ଜାତୀୟ

ଫେଲ୍‌ ମାରିଛି କେନ୍ଦ୍ରର ଶସ୍ୟ ବୀମା ଯୋଜନା: ଚାଷୀଙ୍କୁ ମିଳିନି ୫ ହଜାର କୋଟି

ନୂଆଦିଲ୍ଲୀ,୧୨ା୬: କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (ପିଏମ୍‌ଏଫ୍‌ବିଓ୍ବାଇ) ବିଫଳ ହୋଇଛି। ୨୦୧୮ ଡିସେମ୍ବରରେ ଖରିଫ ଋତୁ ଶେଷ ହୋଇଥିବାବେଳେ ଫସଲ ନଷ୍ଟ ହୋଇଥିବା ଚାଷୀଙ୍କ ଦାବିର ୪୦% ଅର୍ଥ ବୀମା କମ୍ପାନୀଗୁଡ଼ିକ ନିର୍ଦ୍ଧାରିତ ସମୟ ମଧ୍ୟରେ ପଇଠ...

ଜୁନ୍‌ ୩୦ରେ ପ୍ରଚାରିତ ହେବ ମୋଦିଙ୍କ ‘ମନ କି ବାତ’ର ପ୍ରଥମ ଏପିସୋଡ଼

ନୂଆଦିଲ୍ଲୀ,୧୧।୬: ଦ୍ୱିତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳି ଥିବା ନରେନ୍ଦ୍ର ମୋଦି ପୁଣି ଥରେ ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ ଜୁନ୍‌ ୩୦ରେ ଜନତାଙ୍କ ନିକଟତର ହେବେ। ସାଧାରଣ ଜନତା ସେମାନଙ୍କ ମତ, ମନ୍ତବ୍ୟ...

ବାତ୍ୟା ‘ବାୟୁ’କୁ ନେଇ ଉଚ୍ଚସ୍ତରୀୟ ବୈଠକ ଡାକିଲେ ସ୍ବରାଷ୍ଟ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୧।୬: ବାତ୍ୟା ‘ବାୟୁ’କୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ମଙ୍ଗଳବାର ହୋଇଥିବା ଏହି ବୈଠକରେ କେନ୍ଦ୍ର ମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରୀଙ୍କ ସହ ଅମିତ ଶାହ ବାତ୍ୟା ମୁକାବିଲା ପ୍ରସ୍ତୃତି ନେଇ ଆଲୋଚନା...

ଫେସ୍‌ବୁକ ଲାଇଭରେ କୁମାରସ୍ବାମୀ ଓ ତାଙ୍କ ପରିବାରଙ୍କୁ ଅଭଦ୍ର ଟିପ୍ପଣୀ ଦେଇ ୨ ଗିରଫ

ବେଙ୍ଗାଲୁର,୧୧।୬: ଫେସ୍‌ବୁକ ଲାଇଭ ସମୟରେ କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ଓ ପୂର୍ବତନ ଏଚ୍‌ଡି ଦେବଗୌଡାଙ୍କ ଉପରେ ଅଭଦ୍ର ଟିପ୍ପଣୀ ଦେଇଥିବା ୨ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି ପୋଲିସ। ଗିରଫ ହୋଇଥିବା ୨ଜଣ ବ୍ୟକ୍ତି ହେଲେ ସିଦ୍ଧରାଜୁଓ ଜୋମରାଜୁ। ସୂଚନାଯୋଗ୍ୟ,...

ସ୍କୁଲ ଫି ବାବଦରେ ପିଲାମାନେ ଦିଅନ୍ତି ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ

ଗୁଆହାଟୀ,୧୧।୬: ଆସାମ ଦିସପୁରରେ ଥିବା ଅକ୍ଷର ଫୋରମ ସ୍କୁଲ ଏବେ ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛି। କାରଣ ଏଠାରେ ପାଖାପାଖି ୧୧୦ ଜଣ ପିଲା ପାଠ ପଢୁଥିବା ବେଳେ ଏମାନେ ସ୍କୁଲ ଫି ବାବଦରେ ପ୍ଲାଷ୍ଟିକର ବର୍ଜ୍ୟବସ୍ତୁ ଦାଖଲ କରିଥାଆନ୍ତି।...

ମିଳିଲା ବାୟୁସେନା ବିମାନ ଏଏନ୍‌-୩୨ର କିଛି ଭଗ୍ନାବଶେଷ

ଇଟାନଗର,୧୧।୬: ନିଖୋଜ ଥିବା ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ର କିଛି ଅଂଶ ଅରୁଣାଞ୍ଚଳ ପ୍ରଦେଶର ୧୬ କିଲୋମିଟର ଉତ୍ତରରେ ଥିବା ଲିପୋରେ ମିଳିଥିବା ସୂଚନା ମିଳିଛି। ଭାରତୀୟ ବାୟୁସେନାର ଏମ୍‌ଆଇ-୧୭ ହେଲିକେପ୍ଟର ସାହାଯ୍ୟରେ ଏହାର ସନ୍ଧାନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,...

ଭାଜପାର ଚାଷୀ ସମାବେଶରେ ଭୁଶୁଡ଼ିଲା ମଞ୍ଚ

ଇନ୍ଦୋର,୧୧।୬: ମଧ୍ୟପ୍ରଦେଶରେ ଋଣଛାଡ଼ ପାଇଁ ଭାଜପା ପକ୍ଷରୁ ଆୟୋଜନ କରାଯାଇଥିବା ଚାଷୀ ସମାବେଶରେ ଘଟିଛି ଅଭାବନୀୟ ଘଟଣା। ଚାଷୀ ସମାବେଶ ଲାଗି ବିଭିନ୍ନ ସ୍ଥାନରେ ମଞ୍ଚ ତିଆରି କରାଯାଇଥିଲା। ଲାଲମେହଲ୍ଲା ଅଞ୍ଚଳରେ ଥିବା ମଞ୍ଚ ଭୁଶୁଡ଼ି ପଡ଼ିବାରୁ ଅନେକ ବରିଷ୍ଠ...

୪ଶହରୁ ୫ ଶହ ଟଙ୍କା ହେଲା ବାର୍ଦ୍ଧକ୍ୟ ଭତ୍ତା

ଲକ୍ଷ୍ନୌ,୧୧।୬: ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୬ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏଥିରେ ବୃଦ୍ଧାବସ୍ଥାରେ ମିଳୁଥିବା ଭତ୍ତାର ପରିମାଣକୁ ୪ଶହ ଟଙ୍କାରୁ ବୃଦ୍ଧି କରି ୫ ଶହ ଟଙ୍କା କରି ଦିଆଯାଇଛି। ଏହାଦ୍ୱାରା...

ମମତାଙ୍କ ଉପସ୍ଥିତିରେ ସ୍ଥାପନ ହେବ ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତି

କୋଲକାତା,୧୧।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ କାର୍ଯ୍ୟକ୍ରମରେ ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହା କୋଲକାତାର କଲେଜ ଷ୍ଟ୍ରିଟ ସ୍ଥିତ ହାରେ ସ୍କୁଲରେ ଆୟୋଜନ କରାଯାଇଥିଲା। ଏହାପରେ ମମତା ଈଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ...

ଭୋକ ସହ ଲଢ଼େଇରେ ୫ ରାଜ୍ୟ ଆଗୁଆ: ନୀତି ଆୟୋଗ

ନୂଆଦିଲ୍ଲୀ,୧୧।୬: ଭୋକ ସହ ଲଢ଼େଇରେ ଦେଶର ୫ ରାଜ୍ୟ ଆଗୁଆ ରହିଛନ୍ତି। ଏନେଇ ନୀତି ଆୟୋଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ପଞ୍ଜାବ, କେରଳ, ଗୋଆ, ମିଜୋରାମ୍‌ ଏବଂ ନାଗାଲାଣ୍ଡ ଆଦି ରାଜ୍ୟ ଏହି କ୍ଷେତ୍ରରେ ବେଶ୍‌ ଭଲ କାର୍ଯ୍ୟ...

ପତ୍ନୀ, ଝିଅଙ୍କୁ ଗୁଳି କରିବା ପରେ ଆତ୍ମହତ୍ୟା କଲେ ବ୍ୟବସାୟୀ

ପାଟନା,୧୧।୬: ବିହାରର ରାଜଧାନୀ ପାଟନାରେ ହୋଇଥିବା ଟ୍ରିପଲ୍‌ ମର୍ଡର ଘଟଣା ମଙ୍ଗଳବାର ସାରା ରାଜ୍ୟକୁ ଚମକାଇ ଦେଇଛି। ପାଟନାରେ ରହୁଥିବା ଜଣେ ବ୍ୟବସାୟୀ ନିଜ ଝିଅ ଓ ପତ୍ନୀଙ୍କୁ ଗୁଳି କରିବା ପରେ ନିଜେ ଆତ୍ମହତ୍ୟା କରିଥିବା କୁହାଯାଉଛି। ମଙ୍ଗଳବାର...

ମୋ ବିରୋଧରେ ଲେଖୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଗଲେ ଖାଲି ହୋଇଯିବ ନ୍ୟୁଜ ଚ୍ୟାନେଲ: ରାହୁଲ

ନୂଆଦିଲ୍ଲୀ,୧୧।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ସୋସିଆଲ ମିଡିଆ ପୋଷ୍ଟ ହେବା ପରେ ଖବରଦାତାଙ୍କୁ ଗିରଫ କରାଯାଇଥିଲା। ଏବେ ଏହି ଖବର ଚର୍ଚ୍ଚାରେ ରହିଥିବା ବେଳେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମଧ୍ୟ ଏହି ଖବରକୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri