ଦୀପାବଳିରେ ପର୍ସରେ ରଖନ୍ତୁ ଗୋମତୀ ଚକ୍ର ହେବ ଧନ ପ୍ରାପ୍ତି…
ଧନ ପ୍ରାପ୍ତି ପାଇଁ ଗୋମତୀ ଚକ୍ରର ଉପଯୋଗ ବେଶ୍ ଗୁରୁତ୍ୱପୂର୍ଣ୍ଣ। ଏସମ୍ପର୍କରେ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମାତା ଲକ୍ଷ୍ମୀ ସମୁଦ୍ରରୁ ଜାତ ହୋଇଥିବାରୁ ଶଙ୍ଖ, ଗୋମତୀ ଚକ୍ର, କଉଡ଼ି ଆଦି ମାତାଙ୍କର ଅତିପ୍ରିୟ। ଦୀପାବଳି ଅମାବାସ୍ୟାରେ ଗୋମତୀ ଚକ୍ରକୁ ମାତା ଲକ୍ଷ୍ମୀଙ୍କ…
ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ…
ଘରେ ସୁଖଶାନ୍ତି ପାଇଁ ଦୀପାବଳିରେ ଶ୍ରୀଯନ୍ତ୍ର ପୂଜନ ସହିତ ମହାଲକ୍ଷ୍ମୀଷ୍ଟକ ପାଠ କଲେ ସୁଫଳ ମିଳେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଏହି ଦିନ ରାତିରେ ଘରେ ସାତଟି ଗୁଆ ଘିଅ ଦ୍ୱୀପ ଜଳାଇବା ସହିତ ଲକ୍ଷ୍ମୀ ଗଣେଶଙ୍କୁ ପୂଜା କଲେ…
ସୀମାରେ ସୁରକ୍ଷାକର୍ମୀଙ୍କ ଦୀପାବଳି
ଶିଲିଗୁଡି,୨୭।୧୦: ଭାରତ-ବାଂଲଦେଶ ସୀମାରେ ଥିବା ବିଓପି ଫୁଲବାରି ନିକଟରେ ଉଭୟ ଦେଶର ସୀମା ସୁରକ୍ଷା ଯବାନମାନେ ଦୀପାବଳି ଉତ୍ସବକୁ ଅତି ନିଆରା ଢଙ୍ଗରେ ପାଳନ କରିଛନ୍ତି। ଏମାନେ ପରସ୍ପର ମଧ୍ୟରେ ମିଠା ଅଦଳ ବଦଳ କରି ଦୀପାବଳି ଶୁଭକାମନା ଜଣାଇଛନ୍ତି। ଘରଠାରୁ…
ପଦାତିକ ବାହିନୀ ଦିବସରେ ଶହୀଦ୍ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସେନା ମୁଖ୍ୟ ବିପିନ୍ ରାଓ୍ବତ୍
ନୂଆଦିଲ୍ଲୀ,୨୭।୧୦: ପଦାତିକ ବାହିନୀ ଦିବସ ଉପଲକ୍ଷେ ସେନା ମୁଖ୍ୟ ବିପିନ୍ ରାଓ୍ବତ୍ ନ୍ୟାସନାଲ୍ ଓ୍ବାର୍ ମେମୋରିଆଲ୍ଠାରେ ଶହୀଦ୍ଙ୍କୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୂଚନାଯୋଗ୍ୟ, କଶ୍ମୀରରେ ୧୯୪୭ ଅକ୍ଟୋବର ୨୭ରେ ହୋଇଥିବା ପାକିସ୍ତାନ ଆକ୍ରମଣ ସମୟରେ ଦେଶ ପାଇଁ ଶହୀଦ୍ ହୋଇଥିବା…
ପୂର୍ବତନ ଭାଜପା ଅଧ୍ୟକ୍ଷ କମଲ ଶର୍ମାଙ୍କ ପରଲୋକ
ଚଣ୍ଡିଗଡ,୨୭।୧୦: ପଞ୍ଜାବ ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ଅଧ୍ୟକ୍ଷ କମଲ ଶର୍ମାଙ୍କର ରବିବାର ସକାଳେ ପରଲୋକ ହୋଇଛି। ସକାଳେ ତାଙ୍କୁ ହୃଦଘାତ ହେବା ପରେ ଫିରୋଜପୁର ଜିଲାରେ ଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୀପାବଳି ଥିବାରୁ ସେ…
ଦେଶବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୭।୧୦: ଆଲୋକର ପର୍ବ ଦୀପାବଳି ସାରା ଦେଶରେ ଖୁବ୍ ଧୁମ୍ଧାମ୍ରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିନ୍ଦୀରେ ଟୁଇଟ୍ କରି ଶୁଭେଚ୍ଛା ଜଣାଇଥିବା…
କାହିଁକି ପାଳନ କରାଯାଏ ଦୀପାବଳି
ଆଲୋକର ପର୍ବ ଦୀପାବଳି ପୁରପଲ୍ଲୀ, ସହର ବଜାର ସବୁଠାରେ ଖୁବ୍ ଧୁମ୍ଧାମରେ ପାଳନ କରାଯାଇଥାଏ। ଓଡ଼ିଶାରେ ଏହିଦିନ ପିତୃପୁରୁଷଙ୍କୁ କାଉଁରିଆ କାଠି ଜଳାଇ ମନେପକାଯାଇଥାଏ। ହେଲେ ଏହାର ବିଭିନ୍ନ ଶାସ୍ତ୍ରୀୟ କିମ୍ବଦନ୍ତୀ ରହିଛି। ପୌରାଣିକ ମତାନୁଯାୟୀ, ଏହିଦିନ ଭଗବାନ୍ ବିଷ୍ଣୁ ହିରଣ୍ୟକଶିପୁଙ୍କୁ…
ମେଦବହୁଳତାରୁ ଦୂରେଇ ରହିବା ପାଇଁ ଖାଆନ୍ତୁ ଏହି ପରିବା…
ସବୁଜ ପନିପରିବା ଦେହ ପାଇଁ ଉପକାରୀ । ଡାକ୍ତରମାନେ ସବୁଜ ପନିପରିବା ଖାଇବା ଉପରେ ଗୁରୁତ୍ୱ ଦେଇଥାଆନ୍ତି। କାରଣ ଏଥିରେ ପ୍ରଚୁର ପରିମାଣରେ ଭିଟାମିନ ଥାଏ। ଏହି ସବୁଜ ପନିପରିବା ଔଷଧ ଠାରୁ ବି ଅଧିକ କାମ କରେ ବୋଲି ଆୟୁର୍ବେଦରେ…
ସିଆର୍ପିଏଫ୍ ଟିମ୍ ଉପରେ ଆତଙ୍କବାଦୀ ଆକ୍ରମଣ
ଶ୍ରୀନଗର,୨୬ା୧୦(ପି.ଟି.) : ଜମ୍ମୁ-କଶ୍ମୀର ରାଜଧାନୀ ଶ୍ରୀନଗରର କରନନଗର ଅଞ୍ଚଳରେ ସିଆର୍ପିଏଫ୍ର ଏକ ଟିମ୍ ଉପରେ ଆତଙ୍କବାଦୀମାନେ ଗ୍ରେନେଡ ମାଡ଼ କରିଛନ୍ତି। ଏଥିରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ। ସିଆର୍ପିଏଫ୍ ଯବାନମାନେ ଚେକ୍ପଏଣ୍ଟରେ ମୁତୟନ ଥିଲାବେଳେ ଆତଙ୍କବାଦୀମାନେ ସେମାନଙ୍କୁ ଟାର୍ଗେଟ…
ବଢିଲା ଫଡନଭିଶଙ୍କ ସମସ୍ୟା
ମୁମ୍ବାଇ,୨୬।୧୦: ଗତ ୪୦ ବର୍ଷ ମଧ୍ୟରେ ଦେବେନ୍ଦ୍ର ଫଡନବିଶ ଏକ ମାତ୍ର ମୁଖ୍ୟମନ୍ତ୍ରୀ ଯିଏ ସୁରୁଖୁରୁ ଭାବେ ନିଜର ୫ ବର୍ଷ କାର୍ଯ୍ୟକାଳ ପୂରଣ କରିଛନ୍ତି। ଏବେ ପୁଣିଥରେ ବିଧାନସଭା ନିର୍ବାଚନରେ ବିଜୟ ଲାଭ କରି ସେ ତାଙ୍କର ଦ୍ୱିତୀୟ ଇନିଙ୍ଗସ୍…
ବର୍ଷକୁ ଥରେ ମହାକାଳଙ୍କ ସେବା କରନ୍ତି ମହିଳା…
ମଧ୍ୟପ୍ରଦେଶ ଉଜ୍ଜୟନୀରେ ପ୍ରଭୁ ମହାକାଳଙ୍କ ସେବା ବର୍ଷରେ ଥରେ ମହିଳାମାନେ କରନ୍ତି। ଦୀପାବଳି ପୂର୍ବଦିନ ଦେବ ଦୀପାବଳି ଅବସରରେ ମହାକାଳଙ୍କ ପୂଜା କରୁଥିବା ସଦସ୍ୟଙ୍କ ପରିବାରର ମହିଳାମାନେ ଏପରି କରନ୍ତି। ପ୍ରଭୁଙ୍କୁ ଗରମ ପାଣିରେ ସ୍ନାନ କରାଯିବା ସହିତ ନାନା ନୀତି…
ଦୁଷ୍ୟନ୍ତଙ୍କ ପାଇଁ ଖୁସି ଖବର: ଅଜୟଙ୍କୁ ମିଳିଲା ଛୁଟି
ନୂଆଦିଲ୍ଲୀ,୨୬।୧୦: ହରିୟାଣାରେ ଭାଜପାକୁ ସମର୍ଥନ ଦେବାର ୨୪ ଘଣ୍ଟା ନ ପୁରୁଣୁ ଜନନାୟକ ଜନତା ପାର୍ଟି(ଜେଜେପି) ନେତା ଦୁଷ୍ୟନ୍ତଙ୍କ ପାଇଁ ଆସିଛି ଖୁସି ଖବର। ତିହାର ଜେଲ୍ରେ ଥିବା ଦୁଷ୍ୟନ୍ତଙ୍କ ପିତା ଅଜୟ ଚୌତାଲାଙ୍କୁ ଛୁଟି ମିଳିଥିବା ନେଇ ତିହାର ଜେଲ୍ର…
Archives


