୩୭୦ ଧାରା କ’ଣ, କାହିଁକି ତାକୁ ନେଇ ଉଠୁଛି ଚର୍ଚ୍ଚା
ନୂଆଦିଲ୍ଲୀ,୫।୮:କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ କହିଛନ୍ତି। ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି ଅଲଗା…
କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ ଏବଂ ଲଦାଖରେ ରହିବ ୨ ଜିଲା
ଶ୍ରୀନଗର, ୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଐତିହାସିକ ଘୋଷଣା ପରେ ଏଣିକି କେନ୍ଦ୍ର ଶାସିତ ଜମ୍ମୁ-କଶ୍ମୀରରେ ୨୦ଟି ଜିଲା ରହିବ। ସେହିପରି ଲଦାଖରେ ୨ ଜିଲା ରହିବ। ଏହି ନୂତନ ଘୋଷଣା ଦ୍ୱାରା ନିୟନ୍ତ୍ରଣ ରେଖା ନିକଟରେ ବାସ କରୁଥିବା…
କ୍ଷମତା ନିଶାରେ ଧାରା ୩୭୦କୁ ହଟାଇଛି ଭାଜପା: ଗୁଲାମ୍ ନବୀ ଆଜାଦ୍
ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ହଟାଇବା ନେଇ କଂଗ୍ରେସର ବରିଷ୍ଠ ନେତା ଗୁଳାମ୍ ନବୀ ଆଜାଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ସମାଲୋଚନା କରିଛନ୍ତି। କ୍ଷମତା ନିଶାରେ ଭାଜପା ଏଭଳି କରିଥିବା ଗୁଲାମ୍ ନବୀ ଅଭିଯୋଗ କରିଛନ୍ତି। ଏହାଦ୍ୱାରା ଗଣତନ୍ତ୍ର ତଥା…
ଜୀବନକାଳ ମଧ୍ୟରେ ପାଣି କି ବିଜୁଳି ପାଇଲେ ନାହିଁ ଆଦର୍ଶ ମତଦାତା
କୁଲ୍ଲୁ,୫।୮: ହିମାଚଳ ପ୍ରଦେଶର କୁଲୁ ଜିଲାରେ ଥିବା ଶାକ୍ଟି ମରେଡରେ ଆଜି ପର୍ଯ୍ୟନ୍ତ ବିଜୁଳି କି ପାନୀୟ ଜଳର ସୁବିଧା ନାହିଁ। ତେବେ ଗାଁର ବିକାଶକୁ ଲକ୍ଷ୍ୟ କରି ପ୍ରତିଥର ଉତ୍ସାହର ସହ ମତଦାନ କରୁଥିବା ୧୧୦ ବର୍ଷୀୟା ଶାଦି ଦେବୀଙ୍କର…
ହଟିବ ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା: ଆରମ୍ଭ ହେବ ଭାରତୀୟ ଦଣ୍ଡ ସଂହିତା
ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟାଇ ନିଆଯାଇଛି। ଫଳରେ ଏଠାରେ ୧୯୩୨ଠାରୁ ପ୍ରଚଳିତ ଥିବା ୮୭ ବର୍ଷ ପୁରାତନ ରଣବୀର ଦଣ୍ଡ ସଂହିତା(ଆର୍ପିସି) ବଦଳରେ ଏବେ ଭାରତୀୟ ଦଣ୍ଡ ସଂହିତା(ଆଇପିସି)ର ପ୍ରଚଳନ ହେବ। ରଣବୀର ଦଣ୍ଡ ସଂହିତା ରାଜା ରଣବୀର ସିଂଙ୍କ…
ଧାରା ୩୭୦: ପୂରଣ ହେଲା ବାଲା ସାହେବ, ବାଜପେୟୀଙ୍କ ସ୍ବପ୍ନ
ନୂଆଦିଲ୍ଲୀ,୫।୮: ରାଜ୍ୟ ସଭାରେ ସୋମବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଧାରା ୩୭୦କୁ ହଟାଇବାକୁ ପ୍ରସ୍ତାବ ଦେଇଥିଲେ। ଏହାସହ ରାଜ୍ୟ ପୁନର୍ଗଠନ ପାଇଁ ମଧ୍ୟ ଶାହ ପ୍ରସ୍ତାବ ଦେଇଥିଲେ। ଏହାକୁ ଦେଖି ଭାଜପାର ସହୟୋଗୀ ଦଳ ଶିବସେନା ମୁଖ୍ୟ ଉଦ୍ଦବ ଠାକରେ ପ୍ରତିକ୍ରିୟା…
ଜମ୍ମୁ-କଶ୍ମୀର ଜନସାଧାରଣଙ୍କ ସହିତ ବିଶ୍ୱାସଘାତକତା କରିଛନ୍ତି ମୋଦି ସରକାର: ଓମାର ଅବଦୁଲା
ଶ୍ରୀନଗର,୫।୮: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଜମ୍ମୁ-କଶ୍ମୀରରେ ୩୭୦ ଧାରା ହଟିବା ନେଇ ଘୋଷଣା କରିଛନ୍ତି। ଏହା ସହିତ ଜମ୍ମୁ-କଶ୍ମୀରକୁ ଲଦାଖଠାରୁ ମଧ୍ୟ ଅଲଗା କରାଯାଇଥିବା ନେଇ ସୂଚନା ଦେଇଛନ୍ତି। ଏହାକୁ ନେଇ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲା ପ୍ରଧାନମନ୍ତ୍ରୀ…
ଜମ୍ମୁ-କଶ୍ମୀରରେ ନେତାଙ୍କୁ ନଜରବନ୍ଦୀ ଘଟଣାକୁ ନିନ୍ଦା କଲେ ପୂର୍ବତନ ଅର୍ଥମନ୍ତ୍ରୀ
ଶ୍ରୀନଗର,୫।୮: ଜମ୍ମୁ-କଶ୍ମୀରରେ ନେତାଙ୍କୁ ନଜରବନ୍ଦୀ ରଖାଯିବା ଘଟଣାକୁ ନେଇ ରାଜନୈତିକ ମହଲରେ ଅସନ୍ତୋଷ ପ୍ରକାଶ ପାଇବା ସହ ଏହାକୁ କିଛି ନେତା ବିରୋଧ କରିଛନ୍ତି। ସୋମବାର ପୂର୍ବତନ ଅର୍ଥମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ୍ ଏହି ଘଟଣାକୁ ନିନ୍ଦା…
ଧାରା ୩୭୦ ହଟିବା ନେଇ ନିଜ ନିଜର ଖୁସି ପ୍ରକାଶ କଲେ ବଲିଉଡ୍ କଳାକାର
ମୁମ୍ବାଇ,୫।୮: ଜମ୍ମୁ-କଶ୍ମୀରରୁ ୭୨ ବର୍ଷ ପୁରାତନ ଧାରା ୩୭୦ ହଟିବା ନେଇ ବଲିଉଡ୍ର ଖ୍ୟାତି ସମ୍ପନ୍ନ ବ୍ୟକ୍ତି ବିଶେଷ ଟୁଇଟ୍ କରି ନିଜର ଖୁସି ବ୍ୟକ୍ତ କରିଛନ୍ତି। ଅଭିନେତା ପରେଶ ରାଓ୍ବଲ କହିଛନ୍ତି ଭାରତ ମାତା ଶେଷରେ ସ୍ବାଧୀନତା ହାସଲ କରିଛି।…
ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗ: ମେହବୁବା କହିଲେ, ଭାରତୀୟ ଲୋକତନ୍ତ୍ର ପାଇଁ କଳାଦିବସ, ଭୟଙ୍କର ହେବ ପରିଣାମ
ନୂଆଦିଲ୍ଲୀ,୫।୮:କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ମିଳୁଥିବା ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଧାରା ୩୭୦କୁ ଉଚ୍ଛେଦ କରିଛନ୍ତି। ରାଷ୍ଟ୍ରପତି ଏହି ବିଜ୍ଞପ୍ତିକୁ ଅନୁମୋଦନ ଦେଇଥିବା ସମ୍ପର୍କରେ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ କହିଛନ୍ତି। ଜମ୍ମୁ-କଶ୍ମୀର ଏବଂ ଲଦାଖ ଦୁଇଟି ଅଲଗା…
ଇଣ୍ଡିଗୋ ବିମାନର ବଡ଼ ନିଷ୍ପତ୍ତି: ଦୂରତା ହିସାବରେ ଧାର୍ଯ୍ୟ ହେବ ବିମାନ ଭଡ଼ା
ଶ୍ରୀନଗର,୫।୮: ବିମାନ କମ୍ପାନୀ ଇଣ୍ଡିଗୋ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଶ୍ରୀନଗର ବିମାନବନ୍ଦରରୁ ଉଡାଣ ଭରୁଥିବା ସମସ୍ତ ବିମାନ ପାଇଁ ଦୂରତା ହିସାବରେ ଭଡା ଧାର୍ଯ୍ୟ କରାଯିବା ନେଇ ନିଷ୍ପତ୍ତି ନେଇଛି। ଯେତେବେଳେ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ନେଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି…
ଉନ୍ନାଓ ପୀଡିତାଙ୍କର ଏମ୍ସରେ ହେବ ଚିକିତ୍ସା: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୫।୮: ଦୁର୍ଘଟଣାର ଶିକାର ହୋଇ କିଙ୍ଗ ଜର୍ଜସ୍ ମେଡିକାଲ କଲେଜରେ ଚିକିତ୍ସିତ ହେଉଥିବା ଉତ୍ତର ପ୍ରଦେଶର ଉନ୍ନାଓ ପୀଡିତାଙ୍କର ଚିକିତ୍ସା ଏବେ ଦିଲ୍ଲୀ ସ୍ଥିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନସେସ୍(ଏମ୍ସ)ରେ କରାଯିବ ବୋଲି ସୋମବାର ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ।…
Archives


