ଉନ୍ନାଓ ମାମଲା: ଏମ୍ସରେ ଶୁଣାଣି
ନୂଆଦିଲ୍ଲୀ,୧୨ା୯ (ପି.ଟି./ଆଇଏଏନ୍ଏସ୍): ଉନ୍ନାଓ ପୀଡ଼ିତା ଚିକିତ୍ସିତ ହେଉଥିବା ନୂଆଦିଲ୍ଲୀର ଏମ୍ସରେ ବୁଧବାର ‘ଇନ୍ କ୍ୟାମେରା’ ପ୍ରୋସିଡିଂ ଆରମ୍ଭ ହୋଇଛି। ବଳାତ୍କାର ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ସେଠାରେ ଏକ ଅସ୍ଥାୟୀ କୋର୍ଟ ପ୍ରତିଷ୍ଠା କରାଯାଇଛି। ଏମ୍ସର ଆପେକ୍ସ ଟ୍ରମା ସେଣ୍ଟରରେ ଜିଲା…
ଟ୍ରାଫିକ ନିୟମ ବଦଳାଇଲେ ରାଜ୍ୟ ଦାୟୀ: ‘ଟଙ୍କା ନୁହେଁ ଜୀବନ ବଞ୍ଚାଇବା ଉଦ୍ଦେଶ୍ୟ’
ନୂଆଦିଲ୍ଲୀ,୧୨ା୯: ଟ୍ରାଫିକ୍ ନିୟମ ଉଲ୍ଲଂଘନ ପାଇଁ ଧାର୍ଯ୍ୟ ଜରିମାନା ରାଶିକୁ ହ୍ରାସ କରାଇବାକୁ ଉଦ୍ୟମ କରୁଥିବା ରାଜ୍ୟ ଏହାର ପରିଣାମ ପାଇଁ ଦାୟୀ ରହିବେ ବୋଲି କେନ୍ଦ୍ର ପରିବହନ ମନ୍ତ୍ରୀ ନୀତୀନ ଗଡକରୀ ବୁଧବାର କହିଛନ୍ତି। ପାର୍ଲାମେଣ୍ଟ ସଂଶୋଧିତ ମୋଟରଯାନ ଆଇନକୁ…
ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଡାଲଚିନି ମିଶା କ୍ଷୀର
ଔଷଧୀୟ ଗୁଣରେ ଭରପୂର୍ ଡାଲଚିନ୍। ଅନେକ ପ୍ରକାର ରୋଗର ରାମବାଣ ଔଷଧ ଭାବେ ଏହା ପରିଚିତ। କ୍ଷୀରରେ ସାମାନ୍ୟ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଶରୀରକୁ ଦ୍ୱିଗୁଣା ଫାଇଦା ମିଳିଥାଏ। ଏମିତିରେ ତ କ୍ଷୀର ପୋଷଣରେ ଭରପୂର୍ ଥାଏ। କିନ୍ତୁ ସେଥିରେ…
ଅନ୍ୟ ଧର୍ମରେ ବିବାହ କରି ‘ମହାନ ପ୍ରେମିକ’ ହୁଅ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୧।୯: ଛତିଶଗଡ଼ର ଏକ ଅନ୍ୟ ଧାର୍ମିକ ବିବାହ ମାମଲାର ବୁଧବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ମାମଲାର ଶୁଣାଣି ସମୟରେ ଯୁବକଙ୍କୁ ବିଶ୍ୱସ୍ତ ଜୀବନସାଥୀ ଓ ମହାନ ପ୍ରେମିକ ହେବାକୁ ପରାମର୍ଶ ଦେଇଛନ୍ତି କୋର୍ଟ। ସେ କହିଛନ୍ତି, ଅନ୍ୟ ଧର୍ମରେ କିମ୍ବା ଅନ୍ୟ…
ବହିବସ୍ତାନୀ ସହ ପିଲାଙ୍କ ହାତରେ ଧନୁତୀର: ଜାଣନ୍ତୁ କାହିଁକି
ଝାଡ଼ଖଣ୍ଡର ନକ୍ସଲ୍ ପ୍ରଭାବିତ ଅଞ୍ଚଳ ଚାକୁଲିଆର ପୋଛପାନୀ ଗାଁରେ ଏବେ ଏହି ଅଦ୍ଭୁତ ଘଟଣା ଦେଖିବାକୁ ମିଳୁଛି। ନକ୍ସଲ୍ ଦାଉରୁ ରକ୍ଷା ପାଇବାକୁ ଏଠାକାର ସ୍କୁଲ୍ ପିଲାମାନେ ହାତରେ ତୀର କମାଣ ଧରି ପାଠ ପଢ଼ିବାକୁ ଯାଉଛନ୍ତି। ପ୍ରକୃତରେ ପିଲାଙ୍କ ଘରଠୁ…
ପ୍ଲାଷ୍ଟିକ ନେଉଛି ଶହ ଶହ ପ୍ରାଣୀଙ୍କ ଜୀବନ: ରିପୋର୍ଟ
ନୂଆଦିଲ୍ଲୀ,୧୧।୯: ପ୍ରତିବର୍ଷ ପ୍ଲାଷ୍ଟିକ ଖାଇବାରୁ ଦେଶରେ ହଜାର ହଜାର ସଂଖ୍ୟାରେ କଥା କହିପାରୁ ନ ଥିବା ପ୍ରାଣୀଙ୍କ ମୃତ୍ୟୁ ହେଉଛି। ପ୍ଲାଷ୍ଟିକ ଆବର୍ଜନା ସ୍ଥଳଚର ପ୍ରାଣୀଙ୍କ ସହ ଜଳଚର ପ୍ରାଣୀଙ୍କ ମୃତ୍ୟୁର ପ୍ରମୁଖ କାରଣ ପାଲଟିଛି। ୟୁନାଇଟେଡ ନେଶନ ରିପୋର୍ଟ ଅନୁସାରେ…
ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ନୂଆ ମୋଟରଯାନ ନିୟମ: ମମତା
କୋଲକାତା,୧୧।୯: ସମଗ୍ର ଦେଶରେ ସେପ୍ଟେମ୍ବର ୧ରୁ ନୂଆ ମୋଟରଯାନ ନିୟମ ଲାଗୁ ହୋଇଛି। ନୂତନ ନିୟମ ଅନୁସାରେ ଟ୍ରାଫିକ ନିୟମ ଉଲଂଘନ ଓ ଜରୁରୀ କାଗଜପତ୍ର ପାଇଁ ଲୋକଙ୍କୁ ମୋଟା ଅଙ୍କର ତଣ୍ଡ ଗଣିବାକୁ ପଡ଼ୁଛି। ଏହି ପରିପ୍ରେକ୍ଷୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…
ବିବାହରେ ବରଙ୍କୁ ମଦ୍ୟପାନ କରାନ୍ତି ଶାଶୁ…
ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଆଦି ରାଜ୍ୟରେ ବସବାସ କରୁଥିବା ବଇଗା ଜନଜାତିଙ୍କ ବିବାହରେ ଏକ ନିଆରା ପ୍ରଥା ରହିଛି। କନ୍ୟା ଘରେ ବର ପହଞ୍ଚିଲେ ଶାଶୁ ତାଙ୍କୁ ମଦ୍ୟପାନ କରାଇ…
ହାତରେ ଫାର୍ଶା ଧରି ନିଜ ଦଳର ନେତାଙ୍କୁ ଧମକାଇଲେ ହରିୟାଣା ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୧୧।୯: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ନିଜ ଦଳର ନେତାଙ୍କ ବେକ ଫାର୍ଶାରେ କାଟିଦେବାକୁ ଧମକ ଦେଉଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ହରିୟାଣାରେ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି…
ଭାରତରେ ଅନୁପ୍ରବେଶ କରିବେ ୨୭୫ ଆତଙ୍କବାଦୀ
ଶ୍ରୀନଗର,୧୧।୯: ଜମ୍ମୁ-କଶ୍ମୀରରେ ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଧୀରେଧୀରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏଠାରେ ଥିବା ୭ଟି ପାକିସ୍ତାନୀ ଲଞ୍ଚ୍ପ୍ୟାଡ୍ ଇତିମଧ୍ୟରେ ସକ୍ରିୟ ହୋଇଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏଠାରେ ୨୭୫ ଆତଙ୍କବାଦୀଙ୍କୁ…
ମୋଦିଙ୍କୁ ମିଳିଥିବା ଉପହାର ହେବ ନିଲାମ: ଅନ୍ଲାଇନ୍ରେ ସେପ୍ଟେମ୍ବର ୧୪ରୁ ଆରମ୍ଭ
ନୂଆଦିଲ୍ଲୀ,୧୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଥିବା ଉପହାରଗୁଡ଼ିକର ନିଲାମ କରାଯିବ। ଏହା ସେପ୍ଟେମ୍ବର ୧୪ରୁ ଅନ୍ଲାଇନ୍ରେ ଆରମ୍ଭ ହେବ ବୋଲି ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ପଟେଲ ସୂଚନା ଦେଇଛନ୍ତି। ମୋଦିଙ୍କୁ ମିଳିଥିବା ୨ ହଜାର ୭ ଶହ ୭୨ଟି ଉପହାରର ନିଲାମ…
ମୁଁ ସର୍ବପ୍ରଥମେ ଜଣେ ଭାରତୀୟ,କେ.ଶିବନ୍ଙ୍କ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ୍
ଚେନ୍ନାଇ,୧୧।୯:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ଅଧ୍ୟକ୍ଷ କେ.ଶିବନ୍ଙ୍କୁ ନେଇ ଏବେ ଚାରିଆଡେ ଚର୍ଚ୍ଚା। ଚନ୍ଦ୍ରଯାନ-୨କୁ ନେଇ ଅଧିକ ଲୋକପ୍ରିୟ ହୋଇଥିବା ଶିବନ୍ଙ୍କ ଏକ ପୁରୁଣା ଭିଡିଓ ସୋସିଆଲ୍ ମିଡିଆରେ ବେଶ୍ ଭାଇରାଲ୍ ହୋଇଛି। ଏକ ଆଞ୍ଚଳିକ ଚ୍ୟାନେଲକୁ ଦେଇଥିବା ସାକ୍ଷାତକାରରେ ସେ…
Archives


