ରାଜ୍ୟ ସଂଖ୍ୟା ୨୮, କେନ୍ଦ୍ର ଶାସିତଅଞ୍ଚଳ ହେଲା ୯
ଶ୍ରୀନଗର,୩୧।୧୦: ଜମ୍ମୁ-କଶ୍ମୀର ଏବଂ ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ କରିବା ଆରମ୍ଭ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ଭାବେ ୧୯୮୫ ବ୍ୟାଚ୍ର ଗୁଜରାଟ କ୍ୟାଡ଼ର ଆଇଏଏସ୍ ଅଫିସର ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ଲଦାଖର ଉପରାଜ୍ୟପାଳଭାବେ ଅବସରପ୍ରାପ୍ତ…
ନୂଆ ଲୁକ୍ରେ ତେଜ୍ପ୍ରତାପ
ନୂଆଦିଲ୍ଲୀ: ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ମୁଖ୍ୟ ଲାଲୁପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ୍ପ୍ରତାପ ଯାଦବଙ୍କୁ ନୂଆ ଲୁକ୍ରେ ଦେଖିବାକୁ ମିଳିଛି। ଲମ୍ବା ହେୟାର ଷ୍ଟାଇଲ୍ ସହ ମଥାରେ ତିଳକ ଚିହ୍ନ, ହାତ ଓ ବେକରେ ରୁଦ୍ରାକ୍ଷ ମାଳ ରଖିଥିବା ଏହି ନେତାଙ୍କୁ…
କଶ୍ମୀରରେ ଆକ୍ରମଣ ପାଇଁ ନୂଆ ଯୋଜନା କରୁଛି ଆଇଏସ୍
ଶ୍ରୀନଗର,୩୧।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏହାକୁ ନେଇ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି। ଏଠାରେ ଏବେ ଆକ୍ରମଣ କରିବାକୁ ନୂଆ ଯୋଜନ କରୁଛି ଆତଙ୍କବାଦୀ ସଙ୍ଗଠନ ଆଇଏସ୍। ଏବେ ଏହି ସଙ୍ଗଠନ ଅନ୍ୟ ଆତଙ୍କବାଦୀ ସଙ୍ଗଠନ ସହ…
ବାହ୍ୟ ବିପଦର ମୁକାବିଲା କରିବ ରାଷ୍ଟ୍ରୀୟ ଏକତା
ନୂଆଦିଲ୍ଲୀ: ଭାରତରେ ରାଜନୈତିକ ଏକତ୍ରୀକରଣ ପାଇଁ ଭାରତର ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଓ ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ବାଧୀନତା ପରେ ଦେଶରେ ପାଖାପାଖିତ୍ ୫୦୦ଟି ସ୍ବତନ୍ତ୍ର ରାଜ୍ୟକୁ ଏକସୂତ୍ରରେ ବାନ୍ଧିବା ଭଳି ଅସମ୍ଭବ କାର୍ଯ୍ୟକୁ ସମ୍ଭବ କରିଥିଲେ…
ଅନୁଚ୍ଛେଦ ୩୭୦ ଜମ୍ମୁ-କଶ୍ମୀରରେ ସୃଷ୍ଟି କରିଛି ଆତଙ୍କବାଦ ପରିବେଶ: ମୋଦି
ଅହମ୍ମଦାବାଦ୍,୩୧।୧୦: ଅନୁଚ୍ଛେଦ ୩୭୦ କେବଳ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ପରିବେଶ ସୃଷ୍ଟି କରିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଦେଶର ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍ଙ୍କ ୧୪୪ ଜୟନ୍ତୀ ଅବସରରେ ଗୁଜରାଟର କଓ୍ବେଡ଼ିଆଠାରେ ପ୍ରଧାନମନ୍ତ୍ରୀ ଏଭଳି କହିଛନ୍ତି। ସର୍ଦ୍ଦାର…
ଦେଶକୁ ଏକ ସୂତ୍ରରେ ବାନ୍ଧି ରଖିଥିଲେ ସର୍ଦ୍ଦାର ପଟେଲ: ମୋଦି
କେବଡିଆ,୩୧।୧୦: ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କର ଆଜି ହେଉଛି ୧୪୪ ତମ ଜନ୍ମଦିବସ। ଏହି ଦିବସକୁ ରାଷ୍ଟ୍ରୀୟ ଏକତା ଦିବସ ବା ‘ରନ୍ ଫର୍ ୟୁନିଟି’ ଭାବେ ସାରା ଦେଶରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଲଦାଖ ହେଲା କେନ୍ଦ୍ରଶାସିତ ଅଞ୍ଚଳ: ରାଧାକୃଷ୍ଣ ମାଥୁର ପ୍ରଥମ ଉପରାଜ୍ୟପାଳ
ଶ୍ରୀନଗର,୩୧।୧୦: ଲଦାଖ ଗୁରୁବାରଠାରୁ କେନ୍ଦ୍ରଶାସିତ ଅଞ୍ଚଳ ଭାବେ କାର୍ଯ୍ୟ ଆରମ୍ଭ କରିଛି। ଏହାର ପ୍ରଥମ ଉପରାଜ୍ୟପାଳ ଭାବେ ଅବସରପ୍ରାପ୍ତ ଆଇଏଏସ୍ ଅଫିସର ରାଧାକୃଷ୍ଣ ମାଥୁର ଶପଥ ନେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆଇଏଏସ୍ ଅଫିସର ଉମଙ୍ଗ ନରୁଲାଙ୍କୁ ଉପରାଜ୍ୟପାଳଙ୍କ ପରାମର୍ଶଦାତା ଭାବେ…
ଇନ୍ଦିରା ଗାନ୍ଧୀଙ୍କ ପୂଣ୍ୟତିଥି: ଶ୍ରଦ୍ଧାଞ୍ଜଳି ଦେଲେ ମୋଦି-ଶାହ-ସୋନିଆ-ମନମୋହନ
ନୂଆଦିଲ୍ଲୀ,୩୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୩୫ତମ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଟୁଇଟ୍ କରି ଇନ୍ଦିରାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେହିପରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ମେଜର ଧାନଚାନ୍ଦ ଷ୍ଟାଡିୟମ୍ରେ…
‘ଅଯୋଧ୍ୟା ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମାମଲା’
ନୂଆଦିଲ୍ଲୀ,୩୧ା୧୦: ଅଯୋଧ୍ୟା ଜମି ବିବାଦ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ମାମଲାଗୁଡିକ ମଧ୍ୟରୁ ଅନ୍ୟତମ ବୋଲି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଜଷ୍ଟିସ୍ ଏସ୍.ଏ. ବୋବ୍ଡେ କହିଛନ୍ତି। ରାଜନୈତିକ ଦୃଷ୍ଟିରୁ ଅତ୍ୟନ୍ତ ସମ୍ବେଦନଶୀଳ ଏହି ମାମଲାର…
ପେହଲୁ ଖାନ୍ଙ୍କ ବିରୋଧରେ ଗୋ-ଚାଲାଣ ମାମଲା ଖାରଜ
ଜୟପୁର,୩୧ା୧୦(ପି.ଟି.): ୨୦୧୭ ଏପ୍ରିଲରେ ଗୋସୁରକ୍ଷା କର୍ମୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ପେହଲୁ ଖାନ୍ଙ୍କ ବିରୋଧରେ ଗୋରୁ ଚୋରାଚାଲାଣ ମାମଲାକୁ ବୁଧବାର ରାଜସ୍ଥାନ ହାଇକୋର୍ଟ ଖାରଜ କରିଦେଇନ୍ତି। ଏଥିସହିତ ତାଙ୍କର ଦୁଇପୁଅ ଓ ଟ୍ରକ୍ ଡ୍ରାଇଭର ବେଆଇନ ଭାବେ ଗୋରୁ ଚାଲାଣ କରୁଥିବା…
ମାଦି ଶର୍ମା କିଏ
ନୂଆଦିଲ୍ଲୀ,୩୧ା୧୦: ଇୟୁ ପ୍ରତିନିଧି ଦଳ ପାଇଁ କଶ୍ମୀର ଗସ୍ତର ଆୟୋଜିକା ମାଦି ଶର୍ମାଙ୍କୁ ନେଇ ବିବାଦ ଉଠିଛି। ମାଦି ତାଙ୍କ ଟୁଇଟର ଆକାଉଣ୍ଟରେ ନିଜକୁ ଜଣେ ‘ସୋସିଆଲ କ୍ୟାପିଟାଲିଷ୍ଟ: ଅନ୍ତର୍ଜାତୀୟ ବିଜିନେସ୍ ବ୍ରୋକର, ଶିକ୍ଷା ଉଦ୍ୟୋକ୍ତା ତଥା ବକ୍ତା’ ବୋଲି ଦର୍ଶାଇଛନ୍ତି।…
ଗସ୍ତକୁ ନେଇ ଝଡ଼ : ସିରିଆ କି ଆଫଗାନିସ୍ତାନ ନ ହେଉ କଶ୍ମୀର
ଶ୍ରୀନଗର,୩୧ା୧୦(ପି.ଟି./ଆଇଏଏନ୍ଏସ୍): ଯୁଦ୍ଧ ପ୍ରଭାବିତ ସିରିଆ କିମ୍ବା ଆଫଗାନିସ୍ତାନ ଭଳି ସ୍ଥିତି ଜମ୍ମୁ-କଶ୍ମୀରରେ ସୃଷ୍ଟି ନ ହେଉ। କଶ୍ମୀର ଆଉ ଏକ ସିରିଆ କି ଆଫଗାନିସ୍ତାନ ନ ପାଲଟୁ। ଉପତ୍ୟକାରେ ଅରାଜକତା ଓ ହିଂସା ଲାଗି ନ ରହୁ। ଦୁଇଦିନିଆ କଶ୍ମୀର ଗସ୍ତରେ…
Archives


