ନିର୍ଭୟା ଗଣ ବଳାତ୍କାର: ରାଜକ୍ଷମା ଆବେଦନ ପାଇଁ ଦୋଷୀଙ୍କୁ ୭ ଦିନ ସମୟ; ଏହା ପରେ ଜାରି ହେବ କଳା ପରଓ୍ବାନା
ନୂଆଦିଲ୍ଲୀ,୩୧।୧୦: ନିର୍ଭୟା ଗଣ ବଳାତ୍କାର ମାମଲାରେ ଦୋଷୀଙ୍କୁ ରାଜକ୍ଷମା ଆବେଦନ ପାଇଁ ୭ ଦିନ ସମୟ ଦିଆଯାଇଛି। ଏହି ସମୟ ମଧ୍ୟରେ ଦୋଷୀମାନେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖରେ ରାଜକ୍ଷମା ଆବେଦନ କରିପାରିବେ। ଏହି ନୋଟିସ୍ର ସମୟ ସୀମା ନଭେମ୍ବର ୪ରେ…
ଅନୀଲ କପୁରଙ୍କୁ କରାଯାଉ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ: ପ୍ରଶଂସକ
ମୁମ୍ବାଇ,୩୧।୧୦: ମହାରାଷ୍ଟ୍ରରେ ସରକାର ଗଠନ ପାଇଁ ଭାଜପା ଓ ଶିବସେନା ମଧ୍ୟରେ ଅଙ୍କ ଛିଣ୍ଡିପାରୁନାହିଁ। ଇତିମଧ୍ୟରେ ଏଭଳି ସ୍ଥିତିକୁ ଦେଖି ଟୁଇଟରରେ ଜଣେ ୟୁଜର୍ସ ଏକ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଯେପର୍ଯ୍ୟନ୍ତ ଦୁଇ ଦଳ ମଧ୍ୟରେ ସମାଧାନର ବାଟ ନ…
୧୫ ଦିନ ମଧ୍ୟରେ ଡେଙ୍ଗୁ କବଳରେ ଚାଲିଗଲା ପୂରା ପରିବାରର ଜୀବନ: କେବଳ ନବଜାତ ଶିଶୁ ଜୀବନ୍ତ
ହାଇଦ୍ରାବାଦ,୩୧।୧୦: ତେଲେଙ୍ଗାନାର ମଞ୍ଚେରିୟଲ ଜିଲାରେ ରହୁଥିବା ଏକ ପରିବାର ୧୫ଦିନ ମଧ୍ୟରେ ଡେଙ୍ଗୁ କବଳକୁ ଚାଲିଯାଇଛନ୍ତି। କଥାଟା ବିଶ୍ୱାସ ନ ହେଲେ ବି ସତ। ସୂଚନାଯୋଗ୍ୟ, ପରିବାରରେ ପ୍ରଥମେ ରାଜଗଡ୍ଡୁ(୩୦)ଙ୍କୁ ଡେଙ୍ଗୁ ହୋଇଥିଲା। ଶିକ୍ଷକ ଭାବେ କାମ କରୁଥିବା ରାଜଗଡ୍ଡୁଙ୍କୁ ଡେଙ୍ଗୁ…
୫୦-୫୦ ଅଙ୍କକୁ ନେଇ ଅଡିବସିଛି ଶିବସେନା: ଏକନାଥ ବିଧାୟକ ଦଳର ନେତା ନିର୍ବାଚିତ
ମୁମ୍ବାଇ,୩୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ପରେ ଏପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ହୋଇଥିବା ମେଣ୍ଟର ଅଙ୍କ ଛିଣ୍ଡିପାରୁ ନାହିଁ। ଶିବସେନା ୫୦-୫୦ ଅଙ୍କକୁ ନେଇ ଅଡି ବସିଥିବା ବେଳେ ଭାଜପା ସରକାର ଗଠନ କରିବାକୁ ଦୃଢୋକ୍ତି…
ଜମ୍ମୁ-କଶ୍ମୀରର ପ୍ରଥମ ନାଗରିକ ଗିରିଶ
ଶ୍ରୀନଗର,୩୧।୧୦: କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବେ ଗିରିଶଚନ୍ଦ୍ର ମୁର୍ମୁ ଶପଥ ଗ୍ରହଣ କରିଛନ୍ତି। ୧୯୮୫ ଗୁଜରାଟ କ୍ୟାଡ଼ର ଆଇଏଏସ୍ ଅଫିସର ଗିରିଶଙ୍କୁ ଜମ୍ମୁ-କଶ୍ମୀର ହାଇକୋର୍ଟ ମୁଖ୍ୟ ବିଚାରପତି ଗୀତା ମିତ୍ତଲ ଗୁରୁବାର ପଦ ଓ ଗୋପନୀୟତାର ଶପଥ ପାଠ…
ମୁସଲମାନ ସମ୍ପ୍ରଦାୟର ଲୋକେ ଚାନ୍ଦା ଆଦାୟ କରି ନିର୍ମାଣ କଲେ କାଳୀ ମନ୍ଦିର, ମୌଲବୀ କଲେ ଉଦ୍ଘାଟନ
ପଶ୍ଚିମବଙ୍ଗରେ ମୁସଲମାନ ଭାଇଭଉଣୀମାନେ ଭାଇଚାରାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି। ବୀରଭୂମ୍ ଜିଲାର ବାସପୁରାରେ ରାସ୍ତା ନିର୍ମାଣ ପାଇଁ କାଳୀ ମନ୍ଦିର ଭାଙ୍ଗିଦିଆଯାଇଥିଲା। ଏଠାରେ ବାସ କରୁଥିବା ମୁସଲମାନ ସମୁଦାୟର ଲୋକେ ଚାନ୍ଦା ଆଦାୟ କରି ଏହି ମନ୍ଦିରକୁ ପୁଣି…
ଏମାନେ ବି ଷ୍ଟାର…
କ୍ୟାବ୍ ଡ୍ରାଇଭିଂରୁ ରାଜନୀତି, ସାମୂହିକ କାର୍ଯ୍ୟରୁ ମଡେଲିଂ -ସବୁକ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ କରୁଛନ୍ତି ଏମାନେ। ଟ୍ରାନ୍ସଜେଣ୍ଡର ଆକ୍ଟିଭିଷ୍ଟ ଲକ୍ଷ୍ମୀନାରାୟଣ ତ୍ରିପାଠୀ ହୁଅନ୍ତୁ କି ଭାରତର ପ୍ରଥମ କିନ୍ନର ଆଇନଜୀବୀ ସତ୍ୟଶ୍ରୀ ଶର୍ମିଲା କିମ୍ବା ପ୍ରଥମ କଲେଜ ଅଧ୍ୟକ୍ଷ ମାନବୀ ବନ୍ଦ୍ୟୋପାଧ୍ୟାୟ, ଏମାନେ…
୨୦୨୪ ସୁଦ୍ଧା ନିର୍ମାଣ ହେବ ଶହେ ବିମାନ ବନ୍ଦର: ଡ୍ରୋନ୍ରେ କରାଯିବ ସାମଗ୍ରୀ ଡେଲିଭରି
ନୂଆଦିଲ୍ଲୀ,୩୧।୧୦: ଆସନ୍ତା ୫ ବର୍ଷ ମଧ୍ୟରେ ୨୦୧୪ ସୁଦ୍ଧା ଦେଶରେ ଶହେଟି ନୂଆ ବିମାନ ବନ୍ଦର ନିର୍ମାଣ କରାଯିବ। ଏନେଇ ସରକାରଙ୍କ ପକ୍ଷରୁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଥିରେ ଏକ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ ହେବ। ବିମାନ ବନ୍ଦର ନିର୍ମାଣ…
ଅଣ୍ଡା ଖାଇଲେ ଶିଶୁ ବଡ଼ ହୋଇ ହେବେ ନରଭକ୍ଷୀ: ବିବାଦୀୟ ମନ୍ତବ୍ୟ ଦେଲେ ଭାଜପା ନେତା
ଭୋପାଳ,୩୧।୧୦: ମଧ୍ୟପ୍ରଦେଶ ଭାଜପା ନେତା ଗୋପାଳ ଭାର୍ଗବଙ୍କ ବିବାଦୀୟ ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଅଧିକ ସଂଖ୍ୟକ ଶିଶୁ କୁପୋଷଣର ଶିକାର ହେଉଥିବାରୁ ମୁଖ୍ୟମନ୍ତ୍ରୀ କମଳନାଥ ସରକାର ପ୍ରତି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଅଣ୍ଡା ବଣ୍ଟନ ପାଇଁ ନିର୍ଦ୍ଦେଶ…
ଛୁଟି ପାଇଁ ପୋଲିସ କରୁଛି ସତ୍ୟପାଠ
ସମସ୍ତିପୁର: ‘ମୁଁ ….. ଛଟ୍ ମା’ଙ୍କୁ ସାକ୍ଷୀ ରଖି ଶପଥ ନେଉଛି, ମୁଁ ଦୀର୍ଘ….ବର୍ଷ ହେଲା ଛଟ୍ ପୂଜା କରିଆସୁଛି। ଏହି ବର୍ଷ ମଧ୍ୟ ବ୍ରତ ରଖିଛି। ହେ ଛଟ୍ ମା’ ଯଦି ମୁଁ ମିଛ କହି ଛୁଟି ନେଉଥାଏ, ତା’…
‘ରେଡିଓ କଶ୍ମୀର’ହେଲା ଆକାଶବାଣୀ
ଜମ୍ମୁ,୩୧।୧୦: ଜମ୍ମୁ-କଶ୍ମୀରରେ ଗୁରୁବାରଠାରୁ ଲେଖା ହେଲା ଇତିହାସ। ଏଠାକାର ‘ରେଡିଓ କଶ୍ମୀର’ ଏବେ ବଦଳି ଯାଇ ଅଲ୍ ଇଣ୍ଡିଆ ରେଡିଓ ବା ଆକାଶବାଣୀ ବୋଲି ଉପସ୍ଥାପନା କରାଯାଇଛି। ଏହା କେନ୍ଦ୍ର ଶାସିତ ଅଞ୍ଚଳ ହେବା ପରେ ଏଠାରେ ପ୍ରଥମ କରି ଉପରାଜ୍ୟପାଳଙ୍କୁ…
ବରିଷ୍ଠ ସିପିଆଇ ନେତା ଗୁରୁଦାସ ଦାସଗୁପ୍ତାଙ୍କ ପରଲୋକ
କୋଲକାତା,୩୧।୧୦: ବରିଷ୍ଠ ସିପିଆଇ ନେତା ତଥା ପୂର୍ବତନ ଏମ୍ପି ଗୁରୁଦାସ ଦାସଗୁପ୍ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ ଦିନ ଧରି ଫୁସଫୁସ୍ କର୍କଟ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। କୋଲକାତାରେ ନିଜ…
Archives


