ପାକିସ୍ତାନୀ ରୁଟି’
ନୂଆଦିଲ୍ଲୀ: ସାଧାରଣତଃ ଆପଣମାନେ ରୁମାଲି ରୁଟି ବା ତନ୍ଦୁରି ରୁଟି କଥା ଶୁଣିଥିବେ ଏବଂ ଖାଇଥିବେ। ହେଲେ କେବେ ଚାଦର ରୁଟି କଥା ଶୁଣିଛନ୍ତି କିମ୍ବା ଖାଇଛନ୍ତି କି। ଶୁଣିଲା ବେଳକୁ କଥାଟା ଅଡୁଆ ଲାଗୁଥିବ, ହେଲେ କଥାଟି ସତ। ବର୍ତ୍ତମାନ…
କରତାରପୁର କରିଡର ଯିବାକୁ ହେଲେ ସିଦ୍ଧୁଙ୍କୁ ନେବାକୁ ପଡିବ ଅନୁମତି: ରବିଶ କୁମାର
ନୂଆଦିଲ୍ଲୀ,୩୧।୧୦: କରତାରପୁର କରିଡର ଆସନ୍ତା ମାସରେ ଖୋଲା ଯିବାର ଯୋଜନା ରହିଛି। ଏହାକୁ ନେଇ ପାକିସ୍ତାନ ଯେଉଁ ନିୟମ ରଖିଛି ତାକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ରବିଶ କୁମାର ଗୁରୁବାର କିଛି ସୂଚନା ଦେଇଛନ୍ତି। ସେ କହିଛନ୍ତି କରତାରପୁର କରିଡରକୁ…
ବର ବିନା ଏକୁଟିଆ ଶାଶୁଘରକୁ ଗଲେ କନ୍ୟା, ଜାଣନ୍ତୁ କାହିଁକି
ପଟିଆଲା, ୩୧।୧୦: ପଞ୍ଜାବର ପଟିଆଲା ଜିଲାର ମ୍ୟାକ୍ସିମମ୍ ଜେଲରେ ଏକ ଅଜବ ବିବାହ ଅନୁଷ୍ଠିତ ହୋଇଛି। ବର-କନ୍ୟା ବିବାହ କରିଥିଲେ ମଧ୍ୟ କନ୍ୟାଙ୍କୁ ଏକୁଟିଆ ଶାଶୁଘରକୁ ଯିବାକୁ ପଡିଛି। ସୂଚନାଯୋଗ୍ୟ, ବୁଧବାର ଆଜୀବନ କାରାଦଣ୍ଡ ଭୋଗୁଥିବା ମନଦୀପ ସିଂଙ୍କ ବିବାହ ଥିଲା।…
Archives


