ବାୟୁସେନାକୁ ମିଳିଲା ସ୍ପାଇସ୍-୨୦୦୦ ବୋମା
ନୂଆଦିଲ୍ଲୀ,୧୬ା୯: ଭାରତୀୟ ବାୟୁସେନାକୁ ଅଟ୍ଟାଳିକା ଧ୍ୱଂସକାରୀ ସ୍ପାଇସ୍-୨୦୦୦ ବୋମା ମିଳିଛି। ଏହା ବାୟୁସେନାର ଆକ୍ରମଣ କ୍ଷମତା ବୃଦ୍ଧିରେ ସହାୟକ ହେବ। ପୁଲ୍ଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଗତ ଫେବୃୟାରୀ ୨୬ରେ ବାୟୁସେନା ପାକିସ୍ତାନର ବାଲାକୋଟ୍ସ୍ଥିତ ଜୈଶ୍-ଇ-ମହମ୍ମଦ (ଜେଇଏମ୍) ଆତଙ୍କବାଦୀ ଶିବିର ଧ୍ୱଂସ…
ବଙ୍ଗଳା ଛାଡ଼ିନାହାନ୍ତି ୮୨ ଏମ୍ପି
ନୂଆଦିଲ୍ଲୀ,୧୬ା୯(ପି.ଟି.): ଲୋକ ସଭା କମିଟିର ତାଗିଦ ସତ୍ତ୍ୱେ ୮୨ ଏମ୍ପି ଏପର୍ଯ୍ୟନ୍ତ ସରକାରୀ ବଙ୍ଗଳା ଖାଲିକରିନାହାନ୍ତି। ତୁରନ୍ତ ଘର ଖାଲି କରାଇବା ପାଇଁ ପୂର୍ବତନ ଏମ୍ପିମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସରକାର ବିଚାର କରୁଥିବା ଜଣାପଡିଛି। ପାଖାପାଖି ୨୦୦…
ନ ସୁଧୁରିଲେ ଚିଦାମ୍ବରମ୍ଙ୍କ ଭଳି ଦଶା ଭୋଗିବ
ବଲିଆ,୧୬ା୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁଧୁରିଯାଆନ୍ତୁ। ନଚେତ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ଭଳି ଦଶା ଭୋଗିବେ ବୋଲି ରବିବାର ଭାଜପା ନେତା ସୁରେନ୍ଦ୍ର ସିଂ ଧମକ ଦେଇଛନ୍ତି। ତାଙ୍କର ଏହି ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ମନ୍ତବ୍ୟ…
ଟାର୍ଗେଟରେ ମନ୍ଦିର, ରେଳଷ୍ଟେଶନ
ଚଣ୍ଡିଗଡ଼/ରୋହତକ,୧୬ା୯ : ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ହଟାଯିବା ପରେ ଭାରତ ବିରୋଧରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ ବିଷ ଓକାଳୁଥିବାବେଳେ ପଡ଼ୋଶୀ ଦେଶର ଆତଙ୍କବାଦୀ ସଙ୍ଗଠନଗୁଡ଼ିକ ଆକ୍ରମଣ ପାଇଁ ପ୍ରସ୍ତୁତ ହେଲେଣି। ଦଶହରାରେ ଭାରତର ୬ ରାଜ୍ୟର ମନ୍ଦିର ଓ ୧୧ଟି…
ସେଓ ବଗିଚାରେ ନିଆଁ ଲଗାଇଲେ ଆତଙ୍କବାଦୀ
ଶ୍ରୀନଗର,୧୫।୯: ଦକ୍ଷିଣ କଶ୍ମୀରରେ ଥିବା ‘ଗୋଲ୍ଡେନ’ ଭେରାଇଟିର ସେଓ ବଗିଚାରେ ନିଆଁ ଲଗାଇ ଦେଇଛନ୍ତି ଆତଙ୍କବାଦୀ। କଶ୍ମିରୀବାସୀଙ୍କ ଅର୍ଥନୀତିକ ମେରୁଦଣ୍ଡ ଭାଙ୍ଗିବାକୁ ଆତଙ୍କବାଦୀମାନେ ଏଭଳି କାମ କରିଥିବା ଜଣାପଡିଛି। ଏହାଦ୍ୱାରା ସେଓ ମାଲିକଙ୍କୁ ୩-୪ଲକ୍ଷ ଟଙ୍କା କ୍ଷତି ସହିବାକୁ ପଡିଛି। କେବଳ…
ଗୋଦାବରୀ ଡଙ୍ଗାବୁଡି ଘଟଣା: ଉଦ୍ଧାର ହେଲା ୭ ମୃତଦେହ, ଏବେ ବି ଅନେକ ନିଖୋଜ
ଦେବୀପଟନମ,୧୫।୯: ଆନ୍ଧ୍ରପ୍ରଦେଶର ଗୋଦାବରୀ ନଦୀରେ ଡଙ୍ଗା ବୁଡି ପ୍ରାୟ ୭ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏବେ ବି ଅନେକ ଲୋକ ନିଖୋଜ ଥିବା ଜଣାପଡିଛି। ଡଙ୍ଗାଟି ରାଜମହେନ୍ଦ୍ରୀରୁ ପାପିକୁଣ୍ଡୁଲମ ଯାଉଥିବାବେଳେ ଏଭଳି ଦୁର୍ଘଟଣା ଘଟିଛି। ୬୧ ଜଣ ଯାତ୍ରୀଙ୍କୁ…
ପାକିସ୍ତାନରେ ସଂଖ୍ୟାଲଘୁ ଯୁବତୀଙ୍କ ସହ ପ୍ରଥମେ ସମୟ ବିତାନ୍ତୁ ମଲାଲା: ଭାଜପା ଏମ୍ପି
ନୂଆଦିଲ୍ଲୀ,୧୫।୯: ନୋବେଲ ଶାନ୍ତି ପୁରସ୍କାର ବିଜେତା ଏବଂ ପାକିସ୍ତାନରେ ଶିକ୍ଷା ଅଧିକାର ପାଇଁ କାମ କରୁଥିବା ୨୨ବର୍ଷୀୟା ମଲାଲା ୟୁସୁଫ୍ଜାଇ ଜମ୍ମୁ-କଶ୍ମୀରକୁ ନେଇ ଏକ ଟୁଇଟ୍ କରିଛନ୍ତି। ଏଥିରେ ସେ କହିଛନ୍ତି, କଶ୍ମୀର ଏବେ ସମ୍ପୂର୍ଣ୍ଣ ଏକୁଟିଆ ହୋଇଯାଇଛି। ଛାତ୍ରୀଛାତ୍ରମାନେ ୪୦…
ହୋର୍ଡିଂ ପଡ଼ି ମୃତ୍ୟୁ ଘଟଣା: ସମ୍ପୃକ୍ତ ନେତାଙ୍କ ବିରୋଧରେ ମାମଲା ରୁଜୁ
ଚେନ୍ନାଇ,୧୫।୯: ରାସ୍ତା କଡରେ ଲାଗିଥିବା ବେଆଇନ ହୋର୍ଡିଂ ଯୋଗୁ ଜଣେ ୨୩ ବର୍ଷୀୟା ଯୁବତୀଙ୍କ ଜୀବନ ଯାଇଛି। ଚେନ୍ନାଇରେ ଘଟିଥିବା ଏହି ଘଟଣା ପରେ ସମ୍ପୃକ୍ତ ହୋର୍ଡିିଂ ଲଗାଇଥିବା ଏଆଇଏଡିଏମକେ ନେତା ଜୟଗୋପାଲଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ମାଡ୍ରାସ ହାଇକୋର୍ଟ…
ପ୍ରବଳ ବର୍ଷା: ସ୍କୁଲରେ ଫଶିରହିଛନ୍ତିି ୩୫୦ ଛାତ୍ରୀଛାତ୍ର, ୫୦ ଶିକ୍ଷକ
ଜୟପୁର,୧୫।୯:ରାଜସ୍ଥାନର ଚିତୌଡଗଡରେ ଜିଲାରେ ଦୁଇଦିନ ହେଲା ଲଗାତାର ବର୍ଷା ହେଉଛି।ଫଳରେ ସେଠାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ସ୍କୁଲ ଏବଂ ଅଫିସ୍ରେ ପାଣି ପଶିଯାଇଛି। ଫଳରେ ଜିଲାର କେତେକ ସ୍କୁଲରେ ଶନିବାରଠାରୁ ଛାତ୍ରୀଛାତ୍ର ଏବଂ ଶିକ୍ଷକ ଫଶିରହିଛନ୍ତି। ସ୍ଥାନୀୟ ଗ୍ରାମବାସୀ ସେମାନଙ୍କ ପାଇଁ…
ପ୍ରେମ ବିବାହ କରିବାରୁ ଝିଅ-ଜ୍ୱାଇଁଙ୍କୁ ଗୁଳି ମାରିଲେ ପରିବାର ଲୋକେ
ଜଳନ୍ଧର,୧୫।୯: ପଞ୍ଜାବର ତରନତାରନରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିବାରୁ ଝିଅ-ଜ୍ୱାଇଁଙ୍କୁ ଗୁଳି ମାରିଛନ୍ତି ଯୁବତୀଙ୍କ ପରିବାର ଲୋକେ। ଫଳରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ତରନତାରନର ନୌଶେରା ଢାଲା ନିବାସୀ ଅମନଦୀପ ସିଂ ନିଜ ଗ୍ରାମର ଅମନପ୍ରୀତ…
ଏହି କବାଡ଼ି ପ୍ରତିଯୋଗୀତାରେ ପୁରସ୍କାର ମିଳେ କୁକୁଡ଼ା, ମାଛ
କବାଡ଼ି ଖେଳ କଥା ସମସ୍ତେ ଅଳ୍ପ ବହୁତେ ଜାଣିଥିବେ। ଏହା ଗାଁଠରୁ ସହର ସମସ୍ତ ବ୍ୟକ୍ତିଙ୍କୁ ଆକର୍ଷିତ କରିଥାଏ। ହେଲେ ଛତିଶଗଡ଼ ଗରିଆବନ୍ଦ ଜିଲାରେ ଆୟୋଜିତ ହୁଏ ଏମିତି ଏକ କବାଡ଼ି ପ୍ରତିଯୋଗିତା ଯେଉଁଥିରେ ପୁରସ୍କାର ଦର୍ଶକ ତଥା ପ୍ରତିଯୋଗୀଙ୍କୁ ଆକର୍ଷିତ…
ଗୋଦାବରୀରେ ବୁଡିଲା ପର୍ଯ୍ୟଟକଙ୍କ ବୋଟ୍
ପୂର୍ବ ଗୋଦାବରୀ,୧୫।୯: ଆନ୍ଧ୍ର ପ୍ରଦେଶ ପୂର୍ବ ଗୋଦାବରୀ ଜିଲା ଦେବୀପାଟନମଠାରେ ଗୋଦାବରୀ ନଦୀରେ ପର୍ଯ୍ୟଟକଙ୍କର ଏକ ବୋଟ୍ ବୁଡିଯାଇଥିବା ସୂଚନା ମିଳିଛି। ଏଥିରେ ପ୍ରାୟ ୬୦ଜଣ ଯାତ୍ରୀ ଥିବା କୁହାଯାଉଛି। ତୁରନ୍ତ ଉଦ୍ଧାର କାର୍ଯ୍ୟପାଇଁ ଦୁଇଟି ଏନ୍ଡିଆର୍ସ୍ଏଫ୍ ଟିମ୍ ଘଟଣା ସ୍ଥଳରେ…
Archives


