ଜାତୀୟ

ଦିନକୁ ଦିନ ଦୁର୍ବଳ ହେଉଛି ପାକିସ୍ତାନ: ଇନ୍ଦ୍ରେଶ କୁମାର

ନୂଆଦିଲ୍ଲୀ,୧୩।୯: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌)ର ପ୍ରଚାରକ ଇନ୍ଦ୍ରେଶ କୁମାର ଶୁକ୍ରବାର ପାକିସ୍ତାନକୁ ନେଇ ଏକ ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ପାକିସ୍ତାନ ଦିଦକୁ ଦିନ ଦୁର୍ବଳ ହେବାରେ ଲାଗିଛି। ବିଭାଜନ ପରେ ପାକିସ୍ତାନର ସୃଷ୍ଟି ହୋଇଥିଲା। ଏହାପରେ ୧୯୭୧ରେ…

ଏଥର ଜେଲ୍‌ରେ ଜନ୍ମଦିନ ପାଳିବେ ଚିଦାମ୍ବରମ

ନୂଆଦିଲ୍ଲୀ,୧୩।୯: ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କୁ ପୁଣି ଥରେ ଲାଗିଛି ଝଟ୍‌କା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ଆତ୍ମସମର୍ପଣ କରିବାକୁ ଚିଦାମ୍ବରମ ଯେଉଁ ଆବେଦନ କରିଥିଲେ ତାକୁ ଶୁକ୍ରବାର କୋର୍ଟ ଖାରଜ କରି ଦେଇଛନ୍ତି। କୋର୍ଟ କହିଥିଲେ କି ଅଭିଯୁକ୍ତ ନିଜେ ସ୍ଥିର କରିପାରିବେନି…

ଆଖିରେ ଲୁହ ନେଇ ରାବ୍ରୀଙ୍କ ଘରୁ ବାହାରିଲେ ବୋହୂ ଐଶ୍ୱର୍ଯ୍ୟା

ପାଟନା,୧୩।୯:  ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବଙ୍କ ସ୍ତ୍ରୀ ଐଶର୍ଯ୍ୟା କାନ୍ଦି କାନ୍ଦି ନିଜ ବାପଘରକୁ ଚାଲିଯାଇଥିବା ଜଣାପଡ଼ିଛି। ତେଜ ପ୍ରତାପଙ୍କ ସହ ମତାନ୍ତର ହେବା ପରେ ଐଶର୍ଯ୍ୟା ଶାଶୁ ରାବ୍ରୀ…

ବିଦେଶ ଯାତ୍ରା ପାଇଁ ରବର୍ଟଙ୍କୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୩।୯: ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କୁ ଶୁକ୍ରବାର ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ସ୍ବତନ୍ତ୍ର ଅଦାଲତ ରବର୍ଟ ଭଦ୍ରାଙ୍କୁ ବିଦେଶ ଯିବାକୁ ଅନୁମତି ପ୍ରଦାନ କରିଛନ୍ତି। ପୂର୍ବରୁ ଏହି ମାମଲାରେ ଜାମିନରେ ଥିବା…

ସ୍ବାମୀ ଚିନ୍ମୟାନନ୍ଦଙ୍କୁ ୭ ଘଣ୍ଟା ଜେରା: ପୀଡିତାଙ୍କ ସହ ଆଶ୍ରମ ପହଞ୍ଚିଲା ଏସ୍‌ଆଇଟି

ଲକ୍ଷ୍ନୌ,୧୩।୯: ଶାହାଜାହାନପୁର ନିବାସୀ ଆଇନ ଛାତ୍ରୀଙ୍କୁ ଯୌନ ଶୋଷଣା ମାମଲାରେ ଶେଷରେ ଏସ୍‌ଆଇଟି ପୂର୍ବ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ଶୁକ୍ରବାର ଏସ୍‌ଆଇଟିର ଏକ ଟିମ୍‌ ପୀଡିତାଙ୍କୁ ନେଇ ଚିନ୍ମୟାନନ୍ଦଙ୍କ ଆଶ୍ରମରେ ପହଞ୍ଚିଥିଲା। ଏହା ପୂର୍ବରୁ ଏସ୍‌ଆଇଟି…

ଭାରତ-ଚାଇନା ସୀମାରେ ସେନାର ଅପରେଶନ ‘ହିମବିଜୟ’

ନୂଆଦିଲ୍ଲୀ,୧୩।୯: ଭାରତ-ଚାଇନା ସୀମାରେ ସେନା ତା’ର ଶକ୍ତି ବୃଦ୍ଧି ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ଭାରତୀୟ ସେନା ଅତ୍ୟାଧୁନିକ ଆମେରିକୀୟ ଅସ୍ତ୍ରକୁ ଭାରତ-ଚାଇନା ସୀମାରେ ମୁତୟନ କରିବାକୁ ଯୋଜନା କରୁଛି। ଫଳରେ ଭାରତ-ଚାଇନା ସୀମାରେ ଥିବା ଅରୁଣାଚଳ ପ୍ରଦେଶର ସୀମାରେ…

ମୋଫେଡ ଚାଳକଙ୍କୁ ଦେଖି ଚାଲାଣ କାଟିବା ପରିବର୍ତ୍ତେ ହାତ ଯୋଡି ଦେଲା ପାଲିସ

ଚନ୍ଦୌଲି,୧୩।୯: ଉତ୍ତର ପ୍ରଦେଶରେ ଜଣେ ମୋଫେଡ ଚାଳକଙ୍କୁ ଦେଖି ଟ୍ରାଫିକ୍‌ ପୋଲିସ ଯାଞ୍ଚ କରି ଚାଲାଣ କାଟିବା ପରିବର୍ତ୍ତେ ହାତ ଯୋଡି ଦେବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ନୂଆ ମୋଟର ଯାନ ନିୟମ ପରେ ଉତ୍ତର ପ୍ରଦେଶରେ ପ୍ରାୟ ପ୍ରତିଦିନ…

ରାଜଧାନୀରେ ପୁଣି ଲାଗୁ ହେବ ଅଡ୍‌-ଇଭିନ୍‌ ନମ୍ବର: କେଜରିଓ୍ବାଲ

ନୂଆଦିଲ୍ଲୀ,୧୩।୯: ରାଜଧାନୀ ଦିଲ୍ଲୀରେ ପୁଣିଥରେ ଅଡ୍‌-ଇଭିନ୍‌ ନମ୍ବର ଲାଗୁ ହେବ ବୋଲି ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୂଚନା ଦେଇଛନ୍ତି। ଏହା ଆସନ୍ତା ନଭେମ୍ବର ୪-୧୫ ମଧ୍ୟରେ ଲାଗୁ କରାଯିବ। କାରଣ ଏହି ସମୟ ମଧ୍ୟରେ ଦିଲ୍ଲୀର ଆଖପାଖ ରାଜ୍ୟରେ…

ଏଆଇଡିଏମକେ ଦଳର ହୋଡିଂ ପଡି ଯୁବତୀଙ୍କ ମୃତ୍ୟୁ

ଚେନ୍ନାଇ,୧୩।୯:ତାମିଲନାଡୁର ଚେନ୍ନାଇରେ ଏକ ଅଭାବନୀୟ ଘଟଣା ଘଟିଛି। ଏଆଇଡିଏମକେ ଦଳର ଏକ ବିଜ୍ଞାପନ ହୋଡିଂ ଗଳି ପଡିବାରୁ ଜଣେ ୨୩ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଶୁବାଶ୍ରୀ ନାମକ ଏହି ଯୁବତୀ ଜଣଙ୍କ ଚେନ୍ନାଇର ଏକ ଆଇଟି କମ୍ପାନୀରେ ଇଞ୍ଜିନିୟର ଭାବେ କାମ…

ବିଚ୍‌ ରାସ୍ତାରେ ଯୁବକଙ୍କୁ ନିସ୍ତୁକ ପିଟିଲେ ଟ୍ରାଫିକ୍‌ ପୋଲିସ

ଲକ୍ଷ୍ନୌ,୧୩।୯: ନୂଆ ଟ୍ରାଫିକ୍‌ ନିୟମ ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ଏହାର ଦୂରୁପଯୋଗ ହେବାସହ ରାସ୍ତାରେ ଅଜବ ଅଜବ ଘଟଣା ସମ୍ନାକୁ ଆସିଛି। ଶୁକ୍ରବାର ଟ୍ରାଫିକ୍‌ ନିୟମକୁ ଉଲ୍ଲଂଘନ କରିଥିବା ଜଣେ ଯୁବକଙ୍କୁ ବିଚ୍‌ ରାସ୍ତାରେ ୨ଜଣ ପୋଲିସ ନିସ୍ତୁକ…

ମୋଦିଙ୍କ ଉପସ୍ଥିତି ଇସ୍ରୋ ପାଇଁ ହେଲା ଅଶୁଭ:କୁମାରସ୍ବାମୀ

ବେଙ୍ଗାଲୁରୁ,୧୩।୯: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି. କୁମାରସ୍ବାମୀ ଏକ ବିବାଦୀୟ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିକ୍ରମ ଲ୍ୟାଣ୍ଡର ଅବତରଣ ଦେଖିବା ପାଇଁ ଇସ୍ରୋ ସେଣ୍ଟରଠାରେ ଉପସ୍ଥିତ ରହିବା ବୈଜ୍ଞାନିକମାନଙ୍କ ପାଇଁ ଅଶୁଭ ଥିଲା ବୋଲି ସେ କହିଛନ୍ତି। ତାଙ୍କ ଉପସ୍ଥିତି…

ଶିବକୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା: ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୧୩।୯: ମନିଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା କର୍ନାଟକ କଂଗ୍ରେସର ଟାଣୁଆ ନେତା ଡି.କେ. ଶିବକୁମାରଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଅଚାନକ ତାଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ରାମମନୋହର ଲୋହିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁବାର ଶିବକୁମାରଙ୍କ ଝିଅ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri