ରାଜଧାନୀରେ ହାଇଭୋଲଟେଜ୍ ଡ୍ରାମା: ଚାଲାଣ କଟିବା ଡରରେ ଆତ୍ମହତ୍ୟା ଧମକ ଦେଲେ ଯୁବତୀ
ନୂଆଦିଲ୍ଲୀ,୧୬।୯: ସମଗ୍ର ଦେଶରେ ସେପ୍ଟେମ୍ବର ପହିଲାରୁ ନୂଆ ମୋଟରଯାନ ନିୟମ ଆରମ୍ଭ ହୋଇଛି। ପ୍ରତିଦିନ ଲୋକଙ୍କ ଚାଲାଣ କଟାଯାଉଥିବା ବେଳେ କିଏ ୨୦ ହଜାର ତ କିଏ ୨ଲକ୍ଷ ଟଙ୍କା ଜରିମାନା ଦେଉଥିବା ଦେଖିବାକୁ ମିଳିଛି। ଆଉ କିଏ କିଏ ଚାଲାଣ…
ଭାରତ ମହାସାଗରରେ ଚାଇନା ଯୁଦ୍ଧ ଜାହାଜ
ନୂଆଦିଲ୍ଲୀ,୧୬।୯: ଭାରତ ମହାସାଗରରେ ନିଜର କାୟା ବିସ୍ତାର କରୁଥିବା ଚାଇନାର ଯୁଦ୍ଧ ଜାହାଜକୁ ନଜର କରିଛି ଭାରତୀୟ ନୌସେନା। ଭାରତୀୟ ଜଳସୀମା ନିକଟରେ ଚାଇନାର ଜାହାଜକୁ ଏବେ ଠାବ କରିଛି ନୌସେନା। ଭାରତୀୟ ବାୟୁସେନାର ସର୍ବିଲାନ୍ସ ଏୟାରକ୍ରାପ୍ଟ ପାଟ୍ରୋଲିଂ ସମୟରେ ଚାଇନା…
୩୨ ଶହ ଏକର ଜଙ୍ଗଲ ବଞ୍ଚାଇବା ପାଇଁ ୩ ଲକ୍ଷ ଲୋକ ଏକଜୁଟ: ସରକାରଙ୍କ ଚିନ୍ତା ବଢ଼ିଲା
ମୁମ୍ବାଇ,୧୬।୯: ମହାରାଷ୍ଟ୍ରରେ ୩୨ ଶହ ଏକର ଜଙ୍ଗଲ ବଞ୍ଚାଇବା ପାଇଁ ୩ ଲକ୍ଷ ଲୋକ ଏକଜୁଟ ହୋଇଛନ୍ତି। ମେଟ୍ରୋ ପ୍ରୋଜେକ୍ଟ ଅନ୍ତର୍ଗତ ଏଠାକାର ୨୭ ଶହ ଗଛ କଟାଯିବାର ଯୋଜନା ରହିଛି। ତେବେ ଏହା ବିରୋଧରେ ପରିବେଶବିତ୍ଙ୍କ ସହିତ ସାଧାରଣ ଲୋକ…
ଦାଦାଙ୍କ ମୃତଦେହକୁ ହିନ୍ଦୁ ରୀତିନୀତିରେ ସଂସ୍କାର କଲେ ୩ ମୁସଲମାନ ଭାଇ
ଅହମ୍ମଦାବାଦ,୧୬।୯: ଗୁଜରାଟ ଅମରେଲି ଜିଲା ସବରକୁଣ୍ଡଲା ସହରରେ ଦେଖିବାକୁ ମିଳିଛି ମାନବିକତାର ଏକ ଅନନ୍ୟ ଉଦାହରଣ। ଦେଶରେ ଯେତେବେଳେ ଧର୍ମ ନାଁରେ ଅପପ୍ରଚାର ଚାଲିଛି ସେତେବେଳେ ଏହା ଏକ ବଡ ଉଦାହରଣ ବୋଲି ଆଲୋଚନା ହେଉଛି। ଏଠାରେ ମୁସଲମାନ ପରିବାରରେ ୩…
ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ସାରାରାତି ମୋର୍ଟାର ଶେଲିଂ ମାଡ଼
ଶ୍ରୀନଗର,୧୬।୯ : ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ପାକିସ୍ତାନ ବାରମ୍ବାର ଏଠାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ରବିବାର ରାତିରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ୍ ଜିଲାର ମେଣ୍ଢାର ସେକ୍ଟର ଏବଂ ବାଲାକୋଟ ସେକ୍ଟରରେ…
ଏଥର ଦୁର୍ଗାପୂଜାରେ ବାଲାକୋଟ୍ ଏୟାରଷ୍ଟ୍ରାଇକ୍ର ଝଲକ୍
କୋଲକାତା: ଆସୁଛି ପାର୍ବଣ, ଆସୁଛନ୍ତି ମା’। ଦେଶର କୋଣାନୁକୋଣରେ ଜଗଜ୍ଜନନୀଙ୍କ ପୂଜା ଧୁମଧାମ୍ରେ ପାଳିତ ହେବାକୁ ଥିବାବେଳେ, କୋଲକାତାର ପୂଜା ପ୍ରସ୍ତୁତି ଉପରେ କିନ୍ତୁ ସାରା ଦେଶର ନଜର ରହିଥାଏ। ତେବେ ଚଳିତ ଥର କୋଲକାତାର ଦୁର୍ଗାପୂଜାରେ ଦେଖିବାକୁ ମିଳିବ ଦେଶପ୍ରେମର…
ଫିଲ୍ମ ଥ୍ରୀ ଇଡିଅଟ୍ସ ଦେଖି ମିରର ରାଇଟିଂ କରୁଛନ୍ତି ସପ୍ତମ ଶ୍ରେଶୀ ଛାତ୍ରୀ
ରାଇପୁର,୧୬।୯: ଭାରତ ଭଳି ଦେଶରେ ପ୍ରତିଭାଙ୍କର ଅଭାବ ନାହିଁ ବୋଲି କୁହାଯାଏ। ତେବେ ବଲିଉଡ୍ର ବ୍ଲକ୍ ବୁଷ୍ଟର ମୁଭି ‘ଥ୍ରୀ ଇଡିଅଟ୍ସ’ରୁ ଏବେ ପ୍ରେରଣା ପାଇ ମିରର ରାଇଟିଂ କରୁଛନ୍ତି ଛତିଶଗଡ଼ ରାୟପୁରର ବାଳିକା କାବ୍ୟା ଚାଓ୍ବଡା। ସେ ଗୋଟିଏ ହାତରେ…
ଚିଦାମ୍ବରମ୍ଙ୍କ ଜନ୍ମ ଦିନରେ ପୁଅ କାର୍ତ୍ତି ଜଣାଇଲେ ଅଭିନନ୍ଦନ
ନୂଆଦିଲ୍ଲୀ,୧୬।୯ : ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍ ସୋମବାର ୭୪ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତେବେ ଜନ୍ମଦିନରେ ସେ ଜେଲ୍ରେ ଥିବାରୁ ଏହା ପାଳନ ହୋଇପାରିବ ନାହିଁ। ସେ ୧୯୪୫ ସେପ୍ଟେମ୍ବର ୧୬ରେ ତାମିଲ୍ନାଡୁର କାନାଦୁକାନ୍ଥନଠାରେ ଜନ୍ମଗ୍ରହଣ କରିଥିଲେ। ବାପାଙ୍କ ଜନ୍ମଦିନ…
ଶ୍ରୀନଗରରେ ୨ ଡଜନ ଆତଙ୍କବାଦୀ: ଦୋକାନୀଙ୍କୁ ଦେଉଛନ୍ତି ଖୋଲା ଧମକ
ଶ୍ରୀନଗର,୧୬ା୯(ପି.ଟି.): ଶ୍ରୀନଗରରେ ଏବେ ଦୁଇ ଡଜନ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ସେମାନେ ସହର ଓ ଏହାର ଆଖପାଖରେ ଅବାଧରେ ବୁଲୁଛନ୍ତି ଏବଂ ବ୍ୟବସାୟୀମାନଙ୍କୁ ଦୋକାନ ନ ଖୋଲିବା ପାଇଁ ଖୋଲା ଧମକ ଦେଉଛନ୍ତି। ଏହା ସୁରକ୍ଷା ବଳ ପାଇଁ ଚିନ୍ତାର କାରଣ…
‘ନଭେମ୍ବର ପରେ ରାମମନ୍ଦିର’
ଅଯୋଧ୍ୟା,୧୬ା୯(ଆଇଏଏନ୍ଏସ୍): ନଭେମ୍ବର ପରେ ଅଯୋଧ୍ୟାରେ ବିଶାଳ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ ବୋଲି ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ୍ ସ୍ବାମୀ କହିଛନ୍ତି। ରାମ ଜନ୍ମଭୂମି-ବାବ୍ରୀ ମସ୍ଜିଦ ଜମି ବିବାଦ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିବାବେଳେ ରାୟ ରାମମନ୍ଦିର ସପକ୍ଷରେ ଯିବ ବୋଲି…
ହରିୟାଣାରେ ଲାଗୁହେବ ଏନ୍ଆର୍ସି
ଚଣ୍ଡିଗଡ଼,୧୬ା୯(ପି.ଟି.): ଆସାମ ପରେ ହରିୟାଣାରେ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟର ରବିବାର ଘୋଷଣା କରିଛନ୍ତି। ଅକ୍ଟୋବରରେ ହରିୟାଣଶ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଭାଜପାର ମହାସଂକଳ୍ପ ଅଭିଯାନ ଅବସରରେ ଖଟ୍ଟର ଅବସରପ୍ରାପ୍ତ…
ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ନୋଟିସ
ରାଞ୍ଚତ୍,୧୬ା୯: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ହେମନ୍ତ ସୋରେନ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପ୍ରତ୍ୟାହାର କରିନେବା ପାଇଁ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କ ପାଖକୁ ଲିଗାଲ ନୋଟିସ ପଠାଇଛନ୍ତି। ତାଙ୍କ ଭାବମୂର୍ତ୍ତି କ୍ଷୁଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ…
Archives


